West Bengal Election: ଆଜି ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ଅନୁଷ୍ଠିତ ହେଉଛି। ଏହି ପର୍ଯ୍ୟାୟରେ ପାଞ୍ଚଟି ଜିଲ୍ଲାର 34 ଟି ନିର୍ବାଚନମଣ୍ଡଳୀରେ ଭୋଟ୍ ଦିଆଯାଉଛି। ସକାଳ 7 ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା 6:30 ପର୍ଯ୍ୟନ୍ତ ଚାଲିବ। […]
ମେଷ:- ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନରେ ସ୍ଥିରତା ବଜାୟ ରଖିବାରେ ସଫଳ ହେବେ। ଆପଣଙ୍କର ପ୍ରତିଷ୍ଠା ଏବଂ କୈଶଳ ସହିତ, ବ୍ୟବସାୟ ସଂପ୍ରସାରଣକୁ ନିଶ୍ଚିତ କରିବେ। ଜମି କିମ୍ବା ଘର ଲାଭଜନକ ବିନିଯୋଗ କରିବ। ଆକର୍ଷଣୀୟ ବସ୍ତୁ ଲାଭ ହେଉଛି । […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ୨ କୋଟି ଲୋକଙ୍କୁ ମାଗଣାରେ ଟିକା ଦେବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା। ୧୮ରୁ ବର୍ଷରୁ ଉର୍ଦ୍ଧ୍ବ ୪୪ ବର୍ଷ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କରୋନା ଆମ ସମସ୍ତଙ୍କର ଧୈର୍ଯ୍ୟ ଓ ଦୁଃଖ ସହିବାର ସୀମାକୁ ପରଖୁଛି। ଅନେକ ନିଜ ଲୋକ ଆମକୁ […]
ନୂଆଦିଲ୍ଲୀ, ଆଜି ପ୍ରଭୁ 24 ତମ ମହାବୀରଙ୍କ ତଥା ଶେଷ ତିର୍ଥଙ୍କର ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ସାରା ଦେଶରେ ମହାବୀର ଜୟନ୍ତୀଙ୍କର ବିଶେଷ ଧାର୍ମିକ ଏବଂ ଆଧ୍ୟାତ୍ମିକ ମହତ୍ତ୍ୱ ରହିଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମସ୍ତ ଦେଶବାସୀଙ୍କୁଶୁଭେଚ୍ଛା […]
ଭୁବନେଶ୍ବର: ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଯାତ୍ରୀମାନେ, ଯେଉଁମାନେ ଓଡ଼ିଶାର ଯେକୌଣସି ସ୍ଥାନକୁ ଟ୍ରେନ୍ ମାଧ୍ୟ୍ୟମରେ ଆସୁଛନ୍ତି, ସେମାନଙ୍କୁ ଓଡିଶା ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ ବାଧ୍ୟତାମୂଳକ ଭାବେ ୧୪ ଦିନ ସଂସ୍ଥାଗତ କିମ୍ବା ଦେୟଯୁକ୍ତ କ୍ଵାରେଣ୍ଟିନରେ ରହିବାକୁ ପଡିବ। […]
ମେଷ- ପରିବାର ସାହାଯ୍ୟ କରିବେ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ […]
ଭୁବନେଶ୍ବର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଦୁଇ ଯୋଡ଼ା ଦୂରଗାମୀ ବିଶେଷ ଟ୍ରେନ ବାଙ୍ଗାଲୋର ଠାରୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଚଳାଚଳ କରାଇବାକୁ ରେଳବାଇ ନିଷ୍ପତ୍ତି ନେଇଛି। ସେଗୁଡିକ ହେଲା ଅଗରତାଲା-ବାଙ୍ଗାଲୋର କ୍ୟାଣ୍ଟ-ଅଗରତାଲା ଦ୍ବି-ସାପ୍ତାହିକ ବିଶେଷ ଟ୍ରେନ ୦୨୫୧୬/୦୨୫୧୫ ଅଗରତାଲା-ବାଙ୍ଗାଲୋର କ୍ୟାଣ୍ଟ-ଅଗରତାଲା […]
ଭୁବନେଶ୍ବର, ଗତ କରୋନା ବେଳେ ନବୀନ ପଟ୍ଟନାୟକ ଯେପରି ସଫଳ ପରିଚାଳନା କରିଥିଲେ ସେଥିପାଇଁ ଦେଶ ବିଦେଶରୁ ମିଲିଥିଲା ପ୍ରଶଂସା। ଏଥର ମଧ୍ୟ ସେହିପରି ଘଟଣା ପରିଲକ୍ଷିତ ହୋଇଛି। ଏଥର ହେଉଛି ଅକ୍ସିଜନ ବିତରଣକୁ ନେଇ। ଦେଶର ବିଭିନ୍ନ ରାଜ୍ୟରେ ଯେପରି […]
ନୂଆଦିଲ୍ଲୀ, ବିଶ୍ୱର ବୃହତମ କୋଭିଡ ଟିକାକରଣ ଅଭିଯାନରେ ଏ ପର୍ୟ୍ୟନ୍ତ ଭାରତରେ ୧୩.୮୩ କୋଟି ଡୋଜରୁ ଅଧିକ ଟିକା ଦିଆଯାଇଛି । ଆଜି ସକାଳ ୭ଟା ସୁଦ୍ଧା ୧୯ ଲକ୍ଷ ୮୦ ହଜାର ୧୦୫ ସେସନରେ ମୋଟ ୧୩ କୋଟି ୮୩ […]
ଭୁବନେଶ୍ବର, ଗତ କିଛି ସପ୍ତାହ ଧରି ଲଗାତର ଭାବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଆସୁଛନ୍ତି। ଆଜିର ସୂଚନା ଅନୁସାରେ ଖୋର୍ଦ୍ଧାରେ 11 ଶହ 89 ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦ୍ବିତୀୟରେ ରହିଛି ସୁନ୍ଦରଗଡ ଜିଲ୍ଲା। ଏହି […]
ମେଷ- ଆଜି ବିବାହିତ ଲୋକମାନେ ପାରିବାରିକ ଜୀବନକୁ ଉପଭୋଗ କରିବେ ଏବଂ ଜୀବନ ସାଥୀ ସହିତ ଆପଣଙ୍କର ସମ୍ପର୍କକୁ ସୁଦୃଢ ହେବ। ଆଜି କାମ ପାଇଁ ଏକ ଭଲ ଦିନ ହେବ। ଆପଣ ମଧ୍ୟ ନିଜ ହାତରେ କିଛି ନୂଆ କାମ […]
ନୂଆଦିଲ୍ଲୀ, ଆସନ୍ତାକାଲି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ଦିନ ୧୨ଟା ବେଳେ ଏହା କରାଯିବ । ଏଥିସହ ସାରା ଦେଶରେ […]
ନୂଆଦିଲ୍ଲୀ, କରୋନା ମହାମାରୀ ଦ୍ୱାରା ଅଧିକ ପ୍ରଭାବିତ ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ ଶୁକ୍ରବାର ଅଧ୍ୟକ୍ଷତା କରି ପରିସ୍ଥିତିର ସମୀକ୍ଷା କରିଛନ୍ତି । ଏହି ସବୁ ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢିଛି । ବୈଠକରେ […]
ମେଷ: – ଜମି କ୍ରୟ ଏବଂ ବିକ୍ରୟ ଲାଭଦାୟକ ହେବ । ପ୍ରଗତିର ରାସ୍ତା ପକ୍କା ହେବ। ବିପଦରୁ ଦୂରେଇ ରୁହନ୍ତୁ । ବ୍ୟବସାୟ ବୃଦ୍ଧି ପାଇବ । ବିନିଯୋଗ ଶୁଭ ହେବ । ରୋଜଗାର ବୃଦ୍ଧି ପାଇବ । ଲାଭ […]
ଭୁବନେଶ୍ବର, ପିପିଲି ଉପନିର୍ବାଚନ ତାରିଖ ପୁଣି ଥରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଆଜି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଉପ ନିର୍ବାଚନ ମେ ମାସ 13 ତାରିଖରେ ହେବାର ଥିଲା ଏବଂ […]
ଭୁବନେଶ୍ବର, ଆଜି ଓଡିଆ ଚଳଚିତ୍ରର ପ୍ରଖ୍ୟାତ ଏଡିଟର ରବି ପଟ୍ଟନାୟକଙ୍କ କରୋନାରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି କ୍ୟାନସର ରୋଗରେ ପିଡିତ ହୋଇ ଚିକିତ୍ସିତ ହେଉଥିଲେ। ନିକଟରେ ତାଙ୍କ ଦେହରେ କରୋନା ଲକ୍ଷଣ ଦେଖାଦେବାରୁ ଭୁବନେଶ୍ବରର ଏକ ଘରୋଇ […]
ନୂଆଦିଲ୍ଲୀ, କୋଭିଡ -୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳବାଇ ଦେଶର ବିଭିନ୍ନ ସ୍ଥାନକୁ ଇସ୍ପାତ କାରଖାନାରୁ ଅମ୍ଳଜାନ ଯୋଗାଇବା ପାଇଁ ଅମ୍ଳଜାନ (ଅକ୍ସିଜେନ) ଏକ୍ସପ୍ରେସ ଚଳାଇବାକୁ ପ୍ରସ୍ତୁତ ହୋଇଛି। ପ୍ରଥମ ରୋଲ୍ ଅନ୍-ରୋଲ୍ ଅଫ୍ (ରୋ-ରୋ) ଅମ୍ଳଜାନ (ଅକ୍ସିଜେନ) ଏକ୍ସପ୍ରେସ […]
ଭୁବନେଶ୍ବର, ଆଜି ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଯେଉଁ ଆକ୍ରାନ୍ତଙ୍କ ସଂଖ୍ୟା ଆସିଛି ତାହା ସମସ୍ତଙ୍କର ମୁଣ୍ଡବିନ୍ଧାର କାରଣ ପାଲଟିଛି। କାରଣ ପ୍ରଥମତଃ ରାଜ୍ୟରେ ଆକ୍ରନ୍ତଙ୍କ ସଂଖ୍ୟା 6 ହଜାର ଟପି ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ […]
ମେଷ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ । ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ […]
ନୂଆଦିଲ୍ଲୀ, ଜଳବାୟୁ ପ୍ରସଙ୍ଗରେ ନେତୃବର୍ଗଙ୍କ ଶିଖର ସମ୍ମିଳନୀ ଆସନ୍ତା ଏପ୍ରିଲ ୨୨ ଏବଂ ୨୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ରାଷ୍ଟ୍ରପତି ଜୋଶେଫ ଆର. ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ଜଳବାୟୁ ଉପରେ ଆୟୋଜିତ ନେତୃବର୍ଗଙ୍କ […]