ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ଏୟାରପୋର୍ଟ ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ […]
ନୂଆଦିଲ୍ଲୀ: ବର୍ତ୍ତମାନ ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ହରଡଘଣାରେ। କାରଣ ନିଜ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଦୁର୍ନିତି ନେଇ ସାରା ଦେଶରେ ଚାଲିଛି ଚର୍ଚ୍ଚା। ଏତେ ପରିମାଣ ଟଙ୍କା ଜବତ ହେବା ଏକ ବଡ ଘଟଣା। ଯେଉଁଥିପାଇଁ ମମତା ସାଧାରଣରେ ନିନ୍ଦିତ […]
ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ସମ୍ପର୍କରେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ ଦେଇଥିବା ବିବୃତ୍ତି ଉପରେ ଉତ୍ତେଜନା ଜାରି ରହିଛି। ଏହି ପ୍ରସଙ୍ଗରେ କଂଗ୍ରେସକୁ ଆକ୍ରମଣ କରିବାକୁ ବିଜେପି ପ୍ରସ୍ତୁତ ହେଉଛି। ଯଦିଓ ଅଧୀର ରଂଜନ ଚୌଧୁରୀ ତାଙ୍କ ବିବୃତ୍ତି ପାଇଁ କ୍ଷମା […]
ଭୁବନେଶ୍ୱର : ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ରାଜ୍ୟସ୍ତରୀୟ ପେନସନ ଓ ଭବିଷ୍ୟନିଧି ଅଦାଲତ ଏ. ଜି ସମ୍ମିଳନୀ କକ୍ଷ ଠାରେ ଆଜି ଆୟୋଜିତ ହୋଇଯାଇଛି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାବରକାଂଠା ଅନ୍ତର୍ଗତ ଗାଧୋଡ଼ା ଚୌକି ସ୍ଥିତ ସାବର ଡାଏରୀ ଠାରେ ଏକ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ସ୍ଥାନୀୟ ଚାଷୀ ଓ […]
ଭୁବନେଶ୍ବର: ଆଜି କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ରାଷ୍ଟ୍ରପତ୍ନୀ’ ସମ୍ବୋଧନକୁ ନେଇ ହଟ୍ଟଗୌଳ ହୋଇଛି। ଏହାକୁ ନେଇ ସଂସଦରେ ବିଜେପି ମହିଳା ସାଂସଦମାନେ ପ୍ରବଳ ବିରୋଧ କରିଛନ୍ତି। ଆଜି ସଂସଦ କାର୍ଯ୍ୟ ସମୟରେ ଅଧୀର […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ସାମ୍ବାଦିକ ସାଜିଛନ୍ତି। ସେ ଆଜି ଓଡିଶାର ବିଭିନ୍ନ ପ୍ରତିଷ୍ଠିତ ଖବର କାଗଜରେ ଆଲେଖ୍ୟ ଲେଖିଛନ୍ତି। ଯାହାର ଶିରୋନାମା ହେଲା ‘ଏ ମାଟିର କନ୍ୟା ‘। ଓଡିଆ ଭାଷାରେ ଲେଖାଯାଇଥିବା ଏହି ଲେଖାଟି ଆଜି ରାଜ୍ୟର […]
ନୂଆଦିଲ୍ଲୀ: ସଂସଦରେ ମୌସୁମୀ ଅଧିବେଶନ ଜାରି ରହିଛି। ଏହି ସମୟରେ ସଂସଦରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀଙ୍କ ବୟାନକୁ ନେଇ ଭାରି ବିରୋଧ କରାଯାଉଛି। ତାଙ୍କ ନବୟାନକୁ ନେଇ ସଂସଦରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ରାଷ୍ଟ୍ରପତିଙ୍କ ଉପରେ ଦେଇଥିବା ବୟାନକୁ […]
ଭୁବନେଶ୍ୱର: ସୌର ଜଳନିଧି ଯୋଜନାରେ ରାଜ୍ୟର ଚାଷୀମାନଙ୍କୁ ଜଳସେଚନର ସୁବିଧା ନିମନ୍ତେ ସୋଲାର ପମ୍ପସେଟ୍ ସ୍ଥାପନର ଅଗ୍ରଗତିର ଏକ ସମୀକ୍ଷା ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ […]
ଭୁବନେଶ୍ୱର: ଭାରତର ଏକ ପ୍ରମୁଖ ରାଜ୍ୟ ଭାବରେ ଓଡିଶା, ଶିଶୁ ଅଧିକାର ବିଧେୟକକୁ ପୂର୍ଣ୍ଣମାତ୍ରାରେ କାର୍ୟ୍ୟକାରୀ କରିବାକୁ ପ୍ରତିବଦ୍ଧ ହୋଇ କାର୍ୟ୍ୟ କରୁଛି । ଆଇନ୍ ସହାୟତା ଆବଶ୍ୟକ କରୁଥିବା ପ୍ରତ୍ୟକ ଶିଶୁଙ୍କ ପ୍ରତି ଧ୍ୟାନ ଦିଆଯାଉଛି । ମିଳିତ ଜାତି […]
ନୂଆଦିଲ୍ଲୀ: ବିଏସଏନଏଲର ପୁନଃଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ଦେବେ ୧ ଲକ୍ଷ ୬୪ ହଜାର କୋଟି ଟଙ୍କା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି ପ୍ୟାକେଜକୁ ଅନୁମୋଦନ ଦିଆଯାଇଛି। ବର୍ତ୍ତମାନର ପ୍ରତିଯୋଗୀତାକୁ ଦେଖି କେନ୍ଦ୍ର […]
ନୂଆଦିଲ୍ଲୀ: ଆଜି ଅଭିନେତା-ରାଜନେତା ମିଥୁନ ଚକ୍ରବର୍ତ୍ତୀ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଟିଏମସିର ୩୮ ଜଣ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ସେ ଦାବି କରିଛନ୍ତି ଯେ, ସେ ନିଜେ ୨୧ ଜଣ ବିଧାୟକଙ୍କ ସହ […]
ଦିଲ୍ଲୀ: ୨୦୧୪ରୁ ଏବେ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କର ବିଭିନ୍ନ ବିଭାଗ ଗୁଡିକରେ ୭ ଲକ୍ଷ ୨୨ ହଜାରରୁ ଅଧିକ ଲୋକଙ୍କୁ ସ୍ଥାୟୀ ନିଯୁକ୍ତି ମିଳିଛି। ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତର ଦେଇ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ (ସ୍ୱତନ୍ତ୍ର ଦାୟିତ୍ୱ), […]
ଭୁବନେଶ୍ୱର : ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ। ଆଜି ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ ଏହି ଫଳକୁ ଘୋଷଣା କରିଛନ୍ତି । ତେବେ ଏଥର କେବଳ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। […]
ନୂଆଦିଲ୍ଲୀ : କେବଳ ମଧ୍ୟାହ୍ନ ଭୋଜନ ନୁହେଁ। ଏଥିସହିତ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ସକାଳ ଜଳଖିଆ ମଧ୍ୟ ମାଗଣାରେ ପ୍ରଦାନ କରାଯିବ। ଏହି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ। ଆଜି ଏକ ସ୍କୁଲ କାର୍ଯ୍ୟକ୍ରମରେ ଯୋଗ ଦେଇ […]
ନୂଆଦିଲ୍ଲୀ: ଏପରି ସମସ୍ୟା ଅନେକ ବ୍ୟାଙ୍କ ସମ୍ମୁଖରେ ଆସିଥାଏ, ଯେତେବେଳେ ବ୍ୟାଙ୍କ ଆକାଉଣ୍ଟରେ ପଡ଼ିଥିବା ରାଶି ଉପରେ କାହାର ଅଧିକାର ନଥାଏ। ଏଗୁଡିକ ଏପରି ଖାତା ଯାହାକୁ ଆପଣ ଆପଣଙ୍କର ପରିବାର ସଦସ୍ୟଙ୍କଠାରୁ ଲୁଚାଇ ଚଲାଇଥାଅନ୍ତି। କିମ୍ବା ଏହି ଖାତାଗୁଡ଼ିକରେ କୌଣସି […]
ଭୁବନେଶ୍ବର: ଦିନକୁ ଦିନ ସାଇବର ଠକଙ୍କ ପ୍ରର୍ଦୁଭାବ ବଢିବାରେ ଲାଗିଛି। ସେମାନେ ବର୍ତ୍ତମାନ ନୂଆ ତରିକାରେ ଠକିବା ଆରମ୍ଭ କରିଛନ୍ତି। ତାହା ହେଲା ସେମାନେ ବଡବଡିଆଙ୍କ ଫଟୋ ଲଗାଇ ହ୍ବାଟସଆପ ଆକାଉଣ୍ଟ କରି ପାଇସା ମାଗିବାରେ ଲାଗିଛନ୍ତି। ପୂର୍ବରୁ ବହୁ ବରିଷ୍ଠ […]
ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତନ ନିର୍ଦ୍ଦେଶାଳୟ ଯେପରି ଭାବରେ ରାଷ୍ଟ୍ରନେତା ତଥା ନିଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କୁ ନ୍ୟାସନାଲ ହେରାଲ୍ଡ ମାମଲାରେ ବାରମ୍ବାର ଜେରା କରିବାକୁ ଡାକି ନିର୍ଯ୍ୟାତନା ଦେଉଛନ୍ତି ତାହାର […]
ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ଇଡି ଆଜି ଦ୍ୱିତୀୟ ଥର ପାଇଁ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଜେରା କରୁଛି। ସୋନିଆ ଗାନ୍ଧୀଙ୍କ ଏହି ଜେରା ଯୋଗୁଁ କଂଗ୍ରେସରେ କ୍ରୋଧ ଦେଖାଯାଉଛି। ବରିଷ୍ଠ କଂଗ୍ରେସ ନେତାଙ୍କ ସମେତ କର୍ମୀମାନେ ରାସ୍ତାକୁ ଓହ୍ଲାଇ […]
ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ସୋନିଆ ଗାନ୍ଧୀଙ୍କ ଉପରେ ଇଡିର ଜେରା ଜାରି ରହିଛି। ସେପଟେ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରାଯାଇଛି। କଂଗ୍ରେସ ସାଂସଦମାନେ ବିଜୟ ଚୌକରେ ବିରୋଧ କରୁଛନ୍ତି। ରାହୁଲ ଗାନ୍ଧୀ ମଧ୍ୟ ସେହି […]
ଭୁବନେଶ୍ୱର: ଏକାମ୍ର ହାଟରେ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା ଦ୍ୱାରା ଜୁଲାଇ ୨୧ ତାରିଖଠାରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଆୟୋଜନ କରାଯାଇଛି । ଏହି ପ୍ରଦର୍ଶନୀରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା କାରିଗରମାନେ ସେମାନଙ୍କ ଦ୍ୱାରା ଉତ୍ପାଦିତ ପଟ୍ଟଚିତ୍ର, ତାଳପତ୍ର ଖୋଦେଇ, […]