ଭୁବନେଶ୍ବର, ଆଜି ବିଜୁ ଛାତ୍ର ଜନତା ଦଳ ତରଫରୁ ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ବିଜୁ ଜନତା ଦଳର ଛାତ୍ର ବ୍ୟାପରରେ ଥିବା ବିଧାୟକ ବ୍ୟୋମକେଶ ରାୟ ଏହି ତାଲିକା ପ୍ରକାଶ କରିଛନ୍ତି। ତାଲିକା ଅନୁସାରେ ବିଜୁ ଛାତ୍ର ଜନତା […]
ଭୁବନେଶ୍ବର, କିଛି ଦିନ ଧରି ଲୋକେ ଏକ ଆଲମ୍ୟୁନିୟମ ତାର ଉପରେ ନାଳ ପାରି ହେବା ଭିଜୁୟାଲ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ଭିଜୁୟାଲଟି ହେଉଛି କନ୍ଧମାଳ ଜିଲ୍ଲାର ବାଲିଗୁଡା ନିକଟସ୍ଥ ବରିଣ୍ଡିପଡା ଗାଁର। ଏହି ଗାଁ ର ଲୋକେ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ରୋଗୀଙ୍କ ସଂଖ୍ୟା ୩୨.୧ ନିୟୁତ ମାର୍କ ଅତିକ୍ରମ କରିଥିବାବେଳେ ମୃତ୍ୟୁ ୯୮୧,୦୦୦ ରୁ ଅଧିକ ହୋଇଯାଇଛି। ଶୁକ୍ରବାର ସକାଳ ସୁଦ୍ଧା ମୋଟ ମାମଲା ୩ କୋଟି ୨୧ ଲକ୍ଷ ୩୫ ହଜାର […]
ଭୁବନେଶ୍ବର, ଓଡିଶାରୁ ସୁରଟ ଓ ଅହମଦାବାଦକୁ ସ୍ୱତନ୍ତ୍ର ଟ୍ରେନ ଗୁଡିକରେ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ଏବଂ ଗୁଜରାଟକୁ ଚଳାଚଳ କରୁଥିବା ଅନ୍ୟ ସ୍ୱତନ୍ତ୍ର ଟ୍ରେନ ଗୁଡିକରେ ମାତ୍ରାଧିକ ପ୍ରତିକ୍ଷ୍ୟା ସୂଚୀକୁ ନଜର ଦେଇ ପୂର୍ବତଟ ରେଳପଥ ଓଡିଶାରୁ ଗୁଜରାଟକୁ ଆହୁରି […]
ମୁମ୍ବାଇ, ରିଲାଏନ୍ସ ଜିଓ ତାହାର ନୂଆ ପୋଷ୍ଟପେଡ ପ୍ଲାନ ସମ୍ପର୍କରେ ଘୋଷଣା କରିବାର ଦିନକ ପରେ ଦୂରସଂଚାର କ୍ଷେତ୍ରରେ ପ୍ରତିଦ୍ୱନ୍ଦୀ କମ୍ପାନୀଗୁଡିକର ଷ୍ଟକମୂଲ୍ୟରେ ବୁଧବାର ଆକସ୍ମିକ ଭାବେ ୧୦% ପର୍ଯ୍ୟନ୍ତ ହ୍ରାସ ଘଟିଥିଲା । ଭୋଡାଫୋନ ଆଇଡିଆ ଷ୍ଟକ ମୂଲ୍ୟ ବମ୍ବେ […]
ନୂଆଦିଲ୍ଲୀ, ଏଥର ରାଜ୍ୟସଭାର ମୌସୁମୀ ଅଧିବେସନ ବିଜୁ ଜନତା ଦଳ ପାଇଁ ବେଶ୍ ଗୁରୁତ୍ବ ପୂର୍ଣ ହୋଇଛି। ରାଜ୍ୟସଭାରେ ଉପାଧ୍ୟକ୍ଷ ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବା ଏବଂ ଦୁଇଟି ବିଲକୁ ବିରୋଧ କରିବା ପରି ଗୁରୁତ୍ବପୂର୍ଣ୍ଣ ଘଟଣା ଘଟିଛି। ତେବେ […]
ତିରୁଭୁନ୍ତପୁରମ, ସେଦିନ ଏପରି ପରିସ୍ଥିତି ଘଟିବ ବୋଲି କେହି କେବେ ଆଶା କରି ନ ଥିଲେ। ନିଜେ ବିଦ୍ୟା ମଧ୍ୟ ଜାଣି ନ ଥିଲେ ଯେ ସେ ଏପରି ଏକ ପରିସ୍ଥିତିର ସମ୍ମୁଖୀନ ହେବେ। ସବୁଦିନ ପରି ଟ୍ରେନରୁ ଓହ୍ଲାଇ ସେ […]
ଭୁବନେଶ୍ବର, ଗତ କିଛିଦିନ ତଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ କିପରି କୋଭିଡ19 ସୁରକ୍ଷା ବ୍ୟବସ୍ଥା କରାଯାଇଛି ତାହାର ତଦାରଖ କରିଥିଲେ। ଏହି ସମୟରେ ତାଙ୍କ ବେକର ଆଇଡେଣ୍ଟି କାର୍ଡ ପରି ଏକ ବସ୍ତୁଟିଏ ଝୁଲୁଥିଲା। ହେଲେ ତାହା କାଳେ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ଆକ୍ରାନ୍ତ ସଂଖ୍ୟା ବୁଧବାର ସକାଳ ସୁଦ୍ଧା ମୋଟ ମାମଲା ୩ କୋଟି ୧୫ ଲକ୍ଷ ୧୭ ହଜାର ୮୭ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୯ ଲକ୍ଷ ୬୯ ହଜାର […]
ମୁମ୍ବାଇ/ଭୁବନେଶ୍ୱର: ପୋଷ୍ଟପେଡ୍ ସେବା କ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁ ଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁ କେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତ ଜିଓ ପୋଷ୍ଟପେଡ୍ ପ୍ଲସ୍ର ଶୁଭାରମ୍ଭ ଘୋଷଣା କରାଯାଇଛି । ନୂତନ ଭାବେ ଉନ୍ମୋଚିତ ଏହି ପୋଷ୍ଟପେଡ୍ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଅଧିକ ପ୍ରଭାବିତ ୭ ରାଜ୍ୟ/ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ଭର୍ଚୁଆଲ ବୈଠକରେ କୋଭିଡ ମୁକାବିଲା ପ୍ରସ୍ତୁତି ଓ ସ୍ଥିତି ସମୀକ୍ଷା କରିବେ । ଏହି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳଗୁଡିକ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଆଇଆଇଟି ଗୌହାଟୀର ସମାବର୍ତ୍ତନ ଉତ୍ସବରେ ଉଦ୍ବୋଧନ ଦେଇଛନ୍ତି । ‘ଜ୍ଞାନମ୍ ବିଜ୍ଞାନ ସହିତମ୍ ଯତ୍ ଜ୍ଞାତ୍ୱା ମୌକ୍ଷସ୍ୟ ଅଶୁଭାତ୍’ ଉକ୍ତି ଉଦ୍ଧାର କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବିଜ୍ଞାନ ସମେତ […]
ନୂଆଦିଲ୍ଲୀ, ଗତକାଲି ସଂସଦ ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଧରଣାରେ ବସିଥିବା ଆଠ ନିଳମ୍ବିତ ସାଂସଦଙ୍କୁ ଜଣେ ଆଶ୍ଚର୍ଯ୍ୟ ପରିଦର୍ଶକ ମିଳିଯାଇଥିଲେ। ସେମାନେ କେବେ ଭାବି ନ ଥିଲେ ଯେ, ତାଙ୍କ ଧାରଣା ସ୍ଥଳକୁ ସେ ବ୍ୟକ୍ତି ଜଣଙ୍କ ଏପରି […]
ଭୁବନେଶ୍ୱର, ସର୍ବନିମ୍ନ ସହାୟକ ମୂଲ୍ୟ ଯୋଜନାରେ ଖରିଫ୍ ଧାନ ସଂଗ୍ରହ ନିମନ୍ତେ ଚାଷୀ ନାମ ପଂଜୀକରଣ ଗତବର୍ଷ ତୁଳନାରେ ୨୦୨୦-୨୧ ଖରିଫ୍ରେ ୨୧ ପ୍ରତିଶତ ବୃଦ୍ଧି ପାଇଛି । ୨୦୨୦-୨୧ ଖରିଫ୍ ଧାନ ସଂଗ୍ରହ ନିମନ୍ତେ ମୋଟ ୧୪ ଲକ୍ଷ ୯୭ […]
ନୂଆଦିଲ୍ଲୀ, କ୍ରମାଗତ ଭାବେ ଦୁଇ ଦିନ ପାଇଁ ଭାରତରେ ୯୪,୦୦୦ରୁ ଅଧିକ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୪,୬୧୨ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ ମୋଟ ସୁସ୍ଥଙ୍କ ସଂଖ୍ୟା ୪୩ […]
କଟକ: ଆକାଶବାଣୀ କଟକ ସମାଚାର ବିଭାଗ ଦୈନିକ ଜିଲ୍ଲା ହାଲଚାଲ କାର୍ଯ୍ୟକ୍ରମକୁ ଏକ ନୂତନ ଶୈଳୀରେ ଆରମ୍ଭ କରିଛି। ରାଜ୍ୟରେ କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଏହି କାର୍ଯ୍ୟକ୍ରମରେ କେବଳ କୋଭିଡ-୧୯ ସମ୍ପର୍କିତ ସୂଚନା ଉପରେ ଗୁରୁତ୍ୱାରୋପ କରାଯିବ। ପ୍ରତ୍ୟେକ […]
ନୂଆଦିଲ୍ଲୀ, ଆଜି ଓଡିଶା ପାଇଁ ଏହା ଏକ ଗର୍ବର ଦିନ ଥିଲା। କାରଣ ୨୦ ବର୍ଷ ପରେ ଜଣେ ଓଡିଆ ସାଂସଦ ରାଜ୍ୟସଭା ପ୍ରକ୍ରିୟାରେ ଅଧ୍ୟକ୍ଷତା କରିଥିଲେ। ବିଜୁ ଜନତା ଦଳର ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ରାଜ୍ୟସଭାର ଉପାଧ୍ୟକ୍ଷ […]
ତିରୁବନନ୍ତପୁରମ୍, ଶନିବାର ସକାଳେ ପଶ୍ଚିମବଙ୍ଗ ଏବଂ କେରଳରେ ଚଢାଉ କରି ଜାତୀୟ ତଦନ୍ତ ଏଜେନ୍ସି ବା ଏନଆଇଏ, ଅଲ କାଏଦା ଆତଙ୍କବାଦୀଙ୍କ ଏକ ଆନ୍ତଃରାଜ୍ୟ ଆକ୍ରମଣକୁ ନଷ୍ଟ କରିଦେଇଛି। ନଅ ଅଲ କାଏଦା ଆତଙ୍କବାଦୀଙ୍କ ମଧ୍ୟରୁ ତିନିଜଣଙ୍କୁ ଏର୍ନାକୁଲମ ଜିଲ୍ଲାରୁ ଏବଂ […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ଉପନିର୍ବାଚନ ପାଇଁ ଏବେଠୁ ଚାଲିଲାଣି ଦଳଡିଆଁ।କଂଗ୍ରେସର ହାତଛାଡି ପୂର୍ବତନ ବିଧାୟକ ପ୍ରାର୍ଥୀଙ୍କ ସମେତ ପୂର୍ବତନ ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ,ସରପଞ୍ଚ, ସମିତିସଭ୍ୟଙ୍କ ସହ ଅନେକ ଆଗଧାଡ଼ିର ନେତା ଆଜି ବିଜେପିରେ ମିଶିଥିବାରୁ ତିର୍ତ୍ତୋଲ କଂଗ୍ରେସକୁ ଲାଗିଛି […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ମୋଟ ସଂଖ୍ୟା ୩୦.୩ ନିୟୁତରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୯୫୦,୦୦୦ ରୁ ଅଧିକ ହୋଇଛି। ଶନିବାର ସକାଳ ସୁଦ୍ଧା ମୋଟ ମାମଲା ୩ କୋଟି ୩ ଲକ୍ଷ ୯୫ ହଜାର […]
ନୂଆଦିଲ୍ଲୀ, ଭାରତରେ ଦିନକରେ ଆରୋଗ୍ୟଙ୍କ ସଂଖ୍ୟା ଅପ୍ରାତ୍ୟାଶିତ ଭାବେ ବୃଦ୍ଧି ପାଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୮୭,୪୭୨ ଜଣ ସକ୍ରିୟ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏମାନେ ଘରୋଇ, ସଂସ୍ଥାଗତ ସଙ୍ଗରୋଧ ଏବଂ ଡାକ୍ତରଖାନାରୁ ଛାଡ଼ ପାଇଛନ୍ତି। ବିଗତ ୧୧ […]