ଭୁବନେଶ୍ବର: ଆଜି ରାଜ୍ୟ ସରକାର ଘୋଷଣା କରିଥିବା ସୁଭଦ୍ରା ଯୋଜନାକୁ ନେଇ ବିଭିନ୍ନ ମହଲରେ ବେଶ ସମାଲୋଚନା କରାଯାଇଛି। କାରଣ ବିଜେପି ନିର୍ବାଚନ ବେଳେ ଯେଉଁ ପ୍ରତିଶୃତି ଦେଇଥିଲା ତାହା ବର୍ତ୍ତମାନ ପୂର୍ଣ୍ଣ ରୂପରେଖ ନେଇ ପାରୁନାହିଁ। ଏହାକୁ ନେଇ ତୀବ୍ର […]
Trump in Danger: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖେଇ ଆସୁଛି ସେଠାକାର ରାଜନୀତି ସେତିକି ସରଗରମ ହୋଇପଡୁଛି। ବର୍ତ୍ତମାନ ସାରା ବିଶ୍ବର ନଜର ଆମେରିକା ରାଷ୍ଟ୍ରପତି ନିର୍ବାଚନ। ଏହି ନିର୍ବାଚନରେ ରିପବ୍ଲିକାନ ପାର୍ଟିରୁ ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟିକ ପାର୍ଟିରୁ […]
ଭୁବନେଶ୍ୱର: ଭାରତୀୟ କୃଷି ଗବେଷଣା ପରିଷଦ, ନୂଆଦିଲ୍ଲୀ ଦ୍ୱାରା ଜାତୀୟ ଧାନ ଗବେଷଣା ସଂସ୍ଥା କଟକଠାରେ ଆଜି ଆଇସିଏଆର୍ ଆଞ୍ଚଳିକ କମିଟି-୨ର ୨୭ତମ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି […]
ନୂଆଦିଲ୍ଲୀ: ଦେଶର ୧୯୪ଟି ଜିଲ୍ଲାର ବିଶେଷ ଭାବେ ବିଲୁପ୍ତ ପ୍ରାୟ ଜନଜାତି ଗୋଷ୍ଠୀ (ପିଭିଟିଜି) ବସ୍ତି ଏବଂ ପିଭିଟିଜି ପରିବାରମାନଙ୍କ ନିକଟରେ ପହଞ୍ଚିବା ଉଦ୍ଦେଶ୍ୟରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଗଷ୍ଟ ୨୩, ୨୦୨୪ ରୁ ୧୦ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ଅଗଷ୍ଟ ୨୩, ୨୦୨୪) ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ପ୍ରଥମ ଜାତୀୟ ମହାକାଶ ଦିବସ ଉତ୍ସବରେ ଯୋଗ ଦେଇଛନ୍ତି। ଅଗଷ୍ଟ ୨୩, ୨୦୨୩ରେ ଚନ୍ଦ୍ର ପୃଷ୍ଠରେ ‘ବିକ୍ରମ’ ଲ୍ୟାଣ୍ଡରର ସଫଳ ଅବତରଣ ସ୍ମୃତିରେ ଜାତୀୟ […]
ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ଏହି ଯୋଜନା ଚଳିତ ବର୍ଷଠାରୁ ପ୍ରଦାନ କରାଯିବ। ଏ ନେଇ ଆଜି ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି ଯେ, ଗତକାଲି ଏହି […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ମହିଳାଙ୍କ ସୁରକ୍ଷା ସମ୍ପର୍କରେ ଏସିଏସ୍ ହୋମ ଦୀପକ କୁମାର ସମସ୍ତ ବିଭାଗୀୟ କମିଶନର, ସମସ୍ତ ପୋଲିସ କମିଶନର, ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟ, ସମସ୍ତ ବରିଷ୍ଠ ପୋଲିସ ଅଧୀକ୍ଷକ, ସମସ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ, ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଚିଠି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୱାର୍ସଠାରେ ପୋଲାଣ୍ଡ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଡୋନାଲ୍ଡ ଟସ୍କଙ୍କୁ ସାକ୍ଷାତ କରିଛନ୍ତି । ଫେଡେରାଲ ଚାନ୍ସଲରୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ଦୁଇ ନେତା ସୀମିତ […]
ନୂଆଦିଲ୍ଲୀ: ଆଜି ଆର. ଜି କର ମହିଳା ଡାକ୍ତରଙ୍କ ବଳତ୍କାର ଓ ହତ୍ୟା ଘଟଣା ମାମଲା ସୁପ୍ରିମକୋର୍ଟରେ ଶୁଣାଣି ଚାଲିଥବା ବେଳେ ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି।ସିବିଆଇର ତରଫରୁ ମାମଲା ଲଢୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏବଂ ପଶ୍ଚିମବଙ୍ଗର […]
ଭୁବନେଶ୍ୱର: ବେଆଇନ ମଦ କାରବାର କାରବାର ଘଟଣାରେ ମାନ୍ୟବର ଅବକାରୀ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ କମିଶନର ଆଜି ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି । ସେହିପରି ଅବକାରୀ ଅଧୀକ୍ଷକ, ବ୍ରହ୍ମପୁରଙ୍କୁ ତାଙ୍କ ସ୍ଥାନରୁ ଅପସାରଣ ନେଇ ବିଭାଗ ପକ୍ଷରୁ […]
ଭୁବନେଶ୍ୱର: ଅଲିମ୍ପିକ ରେ ବ୍ରୋଂଜ଼ ପଦକ ବିଜୟୀ ଭାରତୀୟ ହକି ଦଳ, ହକି ଇଣ୍ଡିଆ ସଭାପତି ଶ୍ରୀ ଦିଲୀପ ତୀର୍କୀଙ୍କ ନେତୃତ୍ୱରେ ଆଜି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ଶ୍ରୀ ପଟ୍ଟନାୟକ ଖେଳାଳୀ ମାନଙ୍କୁ […]
ଭୁବନେଶ୍ୱର: ଭୁବନେଶ୍ବର ଆଜି ଥିଲା ଉତ୍ସବ ମୁଖରିତ। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଆଜି ସମସ୍ତ ଖେଳାଳୀ ଓ ସହାୟକ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ବରିଷ୍ଠ ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଦେଖନ୍ତୁ ପୁରା ତାଲିକା ସତ୍ୟବ୍ରତ ସାହୁ– ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ଦାୟିତ୍ବ ଦେଓ ରଞ୍ଜନ ସିଂହ– […]
ଭୁବନେଶ୍ବର: ଆଜି ଏକ ଆଶ୍ଚର୍ଯ୍ୟଜନକ ପରିସ୍ଥିତିରେ ବିଜେପିର ଟାଣୁଆ ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ ନାମାଙ୍କନ ଭରିଛନ୍ତି। ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ଭାବେ ମମତା ମହାନ୍ତ ଏବଂ ଅପରାହ୍ନରେ ଜଗନ୍ନାଥ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହାକୁ ନେଇ ବର୍ତ୍ତମାନ ରାଜନୈତିକ […]
ଭୁବନେଶ୍ବର: ୨୦୩୬ ମସିହାରେ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ଏବଂ ଭାରତର ବିକାଶ ଯାତ୍ରାରେ ନିଜର ସ୍ୱତନ୍ତ୍ର ପରିଚୟ ଓ ଅବଦାନର ଏକ ଶତାବ୍ଦୀ ପାଳନ କରିବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ବିକଶିତ ଓଡ଼ିଶା ‘ବିକଶିତ ଓଡ଼ିଶା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଗ୍ଲୋବାଲ ଫାଇନାନ୍ସ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୪ରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘ଏ ପ୍ଲସ୍’ ରେଟିଂ ମିଳିବା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ରିଜର୍ଭ […]
ନୂଆଦିଲ୍ଲୀ: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ପ୍ରତି ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସୁପ୍ରିମକୋର୍ଟ ଆକ୍ସନ ମୋଡରେ ଅଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ କୋଲକାତା ହତ୍ୟାକାଣ୍ଡର ଶିକାର ହୋଇଥିବା ବ୍ୟକ୍ତିଙ୍କ ପରିଚୟ […]
ନୂଆଦିଲ୍ଲୀ: ଅନୁସୂଚିତ ଜାତି (ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ସଂରକ୍ଷଣ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ନିକଟରେ ହୋଇଥିବା ନିଷ୍ପତ୍ତିକୁ ବିରୋଧ କରି ଆଜି ସଂରକ୍ଷଣ ବଚାଓ ସଂଘର୍ଷ ସମିତି ଭାରତ ବନ୍ଦ ଘୋଷଣା କରିଛି। ରାଜସ୍ଥାନର ଏସସି / ଏସଟି ସମ୍ପ୍ରଦାୟରୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱସ୍ତରୀୟ ନେତା ଭାବେ ଉଭା ହୋଇଛନ୍ତି। ବିଶ୍ଵର ଅଧିକାଂଶ ଦେଶ ମୋଦୀଙ୍କ କଥା ଶୁଣନ୍ତି ବୋଲି ବିଶ୍ୱାସ କରାଯାଏ। ଭାରତ କୌଣସି ବିଦେଶୀ ଶକ୍ତି ଆଗରେ ମୁଣ୍ଡ ନୂଆଁଏ ନାହିଁ। ରୁଷରୁ ତୈଳ କିଣିବା ସହ […]
ନୂଆଦିଲ୍ଲୀ: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ଭାରତ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହା ଉପରେ ଉଭୟ ନେତା ଏକ ପ୍ରେସ ବିବୃତ୍ତି ଜାରି କରିଛନ୍ତି। ଏହି ପ୍ରେସ୍ ବିବୃତ୍ତିରେ ପ୍ରଧାନମନ୍ତ୍ରୀ କହିଛନ୍ତି […]
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି […]