ଭୁବନେଶ୍ୱର: ଗ୍ରୀଷ୍ମ ଅବକାଶକାଳୀନ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶାଙ୍କ ପକ୍ଷରୁ ‘ଅବକାଶକାଳୀନ ଗୃହକାର୍ଯ୍ୟ’…
ବିଶେଷ ଖବର
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଆନୁକୂଲ୍ୟରେ ଆଜି ଆନ୍ତର୍ଜାତିକ ଶ୍ରମ ଦିବସ ସ୍ଥାନୀୟ ଜୟଦେବ ଭବନଠାରେ ପାଳନ କରାଯାଇଛି। ଉକ୍ତ…
ଭୁବନେଶ୍ବର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ…
ନୂଆଦିଲ୍ଲୀ: ମେ ୧୦ ତାରିଖରେ ହେବାକୁ ଥିବା କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସମ୍ପ୍ରତି ନିର୍ବାଚନ ସର୍ଭେରେ କଂଗ୍ରେସର ସ୍ଥିତି ଅତ୍ୟନ୍ତ ମଜବୁତ ମନେହୁଏ। ୨୨୪…
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜିକାଲି ମୁଖ୍ୟମନ୍ତ୍ରୀ ବାସଭବନର ନବୀକରଣକୁ ନେଇ ବିବାଦ ଘେରକୁ ଆସିଛନ୍ତି। କେଜ୍ରିୱାଲ ନବୀକରଣ ପାଇଁ ୪୫ କୋଟି ଟଙ୍କା ଖର୍ଚ୍ଚ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଆଜି ଅପରାହ୍ନରେ ବ୍ରହ୍ମପୁର ସହର ପ୍ରସିଦ୍ଧ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ମନ କୀ ବାତର ୧୦୦ତମ ଅଧ୍ୟାୟ ସମ୍ପୂର୍ଣ୍ଣ ହେବା ଉପଲକ୍ଷେ ଉତ୍ସବ ପାଳନ କରିବା ଲାଗି ସଂସ୍କୃତି…
ଭୁବନେଶ୍ବର: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି କେ ପାଣ୍ଡିଆନ୍ ଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା…
ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ମନ୍ କୀ ବାତ’ରେ ଦେଶବାସୀଙ୍କ ସହ ମତବିନିମୟ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ’ର ୧୦୦ତମ ଅଧ୍ୟାୟ ଥିଲା।…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାସିକ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ ଉପରେ ନୂଆଦିଲ୍ଲୀସ୍ଥିତ ଭାରତୀୟ ଜନସଂଚାର ସଂସ୍ଥାନ (ଆଇଆଇଏମ୍ସି) ପକ୍ଷରୁ ଏକ ସ୍ୱତନ୍ତ୍ର…
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୩୦ ଏପ୍ରିଲ, ୨୦୨୩ ରେ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କୀ ବାତ୍’ ର ୧୦୦ତମ ଅଧ୍ୟାୟରେ ଦେଶବାସୀଙ୍କ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ୯୧ଟି ନୂଆ ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟର ଉଦ୍ଘାଟନ କରିଛନ୍ତି। ଏହି ଟ୍ରାନ୍ସମିଟରର କ୍ଷମତା ପ୍ରତ୍ୟେକ…
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଦ୍ବିତୀୟ ଦିନରେ ମଧ୍ୟ ବିଭିନ୍ନ ଉନ୍ନୟନମୂଳକ କାମ…
ଭୁବନେଶ୍ୱର: ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା ଏବଂ କୋଟି କୋଟି ଚାଷୀ ଏବଂ ମତ୍ସ୍ୟଜୀବୀ ସେମାନଙ୍କ ଜୀବନ ଏବଂ ଜୀବିକା ପାଇଁ ଏହା ଉପରେ ନିର୍ଭରଶୀଳ। ମହାନଦୀ…
ନୂଆଦିଲ୍ଲୀ: ଆସାମର ଦିମା ହସାଓ ଜିଲ୍ଲାରେ କାର୍ଯ୍ୟ କରୁଥିବା ଏକ ଆଦିବାସୀ ସନ୍ତ୍ରାସବାଦୀ ଗୋଷ୍ଠୀ ଗୁରୁବାର ଦିନ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ସହ ହିଂସାକୁ ଏଡ଼ାଇବା…
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୯୧ ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟରକୁ ଉଦ୍ଘାଟନ କରିବେ। ଭିଡିଓ କନ୍ଫରେନ୍ସି ବ୍ୟବସ୍ଥାରେ ଏହି…
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା…
ଭୁବନେଶ୍ୱର: ବିନା କାରଣରେ ବିଭିନ୍ନ ସ୍ପର୍ଶକାତର ଘଟଣାରେ ମନଗଢ଼ା କାହାଣୀ କହି ରାଜନୀତି କରିବା ଓଡ଼ିଶା ବିଜେପିର ଅଭ୍ୟାସରେ ପରିଣତ ହୋଇଗଲାଣି। ବୋଧହୁଏ ଆଜିକାଲି ସେମାନେ ଘରେ…
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ…
ଭୁବନେଶ୍ବର: ଗତକାଲି ଛତିଶଗଡର ଦାନ୍ତେୱାଡାରେ ମାଓବାଦୀଙ୍କ ବର୍ବରତା ପରେ ଓଡିଶାର ହାଇଆଲର୍ଟ ଜାରୀ କରାଯାଇଛି। କୋରାପୁଟ, ନବରଙ୍ଗପୁର ଏବଂ ମାଲକାନାଗିରିରେ ଏହି ହାଇ ଆଲର୍ଟ ଜାରୀ କରାଯାଇଛି।…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜାତୀୟ ଚିକିତ୍ସା ଉପକରଣ ନୀତି ୨୦୨୩କୁ ମଞ୍ଜୁରି ମିଳିଛି। ଭାରତର ଚିକିତ୍ସା ଉପକରଣ କ୍ଷେତ୍ର…

