ନୂଆଦିଲ୍ଲୀ, ଭିଣ୍ଟେଜ ଗାଡି ସଂଗ୍ରହ କରି ରଖୁଥିବା ଆଗ୍ରହୀ ବ୍ୟକ୍ତିଙ୍କ ପାଇଁ ଖୁସି ଖବର। ଏହି ଗାଡିଗୁଡିକର ରେଜିଷ୍ଟ୍ରେସନ କରିବା ପାଇଁ ଆସିଲା ନୂଆ ନିୟମ। ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି ଯେ ଅତି ପୁରୁଣା […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର କୋଟା ସହରରେ ରହୁଥିବା ପ୍ରମିଳା ସିଂଙ୍କୁ ଏକ ପତ୍ର ଲେଖିଛନ୍ତି । ପ୍ରମିଳା ହେଉଛନ୍ତି ଭାରତୀୟ ସେନାର ଜଣେ ଅବସରପ୍ରାପ୍ତ ଅଧିକାରିଣୀ । ତାଙ୍କର ଦୟାଳୁ ସ୍ୱଭାବ ଓ ସେବା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ […]
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ସକାଳେ 5ଟି ସଚିବ ଭି କେ ପାଣ୍ଡିଆନ୍ କଟକସ୍ଥିତ ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର ପ୍ରକଳ୍ପ ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ସମୀକ୍ଷା କରିଛନ୍ତି। 1.55 କିଲୋମିଟରର […]
ନୂଆଦିଲ୍ଲୀ, ଆଉ ଏକ ସପ୍ତାହ ମଧ୍ୟରେ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେଉଛି । ଏଥିରେ ଭାଗନେବାକୁ ଯାଉଥିବା ଭାରତୀୟ କ୍ରୀଡାବିତ୍ଙ୍କ ପ୍ରଥମ ଦଳକୁ ଆଜି ବିଳମ୍ବିତ ରାତିରେ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଆନୁଷ୍ଠାନିକ ଭାବେ ଗସ୍ତ କରିବେ। […]
ଭୁବନେଶ୍ବର, ଆଜି ଅପରାହ୍ନରେ ବସିଥିବା କ୍ୟାବିନେଟ ବୈଠକରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ତାହା ହେଲା ଭୁବନେଶ୍ବରର ଘାଟିକିଆରେ ଥିବା ସିଇଟି କଲେଜକୁ ଏକକ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯାଇଛି। ଏଥିସହିତ ଏହାର ନାମ ପରିବର୍ତ୍ତନ କରାଯାଇ ଓଡିଶା ଟେକ୍ନୋଲୋଜି […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଆଜି ଅପରାହ୍ନରେ ବସିଥିଲା।ଏହି ବୈଠକରେ ଗ୍ରାମାଞ୍ଚଳର ଉନ୍ନତି ପାଇଁ ବହୁ କାର୍ଯ୍ୟକ୍ରମକୁ କ୍ୟାବିନେଟ ମଂଜୁରୀ ମିଳିଛି। ଆଗକୁ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ନିଷ୍ପତି ଗ୍ରହଣ କରାଯାଇଛି। […]
ନୂଆଦିଲ୍ଲୀ, ବିଜ୍ଞାପନ ନାମରେ ହୋଇଛି ଏକ ବଡ ଠକେଇ। ଖବରକାଗଜ ପ୍ରକାଶ କରୁଥିବା କହି କେତେକ ଖବରକାଗଜ ମାଲିକ ଦୀର୍ଘ ବର୍ଷ ଧରି ଠକେଇ କରିଆସୁଥିଲେ। ଯାହାକୁ ଧରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ। ଏଥିରେ ସୂଚନା ଓ ପ୍ରସାରଣ ବିଭାଗ […]
ମୁମ୍ବାଇ: ରିଲାଏନ୍ସ ରିଟେଲ୍ ଭେଂଚର୍ସ ଲିମିଟେଡ୍ (ଆର୍ଆର୍ଭିଏଲ୍) ପକ୍ଷରୁ ୩୪୯୭ କୋଟି ଟଙ୍କା ମୂଲ୍ୟରେ ଜଷ୍ଟ୍ ଡାଏଲ୍ ଲିମିଟେଡ୍ର ୪୦.୯୫ ପ୍ରତିଶତ ଅଂଶଧନ ଅଧିଗ୍ରହଣ କରାଯାଇଥିବା ବିଷୟରେ ଘୋଷଣା କରାଯାଇଛି। ଏଥିନେଇ ଆର୍ଆର୍ଭିଏଲ୍, ଜଷ୍ଟ୍ ଡାଏଲ୍ ଲିମିଟେଡ୍ ଓ ଭିଏସ୍ଏସ୍ ମନିଙ୍କ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ […]
ନୂଆଦିଲ୍ଲୀ, ଆଜି ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଉଦଘାଟନ କରିବେ। ଏଥିମଧ୍ୟରେ ନବନିର୍ମିତ ଗାନ୍ଧିନଗର ରେଳ ଷ୍ଟେସନ୍, ଗେଜ୍ ରୂପାନ୍ତରିତ ଏବଂ ମହସାନା-ଭାରେଥା ଲାଇନର ବିଦ୍ୟୁତକରଣ ଏବଂ ସୁରେନ୍ଦ୍ରନଗର-ପିପାଭ ଲାଇନର ନୂତନ […]
ନୂଆଦିଲ୍ଲୀ, ସାଧାରଣତଃ ଘରୁ କୌଣସି ଶୁଭ କାମରେ ବାହାରିବା ବେଲେ ସମସ୍ତେ ଭଗବାନଙ୍କ ନାମକୁ ସ୍ମରଣ କରି ବାହାରିଥାନ୍ତି। ଏହାର କାରଣ ହେଲା ଯେଉଁ କାମ କରିବାକୁ ଯାଉଛନ୍ତି ତାହା ଯେପରି ଶୁଭ ହୁଏ। ହେଲେ ବେଳେ ବେଳେ ଘରୁ ବାହାରିବା […]
ଭୁବନେଶ୍ୱର, କୃଷି ଓ କୃଷକର ଉନ୍ନତି ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସମବାୟ ବିଭାଗ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ପରିପ୍ରେକ୍ଷୀରେ ଦୁଇ ବିଭାଗ ମଧ୍ୟରେ ଏକାଭିମୁଖିତା ଉପରେ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସ୍ତରରେ ନିୟମିତ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ନୂତନ ପିଢ଼ିର ଦକ୍ଷତା ବିକାଶ ଏକ ଜାତୀୟ ଆବଶ୍ୟକତା ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ, କାରଣ ଏହି ପିଢ଼ି ଆମ ଗଣରାଜ୍ୟକୁ ୭୫ ବର୍ଷରୁ ୧୦୦ ପର୍ୟ୍ୟନ୍ତ ଆଗେଇ ନେବ। ସେ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରେ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି । ସେ ଯେଉଁ କେତେକ ପ୍ରକଳ୍ପ ଓ ନିର୍ମାଣ କାର୍ଯ୍ୟର ଉଦ୍ଘାଟନ କରିଛନ୍ତି ତାହା ମଧ୍ୟରେ ବି.ଏଚ.ୟୁରେ ଶହେ ଶଯ୍ୟା ବିଶିଷ୍ଟ ଏମ୍.ସି.ଏଚ. ଶାଖା, […]
ନୂଆଦିଲ୍ଲୀ, ଜିଏସଟି କ୍ଷତିପୂରଣ ବଦଳରେ ଗୋଟିଏ ପରେ ଗୋଟିଏ ଋଣ ସୁବିଧା ଅନ୍ତର୍ଗତ ବିଧାନସଭା ଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ୭୫,୦୦୦ କୋଟି ଟଙ୍କା ଜାରି କରାଯାଇଛି। ବାସ୍ତବ ଉପକର (ସେସ୍) ସଂଗ୍ରହ ମଧ୍ୟରୁ […]
ନୂଆଦିଲ୍ଲୀ, ବାଣିଜ୍ୟ ଏବଂ ଉଦ୍ଦ୍ୟୋଗ, ଉପଭୋକ୍ତା ବ୍ୟାପାର ତଥା ଖାଦ୍ୟ ଓ ସାଧାରଣ ବଣ୍ଟନ ଏବଂ କପଡ଼ା ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ଆଜି ବିଶ୍ୱ ବ୍ୟାପାର ସଂଗଠନର ମତ୍ସ୍ୟ ପାଳନ ସବସିଡ଼ି ଆଲୋଚନାର ଏକ ବିଶେଷ ମନ୍ତ୍ରିସ୍ତରୀୟ ବୈଠକରେ ବିକାଶଶୀଳ […]
ଭୁବନେଶ୍ବର: ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ଏକ […]
ନୂଆଦିଲ୍ଲୀ, ଜାତୀୟ ରାଜନୀତିରେ ଖୁବ ଶିଘ୍ର ଏକ ବଡ ଭୂକମ୍ପ ହେବାର ସମ୍ଭାବନା ସୃଷ୍ଟି ହେଲାଣି। ତେବେ ଏହି ଭୂକମ୍ପରେ ମୋଦିସାହା ପ୍ରଭାବିତ ହେବେ ବୋଲି ରାଜନୈତିକ ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଅନ୍ୟପଟେ ଜାତୀୟ ରାଜନୀତିରେ ଏପରି ପରିବର୍ତ୍ତନ ମଧ୍ୟ […]
ଭୁବନେଶ୍ବର: ରାଜ୍ୟରେ କରୋନା ଯୋଗୁଁ ଆଂଶିକ ଲକଡାଉନ ଜାରି ରହିଛି। ଆସନ୍ତାକାଲି ଠାରୁ ଏହି ଆଂଶିକ ଲକଡାଉନର କଟକଣା ସମାପ୍ତ ହେଉଛି। ତେବେ କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଅଗଷ୍ଟ ୧ ତାରିଖ ଯାଏଁ ଯାଏଁ ଆଂଶିକ ଲକଡାଉନକୁ ବୃଦ୍ଧି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର ମନ୍ତ୍ରିମଣ୍ଡଳର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବିଶେଷ ପ୍ରାଣୀଧନ ପ୍ୟାକେଜକୁ କ୍ରିୟାନ୍ୱୟନ ନିମନ୍ତେ ମଞ୍ଜୁରି ପ୍ରଦାନ କରିଛନ୍ତି । ଏହା ଅଧୀନରେ କେତେଗୁଡ଼ିଏ କାର୍ଯ୍ୟକ୍ରମ ସାମିଲ ରହିଛି […]
ଭୁବନେଶ୍ବର, ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ ଆଶାଥିଲା ପେଟ୍ରୋଲିୟମ ଆଉ ଇସ୍ପାତ ବିଭାଗ ଯାଉ ପଛେ ରାଜ୍ୟସଭାରେ ବିଜେପି ସଂସଦୀୟ ନେତା ପଦ ମିଳୁ। ହେଲେ ସେଥିରେ ମଧ୍ୟ ତାଙ୍କୁ ହତାସ ହେବାକୁ ପଡିଛି। ଆଜି ପୀୟୁଶ ଗୋଏଲଙ୍କୁ ବିଜେପି ଏହି ପଦ […]