ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପ୍ରେକ୍ଷୀରେ ଆଜି ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସମସ୍ତ ରାଜନୈତିକ ଦଳମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ […]
ଭୁବନେଶ୍ୱର: ବହୁଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଆଇନର ଫାଙ୍କ ଦେଇ ଖସାଇବା ପାଇଁ ଗୃହରାଷ୍ଟ୍ରମନ୍ତ୍ରୀ ଏବଂ ବରିଷ୍ଠ ପୋଲିସ୍ ଅଫିସରଙ୍କ ସଲାସୁତରାରେ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିବା ସହିତ […]
ନବରଂଗପୁର: ଶେଷରେ ବିଜେଡିରେ ସାମିଲ ହେଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ନବରଂଗପୁରରେ ଏକ ମିଶ୍ରଣ ପର୍ବରେ ସେ ଏବଂ ତାଙ୍କର ଶତାଧିକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କୁ ଦଳର ସାଂଗଠନିକ ସଂପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ ଦଳୀୟ […]
ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ ନିମନ୍ତେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଆୟୋଗ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହି ବୈଠକ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ […]
ମୁମ୍ବାଇ: ଦେଶର ଏକ ପ୍ରତିଷ୍ଠିତ ଖବର କାଗଜରେ ପ୍ରକାଶ ପାଇଥିଲା ଯେ, ରିଲାଏନ୍ସ କଂପାନୀର ମାଲିକ ମୁକେଶ ଆମ୍ବାନୀ ଏବଂ ତାଙ୍କ ପରିବାର ଭାରତ ଛାଡିବେ। ସେଥିପାଇଁ ସେମାନେ ଲଣ୍ଡନର ଷ୍ଟୋକ ପାର୍କରେ ଏକ ଘର କିଣିଛନ୍ତି। ସେଠାରେ ସେ ବସବାସ […]
ଭୁବନେଶ୍ବର: ଯୁଦ୍ଧ ପୂର୍ବରୁ ଏବଂ ପରେ ଭୀଷ୍ମ ବହୁତ ଗୁରୁତ୍ୱପୂର୍ଣ୍ଣ କଥା କହିଥିଲେ। ଏପରି ଅନେକ ଜିନିଷ ଥିଲା ଯାହାକୁ ସେ କେବଳ ଧୃତରାଷ୍ଟ୍ର, , ଦୁର୍ଯ୍ୟୋଧନ, , କୃଷ୍ଣ, , ଅର୍ଜୁନ ଏବଂ ଯୁଧିଷ୍ଠିରଙ୍କୁ କହିଥିଲେ। ଶରଶଯ୍ୟାରେ ପଡ଼ି ଭୀଷ୍ମ […]
ଭୁବନେଶ୍ୱର: ଆଜି କୃଷିଭବନଠାରେ ମା ଶକ୍ତିମୟୀ ମହିଳା ମହାସଙ୍ଘ ଦ୍ୱାରା ପରିଚାଳିତ ଓଡ଼ିଶାର ପ୍ରଥମ ମିଲେଟ ଶକ୍ତି ବିକ୍ରୟ କେନ୍ଦ୍ର, କୃଷି ଏବଂ କୃଷକ ସଶକ୍ତିକରଣ, ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ବିକାଶ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ […]
ନୂଆଦିଲ୍ଲୀ: ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଯଥାକ୍ରମେ ୫ ଟଙ୍କା ଏବଂ ୧୦ ଟଙ୍କାର ଉଲ୍ଲେଖନୀୟ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତିକୁ ଅନୁସରଣ କରି ବର୍ତ୍ତମାନ ସୁଦ୍ଧା ୨୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ଗ୍ରାହକମାନଙ୍କୁ ଆଶ୍ବସ୍ତି […]
ଭୁବନେଶ୍ବର: ଆଜି ରାଜ୍ୟ ସଂସ୍କୃତି ବିଭାଗ ତରଫରୁ 31ତମ ରାଜ୍ୟ ଚଳଚିତ୍ର ପୁରସ୍କାର ତାଲିକା ଘୋଷଣା କରାଯାଇଛି। ଏଥିରେ ରାଜ୍ୟ ଚଳଚିତ୍ର କ୍ଷେତ୍ରରେ ସର୍ବୋଚ୍ଚ ପୁରସ୍କାର ସହିତ ଶ୍ରେଷ୍ଠ ଚଳଚିତ୍ର, ନିର୍ଦ୍ଦେଶକ ତଥା ଅଭିନେତାଙ୍କ ନାମ ଘୋଷଣା କରାଯାଇଛି। ଘୋଷଣା ଅନୁସାରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେଦାରନାଥ ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଅନେକ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ଆଦି ଶଙ୍କରାଚାର୍ୟ୍ୟଙ୍କ ସମାଧି ଉଦଘାଟନ କରିବା ସହିତ ଶ୍ରୀ […]
ନୂଆଦିଲ୍ଲୀ: କେବଳ ଦୀପାବଳିରେ ଭାରତରେ ୧୨ ହଜାର ୭୨୯ ନୂତନ କରୋନା ଆକ୍ରାନ୍ତ। ଏହାକୁ ମିଶାଇଲେ ଦେଶରେ କରୋନା ସଂକ୍ରମିତ ସଂଖ୍ୟା ୩ କୋଟି ୪୩ ଲକ୍ଷ ୩୩ ହଜାର ୭୫୪ କୁ ବୃଦ୍ଧି ପାଇଲା। ବର୍ତ୍ତମାନ ସକ୍ରିୟା ମାମଲା ସଂଖ୍ୟା […]
ନୂଆଦିଲ୍ଲୀ : ଗତକାଲି କେରଳ ହାଇକୋର୍ଟ ଦେଶରେ ଟୀକାରଣ ନେଇ ଏକ ମାମଲାର ଶୁଣାଣି କରି ଏକ ନୂଆ ମତ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, କେନ୍ଦ୍ର ସରକାର କୋଭିଡ19 ଟୀକାକରଣ କରି ଦେଶର ନାଗରିକଙ୍କୁ ଦୁଇ ଭାଗରେ ବିଭକ୍ତ କରିଦେଲେ। […]
ଭୁବନେଶ୍ବର: ଗତକାଲି କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲରୁ ଟାକ୍ସ ହ୍ରାସ କରିବା ପରେ ଆଜି ଓଡିଶା ମଧ୍ୟ ସେ ଦିଗରେ ପଦକ୍ଷେପ ନେଇଛି। ଓଡିଶାରେ ମଧ୍ୟ ପେଟ୍ରୋଲ ଓ ଡିଜେଲରେ 3 ଟଙ୍କା ଲେଖାଏଁ ଭାଟ ହ୍ରାସ କରାଯାଇଛି। ଏ […]
ନୂଆଦିଲ୍ଲୀ: ଇଟାଲୀ ଏବଂ ଗ୍ଲାସଗୋ ଗସ୍ତରୁ ଫେରିବାର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ 50 ପ୍ରତିଶତରୁ କମ ପ୍ରଥମ ଡୋଜ୍ ଟିକାକରଣ ଏବଂ ଦ୍ୱିତୀୟ […]
ଭୁବନେଶ୍ୱର: ଜିଓ ଏବଂ ଗୁଗୁଲ ଦ୍ୱାରା ମିଳିତ ଭାବରେ ବିକଶିତ ଶସ୍ତା ସ୍ମାର୍ଟଫୋନ ଜିଓଫୋନ ନେକ୍ସଟ ଦୀପାବଳି ଠାରୁ ଭାରତୀୟ ବଜାରରେ ଉପଲବ୍ଧ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି। ରିଲାଏନ୍ସ ରିଟେଲର ବିସ୍ତୃତ ଜିଓମାର୍ଟ ଡିଜିଟାଲ […]
ନୂଆଦିଲ୍ଲୀ: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁ ସେନା ପକ୍ଷରୁ ସ୍ୱଦେଶୀ ଭାବେ ବିକଶିତ ସ୍ମାର୍ଟ ଆଣ୍ଟି-ଏୟାରଫିଲ୍ଡ ଯୁଦ୍ଧାସ୍ତ୍ରର ବିମାନ ପରୀକ୍ଷଣ ସଫଳ ହୋଇଛି। ଉପଗ୍ରହ ଦିଗ ନିର୍ଣ୍ଣୟ ଏବଂ ଇଲେକ୍ଟ୍ରୋ ଅପ୍ଟିକାଲ ସେନ୍ସର ଉପରେ […]
ନୂଆଦିଲ୍ଲୀ: ଦୀପାବଳି ପୂର୍ବ ସନ୍ଧ୍ୟାରେ ଭାରତ ସରକାର ସାଧାରଣ ଉପଭୋକ୍ତାଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଆସନ୍ତାକାଲି ଠାରୁ ପେଟ୍ରୋଲ ଓ ଡିଜେଲ ଉପରେ ଯଥାକ୍ରମେ ୫ ଏବଂ ୧୦ ଟଙ୍କା କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ହ୍ରାସ ପାଇଁ କେନ୍ଦ୍ର ସରକାର […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ ତ୍ୱରାନ୍ୱିତ ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ […]
ଭୁବନେଶ୍ବର: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧ ଲକ୍ଷ ୬୫ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ […]