ନୂଆଦିଲ୍ଲୀ, କେନ୍ଦ୍ର ମନ୍ତ୍ରମଣ୍ଡଳ ଅଦଳବଦଳ ପକ୍ରିୟା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଁଚିଛି। ଯାହା ଜଣପଡିଛି ଆସନ୍ତା 21 ତାରିଖରେ ନୂଆ ମନ୍ତ୍ରୀ ମଣ୍ଡଳ ଶପଥ ଗ୍ରହଣ କରିବେ। ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଲାଣି। ଅନ୍ୟପଟେ ଯେଉଁମାନେ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇବେ ସେମାନଙ୍କୁ […]
ଭୁବନେଶ୍ବର: ରାଜ୍ୟର ବିରିଷ୍ଠ ଆଇପିଏସ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶୀଷ ପାଣିଗ୍ରାହୀ ଶେଷରେ ସମସ୍ତଙ୍କୁ ଛାଡି ଚାଲିଗଲେ। ଆଜି ରାତି ୧୦ଟା ରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। କୋଲକାତାରେ ଏକ ଘରୋଇ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ […]
ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ହେଲେ ଏଯାଏଁ ଦେଶରୁ ବିପଦ ଟଳିନି। ତୃତୀୟ ଲହରୀ ଆସିବା ସମ୍ଭାବନା ଥିବାରୁ କଟକଣାକୁ ସଂପୂର୍ଣ୍ଣ ଭାବେ କୋହଳ କରାଯାଇ ନାହିଁ। ଏହି ପ୍ରରିପ୍ରେକ୍ଷୀରେ କେତୋଟି ଟ୍ରେନକୁ ଜୁନ 21 […]
କୋଲକାତା, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ କୋଲକତା ହାଇକୋର୍ଟର ନନ୍ଦିଗ୍ରାମ ବିଧାନସଭା ଆସନରୁ ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀ ନିର୍ବାଚନକୁ ଚ୍ୟାଲେଞ୍ଜ କରିଛନ୍ତି। ଏହି ଆବେଦନ ଉପରେ କୋର୍ଟ ଶୁଣାଣି ଜୁନ୍ 24 ତାରିଖ ପର୍ଯ୍ୟନ୍ତ […]
ଭୁବନେଶ୍ବର, କେବୁଲ ଟେଲିଭିଜନ ନେଟୱର୍କ ନିୟମାବଳୀ, ୧୯୯୪ରେ ସଂଶୋଧନ କରିଛନ୍ତି କେନ୍ଦ୍ର ସରକାର। ଏ ସଂକ୍ରାନ୍ତରେ ଆଜି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। କେବୁଲ ଟେଲିଭିଜନ ନେଟୱର୍କ ଆଇନ, ୧୯୯୫ ଅନୁଯାୟୀ ଟେଲିଭିଜନ ଚ୍ୟାନେଲଗୁଡ଼ିକ ଦ୍ୱାରା ପ୍ରସାରଣ କରାଯାଉଥିବା ବିଷୟବସ୍ତୁ ସଂକ୍ରାନ୍ତରେ […]
ଭୁବନେଶ୍ୱର, ଲକଡାଉନ ବେଳେ ହୋଟେଲ ବନ୍ଦ। ହେଲେ ଯେଉଁମାନେ ଛୋଟ ଚାକିରୀ କରି ବଞ୍ଚୁଛନ୍ତି, ସେମାନଙ୍କ ପାଇଁ ଏହା ବଡ ସମସ୍ୟା ସୃଷ୍ଟି କରିଛି। ଯେଉଁମାନେ ବା କାମକୁ ଆସୁଛନ୍ତି ହେଲେ ସେମାନଙ୍କୁ ଖାଇବାକୁ କିଛି ମିଳୁ ନାହିଁ। କାରଣ ଲକଡାଉନ […]
ଭୁବନେଶ୍ୱର, ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଛାତ୍ରଛାତ୍ରୀମାନଙ୍କୁ ଅନ୍ଲାଇନ୍ ମାଧ୍ୟମରେ ଶିକ୍ଷାଦାନ ଓ ଶିକ୍ଷଣ ଅଭିବୃଦ୍ଧି ମୂଲ୍ୟାୟନ ପାଇଁ ଓସେପା ଦ୍ୱାରା ପ୍ରସ୍ତୁତ ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମକ ଦୁଇଟି ପୋର୍ଟାଲକୁ ଭର୍ଚୁଆଲ୍ ମାଧ୍ୟମରେ […]
ଭୁବନେଶ୍ୱର, ‘ମୋ ସ୍କୁଲ୍ ଅଭିଯାନ’ର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଗୁରୁବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ମାସ ଭର୍ଚୁଆଲ୍ ମୋଡ୍ରେ […]
ନୂଆଦିଲ୍ଲୀ, କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ ଅନୁଯାୟୀ ସାରା ଦେଶରେ ଦିଆଯିବାକୁ ଥିବା ପିୟୁସି ବା ପଲ୍ୟୁସନ୍ ଅଣ୍ଡର୍ କଣ୍ଟ୍ରୋଲ୍ ପ୍ରମାଣପତ୍ରର ସାର୍ବଜନିକ ଫର୍ମାଟ୍ ପାଇଁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ୨୦୨୧ ଜୁନ୍ ୧୪ ତାରିଖରେ ଏକ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, […]
ପୁରୀ, ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ହେବାର ପ୍ରାରମ୍ଭିକ ପଦକ୍ଷେପ ଆରମ୍ଭ ହୋଇଛି। ଆଜି ନୂଆଦିଲ୍ଲୀରୁ ଏୟାରପୋର୍ଟ ଅଥରିଟ୍ ଅଫ ଇଣ୍ଡିଆର 6 ଜଣିଆ ଟିମ ପୁରୀରେ ଜାଗା ଚିହ୍ନଟ କରିଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥା ବର୍ମାଙ୍କ ସହିତ […]
ଭୁବନେଶ୍ବର, ରାଜଧାନୀର ମାଷ୍ଟର କ୍ୟାଣ୍ଟିନରେ ଶୋଭାପାଉଥିବା ପଥର ଘୋଡା ସ୍ଥାନାନ୍ତରିତ ନେଇ ବିରୋଧ କରିଛି କଂଗ୍ରେସ। ଆଜି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ଘୋଡା ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କୌଣସି ପରିସ୍ଥିତିରେ ଏହି ଘୋଡାକୁ ଏଠାରୁ ହଟାଯାଇପାରିବ ନାହିଁ […]
ଭୁବନେଶ୍ବର, ଜୁନ୍ ମାସ ଶେଷ ପଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଏଣିକି ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଅତ୍ୟଧିକ ଖରାପ ପୃଷ୍ଠପୋଷକତା ପାଇଁ ଏହି ଟ୍ରେନକୁ ପୂର୍ବରୁ ସପ୍ତାହରେ […]
ଭୁବନେଶ୍ବର, ଖୁବ ଶିଘ୍ର କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଅଦଳବଦଳ ସହିତ ସଂପ୍ରସାରଣ ହେବ। ଏ ନେଇ ଜାତୀୟ ଗଣ ମାଧ୍ୟମରେ ଚାଲିଛି ଚର୍ଚ୍ଚା। ତେବେ ପ୍ରଧାନମନ୍ତ୍ରୀଙ୍କ ଘନଘନ ବୈଠକ, ମନ୍ତ୍ରୀମାନଙ୍କ ସହିତ 1-2-1 ଆଲୋଚନା ଏହି ଅଦଳବଦଳକୁ ନିଶ୍ଚିତ କରିଦେଇଛି। ଯେଉଁଦିନଠାରୁ ଏହି […]
ଚେନ୍ନାଇ, ତାମିଲନାଡୁର ଭେଲରୋରେ ରହିଛି ଏକ ଆଶ୍ଚର୍ଯ୍ୟ ମନ୍ଦିର। ଯାହାକୁ ଯେ କେହି ଦେଖୁଛି ସେ ଆଶ୍ଚର୍ଯ୍ୟ ହୋଇଯାଉଛି। ଏହି ମନ୍ଦିରର ନାମ ହେଉଛି ଶ୍ରୀପୁରମ ସ୍ବର୍ଣ୍ଣ ମନ୍ଦିର। ଚେନ୍ନାଇରୁ 145 କିଲୋମିଟର ଦୂରରେ ଥିବା ମାଲାଲକୋଡି ପାହାଡ ଉପରେ ଏହି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ଭୂ-ବିଜ୍ଞାନ ମନ୍ତ୍ରଣାଳୟ (ଏମଓଇଏସ)ର “ଗଭୀର ମହାସାଗର ଅଭିଯାନ”କୁ ମଞ୍ଜୁର କରିଛନ୍ତି। ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ଗଭୀର ସମୁଦ୍ରରେ ରହିଥିବା ସମ୍ପଦଗୁଡ଼ିକର ଅନୁସନ୍ଧାନ କରିବା ଏବଂ […]
ଭୁବନେଶ୍ବର, ପୁରୀ ଜିଲ୍ଲାର ରଘୁରାଜପୁର। ପଟ୍ଟଚିତ୍ର ପାଇଁ ସାରା ବିଶ୍ବରେ ପ୍ରସିଦ୍ଧି ଲାଭ କରିଛି। ବିଶ୍ବ ଐତିହ୍ୟ ଗ୍ରାମର ମାନ୍ୟତା ମଧ୍ୟ ପାଇଛି। କଳା ହିଁ ଏହି ଗାଁର ଲୋକମାନଙ୍କର ଜୀବିକାର ମୁଖ୍ୟ ଆଧାର। କରୋନା ସମୟରେ ଏହି ଗାଁର ଲୋକମାନଙ୍କୁ […]
ନୂଆଦିଲ୍ଲୀ, କେନ୍ଦ୍ରର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହେବ ବୋଲି ଜଣାପଡିବା ପରେ ବର୍ତ୍ତମାନ ଦେଶର ରାଜନୀତିରେ ଚର୍ଚ୍ଚା ଜୋରଦାର ହେବାରେ ଲାଗିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ମନ୍ତ୍ରୀ ତଥା ସାଂସଦଙ୍କ ସହିତ ବାରମ୍ବାର ବୈଠକ ଏହି ସଂପ୍ରସାରଣକୁ ନିଶ୍ଚିତ କରୁଛି। ସେଥିପାଇଁ କିଏ […]
ଭୁବନେଶ୍ବର, ରଙ୍ଗର ସକାରାତ୍ମକ ଏବଂ ନକାରାତ୍ମକ ପ୍ରଭାବ ବାସ୍ତୁରେ ବହୁତ ଗୁରୁତ୍ୱ ଦେଇଥାଏ । ଏହା ବ୍ୟତୀତ, ଯଦି ଘରେ ବ୍ୟବହୃତ ରଙ୍ଗଗୁଡିକ ବାସ୍ତୁ ଅନୁଯାୟୀ ଚୟନ କରାଯାଏ, ତେବେ ଆପଣଙ୍କର କୌଣସି ସମସ୍ୟା ରହିବ ନାହିଁ। ଯଦି ବାସ୍ତୁ ଅନୁସାରେ […]
ଭୁବନେଶ୍ୱର, କଦଳୀ ପଟରୁ ଉନ୍ନତ ମାନର ଦଉଡ଼ି, ଆକର୍ଷଣୀୟ ମ୍ୟାଟ୍ ଓ ଡିସ୍ପୋଜେବୁଲ କପ୍ ପ୍ରଭୃତି ପ୍ରସ୍ତୁତ କରିବା କଦଳୀ ଚାଷୀମାନଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି ହୋଇପାରିଛି । ଏହା ଉଦ୍ୟାନ କୃଷିକୁ ନେଇ ଏକ ଅର୍ଥନୈତିକ ବିପ୍ଳବ ଆଣିପାରିବ […]