ବିଶେଷ ଖବର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି…

ନୂଆଦିଲ୍ଲୀ: ୧୫ ରୁ ୧୮ ବର୍ଷ ବୟସର କିଶୋରମାନଙ୍କ ପାଇଁ ଟୀକାକରଣ ଆଜିଠାରୁ ଆରମ୍ଭ ହେଉଛି। ଏହି ଗୋଷ୍ଠୀ ପାଇଁ କେବଳ କୋଭାକ୍ସିନ ଟୀକା ଦିଆଯିବ। କେନ୍ଦ୍ର…

ଭୁବନେଶ୍ବର: ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦେବା ନେଇ ସାରା ଓଡିଶା ପଡିଲା ଉଠିଲା। ବିରୋଧୀମାନେ ରାଜରାସ୍ତା ଉପରେ ବିକ୍ଷୋଭ କଲେ। ବିଧାନସଭା ଘେରାଉ କଲେ। ବ୍ଲକ…

ମିରଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ…

ଭୁବନେଶ୍ବର: ଦିନକୁ ଦିନ ସାଇବର ଠକଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଫଳରେ ଲୋକେ ବ୍ୟାଙ୍କରେ ଟଙ୍କା ରଖିବାକୁ ବର୍ତ୍ତମାନ ଭୟ କଲେଣି। କାରଣ ଏହି ସାଇବର ଠକମାନେ…

ଭୁବନେଶ୍ୱର: ଆଧୁନିକ ଯୁଗରେ ଚିକିତ୍ସା କ୍ଷେତ୍ରରେ ଆଉ ଏକ ସଫଳତା। ଏଣିକି ଔଷଧ ଖାଇବା ପାଇଁ ମନେପକାଇ ଦେବ ଆପ୍। ଏନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଆପ…

ଭୁବନେଶ୍ବର: ନୂଆବର୍ଷରେ ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମାଙ୍କୁ ନୂଆ ଦାୟିତ୍ବ ମିଳିଛି।…

ଭୁବନେଶ୍ବର: ରାଜ୍ୟରେ ପୁଣି କରୋନା ଆତଙ୍କ ଆରମ୍ଭ ହେଲାଣି। ଆଜିର ଖବର ଅନୁସାରେ ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 424 ରେ  ପହଞ୍ଚିଲାଣି। ଗତକାଲି ଏହି…

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ପ୍ରତ୍ୟେକ ରବିବାର ଦିନ ଦର୍ଶକମାନଙ୍କ ନିମନ୍ତେ ରାଜ୍ୟ ଜନଜାତି…

ନୂଆଦିଲ୍ଲୀ: ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି…

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇଂରାଜୀ ନବ ବର୍ଷ-୨୦୨୨ ଅବସରରେ ରାଷ୍ଟ୍ରୀୟ ଶିକ୍ଷା ନୀତି -୨୦୨୦ ଅନ୍ତର୍ଗତ…

ନୂଆଦିଲ୍ଲୀ: ନିର୍ବାଚନ ବଣ୍ଡର 19 ତମ କିସ୍ତି ପ୍ରଦାନକୁ ସରକାର ଗୁରୁବାର ଦିନ ଅନୁମୋଦନ କରିଛନ୍ତି। ସେହି ଅନୁସାରେ ଜାନୁଆରୀ 1 ରୁ 10 ତାରିଖ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ: ନୂତନ ବର୍ଷରେ ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି କିମ୍ବା ଆପଣ ବ୍ୟାଙ୍କ ଶାଖାକୁ ଯିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କୁ…

ନୂଆଦିଲ୍ଲୀ: ଏକ ବର୍ଷରୁ ଅଧିକ ସମୟ ଧରି ବିରୋଧ କରିବା ପରେ ଚାଷୀଙ୍କ ପାଇଁ ରିଲିଫ୍ ଖବର ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ବର୍ଷର ପ୍ରଥମ…

ଭୁବନେଶ୍ୱର: ୨୦୨୧ ବର୍ଷରେ ରାଜ୍ୟ ଜଳସମ୍ପଦ ବିଭାଗର ସଫଳତା ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ରହିଥିବା ଜଣାଯାଇଛି । ତନ୍ମଧ୍ୟରେ ରହିଛି ଉପର ଇନ୍ଦ୍ରାବତୀ ଲିଫ୍‌ଟ କେନାଲ ସିଷ୍ଟମ…

ନୂଆଦିଲ୍ଲୀ: ଏଥର ନୂଆବର୍ଷ ଶନିବାରରେ ଆରମ୍ଭ ହେଉଛି। ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଏହା ଶନିବାରରେ ମଧ୍ୟ ଶେଷ ହେଉଛି। ଅର୍ଥାତ ୨୦୨୨ ଜାନୁୟାରୀ ୧ ତାରିଖ…

ନୂଆଦିଲ୍ଲୀ: ଓଡିଶାରେ ଜଳଜୀବନ ମିଶନକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଆଜି ୮୩୦କୋଟି ୮୫ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଆଗାମୀ ୨୦୨୪ ସୁଦ୍ଧା ଓଡିଶା ‘ହର…

ଭୁବନେଶ୍ବର: ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କୁ ଦେଇଛନ୍ତି ନୂଆ ଭେଟି। ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଛନ୍ତି…

ଭୁବନେଶ୍ୱର: ଆଜି ବର୍ଷ ଶେଷରେ ରାଜ୍ୟ ସରକାର କ୍ୟାବିନେଟ ବୈଠକ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ନଅ ଟି ପ୍ରମୁଖ ବିଷୟରେ…

କଟକ: ଆଜି ଓଡିଶା ଡିଜିପି ଅଭୟ ତାଙ୍କ ପଦରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ନୂଆ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ସୁନୀଲ ବଂଶଲ।…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୯ ଟି ପ୍ରସ୍ତାବକୁ କ୍ୟାବିନେଟର ମୋହର ଲାଗିଛି। ଏହା…