ନୂଆଦିଲ୍ଲୀ, ଉତ୍ତମ ବଧୂ ହେବାକୁ ଚାହୁଁଛନ୍ତି ? ତେବେ ନିଅନ୍ତୁ ପ୍ରଶିକ୍ଷଣ । ମାତ୍ର ମାସିକ ୫,୦୦୦ ଟଙ୍କାରେ ଫି ଦେଇ ଆପଣ ହୋଇପାରିବେ ଉତ୍ତମ ବଧୂ ବା ପତ୍ନୀ । ଆଜ୍ଞା ହଁ, ହାଇଦ୍ରାବାଦଠାରେ ଏପରି ଏକ ଶିକ୍ଷାନୁଷ୍ଠାନ ରହିଛି, […]
ନୂଆଦିଲ୍ଲୀ, ଗତକାଲିଠାରୁ ସାର୍ବଜନୀନ କୋଭିଡ-୧୯ ଟିକାକରଣର ନୂତନ ପଯ୍ୟାୟ ଆରମ୍ଭ ହୋଇଛି । ମହାମାରୀକୁ ପ୍ରତିହତ ଏବଂ ପରିଚାଳନା କରିବା ନିମନ୍ତେ ପରୀକ୍ଷା, ଚିହ୍ନଟ, ଚିକିତ୍ସା ଏବଂ କୋଭିଡ ଉପଯୁକ୍ତ ବ୍ୟବହାର ସମେତ ଟିକାକରଣ ହେଉଛି ଭାରତ ସରକାରଙ୍କ ବିସ୍ତୃତ ରଣନୀତିର […]
ଭୁବନେଶ୍ୱର, ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତି ଡ. ଓମ୍ ବିର୍ଲା ଏକ ଭର୍ଚୁଆଲ୍ ସମୀକ୍ଷା ବୈଠକ କରିଛନ୍ତି । ଏଥିରେ ବିଭିନ୍ନ ରାଜ୍ୟର ବିଧାନସଭା ଓ ବିଧାନ ପରିଷଦର ଅଧ୍ୟକ୍ଷମାନେ ଯୋଗଦେଇ ଆଲୋଚନାରେ ଭାଗ […]
ଭୁବନେଶ୍ୱର, ଆଜି ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମା ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ୍ ନିୟମଗିରି ପାହାଡ଼ରେ ରହୁଥିବା ଆଦିମ ଜନଜାତି ଡଙ୍ଗରିଆ କନ୍ଧ ସଂପ୍ରଦାୟଙ୍କୁ ଭେଟିଥିଲେ। ସେଠାରେ ଟିକାକରଣ ଶିବିରର ଉଦ୍ଘାଟନ କରିଥିଲେ ଏବଂ ଟିକାକରଣ ନେଇ […]
ଭୁବନେଶ୍ୱର, ଚଳିତ ବର୍ଷା ଋତୁରେ ମୌସୁମୀ ଜନିତ ଅଧିକ ବର୍ଷା ଏବଂ ବିଭିନ୍ନ ନଦୀ ଅବବାହିକାରେ ଥିବା ଜଳ ଭଣ୍ଡାରଗୁଡିକର ସୁପରିଚାଳନା କରି ବନ୍ୟା ନିୟନ୍ତ୍ରଣ କରିବାପାଇଁ ଜଳ ସଂପଦ ବିଭାଗ ତରଫରୁ ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି […]
ଭୁବନେଶ୍ୱର, ସଂପ୍ରତି କୋଭିଡ ମହାମାରୀ ସମୟରେ ଯାତ୍ରୀଙ୍କ ନିରାପଦ ସ୍କ୍ରିନିଂ ନିଶ୍ଚିତ କରିବା ଏବଂ ଯାତ୍ରୀ ଓ କର୍ତ୍ତବ୍ୟରତ କର୍ମଚାରୀଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବା ସହ ରେଳ ଷ୍ଟେସନରେ କେବଳ ଅଧିକୃତ ଯାତ୍ରୀମାନେ ପ୍ରବେଶ କରୁଛନ୍ତି କି ନାହିଁ […]
ନୂଆଦିଲ୍ଲୀ, ମଙ୍ଗଳବାର ଅପରାହ୍ନରେ Mi 11 ଲାଇଟ୍ ସ୍ମାର୍ଟଫୋନ ଭାରତରେ ଲଞ୍ଚ କରାଯାଇଛି। Mi 11 ସିରିଜ୍ ପାଇଁ ଏହା ହେଉଛି ଚତୁର୍ଥ ଏବଂ ସବୁଠାରୁ ଶସ୍ତା Xiaomi ସ୍ମାର୍ଟଫୋନ। ପୂର୍ବରୁ Mi 11X, Mi 11X Pro ଏବଂ Mi […]
ମୁମ୍ବାଇ, ମହାରାଷ୍ଟ୍ରରେ ମ୍ୟୁକର୍ମାଇକୋସିସ୍ ବା ବ୍ଲାକ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ୭ ହଜାର ୯୯୮ କୁ ବୃଦ୍ଧି ପାଇଛି। ଏଥିସହିତ ଏହି ରୋଗରେ ରାଜ୍ୟରୁ ୭୨୯ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି। […]
ଭୁବନେଶ୍ବର, ବର୍ତ୍ତମାନ କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଚାଲିଛି ଜୋରଦାର ଚର୍ଚ୍ଚା। ଏହି ସମୟରେ ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳକୁ ନେଇ ମଧ୍ୟ ଆରମ୍ଭ ହେଲାଣି ଆଲୋଚନା। ଗତ କିଛିଦିନ ଧରି ଏ ନେଇ ପାୱାର କରିଡରେ ଚାଲିଛି ଜୋରଦାର ଚର୍ଚ୍ଚା। ଆସନ୍ତା […]
ନୂଆଦିଲ୍ଲୀ, ଦେଶବ୍ୟାପୀ ଟିକାକରଣ ଅଭିଯାନର ଏକ ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ସହାୟତା ରୂପେ ମାଗଣାରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି । ଏଥିସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଯେପରି ସିଧାସଳଖ ଟିକା କ୍ରୟ କରିପାରିବେ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଏକାଥରେ ପାଞ୍ଚୋଟି ବୈଠକ କରିସାରିଲେ। ପ୍ରାୟ ସବୁ ବୈଠକରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଏବଂ ଅମିତ ଶାହା ରହିଛନ୍ତି। ଅନ୍ୟାନ୍ୟ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସଡକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମହାମାରୀ ସତ୍ତ୍ୱେ, ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ବାର୍ତ୍ତା-“ସୁସ୍ଥତା ପାଇଁ ଯୋଗ” ଜନସାଧାରଣଙ୍କ ମନୋବଳ ବଢ଼ାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ରାଷ୍ଟ୍ର, ସମାଜ ଓ ବ୍ୟକ୍ତିବିଶେଷଙ୍କ ସୁସ୍ଥତା ପାଇଁ ପ୍ରାର୍ଥନା […]
ଭୁବନେଶ୍ବର, ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ଜ୍ୟେଷ୍ଠ ମାସର ଶୁକ୍ଲ ପକ୍ଷ ଏକାଦାଶୀକୁ ନିର୍ଜଳା ଏକାଦଶୀ କୁହାଯାଏ । ଏହା ଭୀମସେନ୍, ପାଣ୍ଡବ ବା ଭୀମ ଏକାଦାଶୀ ନାମରେ ମଧ୍ୟ ଜଣାଶୁଣା। ସାଧାରଣତଃ ନିର୍ଜଳା ଏକାଦଶୀରେ ଦିନ ଭଗବାନ ବିଷ୍ଣୁଙ୍କ ସହିତ ମା […]
ପୁରୀ, ଚଳିତ ବର୍ଷର ରଥଯାତ୍ରାର ସମୟ ନିର୍ଘଣ୍ଟ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରକାଶ କରାଯାଇଛି। ସେହି ଅନୁସାରେ ଚଳିତ ବର୍ଷ ତିନିଠାକୁରଙ୍କ ପହଣ୍ଡି ବିଜେ ସକାଳ ୮ଟା ୩୦ରେ କରାଯିବ। ଦିନ ୩ଟାରେ ଆରମ୍ଭ ହେବ ରଥଟଣା। କୋଭିଡ କଟକଣା ପାଇଁ […]
ମୂଳଲେଖା : ପ୍ରଭାତ ପଟ୍ଟନାୟକ, ଭାଷାନ୍ତର : ଲଳାଟେନ୍ଦୁ ସାମନ୍ତରାୟ ଭୁବନେଶ୍ବର, ଆମେରିକା, ବ୍ରିଟେନ, ଜର୍ମାନୀ, ଫ୍ରାନ୍ସ ,ଇଟାଲୀ, ଜାପାନ, ଏବଂ କାନାଡାକୁ ନେଇ ଗଠିତ ଗ୍ରୁପ-୭ ବା ଜି-୭ ର ସଦ୍ୟ ସମାପ୍ତ ବୈଠକରେ ବିଶ୍ୱର ଅବଶିଷ୍ଟ ଦେଶକୁ ଅର୍ଥାତ […]
ଭୁବନେଶ୍ବର: ଗତ ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା,ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିକ୍ଷାଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ‘ଆଶୀର୍ବାଦ’ […]
ଭୁବନେଶ୍ବର, ଓଡିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇ ଯାଇଥିବା ବିଜେପି ସାଂସଦ ଅଶ୍ବନୀ ବୈଷ୍ଣବ ବର୍ତ୍ତମାନ ଜାତୀୟ ଗଣମାଧ୍ୟମର ଚର୍ଚ୍ଚାରେ ଅଛନ୍ତି। ଏହାର କାରଣ ହେଲା ମୋଦି ମନ୍ତ୍ରୀମଣ୍ଡଳରେ ଯେଉଁ ଅଦଳବଦଳ ହେଉଛି ସେଥିରେ ବୈଷ୍ଣବ ମନ୍ତ୍ରୀ ହେବେ। ଏହାକୁ ନେଇ ଜାତୀୟ […]
ଭୁବନେଶ୍ୱର, ସ୍ମାର୍ଟ ସିଟି ଭୁବନେଶ୍ୱର ପୁଣିଥରେ ଏକ ସଫଳତା ହାସଲ କରିଛି। ଏହା ସମଗ୍ର ଦେଶର ଶ୍ରେଷ୍ଠ ୧୦ଟି ଶ୍ରେଷ୍ଠ ଜୀବନ ଧାରଣ ବା ଲିଭେବୁଲ ସହର ମଧ୍ୟରେ ଭୁବନେଶ୍ବର ଚତୁର୍ଥ ସ୍ଥାନ ହାସଲ କରିଛି। ଆଶ୍ଚର୍ଯ୍ୟର ବିଷୟ ହେଉଛି, ମନ୍ଦିର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ […]
ନୂଆଦିଲ୍ଲୀ, କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା କିଛି ରିପୋର୍ଟ ଦର୍ଶାଇଥିଲା ଯେ ସ୍ୱିସ୍ ବ୍ୟାଙ୍କଗୁଡ଼ିକରେ ଭାରତୀୟଙ୍କ ଜମାରାଶି ପାଣ୍ଠି ପରିମାଣ ୨୦୧୯ ଶେଷ ସୁଦ୍ଧା ଥିବା ୬,୬୨୫ କୋଟି ଟଙ୍କା, ୨୦୨୦ ଶେଷ ବେଳକୁ ୨୦,୭୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱକୁ ବୃଦ୍ଧି […]
ଭୁବନେଶ୍ବର, କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଓଡିଶା ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଜୁଲାଇ ମାସରେ ରଥ ଯାତ୍ରା ସମୟରେ ପୁରୀ ଆଡକୁ ଟ୍ରେନ୍ ସେବା ଉପରେ ପ୍ରତିବନ୍ଧ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି। ୨୬ ଟି ଦୂର […]