ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୩୦ଟି ଜିଲ୍ଲାରେ ୧୧୫୧ କୋଟି ଟଙ୍କାର ୪୮୧ଟି […]
ନୂଆଦିଲ୍ଲୀ/ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପ-ସଭାପତି ଏବଂ କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ଏହାର ପ୍ରଥମ ରେଳ ଲାଇନ ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ଵିତୀୟ ରେଳ ଲାଇନ ପ୍ରକଳ୍ପ ପାଇଁ […]
ଭୁବନେଶ୍ବର: ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ମହାରାଷ୍ଟ୍ରର ପାଲଘରଠାରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ପାଖାପାଖି ୭୬,୦୦୦ କୋଟି ଟଙ୍କା ବ୍ୟୟରେ ବାଧବାନ ବନ୍ଦରର ଶିଳାନ୍ୟାସ ଏବଂ ପ୍ରାୟ ୧୫୬୦ କୋଟି ଟଙ୍କା […]
ଭୁବନେଶ୍ଵର: ଓଡିଶା ହେଉଛି ଏକ ସମ୍ଭାବନାର ରାଜ୍ୟ। ଏଠି ସମ୍ଭାବନା ଅଛି, ସୁଯୋଗ ମଧ୍ୟ ଅଛି। ଆମ ପାଖରେ ଖଣିଜ ସମ୍ପଦ ଭରପୁର ଅଛି। ତେଣୁ ନିର୍ମାଣର ବିଭିନ୍ନ କ୍ଷେତ୍ର ଯଥା ଅଟୋମୋବାଇଲ୍ସ, ଅଟୋ କମ୍ପୋନେଣ୍ଟସ୍, ଡୋମେଷ୍ଟିକ ଆପ୍ଲିଆନସେସ୍, ଡିଫେନ୍ସ, ଏରୋ […]
ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କର ଏକ ବୈଠକ ଆଜି ଶଂଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିରୋଧି ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ ଦଳ ର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୩୦, ୨୦୨୪ରେ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପାଲଘର ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ଜିଓ ୱାର୍ଲ୍ଡ କନଭେନ୍ସନ୍ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫ୍ଏଫ୍) ୨୦୨୪କୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ନ […]
ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର ମାର୍ଗଦର୍ଶିକା ଜାରି କରାଯାଇଛି। […]
ଭୁବନେଶ୍ବର: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ୧୬ତମ ପ୍ରତିଷ୍ଠା ଦିବସ ଅଗଷ୍ଟ ୨୯ ତାରିଖରେ ଏହାର ମୁଖ୍ୟ କ୍ୟାମ୍ପସ ସୁନାବେଡ଼ାଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କ ବାର୍ତ୍ତା ମାଧ୍ୟମରେ ବିଶ୍ୱବିଦ୍ୟାଳୟ ସମୁଦାୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି […]
ଭୁବନେଶ୍ବର: ଆଜି ଲୋକସେବା ଭବନସ୍ଥିତ କନ୍ଭେନ୍ସନ୍ ହଲ୍ ଠାରେ ଜାତୀୟ କ୍ରୀଡା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଭାରତୀୟ […]
ମୁମ୍ବାଇ: ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ମୋବାଇଲ୍ ଡାଟା କମ୍ପାନୀ ହୋଇପାରିଛି ଏବଂ ବିଶ୍ୱର ମୋଟ ମୋବାଇଲ୍ ଡାଟା ଟ୍ରାଫିକର ୮ ପ୍ରତିଶତ କେବଳ ଜିଓର ନେଟୱାର୍କରେ ଚାଲିଥାଏ। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ୪୭ ତମ ବାର୍ଷିକ ସାଧାରଣ ସଭାରେ ସେୟାରଧାରକ […]
IPS Kamya Mishra Resigned: 2019 ବ୍ୟାଚ ବିହାର କ୍ୟାଡରର ଆଇପିଏସ ଅଫିସର କାମ୍ୟା ମିଶ୍ରଙ୍କ ଇସ୍ତଫାକୁ ନେଇ ବର୍ତ୍ତମାନ ସାରା ଦେଶର ପୋଲିସ ଅଧିକାରୀଙ୍କ ମହଲରେ ଚର୍ଚ୍ଚା ଚାଲିଛି। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ମଧ୍ୟ ତାଙ୍କର ଇସ୍ତଫାକୁ ନେଇ ଚର୍ଚ୍ଚା […]
ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଘଟିଲେ ଦୁର୍ଘଟଣା ସ୍ଥଳରେ ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ତୁରନ୍ତ ପହଁଚି ସହାୟତା ପ୍ରଦାନର ଆବଶ୍ୟକତା ରହିଛି। ଏଥିପାଇଁ ଆମ୍ବୁଲାନ୍ସ, ପୁଲିସ୍ ଟିମ୍, ଅଗ୍ନିଶମ ବ୍ୟବସ୍ଥା, ସ୍ୱେଚ୍ଛାସେବୀ ତଥା ସଂପୃକ୍ତ ସମସ୍ତେ ଯେପରି କ୍ରିୟାଶୀଳ ହୋଇ କମ୍ ସମୟ ମଧ୍ୟରେ […]
ନୂଆଦିଲ୍ଲୀ/ ଭୁବନେଶ୍ବର: ସଡ଼କ ସୁରକ୍ଷାରେ ପଦକ୍ଷେପ ନେବାରେ ଦେଶରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟର ମାନ୍ୟତା ପାଇଛି। ଦିଲ୍ଲୀରେ ଫିକି ପକ୍ଷରୁ ଆୟୋଜିତ ଷଷ୍ଠ ସଡ଼କ ସୁରକ୍ଷା କନକ୍ଲେଭ ଅବସରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀ […]
ଭୁବନେଶ୍ବର: ମନ୍ତ୍ରୀ ନିତ୍ୟାଗଣ୍ଡ ଆଜି ଶିକ୍ଷାନୁଷ୍ଠାନରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗ ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ନେଇ ବିବୃତି ରଖିଛନ୍ତି। ତାହା ହେଲା… ୧୯୯୫ ମସିହା ଫେବୃୟାରୀ ୩ ତାରିଖରେ ମେଡିକାଲ ଆଣ୍ଡ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଆଡମିଶନ ପାଇଁ ଅନୁସୂଚିତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ‘କୃଷି ଭିତ୍ତିଭୂମି ପାଣ୍ଠି’ ଅନ୍ତର୍ଗତ କେନ୍ଦ୍ରୀୟ ପାଣ୍ଠି ଯୋଗାଣ ଯୋଜନାର କ୍ରମିକ ସମ୍ପ୍ରସାରଣକୁ ମଞ୍ଜୁରି ମିଳିଛି, ଯାହାଦ୍ୱାରା ଏହା ଅଧିକ ଆକର୍ଷଣୀୟ, ଫଳପ୍ରଦ ଏବଂ ସମାବେଶୀ ହୋଇପାରିବ। […]
ଭୁବନେଶ୍ୱର: ଆଜି ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟକ୍ରମ ତଥା ନୀତି ବିକାଶ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାଲେରୀ ଏନ୍. ଗୁଆନେରୀ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ ମାନ୍ୟବର କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରି ରାଜ୍ୟରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ବର୍ତ୍ତମାନ ଏବଂ […]
ନୂଆଦିଲ୍ଲୀ: ଭାରତ ଖୁବଶୀଘ୍ର ଶିଳ୍ପ ସ୍ମାର୍ଟ ସିଟିର ଏକ ଭବ୍ୟ ଶୃଙ୍ଖଳା ସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଜାତୀୟ ଶିଳ୍ପ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ମୋଟ ୬,୪୫୬ କୋଟି ଟଙ୍କା (ପ୍ରାୟ) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ଦୁଇଟି ନୂଆ ରେଳ ଲାଇନ୍ ଓ ଗୋଟିଏ ମଲ୍ଟି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜନ ଧନ ଯୋଜନାର ଦଶମ ବାର୍ଷିକୀ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଉପରେ ଏହାର ଗୁରୁତ୍ୱପୂର୍ଣ୍ଣ ପ୍ରଭାବକୁ ପାଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ଯୋଜନାକୁ ସଫଳ […]
ଭୁବନେଶ୍ବର: ବିଜେପିରୁ ମମତା ମହାନ୍ତ ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ। ହେବାର ଥିଲା। କାରଣ ସେ ବିଜେପିରୁ ପ୍ରାର୍ଥୀ ହୋଇଥିଲେ, ଆଉ ତାଙ୍କର ସଂଖ୍ୟା ମଧ୍ୟ ଥିଲା। ସେ ବିଜେଡିରୁ ଇସ୍ତଫା ଦେଲେ ବିଜେପିରେ ମିଶିଲେ ଆଉ ସେ ତାଙ୍କର ସେହି ରାଜ୍ୟସଭା […]