ଭୁବନେଶ୍ବର, ଆଜି ସକାଳ ପ୍ରାୟ ୯ ଟା ରେ ସାମୁଦ୍ରିକ ବାତ୍ୟା ‘ୟାସ’ ସ୍ଥଳଭାଗ ସ୍ପର୍ଶ ପ୍ରକ୍ରିୟା ଆରମ୍ଭ ହୋଇ ବାଲେଶ୍ୱର ସଦର, ରେମୁଣା, ବାହାନଗା ମଧ୍ୟ ଦେଇ ଗତି କରିଥିଲା । ପ୍ରାୟ ଅପରାହ୍ନ ୧ ଟା ସୁଦ୍ଧା ବାତ୍ୟା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ୧୨୮ଟି […]
ଭୁବନେଶ୍ବର, ବାତ୍ୟା ୟଶ୍ ର ଲ୍ୟାଣ୍ଡଫଲ ପକ୍ରିୟା ଆରମ୍ଭ ହୋଇଯାଇଛି। ଆଉ ଘଣ୍ଟାଏ ମଧ୍ୟରେ ଏହା ରେମୁଣା ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ସମ୍ଭାବନା ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଧାମରାରୁ ମାତ୍ର 80 କିଲୋମଟିର ଦୂରରେ ରହିଛି। ତେବେ ଲ୍ୟାଣ୍ଡଫଲ […]
ମେଷ- ଆଜି ମେଷ ରାଶିର ଲୋକଙ୍କ ପାଇଁ ଲାଭଦାୟକ ହେବ। ଆଜି ଅର୍ଥର ବିନିଯୋଗ ବିଷୟରେ ଆଲୋଚନା କରିପାରିବେ। ରୋଜଗାର ଏବଂ ଅର୍ଥ ପାଇଁ କରାଯାଉଥିବା ପ୍ରୟାସରେ ଆଜି ଆପଣ ସଫଳତା ପାଇବେ। ଆଜି, ଛାତ୍ରମାନେ ଆଶା କରାଯାଉଥିବା ପରି ସେମାନଙ୍କ […]
ନୂଆଦିଲ୍ଲୀ, କୋଭିଡ଼ ୧୯ ଟିକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ , କେନ୍ଦ୍ରଶାସିତ କ୍ଷେତ୍ର ତଥା ଅନ୍ୟ ସମସ୍ତ ହିତଧାରକମାନଙ୍କୁ ମାର୍ଗଦର୍ଶନ କରିବା, ସମୀକ୍ଷା ଓ ଏହି କାର୍ଯ୍ୟକ୍ରମର ନିରୀକ୍ଷଣ କରିବା ପାଇଁ ଦେଇଥିବା ପ୍ରତିଶ୍ରୁତି ସ୍ୱରୂପ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର […]
ନୂଆଦିଲ୍ଲୀ, ଶେଷରେ ସିବିଆଇକୁ ମିଳିଲା ସ୍ଥାୟୀ ନିର୍ଦ୍ଦେଶକ। ନୂଆ ନିର୍ଦ୍ଦେଶକ ହେଲେ ବରିଷ୍ଠ ଆଇଏଏସ ସୁବୋଧ ଜୟସୱାଲ। ମହାରାଷ୍ଟ୍ର କ୍ୟାଡରର 1985 ବ୍ୟାଚ୍ ଆଇପିଏସ୍ ଅଧିକାରୀ ଜୟସୱାଲ୍ ବର୍ତ୍ତମାନ ସିଆଇଏସଏଫର ମୁଖ୍ୟ ଅଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ପୋଲିସ କମିଶନର […]
ବିଜନ କୁମାର ମହାପାତ୍ର ଏକ ନୂଆ ରୋଗ ଦ୍ୱାରା ମାନବ ସମାଜ କବଳିତ ହେଲେ ଆରୋଗ୍ୟର ଔଷଧ ଓ ଟୀକା ବାହାର ପାଇଁ ଆରମ୍ଭ ହୁଏ ପ୍ରୟାସ । ଡାକ୍ତର ଓ ବୈଜ୍ଞାନିକମାନେ ଅକ୍ଲାନ୍ତ ଗବେଷଣା ପରେ ରୋଗର କାରଣ ଜାଣିବା […]
ନୂଆଦିଲ୍ଲୀ, ମ୍ୟୁକୋରମାଇକୋସିସ୍ ବା ବ୍ଲକ୍ ଫଙ୍ଗସ ଏକ ସାଧାରଣ ଫଙ୍ଗାଲ୍ ବା ଫିମ୍ପି ସଂକ୍ରମଣ ଯାହାକି ଏବେ କୋଭିଡ଼ ୧୯ ସଂକ୍ରମିତ କିମ୍ବା ସେଥିରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଠାରେ ଲକ୍ଷ୍ୟ କରାଯାଉଛି । ଏଭଳି ସଂକ୍ରମଣ ସଂଖ୍ୟା ବୃଦ୍ଧି […]
ମେଷ ରାଶିଫଳ- ଆଜି ଆପଣଙ୍କ ଦିନ ବହୁତ ଶୁଭ ହେବ। ଆପଣ ସଫଳତା ଏବଂ ଉଚ୍ଚ ପଦାଧିକାରୀଙ୍କ ଇଚ୍ଛା ହେତୁ ଆଜି ଆପଣଙ୍କ ପାଇଁ ଖୁସିର ଦିନ ହେବ । ବ୍ୟବସାୟୀମାନେ ବ୍ୟବସାୟରେ ଅଭିବୃଦ୍ଧି ଏବଂ ସଫଳତା ପାଇବେ । ପିତା […]
ନୂଆଦିଲ୍ଲୀ, ବଙ୍ଗୋପ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡବାତ୍ୟା “ୟାସ୍”ର ମୁକାବିଲା ପ୍ରସ୍ତୁତି ସମ୍ପର୍କରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ଓଡ଼ିଶା, ପଶ୍ଚିମ ବଙ୍ଗ ଓ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ତଥା ଆଣ୍ଡାମାନ ଓ ନିକୋବର […]
ଭୁବନେଶ୍ବର, ପ୍ରଖ୍ୟାତ ପ୍ରବଚକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ଚାରଣ ରାମଦାସଙ୍କର କରୋନାରେ ପରଲୋକ ହୋଇଛି। ସେ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେଉଥିବାରୁ ତାଙ୍କୁ ଅକ୍ସିଜେନରେ ରଖାଯାଇଥିଲା। ହେଲେ ଗତକାଲିଠାରୁ […]
ଭୁବନେଶ୍ବର, ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟଶ୍ ତୀବ୍ର ରୂପ ଧାରଣ କରିଛି। ବର୍ତ୍ତମାନ ଏହି ବାତ୍ୟା ୟଶ୍ ଘଣ୍ଟାକୁ ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡି ଆସୁଛି। ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। […]
ନୂଆଦିଲ୍ଲୀ, ମ୍ୟୁକୋରମାଇକୋସିସ୍ ବା ବ୍ଲକ୍ ଫଙ୍ଗସ ଏକ ସାଧାରଣ ଫଙ୍ଗାଲ୍ (ଫିମ୍ପି) ସଂକ୍ରମଣ ଯାହାକି ଏବେ କୋଭିଡ଼ ୧୯ ସଂକ୍ରମିତ କିମ୍ବା ସେଥିରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଠାରେ ଲକ୍ଷ୍ୟ କରାଯାଉଛି । ଏଭଳି ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା […]
ଭୁବନେଶ୍ୱର, ସମ୍ଭାବ୍ୟ ବାତ୍ୟା ‘ୟାସ୍’ ଦ୍ୱାରା ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ଆଶଙ୍କା ଦୃଷ୍ଟିରୁ ଜନସାଧାରଣଙ୍କ ଅତ୍ୟାବଶ୍ରକ ସାମଗ୍ରୀ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ […]
ନୂଆଦିଲ୍ଲୀ, ଦେଶ କରୋନା ସହ ଲଢୁଥିବା ସମୟରେ ସମାଜରେ ଥିବା କିନ୍ନରମାନଙ୍କର ଜୀବନ ଜୀବିକା ଗୁରୁତରଭାବେ ପ୍ରଭାବିତ ହୋଇଛି । ବର୍ତ୍ତମାନର ସ୍ଥିତିରେ ସମାଜର ଏହି ସଂଖ୍ୟାନ୍ୟୁନ ଗୋଷ୍ଠୀରେ ଆସୁଥିବା ଲୋକମାନେ ଖାଦ୍ୟ, ସ୍ୱାସ୍ଥ୍ୟସେବା ଭଳି ମୌଳିକ ଆବଶ୍ୟକତା ଯୋଗାଡ କରିବା […]
ଭୁବନେଶ୍ବର, ମହାମାରୀ ସମୟରେ ଅମ୍ଳଜାନ ଅଭାବ ଥିବା ରାଜ୍ୟମାନଙ୍କୁ ପର୍ୟ୍ୟାପ୍ତ ପରିମାଣର ଅମ୍ଳଜାନ ସହାୟତା ଏବଂ ରିଲିଫ୍ ଯୋଗାଇବା ପାଇଁ ଭାରତୀୟ ରେଳବାଇ ଦେଶର ବିଭିନ୍ନ ପ୍ରାନ୍ତରୁ ଅମ୍ଳଜାନ ଏକ୍ସପ୍ରେସ ସ୍ପେଶାଲ ଟ୍ରେନ୍ ଚଳାଚଳ କରୁଅଛି। ଜାତୀୟ ପରିବହନକାରୀ ଭାରତୀୟ ରେଳବାଇ ଦ୍ୱାରା […]
ଭୁବନେଶ୍ବର, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର, ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ଶିଘ୍ର ସ୍ଥାନାନ୍ତରିତ କର। କୌଣସି ବିଳମ୍ବ ନ କରି ଏହି ନେଇ ପଦକ୍ଷେପ ନିଅ। ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏହିପରି ଏକ ଜରୁରୀ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ଏହି ଜରୁରୀ ବାର୍ତ୍ତାରେ ଏସଆରସି ତଥା […]
Sun Halo: ଆଜି ଆଇଟି ସହର ବାଙ୍ଗାଲୁର ଆକାଶରେ ଦେଖାଦେଇଛି ଏକ ଅଭୁତ ଦୃଶ୍ୟ। ଏହି ଦୃଶ୍ୟ ଦେଖିବା ପାଇଁ ସହରର ଲୋକେ ବାହାରକୁ ଆସି ଉପଭୋଗ କରିବାକୁ ଲାଗିଲେ। ଏହି ଅଭୁତ ଦୃଶ୍ୟଟି ହେଉଛି ଯେ, ଆଜି ଠିକ୍ ମଧ୍ୟାହ୍ନରେ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ‘ୟାସ’ ଜନିତ ପରିସ୍ଥିତିର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା କରିଛନ୍ତି। ଏଥିରେ ସେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ସଂସ୍ଥାର ପ୍ରତିନିଧିମାନଙ୍କ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସାର ଉପରେ ରିହାତି ଯୋଗାଣ ଘୋଷଣା ପରେ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରାଯାଇଛି । କେନ୍ଦ୍ର ସରକାର ଆଗାମୀ ଖରିଫ ଋତୁରେ ଦେଶର କୃଷକମାନଙ୍କୁ ସାର ଉପରେ ୧୪,୭୭୫ କୋଟି […]