ଭୁବନେଶ୍ବର: ୨୦୩୬ ମସିହାରେ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ଏବଂ ଭାରତର ବିକାଶ ଯାତ୍ରାରେ ନିଜର ସ୍ୱତନ୍ତ୍ର ପରିଚୟ ଓ ଅବଦାନର ଏକ ଶତାବ୍ଦୀ ପାଳନ କରିବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ବିକଶିତ ଓଡ଼ିଶା ‘ବିକଶିତ ଓଡ଼ିଶା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଗ୍ଲୋବାଲ ଫାଇନାନ୍ସ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୪ରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ‘ଏ ପ୍ଲସ୍’ ରେଟିଂ ମିଳିବା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ରିଜର୍ଭ […]
ନୂଆଦିଲ୍ଲୀ: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ପ୍ରତି ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସୁପ୍ରିମକୋର୍ଟ ଆକ୍ସନ ମୋଡରେ ଅଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ କୋଲକାତା ହତ୍ୟାକାଣ୍ଡର ଶିକାର ହୋଇଥିବା ବ୍ୟକ୍ତିଙ୍କ ପରିଚୟ […]
ନୂଆଦିଲ୍ଲୀ: ଅନୁସୂଚିତ ଜାତି (ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ସଂରକ୍ଷଣ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ନିକଟରେ ହୋଇଥିବା ନିଷ୍ପତ୍ତିକୁ ବିରୋଧ କରି ଆଜି ସଂରକ୍ଷଣ ବଚାଓ ସଂଘର୍ଷ ସମିତି ଭାରତ ବନ୍ଦ ଘୋଷଣା କରିଛି। ରାଜସ୍ଥାନର ଏସସି / ଏସଟି ସମ୍ପ୍ରଦାୟରୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱସ୍ତରୀୟ ନେତା ଭାବେ ଉଭା ହୋଇଛନ୍ତି। ବିଶ୍ଵର ଅଧିକାଂଶ ଦେଶ ମୋଦୀଙ୍କ କଥା ଶୁଣନ୍ତି ବୋଲି ବିଶ୍ୱାସ କରାଯାଏ। ଭାରତ କୌଣସି ବିଦେଶୀ ଶକ୍ତି ଆଗରେ ମୁଣ୍ଡ ନୂଆଁଏ ନାହିଁ। ରୁଷରୁ ତୈଳ କିଣିବା ସହ […]
ନୂଆଦିଲ୍ଲୀ: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ଭାରତ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହା ଉପରେ ଉଭୟ ନେତା ଏକ ପ୍ରେସ ବିବୃତ୍ତି ଜାରି କରିଛନ୍ତି। ଏହି ପ୍ରେସ୍ ବିବୃତ୍ତିରେ ପ୍ରଧାନମନ୍ତ୍ରୀ କହିଛନ୍ତି […]
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ସୁହେଲଦେବ ଭାରତୀୟ ସମାଜ ପାର୍ଟି ଜାତୀୟ ସ୍ତରରେ ନିଜର ଉପସ୍ଥିତି ବଢାଇବା ଆରମ୍ଭ କରିଛି। ଯଦିଓ ସୁହେଲଦେବ ଭାରତୀୟ ସମାଜ ପାର୍ଟିର ୧୩ ଟି ରାଜ୍ୟରେ ସଂଗଠନ ଅଛି, କିନ୍ତୁ ବର୍ତ୍ତମାନ ଦଳର ଜାତୀୟ ସମ୍ମିଳନୀ ପ୍ରଥମ ଥର […]
ଭୁବନେଶ୍ଵର: ଆଜି ରାକ୍ଷୀ ପୂର୍ଣମୀ ତଥା ପ୍ରଭୁ ବଳଭଦ୍ରଙ୍କ ଜନ୍ମନୀତି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ […]
ନୂଆଦିଲ୍ଲୀ/ଭୁବନେଶ୍ଵର: ଚଳିତ ବର୍ଷ ରାଷ୍ଟ୍ରପତି ଭବନରେ ରକ୍ଷା ବନ୍ଧନ ଉତ୍ସବ ପାଳନ କରିଛନ୍ତି ଓଡ଼ିଶାର ୨୫ ଜଣ ଛାତ୍ରଛାତ୍ରୀ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାକ୍ଷୀ ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଇଛନ୍ତି। ଓଡ଼ିଶାର ୫ ଟି ଜିଲ୍ଲାରୁ ଯାଇଥିବା ଛାତ୍ରଛାତ୍ରୀ ମହାମହିମ […]
ଭୁବନେଶ୍ୱର: ବିଜେପି ସମ୍ବିଧାନ ଅନୁସାରେ ପ୍ରତି ତିନି ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ। ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁର୍ନବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଂଟନ କରାଯାଏ। ବିଜେପିର ଆରମ୍ଭ ହେବ ସଦସ୍ୟତା […]
ଭୁବନେଶ୍ବର: ଆଜି ରାକ୍ଷୀ ପୂର୍ଣ୍ଣିମା ଉତ୍ସବ ଚାରିଆଡେ ଚାଲିଥିବା ବେଳେ ଏହା ଭିତରେ ଏକ ରାଜନୈତିକ ହଟଚମଟ ସୃଷ୍ଟି କରିବା ପରି ଖବର ମଧ୍ୟ ଆସିଛି। ତାହା ହେଲା ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ପୂର୍ବତନ ବିଧାୟକ […]
ଭୁବନେଶ୍ୱର: ମାନବ ସମାଜର ସୁରକ୍ଷା ପାଇଁ ପରିବେଶର ସୁରକ୍ଷା ନିତାନ୍ତ ଆବଶ୍ୟକ ଓ ପରିବେଶର ସନ୍ତୁଳନ ରକ୍ଷା କରିବା ନିମନ୍ତେ ବୃକ୍ଷରାଜି ଏବଂ ଜଙ୍ଗଲର ସୁରକ୍ଷା ଜରୁରୀ। ବୃକ୍ଷର ସୁରକ୍ଷା ନିମନ୍ତେ ଆମେ ସମସ୍ତେ ସଙ୍କଳ୍ପବଦ୍ଧ ହେବା ଜରୁରୀ ବୋଲି ଜଙ୍ଗଲ, […]
ନୂଆଦିଲ୍ଲୀ: ଭାରତୀୟ ମସଲା କମ୍ପାନୀଗୁଡିକ କିଛି ସମୟ ପାଇଁ ସାରା ବିଶ୍ୱରେ ସଙ୍କଟର ସମ୍ମୁଖୀନ ହୋଇଛି। ଗୋଟିଏ ପରେ ଗୋଟିଏ, ସମସ୍ତ ମସଲା କମ୍ପାନୀଗୁଡିକର ଉତ୍ପାଦଗୁଡିକ କଠିନ ପରୀକ୍ଷଣର ସାମ୍ନା କରିବାକୁ ପଡିବ। ଏହି ମାମଲା ହଂକଂରୁ ଆରମ୍ଭ ହୋଇଥିଲା। ବର୍ତ୍ତମାନ […]
ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଜାହାଜ ନିର୍ମାଣ ଓ ଏହାର ପୁନଃଚକ୍ରଣ ବିଷୟରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ କଲ୍ୟାଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ […]
ଭୁବନେଶ୍ବର: ଭାରତୀୟ ହକି ଦଳ ର ଓଡ଼ିଆ ଖେଳାଳୀ ଶ୍ରୀ ଅମିତ ରୋହିଦାସ ଙ୍କୁ ଆଜି ବିରୋଧୀ ଦଳନେତା ଶ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି।ଅମିତଙ୍କୁ ରୁପା ତାରାକାସି କାମର ରଥା ରୁଢ଼ ଜଗନ୍ନାଥ, ବଲଭଦ୍ର ଓ ସୁଭଦ୍ରାଙ୍କ […]
ଭୁବନେଶ୍ବର: ପ୍ୟାରିସ୍ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଶ୍ରୀ ଅମିତ୍ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍ଙ୍କୁ […]
ଭୁବନେଶ୍ଵର: ଅଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଅଭିବୃଦ୍ଧିକୁ ଆକାର ଦେବା, ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ଏବଂ ବିଭିନ୍ନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ନେତା ଭାବରେ ଦେଶକୁ ଅବସ୍ଥାପିତ କରିବା ଉଦ୍ଦେଶ୍ୟରେ ଅନେକ ଭବିଷ୍ୟତ ଉନ୍ମୁଖି […]
ଭୁବନେଶ୍ୱର: ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ ପତାକା ଉତୋଳନ […]
ଭୁବନେଶ୍ବର: ସ୍ବାଧୀନତା ଦିବସ ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟସ୍ତରୀୟ ପରେଡ୍। ଏଥିରେ ୫୮ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ। ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ, ସୀମା ସୁରକ୍ଷା ବଳ, ସିଆରପିଏଫ, ଆଇଟିବିପି, ଏସଓଜି ଚନ୍ଦକା, ଛତିଶଗଡ଼ ସଶସ୍ତ୍ର ପୁଲିସ […]