ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଯାଜପୁର ସମେତ କେନ୍ଦୁଝର, ଭଦ୍ରକ, କଟକ, ଢେଙ୍କାନାଳ ଜିଲ୍ଲାରେ ଦେଖାଦେଇଥିବା ଡାଇରିଆ ସ୍ଥିତି ଓ ଏହାର ପ୍ରତିକାରାତ୍ମକ ପଦକ୍ଷେପ ସଂପର୍କରେ ସମୀକ୍ଷା କରିଥିଲେ । ଲୋକସେବା ଭବନରେ ଅନୁଷ୍ଠିତ ଏହି ବୈଠକରେ ସ୍ୱାସ୍ଥ୍ୟ […]
ନୂଆଦିଲ୍ଲୀ: ଭାରତ ୧୧ ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିବାକୁ ଯାଉଛି। ୨୦୨୫ର ବିଷୟବସ୍ତୁ “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” ଏକତା ଏବଂ କଲ୍ୟାଣର ବାର୍ତ୍ତା ପ୍ରଦାନ କରେ। ଲଦାଖରୁ କେରଳ ପର୍ଯ୍ୟନ୍ତ, ଲୋକମାନେ ଯୋଗର ଭାବନାରେ […]
The Samikhsya Desk: ଦୁନିଆରେ ଏମିତି ଲୋକ ଥାଆନ୍ତି ଯେଉଁମାନେ ସନ୍ୟାସୀ ହେବା ପାଇଁ କୋଟିକୋଟି ଟଙ୍କାକୁ ତୁଚ୍ଛ କରିଦିଆନ୍ତି। ସେମାନଙ୍କୁ ନା ବାନ୍ଧିପାରେ ଟଙ୍କା ନା ପରିବାର। ଏହିପରି ଜଣେ ବ୍ୟକ୍ତି ହେଉଛନ୍ତି ପ୍ରକାଶ ଶାହ। ତାଙ୍କ କଥା ଯେ […]
The Samikhsya Desk: କଥାରେ ଅଛି ପ୍ରତିଭା ପାଖରେ ବୟସ ହାର ମାନେ। ଅର୍ଥାତ ଯାହାର ପ୍ରତିଭା ଅଛି ତାହା କେତେବେଳେ ବା ଯେ କୌଣସି ବୟସରେ ଫୁଟି ବାହାରିଯାଏ। ଉଦାହରଣ ସ୍ବରୂପ ଜଣେ ଆମେରିକାରେ ରହୁଥିବା ଭାରତୀୟ ବଂଶୋଭବର ବାଳିକାକୁ […]
ଭୁବନେଶ୍ବର: ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି […]
ପୁରୀ: ଗତକାଲି ରାତିରେ ପୁରୀ ଗଜପତି ଦିବ୍ୟସିଂହ ଦେବଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ଘଟିଛି। ସେ କିଛିଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ରାତିରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ […]
Ahmedabad Plane Crash: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ସମେତ ୮୦ ଜଣଙ୍କର ଡିଏନଏ ମେଳ ହୋଇଥିବା ନିଶ୍ଚିତ ହୋଇଛି। ଏଥିମଧ୍ୟରୁ ୩୩ ଜଣଙ୍କ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି ବୋଲି ଅହମ୍ମଦାବାଦ ସିଭିଲ୍ […]
ଭୁବନେଶ୍ବର: ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ତିନୋଟି ବିଭାଗର ରିପୋର୍ଟ କାର୍ଡ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଦାନ କରିଛନ୍ତି ଆଇନ,ପୁର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ। ତେବେ ଏହି ତିନି ବିଭାଗର ସଫଳତା ଉପରେ କଣ ଲେଖିଛନ୍ତି […]
The Samikhsya Desk: ଯଦି କିଏ ବର୍ଷକୁ ୩୦ ଲକ୍ଷ ଟଙ୍କା ରୋଜଗାର କରେ, ତେବେ ଆମେ ତାକୁ ବାହାବା କରୁ। ହେଲେ ସେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯିଏ ଦିନକୁ ରୋଜଗାର କରୁଥିଲେ ୩୦ କୋଟି ଟଙ୍କା। ହେଲେ ଭାଗ୍ୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ତିନି ରାଷ୍ଟ୍ର ଗସ୍ତର ପ୍ରଥମ ପର୍ଯ୍ୟାୟରେ ସାଇପ୍ରସରେ ପହଞ୍ଚିଛନ୍ତି। ତାଙ୍କୁ ଲାର୍ନାକା ଅନ୍ତର୍ଜାତୀୟ ବିମାନବନ୍ଦରରେ ସାଇପ୍ରସ ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ସ୍ୱାଗତ କରିଥିଲେ। ଦୁଇ ନେତା ଲେମେସୋସରେ ଭାରତୀୟ ଏବଂ ସାଇପ୍ରସ୍ ଉଦ୍ୟୋଗୀଙ୍କ ସହିତ […]
ଯୋଗାଭ୍ୟାସ ଏକାତ୍ମଭାବ ସୃଷ୍ଟିକରେ–ମନ, ଶରୀର ଓ ବୁଦ୍ଧିର ଏକାତ୍ମତା, ପରିବାର ଓ ସମାଜ ସହ ଏକାତ୍ମତା, ଆମ ସହ ଏହି ସୁନ୍ଦର ପୃଥିବୀରେ ରହୁଥିବା ପଶୁପକ୍ଷୀ, ବୃକ୍ଷଲତାଙ୍କ ଏକାତ୍ମତା….ଏହା ହିଁ ଯୋଗ। –ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଏକ ଛୋଟ ଗାଁରେ […]
ଭୁବନେଶ୍ବର: ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି)ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ ତଥ୍ୟ ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନ କରିବା ସଂପର୍କିତ ଏକ ବୈଷୟିକ […]
Air India Plane Crash: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ନେଇ ଗୃହମନ୍ତ୍ରୀ ଅମିତ ଶାହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କ ସହ କଥା ହୋଇଛନ୍ତି। ସେ ପରିସ୍ଥିତିର ସମୀକ୍ଷା […]
ନୂଆଦିଲ୍ଲୀ: ଗତ ଏଗାର ବର୍ଷ ମଧ୍ୟରେ ଭାରତର ପ୍ରତିରକ୍ଷା କ୍ଷେତ୍ର ଏକ ଅସାଧାରଣ ପରିବର୍ତ୍ତନ ଦେଖିଛି। ଯାହା ପୂର୍ବରୁ କେବଳ ମହତ୍ତ୍ୱାକାଂକ୍ଷାରେ ସୀମିତ ଥିଲା ତାହା ଏକ ଆତ୍ମବିଶ୍ୱାସୀ, ଆତ୍ମନିର୍ଭରଶୀଳ ଇକୋସିଷ୍ଟମରେ ପରିଣତ ହୋଇଛି। ଏହି ପରିବର୍ତ୍ତନ ଦୃଢ଼ ରାଜନୈତିକ ସଂକଳ୍ପ […]
ଭୁବନେଶ୍ବର: ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜା। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ ପୂଜା କରାଯାଇଥାଏ। ସେହିପରି ପ୍ରଭୃ ଶ୍ରୀ ଜଗନ୍ନାଥ ମଧ୍ୟ ଶ୍ରୀ ଗଣେଷଙ୍କୁ ବେଶ୍ ଭଲ ପାଆନ୍ତି। […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ସରକାର ଏକ ବର୍ଷ ପୂର୍ତ୍ତି ପାଳନ କରୁଛନ୍ତି। ଏ ନେଇ ଆଜି ଭୁବନେଶ୍ବରରେ ଏକ ସାମ୍ବାଦିକ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିଥିଲେ। ଏଥିରେ ସେ ରାଜ୍ୟ ସରକାରଙ୍କ ବର୍ଷ ମଧ୍ୟରେ କଣ ସଫଳତା ହାସଲ […]
Reliance Trends Raja Offer: ଉତ୍ସବ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ନିମନ୍ତେ ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ‘ଟ୍ରେଣ୍ଡ୍ସ’ ପକ୍ଷରୁ […]
Reliance Jewels Raja Offer: ଭାରତର ଅନ୍ୟତମ ସର୍ବାଧିକ ବିଶ୍ୱସନୀୟ ଜୁଏଲାରୀ ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍ସ ସ୍ୱତନ୍ତ୍ର ପାର୍ବଣ ଅଫର ସହିତ ନାରୀତ୍ୱ, ସମୃଦ୍ଧତା ଓ ମୌସୁମୀର ଆଗମନକୁ ପାଳନ କରୁଥିବା ପ୍ରିୟ ଓଡିଆ ପର୍ବ ରଜ ପର୍ବ ଉତ୍ସବ ପାଳନରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ […]
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଲଗାତାର ତୃତୀୟ ଥର ପାଇଁ ରେପୋ ରେଟ୍ ହ୍ରାସ କରି ଲୋକଙ୍କୁ ଏକ ବଡ଼ ଉପହାର ଦେଇଛି। ଏଥର RBI ୫୦ ବେସିସ୍ ପଏଣ୍ଟ ହ୍ରାସ ଘୋଷଣା କରିଛି। କେନ୍ଦ୍ରୀୟ ବ୍ୟାଙ୍କର ଏହି ନିଷ୍ପତ୍ତି ପରେ, […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, […]