ବିଶେଷ ଖବର

ନୂଆଦିଲ୍ଲୀ: ଦୁଇ ବର୍ଷର ବ୍ୟବଧାନ ପରେ ଅମରନାଥ ଯାତ୍ରା ବାବା ବରଫାନୀଙ୍କ ଦର୍ଶନ ଏବେ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷର ଅମରନାଥ ଯାତ୍ରା ପାଇଁ ପଞ୍ଜୀକରଣ…

ନୂଆଦିଲ୍ଲୀ: ‘‘ଭାରତରେ ନିର୍ମାଣ’’ (କ୍ରିଏଟ୍‌ ଇନ୍‌ ଇଣ୍ଡିଆ) ଏବଂ ‘‘ବ୍ରାଣ୍ଡ ଇଣ୍ଡିଆ’’ର ଆଲୋକବର୍ତ୍ତିକା ସାଜିବାରେ ଭାରତୀୟ ଆନିମେସନ, ଭିଜୁଆଲ ଇଫେକ୍ଟସ୍‌, ଗେମିଂ ଏବଂ କମିକ୍‌ (ଏଭିଜିସି) କ୍ଷେତ୍ରରେ…

ନୂଆଦିଲ୍ଲୀ: ଆର୍ଥିକ ଅନ୍ତର୍ଭୂକ୍ତିକରଣ ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମଏମୱାଇ)ର ଶୁଭାରମ୍ଭ କରାଯାଇଥିଲା। ଆମେ ଏହି ଯୋଜନାର ସପ୍ତମ ବର୍ଷ ପୂର୍ତ୍ତି ପାଳନ କରୁଛୁ। ଆସନ୍ତୁ…

ଭୁବନେଶ୍ବର: ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଭିଜିଲାନ୍ସ ବିଭାଗ ଜଣେ ଇଂଜିନିୟରଙ୍କ ଦ୍ବିତୀୟ ସ୍ତ୍ରୀଙ୍କ ପାଖରେ ଯେତେ ଟଙ୍କା ପାଇଲେ ତାହା ଏକ ରେକର୍ଡ। ଅର୍ଥାତ ଭିଜିଲାନ୍ସ…

ଭୁବନେଶ୍ୱର: ଆଜି ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏଗାର ଦିନ ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦୀପ ପ୍ରଜ୍ୱଳନ ସହ…

ନୂଆଦିଲ୍ଲୀ: ସଂସଦର ବଜେଟ୍‌ ଅଧିବେଶନ ୨୦୨୨ ଶେଷ ହୋଇଛି। ଆଜି ଅର୍ଥାତ୍‌ ଗୁରୁବାର, ଏପ୍ରିଲ ୭ ତାରିଖ ଠାରୁ ସଂସଦର ଦୁଇଟି ସଦନ- ରାଜ୍ୟସଭା ଏବଂ ଲୋକସଭାକୁ…

ନୂଆଦିଲ୍ଲୀ: ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ୨୮…

ନୂଆଦିଲ୍ଲୀ: ଆଜି ଏକ ନାଟକୀୟ ମୋଡରେ ଆନ୍ଧ୍ର ପ୍ରଦେଶର ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କୁ ଏହି ଇସ୍ତଫା ପତ୍ର ପଠାଇଛନ୍ତି।ଆଜି ଅପରାହ୍ନ 3…

ମୁମ୍ବାଇ: କନ୍ନଡ ଭାଷାରେ ନିର୍ମିତ ଆକ୍ସନ୍ ଡ୍ରାମା K.G.F Chapter2 ଚଳଚିତ୍ରର ଏକ ସ୍ୱତନ୍ତ୍ର ପୋଷ୍ଟର ରିଲିଜ୍ କରାଯାଇଛି।  ଏହି ଚଳଚିତ୍ରଟିର ଲେଖକ ଓ ନିର୍ଦ୍ଦେଶକ ହେଉଛନ୍ତି…

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଭାରତର ନିରପେକ୍ଷତାକୁ ପସନ୍ଦ କରୁନାହିଁ। ଆମେରିକା ପୂର୍ବରୁ ଭାରତକୁ ଅନେକ ଥର ଛିଡା ହେବାକୁ କହିଛି।…

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଭାରତୀୟ ସେନାରେ ନିଯୁକ୍ତି ପ୍ରକ୍ରିୟାରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ନରେନ୍ଦ୍ର ମୋଦୀ ସରକାର ‘ଅଗ୍ନିପଥ ପ୍ରବେଶ ଯୋଜନା’ ଆଣିବାକୁ…

ବିଶ୍ବବିଜୟୀ ଦାଶ ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ। ସ୍ବାସ୍ଥ୍ୟ ମଣିଷ ପାଇଁ ଏକ ମୌଳିକ ଆବଶ୍ୟକତା। ସ୍ୱାସ୍ଥ୍ୟ ଭଲ ନ ରହିଲେ, ମଣିଷ ଠିକ୍ ଭାବରେ ଜୀବନଯାପନ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁର ସ୍ଥିତ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟ ଠାରେ…

ଭୁବନେଶ୍ୱର: କୃଷି ଓ ଏହାର ଆନୁଷଙ୍ଗିକ କ୍ଷେତ୍ରରେ ନିଯୁକ୍ତିର ବ୍ୟାପକ ସୁଯୋଗ ରହିଛି। ବିଗତ କରୋନା ମହାମାରୀ କାଳରେ ଚାକିରି ବୃତ୍ତି ପାଇଁ ରାଜ୍ୟ ବାହାରକୁ ଯାଇଥିବା…

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପ୍ରତିଷ୍ଠା ଦିଗରେ ରହିଥିବା ସମସ୍ୟାର ସମାଧାନ ସକାଶେ ଆଜି ଗୀତଗୋବିନ୍ଦ ସଦନଠାରେ ‘ଇଣ୍ଡଷ୍ଟ୍ରି କେୟାର’ ବୈଠକ…

ନୂଆଦିଲ୍ଲୀ: ନିର୍ଭୟା ପାଣ୍ଠି ମାଧ୍ୟମରେ କେନ୍ଦ୍ର ସରକାର ୨୦୨୧-୨୨ ରେ ଓଡ଼ିଶାକୁ ୨୬.୫୪ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ମହିଳା ବିରୋଧୀ ହିଂସା ଘଟଣାର ନିରାକରଣ ପାଇଁ…

ନୂଆଦିଲ୍ଲୀ: ଆଜି ବିଜେପି ତାହାର ୪୨ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏ ନେଇ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ମିମାନଙ୍କୁ ଭର୍ଚ୍ୟୁୟାଲି ସମ୍ବୋଧୀତ କରିଥିଲେ। ଏଥିରେ ସେ…

ନୂଆଦିଲ୍ଲୀ:  ଆଜି ବିଜେପିର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ କର୍ମିମାନଙ୍କୁ ଉଦବୋଧନ ଦେଇଛନ୍ତି। ସେ କର୍ମିମାନଙ୍କୁ କଣ କହିଲେ ତାହା ଭିନ୍ନ କଥା। ହେଲେ ତାଙ୍କର ଟୋପିକୁ ନେଇ…

ନୂଆଦିଲ୍ଲୀ: ସାରା ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ଯୋଗୁଁ ଲୋକମାନେ ପ୍ରଭାବିତ ହୋଇଛନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ବିରୋଧୀ ଦଳ ବାରମ୍ବାର ସରକାରଙ୍କୁ ଘେରି ରହିଛନ୍ତି। ବର୍ତ୍ତମାନ…

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଆଜି ହେଉଛି 42 ତମ ପ୍ରତିଷ୍ଠା ଦିବସ। ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳ 10 ଟାରେ ଭିଡିଓ…