ଭୁବନେଶ୍ବର: ଆଜି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଝାରସୁଗୁଡାସ୍ଥିତ ଗାନ୍ଧୀ ଛକ ନିକଟରେ ଗୁଳିମାଡ ହୋଇଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉ ଥିବା ବେଳେ କାର ଭିତରେ…
ବିଶେଷ ଖବର
ଶ୍ରୀନଗର: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭରତ ଯୋଡୋ ଯାତ୍ରା ଶ୍ରୀନଗରର ଲାଲ ଚୌକରେ ପହଞ୍ଚିଛି। ଏଠାରେ ରାହୁଲ ଗାନ୍ଧୀ କାର୍ଯ୍ୟସୂଚୀ ଅନୁଯାୟୀ ପତାକା ଉତ୍ତୋଳନ କରିଥିଲେ।…
ନୂଆଦିଲ୍ଲୀ: ଲଣ୍ଡନରେ ସମ୍ମାନଜନକ “ଇଣ୍ଡିଆ ୟୁକେ ଆଉଟଷ୍ଟାଣ୍ଡିଂ ଆଚିଭର” ପୁରସ୍କାରରେ ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ରାଘବ ଚଡ୍ଡା ସମ୍ମାନିତ ହୋଇଛନ୍ତି। ବ୍ରିଟେନ ସଂସଦର ଏକ…
ଭୁବନେଶ୍ବର: ଓଡିଶାର ସାଧାରଣ ନିର୍ବାଚନକୁ ଆହୁରି ବର୍ଷେ ଉପରେ ବାକିଥିବା ବେଳେ ବର୍ତ୍ତମାନଠାରୁ ରାଜନୀତି ହଲଚଲ ହେଲାଣି। ଏଥର ଓଡିଶା ରାଜନୀତିରେ ପ୍ରବେଶ କରିଛି ଏକ ନୂଆ…
ଭୁବନେଶ୍ବର: କୃଷି ଯାନ୍ତ୍ରିକୀକରଣ ବର୍ତ୍ତମାନ ସମୟର ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସମ୍ବଲପୁରଠାରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦ ଏବଂ କୃଷି ଓ…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ପରୀକ୍ଷା ପେ ଚର୍ଚ୍ଚା’ର ଷଷ୍ଠ ସଂସ୍କରଣରେ ନୂଆଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ ପରୀକ୍ଷାର୍ଥୀ, ଶିକ୍ଷକ/ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କ ପିତାମାତାଙ୍କ…
ଭୁବନେଶ୍ୱର: ଆଜି ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ରେ ଭୁବନେଶ୍ୱର ଠାରୁ ଆଲ୍ଲାବାଦ (ପ୍ରୟାଗରାଜ)-ବାରଣାସୀ ଅଭିମୁଖୀ ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରାର ଶୁଭାରମ୍ଭ ହୋଇଛି । ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶା ସରକାର ସର୍ବଦା ଆଦିବାସୀଙ୍କ ବିକାଶ ଓ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି । କିନ୍ତୁ ବିଜେପି…
ଭୁବନେଶ୍ବର: ଆଜି ନୂଆଦିଲ୍ଲୀର ତାଲକଟୋରା ଇନଡୋର ଷ୍ଟାଡିୟମରେ ସ୍କୁଲ୍ ଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା କାର୍ଯ୍ୟକ୍ରମର ଷଷ୍ଠ ସଂସ୍କରଣ ‘‘ପରୀକ୍ଷା ପେ ଚର୍ଚ୍ଚା 2023’’…
ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ମଧ୍ୟରେ ସକରାତ୍ମକ ପ୍ରତିଯୋଗିତା ମନୋଭାବ ସୃଷ୍ଟିକରିବା ସହ ଟିମ୍ ୱାର୍କ, ନେତୃତ୍ୱ ନେବାର ଦକ୍ଷତା ବୃଦ୍ଧିକରିବା ଲକ୍ଷ୍ୟରେ ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟରେ ଆରମ୍ଭ…
ନୂଆଦିଲ୍ଲୀ: ଆଜି ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ରଂଗାରଂଗ ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକଙ୍କର ମୁଖ୍ୟ ଆକର୍ଷଣ କେନ୍ଦ୍ରବିନ୍ଦୁ ପାଲଟିଥିଲା। ସଂସ୍କୃତି ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ…
ନୂଆଦିଲ୍ଲୀ: ଆଜି ସାରା ଦେଶ ୭୪ତମ ଗଣତନ୍ତ୍ର ଦିବସ ପାଳନ କରିଛି। ମୁଖ୍ୟ କାର୍ଯ୍ୟକ୍ରମ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମ…
ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ବାର୍ତ୍ତା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ…
ଭୁବନେଶ୍ୱର: ଲୋକ ପ୍ରତିନିଧିମାନେ ସେମାନଙ୍କୁ ନିର୍ବାଚିତ କରିଥିବା ଲୋକଙ୍କ ବିରୁଦ୍ଧରେ ଷଡଯନ୍ତ୍ର କରିବା କୌଣସି ଠାରେ ଦେଖାଯାଏ ନାହିଁ । ହେଲେ ୨୦୧୯ ମସିହାରେ ଓଡିଶା ଲୋକଙ୍କ…
ପୁରୀ: ବିବାହ ପୁର୍ବରୁ ବିଶ୍ବର ପ୍ରତିଷ୍ଠିତ ଶିଳ୍ପପତି ମୁକେଶ ଆମ୍ବାନୀଙ୍କ ପୁଅ ଅନନ୍ତ ଆମ୍ବାନୀ ପୁରୀ ଆସି ଜଗନ୍ନାଥଙ୍କ ଆର୍ଶିବାଦ ନେଇଛନ୍ତି। ନିକଟରେ ଅନନ୍ତଙ୍କ ନିର୍ବନ୍ଧ ଶେଷ…
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପୁଣି ଥରେ ଘୋଷଣା କରିଛନ୍ତି ଯେ, ଗୀତା ଏବଂ ରାମାୟଣଙ୍କ ସହ ବିଦ୍ୟାଳୟରେ ହିନ୍ଦୁ ଧର୍ମର ସମସ୍ତ ପବିତ୍ର…
ଭୁବନେଶ୍ବର: ଏଥର ନିର୍ବାଚନ ଲଢିବେ, ଏହି ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ବରରେ ଦ ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ ଖବରକାଗଜ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା…
ପ୍ରଦୀପ ସେନାପତି ଭାରତର ସ୍ୱାଧୀନତା ସଂଗ୍ରାମର ମହାନ୍ ବିପ୍ଳବୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୀବିତ ଥାଆନ୍ତୁ ବା ବୀରଗତି ଲାଭକରିଥାଆନ୍ତୁ, ସମଗ୍ର ବିଶ୍ୱବାସୀଙ୍କ ନିକଟରେ ସେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ଓ ୨୨ ଜାନୁଆରୀରେ ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ୫୭ତମ ସର୍ବଭାରତୀୟ ପୋଲିସ ମହା ନିର୍ଦ୍ଦେଶକ / ମହା ନିରୀକ୍ଷକ…
ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକରୁ ରାଜନେତା ପାଲଟିଥିବା ସତ୍ୟ ପ୍ରକାଶ ନାୟକ ନିକଟରେ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦୀର୍ଘ ବର୍ଷ ଧରି କଂଗ୍ରେସରେ ରହି ନିଜର…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁ ମାନଙ୍କ ରକ୍ଷଣା…

