ବିଶେଷ ଖବର

କୋଲକାତା: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଆଜି କୋଲକାତା ଠାରେ ପୂର୍ବାଞ୍ଚଳ କ୍ଷେତ୍ରୀୟ ପରିଷଦର ୨୫ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜରଦାରୀଙ୍କ ‘ଅପମାନଜନକ’ ମନ୍ତବ୍ୟ ବିରୋଧରେ ଭାରତୀୟ ଜନତା ପାର୍ଟି ଆଜି ଦେଶବ୍ୟାପୀ ବିକ୍ଷୋଭ…

ଭୁବନେଶ୍ବର: କିଛିଦିନ ତଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ, ଆମେ ଶୁଣୁଛୁ ଓଡିଶାରେ କୁଆଡେ ଆଗୁଆ ନିର୍ବାଚନ ହେବ। ଏହି ମନ୍ତବ୍ୟ ପରେ ଓଡିଶା ରାଜନୀତି…

ନୂଆଦିଲ୍ଲୀ / ଭୁବନେଶ୍ୱର : ହାଇକୋର୍ଟ ସ୍ଥାୟୀ ବେଂଚ ପ୍ରତିଷ୍ଠା ନେଇ ରାଜ୍ୟ ସରକାର ତାଙ୍କ ଦାୟୀତ୍ୱ ତୁଲାଇ ନାହାନ୍ତି। ସମ୍ବଲପୁରରେ ଯେଉଁ ପରିସ୍ଥିତି ଉପୁଜିଲା, ତାକୁ…

ଭୁବନେଶ୍ବର: ‘ଏଫଆଇଏଚ ଓଡ଼ିଶା ପୁରୁଷ ହକି ବିଶ୍ୱକପ ୨୦୨୩ ଭୁବନେଶ୍ୱର-ରାଉରକେଲା’ର ଟ୍ରଫି ଆଜି ନୂଆଦିଲ୍ଲୀରେ ପହଞ୍ଚିଛି। ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ହକି ପ୍ରଶଂସକଙ୍କ ସମ୍ମୁଖରେ ବିଶ୍ୱକପ୍‌…

ଭୁବନେଶ୍ୱର: ନଦୀରେ ବିଭିନ୍ନ ପ୍ରଜାତିର ମାଛ ଯାଆଁଳ ଛାଡ଼ିବା ଦ୍ୱାରା ନଦୀରେ ଜୈବବିବିଧତାର ସୁରକ୍ଷା ସହ ପ୍ରାକୃତିକ ପ୍ରଜନନ ମାଧ୍ୟମରେ ନଦୀଗୁଡ଼ିକରେ ମାଛ ବଂଶ ବୃଦ୍ଧି କରାଯାଇପାରିବ।…

ଭୁବନେଶ୍ୱର: ରାଜ୍ୟର ସରକାରୀ ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଲାଗି ରାଜ୍ୟ ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରୁଛନ୍ତିି। ସ୍କୁଲ ଶିକ୍ଷାକ୍ଷେତ୍ରରେ ଉତ୍କର୍ଷ ଆଣିବା ଲକ୍ଷ୍ୟରେ…

ନୂଆଦିଲ୍ଲୀ : ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଏଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ…

ନୂଆଦିଲ୍ଲୀ: ମିଳିତ ଜାତିସଂଘରେ ଆତଙ୍କବାଦକୁ ନେଇ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନ ଉପରେ ବର୍ଷିଛନ୍ତି। ପାକିସ୍ତାନର ବୈଦେଶିକ ବ୍ୟାପାର ମନ୍ତ୍ରୀ ହିନା ରବାନୀଙ୍କୁ ଆକ୍ରମଣ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ…

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର…

ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଏକ ଅଜବ ବିଶ୍ବାସ ରହିଛି। ତେବେ ଏହି ବିଶ୍ବାସ ପ୍ରଥମେ ଜଣାପଡି ନ ଥିଲା। ହେଲେ ପରବର୍ତ୍ତି ସମୟରେ ତାହା…

ଭୁବନେଶ୍ୱର : କୃଷକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ଆୟ ବୃଦ୍ଧି ଦିଗରେ ଉଦ୍ୟାନ କୃଷିର ପ୍ରମୁଖ ଭୂମିକା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟାନ କୃଷିକୁ ପ୍ରାଥମିକତା…

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଚଳିତ ବର୍ଷ ଭୁବନେଶ୍ୱର ଓ ରାଉରକେଲାର ୯୦ଟି ବିଦ୍ୟାଳୟରେ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର…

ଭୁବନେଶ୍ୱର: ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ପଡା ଗ୍ରାମରୁ ନୂତନ ଗ୍ରାମ, ନୂଆ ରାଜସ୍ୱ ନିରକ୍ଷକଙ୍କ କାର୍ଯ୍ୟାଳୟ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ଔଷଧ କାରବାର ଉପରେ ଚଢ଼ଉ ଓ ଧରପଗଡ ଜୋରଦାର କରାଯାଇଛି । ରାଜ୍ୟ ବାହାରୁ ଆସୁଥିବା ଔଷଧ ଉପରେ କଡ଼ା…

ଭୁବନେଶ୍ବର: ଓଡିଶାର ବିଧାୟକଙ୍କ ଦରମା ବୃଦ୍ଧି ପାଇବ। ତେବ ଏକ ଗୁଣା ନୁହେଁ କି ଦୁଇ ଗୁଣା, ଏକା ଥରେ ତିନିଗୁଣା ବୃଦ୍ଧି ପାଇବ। ଅର୍ଥାତ ରକେଟ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବ ଶିଘ୍ର କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅଦଳବଦଳ କରୁଛନ୍ତି। ଏ ନେଇ ଜାତୀୟ ରାଜନୀତିରେ ଚାଲିଛି ଜୋରଦାର ଚର୍ଚ୍ଚା। ଏପରି କ୍ଷେତ୍ରରେ ରାଜ୍ୟ…

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ସୀମାବର୍ତ୍ତୀ ତାୱାଙ୍ଗ କ୍ଷେତ୍ରରେ ଡିସେମ୍ବର ୯, ୨୦୨୨ ଦିନ ଘଟିଥିବା ଘଟଣା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ଆଜି ସଂସଦରେ ବକ୍ତବ୍ୟ ରଖିଛନ୍ତି। ସେ…

ଭୁବନେଶ୍ୱର: ଯେଉଁଠି ସଭ୍ୟତା ଥାଏ, ସେଠାରେ ଲୋକ ସାହିତ୍ୟ ରହିଥାଏ। ଆମ ଦେଶର ସଭ୍ୟତା ବହୁ ପ୍ରାଚୀନ। ବିଭିନ୍ନ ଗଣତାନ୍ତ୍ରିକ ରାଷ୍ଟ୍ରରେ ଲୋକ ସାହିତ୍ୟ ତାର ଅସ୍ତିତ୍ୱ…

ଭୁବନେଶ୍ବର: ସରକାରୀ ଚାକିରିଆମାନଙ୍କ ନିମନ୍ତେ ଖୁସି ଖବର। ଅବସର ଗ୍ରହଣ ପରେ ପେନସନ୍ ପାଇନଥିବା କର୍ମଚାରୀମାନେ ଏଣିକି ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟରେ ପେନସନ୍ ଆବେଦନ କରିପାରିବେ। ଏଥି ନିମନ୍ତେ…