ବିଶେଷ ଖବର

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ମୁଖ୍ୟତଃ ସେ ଶ୍ରୀମନ୍ଦିର ଦର୍ଶନରେ ଆସୁଛନ୍ତି। ହେଲେ ସମ୍ବିଧାନର…

ନୂଆଦିଲ୍ଲୀ: ଜଷ୍ଟିସ୍ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୁଡ ଦେଶର ନୂତନ ପ୍ରଧାନ ବିଚାରପତି ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଠ୮-୧୧-୨ଠ୨୨) ଆଭାସୀ ମାଧ୍ୟମରେ ଜି-୨ଠରେ ଭାରତ ଅଧ୍ୟକ୍ଷତାରେ ଲୋଗୋ, ବାର୍ତ୍ତା ଓ ୱେବସାଇଟ ଉନ୍ମୋଚନ କରିଛନ୍ତି। ସମବେତ ଜନତାଙ୍କୁ ଉଦବୋଧନ…

ପୁରୀ: ଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଗୁରୁବାରରେ ପୁରୀ ଗସ୍ତ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦର୍ଶନ କରିବେ। ଦର୍ଶନ ପରେ…

ଭୁବନେଶ୍ବର: ଆଜି ଚନ୍ଦ୍ର ଗ୍ରହଣ ବେଳେ ତଥାକଥିତ ହେତୁବାଦୀମାନେ ଖାଦ୍ୟ ଭକ୍ଷଣ କରି ଦେଖାଇ ହେବା କାର୍ଯ୍ୟକୁ ପଣ୍ଡ କରିଛନ୍ତି ସାଧାରଣ ଜନତା। ପୂର୍ବରୁ ଏହି ବ୍ୟକ୍ତିଗଣ…

ଭୁବନେଶ୍ବର: ଗ୍ରହଣ ସମୟରେ ଖାଦ୍ୟ ଖାଇବା ମନା। ଏହା କାହିଁ କେଉଁ ପ୍ରାଚୀନ କାଳରୁ ଚଳିଆସିଛି। ହେଲେ ଏହାକୁ ହେତୁବାଦୀ ବୋଲି କହୁଥିବା କେତେକ ଲୋକେ ବିରୋଧ…

ନୂଆଦିଲ୍ଲୀ: ୩ ଭାରତୀୟ ମହିଳା ଉଦ୍ୟୋଗୀଙ୍କ ନାମ ଫୋର୍ବସ୍ ଟପ୍ ୨୦ ଏସୀୟ ମହିଳା ଉଦ୍ୟୋଗୀ ତାଲିକାରେ ମଧ୍ୟ ଅନ୍ତର୍ଭୁକ୍ତ। ଏହି ତାଲିକାରେ ସେହି ମହିଳାମାନେ ଅନ୍ତର୍ଭୁକ୍ତ…

ନୂଆଦିଲ୍ଲୀ: କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବ ଜାତିସଂଘ ମହାସଚିବ ଉଚ୍ଚସ୍ତରୀୟ ଗୋଲଟେବୁଲ ବୈଠକରେ ଆଗୁଆ ସତର୍କତା ସମ୍ପର୍କୀତ କାର‌୍ୟ୍ୟକାରୀ…

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଏବଂ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗାନ ସୋମବାର ଦିନ ୫୩ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ର ପ୍ରସ୍ତୁତି ସମୀକ୍ଷା…

ଭୁବନେଶ୍ବର: ଏଥର ଦୀପାବଳିରେ ଯେପରି ସୂର୍ଯ୍ୟ ପରାଗ ଲାଗିଥିଲା, ଠିକ ସେହିପରି କାର୍ତ୍ତିକ ପୂର୍ଣ୍ଣିମାରେ ମଧ୍ୟ ଏଥର ଚନ୍ଦ୍ର ଗ୍ରହଣ ଲାଗୁଛି। ଫଳରେ ଏଥର କାର୍ତ୍ତିକ ପୂର୍ଣ୍ଣିମାର…

ନୂଆଦିଲ୍ଲୀ: ଦେଶରେ ଅର୍ଥନୈତିକ ଭିତ୍ତିରେ ସଂରକ୍ଷଣ ବର୍ତ୍ତମାନ ମଧ୍ୟ ଜାରି ରହିବ। ପ୍ରଧାନ ବିଚାରପତି ୟୁୟୁ ଲଲିତଙ୍କ ନେତୃତ୍ୱରେ ପାଞ୍ଚ ସଦସ୍ୟ ବିଶିଷ୍ଟ ସାମ୍ବିଧାନିକ ବେଞ୍ଚ ମଧ୍ୟରୁ…

ନୂଆଦିଲ୍ଲୀ: ହିମାଚଳ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ପରେ ଏବେ ବିଜେପି ମଧ୍ୟ ନିଜର ସଂକଲ୍ପ ପତ୍ର ଜାରି କରିଛି। ସଂକଲ୍ପ ପତ୍ର ପ୍ରକାଶ କରି…

Maruti Suzuki Offer : ଭାରତର ସବୁଠୁ ବଡ କାର ନିର୍ମାତା ମାରୁତି ସୁଜୁକି ଚଳିତ ମାସରେ ଅଧିକ ସଂଖ୍ୟାରେ କାର ବିକ୍ରୀ ଲକ୍ଷ୍ୟ ରଖିଛି। ସେଥିପାଇଁ…

ଭୁବନେଶ୍ୱର: ଆଜି ପ୍ରଭାତରୁ ଚତୁର୍ଥ ଦିନର “ଭାରତ ଯୋଡ ଯାତ୍ରା-ଓଡ଼ିଶା” ବଡ଼ଚଣା ପେଟ୍ରୋଲ ଟାଙ୍କି ଠାରୁ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଆରମ୍ଭ…

ଧାମନଗର: ଆସନ୍ତାକାଲି ହେବ ଧାମନଗର ଉପନିର୍ବାଚନର ଭୋଟ ଗଣତି। ନିର୍ବାଚନ କମିଶନରଙ୍କ ଦ୍ୱାରା ଜାରି କାର୍ଯ୍ୟସୂଚୀ ଅନୁଯାୟୀ ଗଣନା ସକାଳ 8.00 ରୁ ଆରମ୍ଭ ହେବ। ଭଦ୍ରକ…

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ଘୋଷଣା ପତ୍ର ଜାରି କରିଛି। ଘୋଷଣା ପତ୍ରରେ କଂଗ୍ରେସ କହିଛି ଯେ ପ୍ରଥମ କ୍ୟାବିନେଟରେ ୧…

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ମିଜୋରାମ ଗସ୍ତରେ ଯାଇ ଆଇଜଲଠାରେ ଭାରତୀୟ ଜନ ସଂଚାର ସଂସ୍ଥାନ (ଆଇଆଇଏମ୍‌ସି)ର ଉତ୍ତର ପୂର୍ବାଞ୍ଚଳ ଆଞ୍ଚଳିକ କେନ୍ଦ୍ରର ସ୍ଥାୟୀ…

ନୂଆଦିଲ୍ଲୀ: ଗୁଜୁରାଟ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଇସୁଦାନ ଗଡଭୀଙ୍କୁ AAP ର ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ: ଗୁରୁବାର ଦିନ ଗୁଜୁରାଟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି, ଡିସେମ୍ବର ୧ ତାରିଖ ଏବଂ ଡିସେମ୍ବର ୫ ତାରିଖରେ ଦୁଇଟି ପର୍ଯ୍ୟାୟରେ ମତଦାନ…

ଭୁବନେଶ୍ୱର: ରାଜ୍ୟରେ କୃଷିଜାତ ଶିଳ୍ପ ପ୍ରତିଷ୍ଠା ଦିଗରେ ବ୍ୟାପକ ସୁଯୋଗ ରହିଛି । ଓଡ଼ିଶା କୃଷି ପ୍ରୋତ୍ସାହନ ଓ ପୁଂଜିନିବେଶ ଉଦ୍ୟୋଗ ଲିମିଟେଡ୍‌ (ଆପିକଲ) ମାଧ୍ୟମରେ ଅଧିକରୁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ରୀୟ ଦୁର୍ନୀତି ନିବାରଣ ଆୟୋଗ ପକ୍ଷରୁ ଆୟୋଜିତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି।…