ଭୁବନେଶ୍ବର: ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ -୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାହା ଉଦବୋଧନ ଦେଲେ ତାହା ହେଲା.. ଜୟ ଜଗନ୍ନାଥ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆଜି, ଭାରତ ବର୍ଷର ପବିତ୍ର ୭୮ତମ ସ୍ୱାଧୀନତା […]
ସୁବାସ କୁମାର ତାରଣିଆଁ ଗତ ଦୁଇବର୍ଷ ଧରି ସାରା ଦେଶରେ ଖୁବ୍ ଧୂମଧାମରେ ପାଳିତ ହୋଇଯାଇଛି ଆମ କଷ୍ଟଲବ୍ଧ ସ୍ୱାଧୀନତା ପ୍ରାପ୍ତିର ୭୭ବର୍ଷ ପୂର୍ତ୍ତି ସମାରୋହ ‘ଆଜାଦୀ କି ଅମୃତ ମହୋତ୍ସବ।’ ଏହି ଐତିହାସିକ ଦିବସ ଅବସରରେ ଦେଶର ପ୍ରତ୍ୟେକଟି ନାଗରିକ […]
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲ କିଲ୍ଲାର ପ୍ରାଚୀରରୁ ସମ୍ବୋଧନ କରିଛନ୍ତି। ତାଙ୍କ ଅଭିଭାଷଣରେ ଏକ ବିକଶିତ ଭାରତର ସଂକଳ୍ପ, ଅନ୍ୟପକ୍ଷରେ ବିଜେପି ସରକାରଙ୍କ କାର୍ଯ୍ୟ ତଥା ଅନ୍ୟାନ୍ୟ ବିଷୟରେ ସମ୍ବୋଧନ କରି ମହିଳାମାନଙ୍କ ସୁରକ୍ଷା ଏବଂ […]
ଡକ୍ଟର ସତ୍ୟ ଷଡ଼ଙ୍ଗୀ ହିନ୍ଦୁସ୍ଥାନର ମୁକ୍ତି ସଂଗ୍ରାମ ପାଇଁ ନିଜ ରକ୍ତରେ କାବ୍ୟ ଲେଖିଥିଲେ ଇଂଲଣ୍ଡର ଜଣେ କାରାବନ୍ଦୀ ଇଂରେଜ କବି। ଏପରି ଗମ୍ଭୀର ଐତିହାସିକ ତଥ୍ୟର ସନ୍ଧାନ ଦେଇଛନ୍ତି ବିଶିଷ୍ଟ ସାହିତ୍ୟ ଗବେଷକ ପ୍ରଫେସର ଦେବେନ୍ଦ୍ର କୁମାର ଦାଶ। ସେହି […]
ନୂଆଦିଲ୍ଲୀ: ଆମେ ଜାଣିଛୁ ଯେ ୧୯୪୭ ମସିହା ଅଗଷ୍ଟ ୧୪ ତାରିଖ ଠିକ୍ ମଧ୍ୟରାତ୍ରିରେ ଭାରତ ସ୍ୱାଧୀନତା ପାଇଥିଲା। ଘଡ଼ିରେ ରାତି ୧୨ଟା ବାଜିବାମାତ୍ରେ ଭାରତର ସ୍ୱାଧୀନତା ଘୋଷଣା ହୋଇଥିଲା। ତେବେ ଆମେ ଅଗଷ୍ଟ ୧୫ରେ ସ୍ୱାଧୀନତା ଦିବସ ପାଳନ କରିଥାଉ। ପ୍ରଶ୍ନ […]
ନୂଆଦିଲ୍ଲୀ: ଦେଶର ବିଭାଜନ ସମୟରେ ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଭାଜନର ଭୟାବହ ସ୍ମୃତି ଦିବସକୁ ଚିହ୍ନଟ କରି ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଅନେକ ଲୋକଙ୍କ ପାଇଁ ବିଭାଜନର ଭୟଙ୍କର ପ୍ରଭାବ […]
ନୂଆଦିଲ୍ଲୀ: ଭାରତର ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ୩ ଟି ଅନୁଷ୍ଠାନ ଯଥା ଲଳିତ କଳା ଏକାଡେମୀ, ସାହିତ୍ୟ ଏକାଡେମୀ ଏବଂ ସଙ୍ଗୀତ ନାଟକ ଏକାଡେମୀ ମିଳିତ ଭାବେ ଦିଲ୍ଲୀରେ ଏକ ଚମତ୍କାର ତିରଙ୍ଗା […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦ ଠାରେ ଆୟୋଜିତ ‘ତ୍ରିରଙ୍ଗା ଯାତ୍ରା’ ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କ […]
ଭୁବନେଶ୍ୱର: ପିଏମ୍-ପୋଷଣ ଯୋଜନା ଅନ୍ତର୍ଗତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଓ ପୁଷ୍ଟିକର ମଧ୍ୟାହ୍ନ ଭୋଜନ ଯୋଗାଇଦେବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି । ପିଏମ୍-ପୋଷଣ ଚାଉଳ ଯୋଗାଣରେ ହେଉଥିବା ଅବ୍ୟବସ୍ଥାର ମୁକାବିଲା କରିବା ପାଇଁ […]
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ଜାତୀୟ ରାଜପଥ ପ୍ରାଧିକରଣ (NHAI) ଏବଂ NH ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକ ଉପରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ବୈଠକରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ-ସୂର୍ଯ୍ୟ ଘର ମୁକ୍ତ ବିଜୁଳି ଯୋଜନା ଅଧୀନରେ ‘ଆଦର୍ଶ ସୌର ଗ୍ରାମ’ର କାର୍ଯ୍ୟକାରିତା ନିମନ୍ତେ ମାର୍ଗଦର୍ଶିକା ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶ ପାଇଛି। ‘ଆଦର୍ଶ ସୌର ଗ୍ରାମ’ ଯୋଜନା ଅଧୀନରେ ସମଗ୍ର ଭାରତରେ ପ୍ରତି ଜିଲ୍ଲାରେ […]
ନୂଆଦିଲ୍ଲୀ: କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ଡ. ବୀରେନ୍ଦ୍ର କୁମାର ଆଜି ନୂଆଦିଲ୍ଲୀର ବଡ଼ଖମ୍ବା ରୋଡ୍ ମଡର୍ଣ୍ଣ ସ୍କୁଲରେ ନିଶା ମୁକ୍ତ ଭାରତ ଅଭିଯାନ (ଏନ୍ ଏମ୍ ବିଏ) ଅଧୀନରେ ନିଶା ନିବାରଣ ବିରୋଧରେ ଦେଶବ୍ୟାପୀ ‘ଗଣ ଶପଥ’ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ନ୍ୟାସନାଲ ଇନଷ୍ଟିଚ୍ୟୁସନ ରାଙ୍କିଙ୍ଗ୍ ଫ୍ରେମୱାର୍କ(ଏନଆଇଆରଏଫ) ଅନ୍ତର୍ଗତ ଇଣ୍ଡିଆ ରାଙ୍କିଙ୍ଗର ନବମ ସଂସ୍କରଣ- ୨୦୨୪କୁ ଉନ୍ମୋଚନ କରିଛନ୍ତି । ଦେଶର ଶ୍ରେଷ୍ଠ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକୁ ପୁରସ୍କୃତ […]
ଭୁବନେଶ୍ବର: ଆଜି ସକାଳୁ ଆର ଆଣ୍ଡ ବି ର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଘରେ ଚଢାଉ କରାଯାଇଥିଲା। ଏହି ଚଢାଉ ବେଳେ ତାଙ୍କ ଘରୁ ଯାହା ମିଳିଛି ତାହାଲ ଦେଖି ଭିଜିଲାନ୍ସ ତାଜୁବ ହୋଇଛି। ସକାଳୁ ଚଢାଉ କରାଯାଇଥିବା […]
ଭୁବନେଶ୍ଵର: କ୍ୟାବିନେଟ କମିଟି ଦ୍ୱାରା ଗତକାଲି ଓଡିଶା ପାଇଁ ପ୍ରାୟ 15004 କୋଟି ଟଙ୍କାର ଛଅ ଗୋଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଏବଂ ରେଳମନ୍ତ୍ରୀ ଅଶ୍ୱିନୀ […]
ନୂଆଦିଲ୍ଲୀ: ଜୈବ ଇନ୍ଧନ କ୍ଷେତ୍ରରେ ସଦ୍ୟତମ ବିକାଶ ସହିତ ତାଳମେଳ ରକ୍ଷା କରିବା ଏବଂ ଅଧିକ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଜି ସଂଶୋଧିତ ପ୍ରଧାନମନ୍ତ୍ରୀ ଜୀ-ବନ ଯୋଜନାକୁ ଅନୁମୋଦନ […]
ଭୁବନେଶ୍ବର: ଗତକାଲି ପ୍ୟାରିସ ଅଲମ୍ପିକ୍ସରେ ଭାରତ ପୁରୁଷ ଦଳର ବ୍ରୋଞ୍ ପଦକ ହାସଲ ପରେ ମୁଖ୍ୟମନ୍ତ୍ରୀ ଆଜି କଳିଙ୍ଗ ଷ୍ଟାଡିୟମରେ ହକି କ୍ରୀଡାବିତ୍ ମାନଙ୍କ ସହିତ ଭାରତର ବିଜୟ ଉତ୍ସବ ପାଳିଛନ୍ତି। କ୍ରୀଡା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ଉଚ୍ଚ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରାଞ୍ଚଳ (ପିଏମଏୱାଇ-ୟୁ) ୨.୦କୁ ମଞ୍ଜୁର କରିଛି, ଯାହା ଅଧୀନରେ ୫ ବର୍ଷ ମଧ୍ୟରେ ସହରାଞ୍ଚଳରେ ସୁଲଭ ମୂଲ୍ୟରେ ଘର ନିର୍ମାଣ, କ୍ରୟ କିମ୍ବା ଭଡ଼ା ଦେବା ପାଇଁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ମୋଟ ୨୪,୬୫୭ କୋଟି ଟଙ୍କା (ପାଖାପାଖି) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ୮ଟି ନୂଆ ରେଳ ମାର୍ଗ ପ୍ରକଳ୍ପକୁ ଅନୁମୋଦନ କରିଛି। ଏସବୁ ପ୍ରକଳ୍ପ […]
ଭୁବନେଶ୍ବର: ଆଜି ବିଶ୍ବ ଆଦିବାସୀ ଦିବସ ତଥା କ୍ରାନ୍ତୀ ଦିବସକୁ ପାଳନ କରିଛି ବିଜୁ ଜନତା ଦଳ। ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଯୋଗଦେଇ ଯାହା କହିଲେ ତାହା ହେଲା… ସମସ୍ତଙ୍କୁ ନମସ୍କାର, ଆଜି, […]
ଭୁବନେଶ୍ବର: ଓଡିଶାର ଖାଲିପଡିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ ବୋଲି ଘୋଷଣା ହୋଇସାରିଛି। ସେହି ଅନୁସାରେ ଆସନ୍ତା ସେପ୍ଟେମ୍ବର ୩ ତାରିଖ ଉପନିର୍ବାଚନ ହେବ। ଏଥିପାଇଁ ଅଗଷ୍ଟ ୧୪ରେ ଉପନିର୍ବାଚନ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇବ। ଅଗଷ୍ଟ ୨୧ […]