ମେଷ- ଆଜି ଆପଣଙ୍କ ପାଇଁ ଅନୁକୂଳ ହେବାକୁ ଯାଉଛି। ବ୍ୟବସାୟରେ ଆପଣ ଭଲ ସଫଳତା ପାଇବ ଏବଂ ତୁମେ କଠିନ ପରିଶ୍ରମ କରିବେ। ବିବାହିତ ଲୋକମାନେ ପାରିବାରିକ ଜୀବନକୁ ଉପଭୋଗ କରିବେ ଏବଂ ଜୀବନ ସାଥୀ ସହିତ ଆପଣଙ୍କର ସମ୍ପର୍କକୁ ସୁଦୃଢ ହେବ। […]
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୫ କିମି ବେଗରେ […]
ଭୁବନେଶ୍ବର: ଦୀର୍ଘ ନିରବତା ପରେ ଶେଷରେ ମମିତା ହତ୍ୟା ଘଟଣାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ବିଧାନସଭାରେ ମମିତା ହତ୍ୟା ଘଟଣାରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ ଏହି ଘଟଣାଟି ଏକ ବଡ ସମ୍ବେଦେନଶୀଳ ଘଟଣା। […]
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସଂପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି । ଜିଲ୍ଲାପାଳମାନଙ୍କୁ ଉପକୂଳବର୍ତ୍ତୀ ତଥା ତଳିଆ ଅଞ୍ଚଳର ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରୀକରଣ କରିବା ପାଇଁ […]
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଗତ ଛଅ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅତିକ୍ରମ କରି ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଗତି କରି ଏକ ତୀବ୍ର ଅବପାତର ରୂପ ଧାରଣ କରିଛି। ଭାରତୀୟ ସମୟ ଅନୁଯାୟୀ ଡିସେମ୍ବର […]
ନୂଆଦିଲ୍ଲୀ: ଡିଜିଟାଲ ଚ୍ୟାନେଲ କରୁଥିବା ନ୍ୟୁଜ ସଂସ୍ଥା ପାଇଁ ଆସିଲା ସତର୍କ ସୂଚନା। ଏଣିକି ମନଇଚ୍ଛା ୟୁଟ୍ୟୁବ ନ୍ୟୁଜ ଚ୍ୟାନେଲ ଖୋଲିପାରିବେ ନାହିଁ। ଯଦି ଖୋଲିବେ ତେବେ ୟୁବ୍ୟୁବ ଏହାକୁ ବନ୍ଦ କରିଦେବ। ଏହିପିର ନୂଆ ନିୟମ ଚଳିତ ଡିସେମ୍ବର 5 […]
ସୁବାଷ କୁମାର ତାରଣିଆଁ ଭୁବନେଶ୍ଵର: ଚଳିତବର୍ଷ ମୌସୁମୀ ଜନିତ ବର୍ଷା ଅଭାବରୁ ରାଜ୍ୟରେ ଏକ ପ୍ରକାର ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ଏପରି ଉପୁଜିଥିଲା ଯେ, ରାଜ୍ୟକୁ ମରୁଡ଼ି ଘୋଷଣା କରିବାକୁ ଚଳିତ ବିଧାନ ସଭା ଅଧିବେଶନରେ ବିରୋଧୀ ଦଳ […]
ନୂଆଦିଲ୍ଲୀ: ପ୍ରାୟତଃ ଅନେକଙ୍କ ଜୀବନରେ ଏହା ହିଁ ଘଟିଥାଏ। କଠିନ ପରିଶ୍ରମ କରିବା ପରେ ମଧ୍ୟ ସଫଳତା ଆସେ ନାହିଁ। ଯେଉଁ କାରଣରୁ ଜୀବନରେ ନିରାଶା ଭାବ ଆସେ। ଫଳରେ ଲୋକମାନେ ନିଜ ଭାଗ୍ୟକୁ ଦାୟୀ କରିବା ଆରମ୍ଭ କରନ୍ତି। କଠିନ ପରିଶ୍ରମ […]
ନୂଆଦିଲ୍ଲୀ: ଆମ ହିନ୍ଦୁ ସମାଜରେ ପୂଜାଙ୍କୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ପୂଜା ସମୟରେ, ମିଠା, ଫଳମୂଳ, ନଡିଆ ପ୍ରଭୃତି ଠାକୁରଙ୍କ ସମ୍ମୁଖରେ ରଖାଯାଏ। ପୂଜାପାଠ ସମୟରେ ସମସ୍ତ ସାମଗ୍ରୀ ଠାକୁରଙ୍କୁ ଅର୍ପଣ କରାଯାଏ। ଯାହା ପରେ ଭୋଗକୁ ଅମୃତ ତୂଲ୍ୟ ବୋଲି ବିବେଚନା […]
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହାୟତାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ‘ବୟନିକା’ ଦ୍ୱାରା ହସ୍ତତନ୍ତ ବଜାର ଗତ ୨୫ ତାରିଖରୁ ଚଳିତ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ବଜାରକୁ ହସ୍ତତନ୍ତ, ବୟନ ଓ […]
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ସକାଳ ୫.୩୦ ସମୟରେ […]
ମେଷ:– ଆଜି ଆପଣଙ୍କ ପାଇଁ ଏକ ଶୁଭ ଦିନ ହେବ। ପ୍ରିୟଜନ, ଆତ୍ମନିର୍ଭରଶୀଳତା ଏବଂ ସାଙ୍ଗମାନଙ୍କ ସହିତ ସାମାଜିକ କାର୍ଯ୍ୟ କରିବାରେ ପୁରା ଦିନ ଅତିବାହିତ ହେବ। ବନ୍ଧୁମାନେ ଉପକୃତ ହେବେ ଏବଂ ସେମାନଙ୍କ ପାଇଁ ଟଙ୍କା ମଧ୍ୟ ଖର୍ଚ୍ଚ କରିବାକୁ […]
ଭୁବନେଶ୍ୱର: ଯେତେବେଳେ ଏଫଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ ୨୦୨୧ର କ୍ୱାର୍ଟର ଫାଇନାଲରେ ଭାରତ, ବେଲଜିୟମକୁ ପରାସ୍ତ କଲା, ସେତେବେଳେ ଏହା ସମସ୍ତଙ୍କ ପାଇଁ ଏକ ଖୁସିର ମୂହୁର୍ତ୍ତ ଥିଲା । ବିଶେଷ କରି କଳିଙ୍ଗ ଷ୍ଟାଡିୟମରେ ନିୟୋଜିତ ହୋଇଥିବା […]
ଭୁବନେଶ୍ୱର: ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟରେ କୋଭିଡ୍-୧୯ର ପରିଚାଳନା ସଂପର୍କରେ ବିସ୍ତୃତ ଆଲୋଚନା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରତିନିଧି ଯୋଗଦେଇ କହିଲେ ଯେ ଓଡ଼ିଶା କୋଭିଡ୍-୧୯ […]
ନୂଆଦିଲ୍ଲୀ: ରାଜ୍ୟସଭାରେ ଆଜି ଐତିହାସିକ ନଦୀବନ୍ଧ ନିରାପତ୍ତା ବିଲ୍ (୨୦୧୯) ଗୃହୀତ ହୋଇଛି । ଏହା ଫଳରେ ଦେଶରେ ନଦୀ ସୁରକ୍ଷା ଆଇନ ପ୍ରଣୀତ ହେବା ନିମନ୍ତେ ଥିବା ସମସ୍ତ ପଥ ପରିଷ୍କାର ହୋଇଛି । କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର […]
ନୂଆଦିଲ୍ଲୀ: ଚାଷୀଙ୍କ ଆର୍ଥିକ ସ୍ଥିତିକୁ ବଦଳାଇବା ପାଇଁ ସରକାର ଅତି ଶସ୍ତା ହାରରେ ଋଣ ପ୍ରଦାନ କରନ୍ତି। ରାଜ୍ୟ ସରକାର ମଧ୍ୟ ଏହି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିରେ କିଷାନ କ୍ରେଡିଟ କାର୍ଡ ସାହାଯ୍ୟରେ କୃଷକମାନେ ବହୁତ କମ୍ ଦଲିଲ ସହିତ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି […]
ଭୁବନେଶ୍ବର: ଆସନ୍ତାକାଲି ବଙ୍ଗୋବ ସାଗରରେ ବାତ୍ୟା ରୂପ ନେବ ଜୱାଦ। ଏ ନେଇ ଆଜି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଆଣ୍ଡାମାନ ସାଗରରେ ସୃଷ୍ଟ ଏହି ଲଘୁଚାପ ଧୀରଧୀରେ ଘନିଭୂତ ହୋଇ ଆରବ ସାଗର ଆଡକୁ ଆସୁଛି। ଏହା ଗତକାଲି […]
ନୂଆଦିଲ୍ଲୀ: ଦେଶର ସମସ୍ତ ପ୍ରମୁଖ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡ଼ିକ ପ୍ରିପେଡ୍ ଯୋଜନାଗୁଡିକର ଶୁଳ୍କ ଦର ବୃଦ୍ଧି କରିଛନ୍ତି। ଏୟାରଟେଲ, ଜିଓ ଏବଂ ଭୋଡାଫୋନ୍-ଆଇଡିଆର ସମସ୍ତ ପ୍ରିପେଡ୍ ଯୋଜନା ବର୍ତ୍ତମାନ ମହଙ୍ଗା ହୋଇଛି। ଦର ବଢିବା ପରଠାରୁ ଲୋକମାନେ କମ୍ ମୂଲ୍ୟରେ […]
ନୂଆଦିଲ୍ଲୀ: ଭାରତରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ହେତୁ ଲୋକମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ତେବେ ଏଭଳି ପରିସ୍ଥିତିରେ ଲୋକମାନେ ବୈଦ୍ୟୁତିକ ଯାନକୁ ସ୍ଥାନାନ୍ତରିତ ହେବା ଏକ ଉତ୍ତମ ବିକଳ୍ପ ହୋଇପାରେ। କାରଣ ପେଟ୍ରୋଲ ଚାଳିତ ଯାନ ତୁଳନାରେ ବୈଦ୍ୟୁତିକ […]
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଜୱାଦ’ର ପାଇଁ ପାଣିପାଗ ବିଭାଗ (ଆଇଏମଡି) ଏକ ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଭାଗ ଅନୁଯାୟୀ, 12 ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବ। ଡିସେମ୍ବର 2 ତାରିଖରେ, ଏହା […]