ଭୁବନେଶ୍ୱର: ଭାରତର ଏକ ପ୍ରମୁଖ ରାଜ୍ୟ ଭାବରେ ଓଡିଶା, ଶିଶୁ ଅଧିକାର ବିଧେୟକକୁ ପୂର୍ଣ୍ଣମାତ୍ରାରେ କାର୍ୟ୍ୟକାରୀ କରିବାକୁ ପ୍ରତିବଦ୍ଧ ହୋଇ କାର୍ୟ୍ୟ କରୁଛି । ଆଇନ୍ ସହାୟତା…
ବିଶେଷ ଖବର
ନୂଆଦିଲ୍ଲୀ: ବିଏସଏନଏଲର ପୁନଃଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ଦେବେ ୧ ଲକ୍ଷ ୬୪ ହଜାର କୋଟି ଟଙ୍କା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା…
ନୂଆଦିଲ୍ଲୀ: ଆଜି ଅଭିନେତା-ରାଜନେତା ମିଥୁନ ଚକ୍ରବର୍ତ୍ତୀ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଟିଏମସିର ୩୮ ଜଣ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି।…
ଦିଲ୍ଲୀ: ୨୦୧୪ରୁ ଏବେ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କର ବିଭିନ୍ନ ବିଭାଗ ଗୁଡିକରେ ୭ ଲକ୍ଷ ୨୨ ହଜାରରୁ ଅଧିକ ଲୋକଙ୍କୁ ସ୍ଥାୟୀ ନିଯୁକ୍ତି ମିଳିଛି। ଆଜି ଲୋକସଭାରେ…
ଭୁବନେଶ୍ୱର : ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ। ଆଜି ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ ଏହି ଫଳକୁ ଘୋଷଣା କରିଛନ୍ତି । ତେବେ ଏଥର…
ନୂଆଦିଲ୍ଲୀ : କେବଳ ମଧ୍ୟାହ୍ନ ଭୋଜନ ନୁହେଁ। ଏଥିସହିତ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ସକାଳ ଜଳଖିଆ ମଧ୍ୟ ମାଗଣାରେ ପ୍ରଦାନ କରାଯିବ। ଏହି ଘୋଷଣା କରିଛନ୍ତି ତାମିଲନାଡୁ…
ନୂଆଦିଲ୍ଲୀ: ଏପରି ସମସ୍ୟା ଅନେକ ବ୍ୟାଙ୍କ ସମ୍ମୁଖରେ ଆସିଥାଏ, ଯେତେବେଳେ ବ୍ୟାଙ୍କ ଆକାଉଣ୍ଟରେ ପଡ଼ିଥିବା ରାଶି ଉପରେ କାହାର ଅଧିକାର ନଥାଏ। ଏଗୁଡିକ ଏପରି ଖାତା ଯାହାକୁ…
ଭୁବନେଶ୍ବର: ଦିନକୁ ଦିନ ସାଇବର ଠକଙ୍କ ପ୍ରର୍ଦୁଭାବ ବଢିବାରେ ଲାଗିଛି। ସେମାନେ ବର୍ତ୍ତମାନ ନୂଆ ତରିକାରେ ଠକିବା ଆରମ୍ଭ କରିଛନ୍ତି। ତାହା ହେଲା ସେମାନେ ବଡବଡିଆଙ୍କ ଫଟୋ…
ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତନ ନିର୍ଦ୍ଦେଶାଳୟ ଯେପରି ଭାବରେ ରାଷ୍ଟ୍ରନେତା ତଥା ନିଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କୁ…
ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ଇଡି ଆଜି ଦ୍ୱିତୀୟ ଥର ପାଇଁ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଜେରା କରୁଛି। ସୋନିଆ ଗାନ୍ଧୀଙ୍କ ଏହି ଜେରା ଯୋଗୁଁ…
ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ସୋନିଆ ଗାନ୍ଧୀଙ୍କ ଉପରେ ଇଡିର ଜେରା ଜାରି ରହିଛି। ସେପଟେ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରାଯାଇଛି।…
ଭୁବନେଶ୍ୱର: ଏକାମ୍ର ହାଟରେ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା ଦ୍ୱାରା ଜୁଲାଇ ୨୧ ତାରିଖଠାରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଆୟୋଜନ କରାଯାଇଛି । ଏହି ପ୍ରଦର୍ଶନୀରେ ଓଡ଼ିଶାର…
ନୂଆଦିଲ୍ଲୀ: ଅକସାଇ ଚୀନ୍ ରେ ଚୀନ୍ ଏକ ନୂତନ ରାଜପଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ଯାଉଥିବାବେଳେ ଗତ ପାଞ୍ଚ ବର୍ଷ ମଧ୍ୟରେ ଭାରତ ପ୍ରାୟ ୨୦୮୮…
ନୂଆଦିଲ୍ଲୀ: ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ ପରେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯେଉଁ ଅଭିଭାଷଣ ଦେଇଥିଲେ ତାହାର ଅବିକଳ ଓଡିଆ ଅନୁବାଦ ହେଲା.. ଜୁହାର! ନମସ୍କାର !…
ନୂଆଦିଲ୍ଲୀ: ଦେଶର ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କୁ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ…
ଭୁବନେଶ୍ବର: ଏଣିକି ଆଉ କେହି ପାଣିରେ ବୁଡ଼ି ମୃତ୍ୟୁ ବରଣ କରିବେ ନାହିଁ। ପାଣି ବୁଡ଼ିରୁ ବିଶ୍ଵବାସୀଙ୍କୁ ବଞ୍ଚାଇବ ପାଇଁ ଓଡ଼ିଶା କୌଶଳ ଶିକ୍ଷାଇବ ବୋଲି ପୂର୍ବତନ…
ପୁରୀ: ଆଜି ଦେଶର ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ସଂସଦଭବନର ସେଣ୍ଟ୍ରାଲ ହଲରେ ତାଙ୍କୁ ଶପଥପାଠ କରାଇଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ…
ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଠାରୁ ଦ୍ରୌପଦୀ ଶପଥ ଗ୍ରହଣ…
ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦିନ ୧୦ଟା ୧୫ ମିନିଟ୍ ରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ଶପଥ ନେବେ। ଏହି…
କଲିକତା: ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଆସନ୍ତାକାଲି AIIMS ଭୁବନେଶ୍ୱରକୁ ନେବାକୁ କଲିକତା ହାଇକୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କୁ ନିର୍ଦ୍ଦେଶ ଦେଇଛନ୍ତି। ଗିରଫ…
ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଦେଶବାସୀଙ୍କୁ ତାଙ୍କର ବିଦାୟ କାଳୀନ ଭାଷଣ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ହିସାବରେ ତାଙ୍କର ଏହି ଭାଷଣ ହେଉଛି ଶେଷ…

