ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇ ବିଦ୍ୟୁତ ଉପଭୋକ୍ତାଙ୍କ ଅଧିକାର ଅଗ୍ରାଧିକାରଭିତ୍ତିରେ ସାରା ଦେଶରେ ଲାଗୁ ହୋଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ନୂଆ ନିୟମର ପ୍ରବର୍ତ୍ତନ ବିଷୟ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର.କେ. ସିଂହ ଘୋଷଣା କରିଛନ୍ତି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଏତନାମ ସମାଜବାଦୀ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାମହିମ ଗୁଏନ ଜୁଆନ ଫୁକଙ୍କ ସହିତ ଏକ ଭର୍ଚୁଆଲ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଦୁଇ ପ୍ରଧାନମନ୍ତ୍ରୀ ଜାରି ରହିଥିବା ଦ୍ୱିପାକ୍ଷିକ ସହଯୋଗ ପଦକ୍ଷେପଗୁଡ଼ିକର ସମୀକ୍ଷା କରିଥିଲେ ଏବଂ ବୈଶ୍ୱିକ […]
ଭୁବନେଶ୍ବର, ଏଥର ସମସ୍ତ ନିର୍ବାଚିତ ପ୍ରତିନିଧୀ ସେମାନଙ୍କର ସଂପତ୍ତି ତାଲିକା ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ ସମସ୍ତେ ଏହା ମାନିବାକୁ ବାଧ୍ୟ। ଏପରି ରୋକଠୋକ ଭାବେ ଦଳୀୟ କର୍ମୀଙ୍କୁ କହିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ […]
କୋଲକାତା : ନିର୍ବାଚନ ସମୟ ଆସିଲେ ଦଳ ବଦଳ ରାଜନୀତି ଆରମ୍ଭ ହୋଇଯାଏ। ପଶ୍ଚିମବଙ୍ଗରେ ଏବେ ଦଳ ବଦଳ ଚାଲିଛି। ନିକଟରେ ଟିଏମ୍ସିର ବହୁ ନେତା ବିଜେପିରେ ମିଶିଥିବାବେଳେ ଏବେ ବିଜେପିକୁ ଝଟ୍କା ଲାଗିଛି। ଦଳର ସାଂସଦ ସୌମିତ୍ର ଖାନ୍ଙ୍କ ପତ୍ନୀ […]
ନୂଆଦିଲ୍ଲୀ, ଆଜି ସଂଧ୍ୟାରେ ମହାକାଶ ଜଗତରେ ଏକ ବିରଳ ଘଟଣା ଘଟିବାକୁ ଯାଉଛି। ଆପଣ ଆଶ୍ଚର୍ଯ୍ୟ ହେବେ ଏହି ଘଟଣା ଚାରି ଶହ ବର୍ଷ ପରେ ଦେଖାଦେଇଛି। ତାହା ହେଲା ଆଜି ସଂଧ୍ୟାରେ ଆକାଶର ବୃହସ୍ପତି ଏବଂ ଶନି ଗ୍ରହ ଖାଲି […]
ଭୁବନେଶ୍ବର, ପରୀକୁ ନ୍ୟାୟ ଦେବା ପାଇଁ ବିଜେପି ଏକ ପ୍ରକାରର ଅଣ୍ଟା ଭିଡି ଆନ୍ଦୋଳନ କରିବାରେ ଲାଗିଛି। କେବଳ ରାଜ୍ୟ ବିଜେପି ନୁହେଁ ଦିଲ୍ଲୀରୁ ମଧ୍ୟ ନେତାମାନେ ଆସି ଏହି ଆନ୍ଦୋଳନରେ ସାମିଲ ହେବାରେ ଲାଗିଛନ୍ତି। ହେଲେ ଆଶ୍ଚର୍ଯ୍ୟର କଥା ଭୁବନେଶ୍ବରର […]
ଭୁବନେଶ୍ବର/ସମ୍ବଲପୁର, ଏକ ବଡ ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବଞ୍ଚିଗଲା ପୁରୀ ସୁରଟ ଏକ୍ସପ୍ରେସ। ଆଜି ରାତି 2ଟାରେ ଏହି ଟ୍ରେନଟି ସମ୍ବଲପୁର ରେଲୱେ ଡିଭିଜନର ହାତୀବାରି ଓ ମାନେଶ୍ବର ଷ୍ଟେସନ ମଧ୍ୟରେ ଏକ ହାତୀ ଧକ୍କା ଦେଇଛି। ଫଳରେ ଟ୍ରେନର ଇଂଜିନରେ […]
ମେଷ- ଜୀବନସାଥୀ ସହିତ ସଂପର୍କ ଅଧିକ ମିଠା ହେବ। ସାଙ୍ଗମାନଙ୍କ ସହିତ ଏକ ଭ୍ରମଣର ଆୟୋଜନ କରିବାକୁ ସମର୍ଥ ହେବେ। ଭାଇ ଏବଂ ପ୍ରିୟଜନଙ୍କ ସହିତ ସମ୍ପର୍କ ଭଲ ହେବ। ସମ୍ମାନ ବୃଦ୍ଧି ପାଇବ। ପ୍ରତିଯୋଗୀମାନେ ଜିତିବେ। ମଧ୍ୟମ ଅବଧି ପରେ, […]
ଭୁବନେଶ୍ୱର, ଆଜି ବିଜୁ ଜନତା ଦଳର ରାଜ୍ୟ ମୁଖ୍ୟକାର୍ଯ୍ୟାଳୟଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି । ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ, ନିମନ୍ତ୍ରିତ […]
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର […]
ଭୁବନେଶ୍ବର, ମନ୍ତ୍ରୀ ଅରୁଣ ସାହୁଙ୍କ ପରୀ ହତ୍ୟାକାଣ୍ଡ ମାମଲା ପିଛା ଛାଡୁ ନାହିଁ। ମନ୍ତ୍ରୀ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ରାଜ୍ୟ ବିଜେପି ଆନ୍ଦୋଳନକୁ ତୀବ୍ରରୁ ତୀବ୍ରତର କରିବାରେ ଲାଗିଛି। ନୟାଗଡ ଜିଲ୍ଲାପାଳ ଅଫିସ ଆଗରେ ଦୀର୍ଘଦିନ ଧରି ଧାରଣା ପରେ […]
ମେଷ ରାଶି- ଏହି ରାଶିର ଲୋକମାନେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବନ୍ଧୁ ଏବଂ ସମ୍ପର୍କୀୟଙ୍କ ସାହାଯ୍ୟ ନେବେ । ଆଜି ଅତିଥିମାନେ ଆପଣଙ୍କ ଘରେ ପହଞ୍ଚିବେ, ଯାହା ଘରକୁ ଚଳଚଞ୍ଚଳ କରିବ । ଆଜି କୈଣସି ପ୍ରକାରର ବିତର୍କକୁ ଉତ୍ସାହିତ […]
ନୂଆଦିଲ୍ଲୀ: ପୁଣି ଥରେ ରାହୁଲ୍ ଗାନ୍ଧି କଂଗ୍ରେସ ଅଧ୍ୟକ୍ଷ ହେବେ। ୨୦୧୯ ଲୋକସଭା ନିର୍ବାଚନରେ କଂଗ୍ରେସର ବିପୁଳ ପରାଜୟ ପରେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ ରାହୁଲ୍। ଏହାପରେ ସୋନିଆ ଅନ୍ତରୀଣ ଅଧ୍ୟକ୍ଷ ଭାବରେ ଦାୟିତ୍ବ ନିର୍ବାହ କରୁଛନ୍ତି। ତେବେ ୨୦୨୧ ମସିହାରେ […]
ଭୁବନେଶ୍ବର, ଓଡିଶା ପାଇଁ ଏକ ଖୁସି ଓ ଗୌରବର ଖବର। ଭାରତ ସରକାରଙ୍କ ଦ୍ଵାରା ଆୟୋଜିତ ଗୋଆ ଆନ୍ତର୍ଜାତିକ ସିନେମା ଉତ୍ସବର ପାନୋରମାରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ନିର୍ମାତା-ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ପ୍ରଥମ ଓଡିଆ ସିନେମା “କାଲିର ଅତୀତ” ମନୋନୀତ ହୋଇଛି। କେନ୍ଦ୍ର […]
ପୁରୀ: ଆସନ୍ତା ୨୩ ତାରିଖରୁ ପୁରୀ ଶ୍ରୀମନ୍ଦିର ଖୋଲିବ। ତେବେ ମନ୍ଦିର ଖୋଲିବାକୁ ଆଉ ୩ ଦିନ ରହିଥିବାବେଳେ ଆଜି ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଫାଇଭ୍ଟି ସଚିବ ଭିକେ ପାଣ୍ଡିଆନ୍। ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଓ ବିଭିନ୍ନ ଉନ୍ନୟନମୂଳକ […]
ଭୁବନେଶ୍ବର: ସୂର୍ଯ୍ୟଦେବ ଅଗ୍ନି ଦେବଙ୍କ ସ୍ବରୂପ ଏବଂ ପ୍ରତ୍ୟକ୍ଷ ଦେବତା ରୂପେ ମନାଯାଇଥାଏ। ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କର ବିଶେଷ ମହତ୍ତବ ରହିଛି। ଶକ୍ତିର ଅସୀମ ଭଣ୍ଡାର ସୂର୍ଯ୍ୟଦେବଙ୍କୁ ନେଇ ବାସ୍ତୁ ଶାସ୍ତ୍ରରେ ବହୁ ରୋଚକ ଉପାୟ ରହିଛି, ଯାହାର ଉପଯୋଗରେ ଆମ […]
ମେଷ- ବ୍ୟବସାୟ ଆଶା କରାଯାଉଥିବା ସଫଳତା ହାସଲ କରିବାର ସମ୍ଭାବନା ଅଧିକ। ଆୟ ବୃଦ୍ଧି ପାଇବ। ମଜା ଏବଂ ମଜାଦାର ଧାରା ଦିନସାରା ଜାରି ରହିବ। ଆଜି ଆପଣ ଘର ସାଜସଜ୍ଜାରେ ନୂତନତା ଆଣିବେ । ଆଜି ଘର ସଜାଇବା ପାଇଁ […]
ଭୁବନେଶ୍ବର: ଘରେ ସୁଖ ଶାନ୍ତି ଓ ସମୃଦ୍ଧି ରଖିବ ପାଇଁ ଶୁକ୍ରବାର ଦିନ ମାତା ଲକ୍ଷ୍ମୀଙ୍କର ପୂଜା କରାଯାଇଥାଏ। ଲକ୍ଷ୍ମୀଙ୍କର ବିଧିବଦ୍ଧ ଭାବେ ପୂଜା କରିବା ଦ୍ବାରା ମାତା ଲକ୍ଷ୍ମୀ ପ୍ରସନ୍ନ ହୋଇ ଆଶୀର୍ବାଦ ପ୍ରଦାନ କରିଥା’ନ୍ତି। ଏହା ଦ୍ବାରେ ଘରେ […]
ଭୁବନେଶ୍ବର: ହିନ୍ଦୁ ଧର୍ମରେ ସାମୁଦ୍ରିକ ଶାସ୍ତ୍ରର ବିଷେଶ ମହତ୍ବ ରହିଛି। ସାମୁଦ୍ରିକ ଶାସ୍ତ୍ରରେ ମଣିଷ ଶରୀରର କିଛି ଅଙ୍ଗ ଓ ଚିହ୍ନ ଆଧାରରେ ଭବିଷ୍ୟତ ସମ୍ପର୍କରେ ଅନେକ ଜିନିଷ ଜାଣିହୁଏ। ଏହା ଦ୍ବାରା ମଣିଷର ଆର୍ଥିକ ଓ ସାମାଜିକ ସ୍ଥିତର ମଧ୍ୟ […]
ନୂଆଦିଲ୍ଲୀ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ସମେତ କେନ୍ଦ୍ର ସରକାରଙ୍କ କେନ୍ଦ୍ରୀଭୂତ ରଣନୀତି ଓ ସକ୍ରିୟ ତଥା ଉଚିତ ପଦକ୍ଷେପ ଯୋଗୁ ଭାରତର କରୋନା ଆରୋଗ୍ୟ ହାର ବେଶ ଅଧିକ ରହିବା ସହ ସକ୍ରିୟ ମାମଲା ଦ୍ରୁତ ଗତିରେ ହ୍ରାସ ପାଉଛି […]
ନୂଆଦିଲ୍ଲୀ, ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଭର୍ଚୁଆଲ ବ୍ୟବସ୍ଥାରେ ୨୦୨୦ ଡିସେମ୍ବର ୧୭ ତାରିଖରେ ଏକ ଶିଖର ସମ୍ମିଳନୀରେ ଭାଗ ନେଇଥିଲେ। ଏହି ଅବସରରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସଂପର୍କର ସମସ୍ତ ଦିଗ […]