ବିଶେଷ ଖବର

ଭୁବନେଶ୍ୱର: ଏହି ଯୋଜନାଟି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭାବରେ ନାମିତ ହୋଇଛି। ତେଣୁ ଫସଲ ବୀମା ଅର୍ଥ ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବାକୁ…

ଭୁବନେଶ୍ବର: ସେ ହେଉଛନ୍ତି ବିଶ୍ବବିଖ୍ୟାତ ବୈଜ୍ଞାନିକ ଏ ପି ଜେ ଅବଦୁଲ କାଲାମ। ସେ ହେଉଛନ୍ତି ପୂର୍ବତନ ରାଷ୍ଟ୍ରପତି, ସେ ହେଉଛନ୍ତି ମିଶାଇଲ ମ୍ୟାନ। ନିଜର ବିଜ୍ଞାନ…

ଅହମ୍ମଦାବାଦ: ଗୁଜରାଟ ବିଧାନସଭା ନିର୍ବାଚନରେ ​​ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଦ୍ରୋହ ଆରମ୍ଭ ହୋଇଛି। ଟିକେଟ୍ ନ ପାଇବାରୁ ଅତି କମରେ ଜଣେ ବର୍ତ୍ତମାନର ବିଧାୟକ ଏବଂ…

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ଆଜିଠାରୁ…

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ପୂର୍ବରୁ ବିଜେଡି ଖେଳିଲା ମାଷ୍ଟ୍ରର ଷ୍ଟ୍ରୋକ। ପଦ୍ମପୁରକୁ ଏକ ଜିଲ୍ଲା ଘୋଷଣାକୁ ପୂର୍ଣ୍ଣ ସମର୍ଥନ କରିଛି ବିଜୁ ଜନତା ଦଳ।  ଏହି…

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଅଖିଲ ଗିରି ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଛନ୍ଦି ହୋଇଛନ୍ତି। ଏହା ସହିତ କ୍ୟାବିନେଟ ମନ୍ତ୍ରୀଙ୍କ…

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।…

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦ ମୁର୍ମୁ ନିଜର ପିଲାଦିନ ସ୍ମୃତିକୁ ଉଦଜୀବିତ କରିଛନ୍ତି। ସେ ପଢୁଥିବା ଭୁବନେଶ୍ବର ୟୁନିଟ ଦୁଇ ବାଳିକା ବିଦ୍ୟାଳୟ ପରିଦର୍ଶନ କରି ସେ…

ନୂଆଦିଲ୍ଲୀ: ଗୁଜୁରାଟ ଏବଂ ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉତ୍ସାହ ତୀବ୍ର ହୋଇଛି। ଆସନ୍ତାକାଲି ହିମାଚଳର ୬୮ ଟି ବିଧାନସଭା ଆସନ ପାଇଁ ଭୋଟ୍…

ଭୁବନେଶ୍ୱର : ଏହି ଯୋଜନାଟି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନାମରେ ନାମିତ। ନିଜ ନାମରୁ ଏହା ସ୍ପଷ୍ଟ ହୋଇଛି ଯେ ଏହି ଯୋଜନାଟି କେନ୍ଦ୍ରର ନା…

ଭୁବନେଶ୍ବର: ସହରର ବସ୍ତିବାସିନ୍ଦା ମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ…

ପୁରୀ: ବର୍ତ୍ତମାନ ପୁରୀ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ବରରେ ପହଞ୍ଚିବା ପରେ ସିଧା ପୁରୀ ଅଭିମୁଖେ ଯାତ୍ରା କରିଥିଲେ। ପୁରୀ ହେଲିପ୍ୟାଡରେ ସେ…

ନୂଆଦିଲ୍ଲୀ: ଶୁକ୍ରବାର ଦିନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନୂଆଦିଲ୍ଲୀରେ ସାରା ଦେଶର ଗୁଇନ୍ଦା କାର୍ଯ୍ୟାଳୟ ଅଧିକାରୀଙ୍କ ସହ ଏକ ଜରୁରି ବୈଠକରେ ଦେଶର ଆଭ୍ୟନ୍ତରୀଣ…

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ମୁଖ୍ୟତଃ ସେ ଶ୍ରୀମନ୍ଦିର ଦର୍ଶନରେ ଆସୁଛନ୍ତି। ହେଲେ ସମ୍ବିଧାନର…

ନୂଆଦିଲ୍ଲୀ: ଜଷ୍ଟିସ୍ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୁଡ ଦେଶର ନୂତନ ପ୍ରଧାନ ବିଚାରପତି ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଠ୮-୧୧-୨ଠ୨୨) ଆଭାସୀ ମାଧ୍ୟମରେ ଜି-୨ଠରେ ଭାରତ ଅଧ୍ୟକ୍ଷତାରେ ଲୋଗୋ, ବାର୍ତ୍ତା ଓ ୱେବସାଇଟ ଉନ୍ମୋଚନ କରିଛନ୍ତି। ସମବେତ ଜନତାଙ୍କୁ ଉଦବୋଧନ…

ପୁରୀ: ଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଗୁରୁବାରରେ ପୁରୀ ଗସ୍ତ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦର୍ଶନ କରିବେ। ଦର୍ଶନ ପରେ…

ଭୁବନେଶ୍ବର: ଆଜି ଚନ୍ଦ୍ର ଗ୍ରହଣ ବେଳେ ତଥାକଥିତ ହେତୁବାଦୀମାନେ ଖାଦ୍ୟ ଭକ୍ଷଣ କରି ଦେଖାଇ ହେବା କାର୍ଯ୍ୟକୁ ପଣ୍ଡ କରିଛନ୍ତି ସାଧାରଣ ଜନତା। ପୂର୍ବରୁ ଏହି ବ୍ୟକ୍ତିଗଣ…

ଭୁବନେଶ୍ବର: ଗ୍ରହଣ ସମୟରେ ଖାଦ୍ୟ ଖାଇବା ମନା। ଏହା କାହିଁ କେଉଁ ପ୍ରାଚୀନ କାଳରୁ ଚଳିଆସିଛି। ହେଲେ ଏହାକୁ ହେତୁବାଦୀ ବୋଲି କହୁଥିବା କେତେକ ଲୋକେ ବିରୋଧ…

ନୂଆଦିଲ୍ଲୀ: ୩ ଭାରତୀୟ ମହିଳା ଉଦ୍ୟୋଗୀଙ୍କ ନାମ ଫୋର୍ବସ୍ ଟପ୍ ୨୦ ଏସୀୟ ମହିଳା ଉଦ୍ୟୋଗୀ ତାଲିକାରେ ମଧ୍ୟ ଅନ୍ତର୍ଭୁକ୍ତ। ଏହି ତାଲିକାରେ ସେହି ମହିଳାମାନେ ଅନ୍ତର୍ଭୁକ୍ତ…