ଭୁବନେଶ୍ବର, ଏ ବର୍ଷ ରଜ ମୁହଁ ଶୁଖେଇ ଦେଇଛି। କାରଣ ହେଉଛି କରୋନା ସଂକ୍ରାମଣ ଭୟରେ ସାରା ଓଡିଶା ଲକଡାଉନ। ଲକ ଡାଉନ ଖୋଲିବ 17 ତାରିଖରେ। ହେଲେ ରଜ ଆରମ୍ଭ ହେଉଛି 14 ତାରିଖରେ ଏବଂ ଶେଷ ହେଉଛି 16 […]
Solar Eclipse 2021, ଜୁନ 10 ତାରିଖ ଗୁରୁବାର ଦିନ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ସଂଗଠିତ ହେବାକୁ ଯାଉଛି। ହିନ୍ଦୁ ମାସ ଅନୁଯାୟୀ, ଏହି ସୂର୍ଯ୍ୟ ପରାଗ ଅମାବାସ୍ୟା ଦିନ ଘଟିବ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ […]
ଭୁବନେଶ୍ବର, ନୂଆ କରୋନା ତଥ୍ୟରୁ ଜଣ ପଡିଛି ଯେ ସବୁବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ ଟପ୍ ରେ ରହୁଥିବା ଖୋର୍ଦ୍ଧା ଜିଲ୍ଲା ନିୟନ୍ତ୍ରଣକୁ ଆସିଛି। ତାଜା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି 495 ଜଣ ନୂଆ ଆକ୍ରାନ୍ତ। ପୂର୍ବରୁ ଏହି […]
ନୂଆଦିଲ୍ଲୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’ଙ୍କ ମଞ୍ଜୁରି କ୍ରମେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ଲାଗି ଫରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ ବା ପିଜିଆଇ ୨୦୧୯-୨୦ ପ୍ରକାଶ କରାଯାଇଛି। କେନ୍ଦ୍ର ସରକାର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଆମୂଳଚୁଳ ପରିବର୍ତ୍ତନ ଆଣିବାର […]
ଭୁବନେଶ୍ୱର, ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ୱିତ ବିକାଶ ଦିଗରେ ଅନ୍ୟ ଏକ ବଡ଼ ପଦକ୍ଷେପ ଭାବେ ସରକାର ନୂଆ ଯୋଜନା ‘ରିଓ୍ୱାର୍ଡ’ର ପରିକଳ୍ପନା ଆରମ୍ଭ କରିଛନ୍ତି । ଏଥି ପାଇଁ ଇତି ମଧ୍ୟରେ ମୁଖ୍ୟ ଶାସନ ସଚିବ […]
Twitter Banned : ଭାରତରେ ଟୁଇଟର ଏବଂ ସରକାର ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ବେଳେ ସେପଟେ ନାଇଜେରିଆ ସରକାର ଏହାକୁ ନିଷିଧ କରିଦେଇଛନ୍ତି। ରବିବାର ଦିନ ଏ ନେଇ ନାଇଜେରିଆ ରାଷ୍ଟ୍ରପତି ମୁହାମ୍ମାଦୁ ବୁହାରୀ ଘୋଷଣା କରିଛନ୍ତି। ତେବେ ଏହି […]
ନୂଆଦିଲ୍ଲୀ, ସମଗ୍ର ବିଶ୍ୱରେ ଆଇଫୋନ୍ ବ୍ୟବହାରକାରୀ ଚଳିତ ବର୍ଷ ଆଇଫୋନ୍ 13 ସିରିଜ୍ ସ୍ମାର୍ଟଫୋନର ଶୁଭାରମ୍ଭକୁ ଅପେକ୍ଷା କରିଛନ୍ତି। ତେବେ ଏହି ଫୋନକୁ ନେଇ ସାରା ବିଶ୍ବ ମୋବାଇଲ ବଜାର ବେଶ୍ ସରଗରମ ହୋଇଯାଇଛି। କାରଣ ଏଥିରେ ଯେଉଁ ବୈଶିଷ୍ଠ ଅଛି […]
ସୂର୍ଯ୍ୟ ଗ୍ରହଣ 2021: ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟ ଗ୍ରହଣ ଜୁନ୍ 10 ତାରିଖ ଗୁରୁବାର ଦିନ ଘଟିବାକୁ ଯାଉଛି। ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ବର୍ଷର ପ୍ରଥମ ସୂର୍ଯ୍ୟ ଗ୍ରହଣ ଜ୍ୟେଷ୍ଠ ମାସରେ କୃଷ୍ଣ ପକ୍ଷ ଅମାବାସ୍ୟାରେ ହେବ। ଏହି ଦିନଟି […]
ଭୁବନେଶ୍ୱର, ଆଜି ଭୁବନେଶ୍ୱର ମହାନଗର ନିଗମ ବା ବିଏମସି ସୀମା ମଧ୍ୟରେ ଥିବା ସହରାଂଚଳ ଆଶ୍ରୟସ୍ଥଳୀରେ ହୋଇଛି ଟିକାକରଣ । କମିଶନର ସଞ୍ଜୟ କୁମାର ସିଂହ ଏହି ଟିକାକରଣକୁ କରିବାକୁ ସମ୍ପୃକ୍ତ ଜୋନାଲ୍ ଡ଼େପୁଟି କମିଶନରମାନଙ୍କୁ ନିର୍ଦ୍ଦେଶ ଦେବାପରେ ଆଜି ଏହି […]
ଭୁବନେଶ୍ୱର, ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ନୀତି ଆୟୋଗଙ୍କ ଏସ୍ଡିଜି ରିପୋର୍ଟରେ ଓଡ଼ିଶାର ମୂଲ୍ୟାୟନକୁ ନେଇ ମତ ରଖିଥିଲେ। ତାଙ୍କ ମତରୁ ସ୍ପଷ୍ଟ ବାରିହେଲା ଯେ ଏହା ତାଙ୍କର ଏକ ପ୍ରକାରର ପ୍ରଳାପ। ବିଜେପି ନେତ୍ରୀଙ୍କ ପାଇଁ […]
ଭୁବନେଶ୍ୱର, ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନର ଅର୍ଥ ଜମାକରି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମା ରାଶିର ପରିମାଣ ନିରୁପରଣ ନିମନ୍ତେ ସଂପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନ୍ରେ ଦାବି ଦରଖାସ୍ତ ଆହ୍ୱାନ ନିମନ୍ତେ ଓଡ଼ିଶା ସରକାରଙ୍କର ଏକ ନୂତନ ୱେବ୍ସାଇଟ୍ […]
ଭୁବନେଶ୍ୱର, କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ […]
ଭୁବନେଶ୍ବର, ପୂର୍ବତଟ ରେଳପଥ ପରିବେଶ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି । ପ୍ରଦୂଷଣ ନିୟନ୍ତ୍ରଣ କରିବା ପାଇଁ ସମଗ୍ର ଭାରତୀୟ ରେଳ, ବିଶେଷ ଭାବରେ ପୂର୍ବ ତଟ ରେଳପଥ ବିଭିନ୍ନ କାର୍ଯ୍ୟକଳାପ ପ୍ରତି ଦୃଷ୍ଟିଦେଇଥିବା ବେଳେ ସ୍ୱଚ୍ଛତା […]
ନୂଆଦିଲ୍ଲୀ, କରୋନା ମହାମାରୀ ଯୋଗୁଁ ବ୍ୟବସାୟିକ ବିମାନ ଚଳାଚଳ ୨୦୨୦ ମାର୍ଚ୍ଚରୁ ବନ୍ଦ ରହିଥିବାରୁ ବୈଧ ଭାରତୀୟ ଭିସାରେ ଭାରତକୁ ଆସିଥିବା ଅନେକ ବିଦେଶୀ ନାଗରିକ ଅଟକି ରହିବାକୁ ବାଧ୍ୟ ହୋଇଛନ୍ତି। ୨୦୨୦ ମାର୍ଚ୍ଚ ପୂର୍ବରୁ ଯେଉଁ ବିଦେଶୀମାନେ ଭାରତ ଆସିଥିଲେ […]
ଭୁବନେଶ୍ୱର, ଆଜିଠାରୁ ଉତ୍କଳିକାର ନିଜସ୍ୱ ୱେବ୍ସାଇଟ୍ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଦ୍ୱାରା ଗୁଗୁଲ ମିଟ୍ ମାଧ୍ୟମରେ ଲୋକାର୍ପିତ ହୋଇଯାଇଛି । ଏଥର ଗ୍ରାହକମାନେ www.utkalikaodisha.com ମାଧ୍ୟମରେ ଲଗ୍ଇନ୍ କରି ଏବଂ ଗୁଗୁଲ ପ୍ଲେଷ୍ଟୋରରୁ ଉତ୍କଳିକା ଆପ୍ […]
ନୂଆଦିଲ୍ଲୀ, କୋଭିଡ ମହାମାରୀ କାରଣରୁ ଦେଖାଦେଇଥିବା ଅଭୂତପୂର୍ବ ପରିସ୍ଥିତି କାରଣରୁ ନିକଟରେ ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ସର୍ବାଧିକ ଖୁଚୁରା ମୂଲ୍ୟ (ଏମଆରପି) ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ମୂଲ୍ୟ ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର […]
ଭୁବନେଶ୍ବର: ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା। କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର […]
ନୂଆଦିଲ୍ଲୀ, ସମ୍ପ୍ରତି କୋଭିଡ-୧୯ ମହାମାରୀ ପରିସ୍ଥିତିରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ଜନସଂଖ୍ୟାର ଅତ୍ୟନ୍ତ ଅସୁରକ୍ଷିତ ତଥା ଆର୍ଥିକ ଦୁର୍ବଳ ଶ୍ରେଣୀ ମଧ୍ୟରୁ ସମସ୍ତ ଯୋଗ୍ୟ ମନୋନୀତ ଲୋକଙ୍କ ସାମିଲକୁ ସୁନିଶ୍ଚିତ କରିବା ଜରୁରି ହୋଇପଡ଼ିଛି । ଖାଦ୍ୟ ଓ […]
ନୂଆଦିଲ୍ଲୀ, ଟୋକିଓ ଅଲିମ୍ପିକ୍ସକୁ ଆଉ ୫୦ ଦିନ ବାକି ରହିଛି। ଏହି ଅବସରରେ ଭାରତର ଅଲିମ୍ପିକ୍ସ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଗାମୀ ଟୋକିଓ ଅଲିମ୍ପିକ୍ସ ପାଇଁ କାର୍ୟ୍ୟକାରୀ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ଅଧିକାରୀମାନେ ଏକ ଉପସ୍ଥାପନା […]
ନୂଆଦିଲ୍ଲୀ, କେନ୍ଦ୍ର ସରକାର ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତାକୁ 7 ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଘୋଷଣା କରିଛନ୍ତି । ସରକାରଙ୍କ ଏହି […]
ପୁରୀ, ଆସନ୍ତା ରଥଯାତ୍ରା ବେଳେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ତଥା ମରାମତି ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଷନ କୁମାରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଶ୍ରୀମନ୍ଦିର ଅଧିକାରୀ, ଭାରତୀୟ ପ୍ରତ୍ନତତ୍ବ ସର୍ବେକ୍ଷଣ ସଂସ୍ଥା ଏବଂ ପୂର୍ତ୍ତ […]