ନୂଆଦିଲ୍ଲୀ: କେନ୍ଦ୍ର ବଜେଟ ୨୦୨୪-୨୫ରେ ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପାଇଁ ମୋଟ ବ୍ୟୟ ଅଟକଳ ପ୍ରାୟ ୧୩,୦୦୦ କୋଟି ଟଙ୍କା ରହିଛି, ଯାହା ପୂର୍ବ ବର୍ଷର ସଂଶୋଧିତ ଆକଳନ (ଆରଇ) ତୁଳନାରେ ୭୩.୬୦% ଅଧିକ। ପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ର ବଜେଟ୍ ଉପସ୍ଥାପନ କରିବା ଅବସରରେ କହିଛନ୍ତି, ଏହି ବଜେଟରେ ଆମେ ବିଶେଷକରି ନିଯୁକ୍ତି, ଦକ୍ଷତା, ଏମ୍ଏସ୍ଏମ୍ଇ ଏବଂ ମଧ୍ୟବିତ୍ତ ବର୍ଗ […]
ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷର ନିୟମିତ କେନ୍ଦ୍ର ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ୬,୨୧,୯୪୦.୮୫ କୋଟି ଟଙ୍କା (ପାଖାପାଖି ୭୫ ବିଲିୟନ ଆମେରିକୀୟ ଡଲାର) ଆବଣ୍ଟନ କରାଯାଇଛି, ଯାହା ମନ୍ତ୍ରଣାଳୟ ଗୁଡ଼ିକ ମଧ୍ୟରେ ସର୍ବାଧିକ। ଅନ୍ତରୀଣ ବଜେଟରେ ମନ୍ତ୍ରଣାଳୟକୁ ଦିଆଯାଇଥିବା ଆବଣ୍ଟନକୁ ବଜାୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ୨୦୨୪- ୨୫ ଆର୍ଥିକ ବର୍ଷର ବଜେଟକୁ ପ୍ରଶଂସା କରିଛନ୍ତି। କେନ୍ଦ୍ର ବଜେଟ୍ ୨୦୨୪ – ୨୫ ଉପରେ ମନ୍ତବ୍ୟ ଦେଇ ପ୍ରଧାନମନ୍ତ୍ରୀ ସମସ୍ତ ନାଗରିକଙ୍କୁ ଚଳିତ […]
Budget Reaction: ଆଜି କେନ୍ଦ୍ରରେ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ ପରିପ୍ରେକ୍ଷୀରେ ଓଡିଶାର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀ ସିଂହଦେଓ କହିଛନ୍ତି ଯେ […]
Budget 2024: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ବର୍ଷ 2024-25 ପାଇଁ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବିକାଶ ଅଭିମୁଖୀ, ଦୂରଦୃଷ୍ଟିସମ୍ପନ୍ନ ବଜେଟରେ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଗୁରୁତ୍ଵ ଦେଉଥିବା ଚାରିଟି ପ୍ରମୁଖ ଶ୍ରେଣୀ ଯଥା ‘ଗରିବ’, ‘ମହିଳା’, […]
ଭୁବନେଶ୍ବର: ପାଂରପାରିକ ଧାନବିହନ ସଂରକ୍ଷଣ କରି ପଦ୍ମଶ୍ରୀ ହାସଲ କରିଥିବା କୋରାପୁଟର କମଳା ପୂଜାରୀଙ୍କ ଗତ 20 ତାରିଖରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ସେ ମୃତ୍ୟୁବରଣ କରିଥିବାର ଜଣାପଡିଛି। ତେବେ ପରଲୋକର ତିନିଦିନ ପରେ ମୃତ୍ୟୁକୁ ନେଇ ପ୍ରଶ୍ନ […]
ଭୁବନେଶ୍ବର: ଧିରେ ଧିରେ ରାଜ୍ୟପାଳଙ୍କ ପୁଅ ଓଡିଆ କର୍ମଚାରୀଙ୍କୁ ମାଡ ମାରିବା ଘଟଣା ନୂଆ ମୋଡ ନେବାରେ ଲାଗିଛି। ଆଜି ଏହି ପ୍ରସଂଗକୁ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି। ଏପରିକି ବିଜେଡି ବିଧାୟକ ବାଚସ୍ପତିଙ୍କ ଟେବୁଲ ଉପରେ ଚଢି ତାଙ୍କ ମାଇକ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟର ମୁଖ୍ୟାଂଶ ଗୁଡ଼ିକ ହେଲା: ଭାଗ–ଏ ୨୦୨୪-୨୫ ବଜେଟ୍ ଆକଳନ: ଋଣ ବ୍ୟତୀତ ଅନ୍ୟ ମୋଟ ଆୟ: […]
ନୂଆଦିଲ୍ଲୀ: କୃଷିକ୍ଷେତ୍ରରେ ଉତ୍ପାଦକତା ଏବଂ ସ୍ଥିରତା ବୃଦ୍ଧି ପାଇଁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ କୃଷି ଗବେଷଣା, ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ ଏବଂ ଜାତୀୟ ସମବାୟ ନୀତି ସମେତ ଅନେକ ପଦକ୍ଷେପ ଘୋଷଣା କରାଯାଇଛି। କୃଷି ଗବେଷଣାରେ ପରିବର୍ତ୍ତନ କେନ୍ଦ୍ର ଅର୍ଥ ଓ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବା ଅବସରରେ ନୂଆ ଟିକସ ବ୍ୟବସ୍ଥାକୁ ଚୟନ କରୁଥିବା ବେତନଭୋଗୀ ବ୍ୟକ୍ତି ଏବଂ ପେନସନଭୋଗୀମାନଙ୍କୁ ଟିକସ ରିହାତି ପ୍ରଦାନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଆଜି ସଂସଦରେ ଏହାର ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ କରିଛନ୍ତି। ବିଜୁ ଜନତା ଦଳ ଏହି କେନ୍ଦ୍ର ବଜେଟ୍ କୁ ବିରୋଧ କରିଛି। ସେପଟେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କହିଛନ୍ତି […]
ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟକୁ ସଂସଦରେ ଉପସ୍ଥାପିତ କରିଛନ୍ତି। ଏଥିରେ ସେ ବିଭିନ୍ନ ବିଭାଗର ନୂଆ ନୂଆ ଯୋଜନା ଘୋଷଣା କରିଛନ୍ତି। ସେହି ହିସାବରେ ବିଭିନ୍ନ ବିଭାଗ ପାଇଁ ଯେଉଁ ଅନୁଦାନ ପ୍ରଦାନ କରାଯାଇଛି ତାହା ହେଲା…. […]
ନୂଆଦିଲ୍ଲୀ: ବଜେଟରେ ମୋବାଇଲ୍ ଫୋନ୍ ଏବଂ ଚାର୍ଜର ଶସ୍ତା କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଆଜି ବଜେଟରେ ଅର୍ଥମନ୍ତ୍ରୀ ସାଧାରଣ ଲୋକଙ୍କ ପାଇଁ ଉପଯୋଗୀ ସାମଗ୍ରୀ ସମ୍ବନ୍ଧରେ ବଡ଼ ଆଶ୍ଵସ୍ତି ଘୋଷଣା କରିଛନ୍ତି। ସୁନା, ରୂପା ଏବଂ ପଲିଥିନ୍ […]
ନୂଆଦିଲ୍ଲୀ: କେନ୍ଦ୍ର ବଜେଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏ ସରକାର ସହଯୋଗୀମାନଙ୍କୁ ଖୁସି କରିବାକୁ ଚେଷ୍ଟା କରିଛନ୍ତି। ଆଜି ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି, ଯେଉଁଥିରେ ତାଙ୍କ ନିର୍ବାଚନକାରୀଙ୍କ […]
ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏହା ମୋଦୀ 3.୦ ସରକାରଙ୍କ ପ୍ରଥମ ସାଧାରଣ ବଜେଟ୍। ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ବଜେଟ୍ ଉପସ୍ଥାପନ କରି ଇତିହାସ ସୃଷ୍ଟି କରିଛନ୍ତି। ସେ 7 ଥର […]
ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାର ସରକାରୀ ବାରକୋଟ୍ ଆଇଟିଆଇ ଓ ଯାଜପୁର ଜିଲ୍ଲାର ସରକାରୀ ପଲିଟେକ୍ନିକ୍ଠାରେ ମିନି ଟୁଲ୍ ରୁମ୍ ନିର୍ମାଣ ପାଇଁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଅଧିନରେ କାର୍ଯ୍ୟରତ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣର ନିର୍ଦ୍ଦେଶକ ରେଘୁ ଜି […]
ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡିର ବିପର୍ଯ୍ୟୟ ପରେ ସମସ୍ତେ ଭାବି ଥିଲେ ଯେ, ନବୀନ ପଟ୍ଟନାୟକ ଭି କେ ପାଣ୍ଡିଆନଙ୍କୁ ବାହାର କରିଦେବେ। ହେଲେ ତାହା କରିବା ଦୂର କଥା ବର୍ତ୍ତମାନ ପୁଣି ଥରେ ପାଣ୍ଡିଆନ ସପକ୍ଷରେ ବାହାରିଛନ୍ତି ନବୀନ। ସେ […]
ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍ଭିଆର୍) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି […]
ଭୁବନେଶ୍ବର: ଆଜି ଆରମ୍ଭ ହୋଇଛି ନୂଆ ସରକାରଙ୍କର ବିଧାନସଭାର ପ୍ରଥମ ଅଧିବେସନ। ଆଜି ଏହି ଅଧିବେସନରେ ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି। ତେବେ ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ କକ୍ଷତ୍ୟାଗ କରିଛନ୍ତି। […]
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ୨୦୨୪ ଲୋକସଭା ନିର୍ବାଚନରେ ନିଜେ ସଂଖ୍ୟାଗରିଷ୍ଠତା ହାସଲ କରିପାରି ନାହିଁ। ଯଦିଓ ଏନଡିଏର ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ରହିଛି ଏବଂ କେନ୍ଦ୍ରରେ ସେହି ସରକାର ଚାଲିଛି। କିନ୍ତୁ ଏହି ସରକାର ଏହାର ପାଞ୍ଚ ବର୍ଷ ପୂରଣ […]