ନୂଆଦିଲ୍ଲୀ, ମାତ୍ର କିଛି ଦିନ ପୂବେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ମନ୍ତ୍ରଣାଳୟ ପକ୍ଷରୁ ଧୂପବତୀ ପ୍ରସ୍ତୁତ କରିବା ପାଇଁ ଆଗ୍ରହୀ କାରିଗରମାନଙ୍କୁ ସହାୟତା ପ୍ରଦାନକୁ ସଂପ୍ରସାରଣ ଏବଂ ଦ୍ୱିଗୁଣିତ କରିବା ନିମନ୍ତେ ଘୋଷଣା କରାଯାଇଥିଲା । ଏହି […]
ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡି ଭି ସଦାନନ୍ଦ ଗୌଡ଼ା କହିଛନ୍ତି ଯେ ସାଧାରଣ ଜନତା ଏବଂ ବିଶେଷ କରି ଗରିବ ଲୋକମାନଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଔଷଧ ଯୋଗାଇ ଦେବା ନିମନ୍ତେ ଭାରତ ସରକାର ଦେଶରେ 2025 […]
ନୂଆଦିଲ୍ଲୀ, କରୋନା ସମୟରେ ଚାକିରୀ ହରାଇଥିବା ବ୍ୟକ୍ତିଙ୍କ ପାଇଁ ବଡ଼ ଆଶ୍ୱସ୍ତି। ଇଏସଆଇସି ସଦସ୍ୟ ଥିବା କୌଣସି ବ୍ୟକ୍ତି ଚାକିରି ହରାଇଥିଲେ ସେମାନଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ। ନିକଟରେ ସମ୍ପ୍ରସାରିତ ଅଟଳ ବୀମିତ କଲ୍ୟାଣ ଯୋଜନା ଅନ୍ତର୍ଗତ ଚାକିରି ହରାଇଥିବା କର୍ମଚାରୀମାନେ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 18 ସେପ୍ଟେମ୍ବର 2020 ମଧ୍ୟାହ୍ନ 12ଟାରେ ଭିଡିଓ କନଫରେନ୍ସ ଜରିଆରେ କୋଶୀ ରେଳ ମହାସେତୁ (ବିଶାଳ ସେତୁ)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହା ବ୍ୟତୀତ ବିହାର ରାଜ୍ୟର ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ଯାତ୍ରୀ […]
ବେଜିଂ, ଆସନ୍ତା ନଭେମ୍ବର ମାସ କିମ୍ବା ଡିସେମ୍ବରରେ ଚୀନର ଲୋକମାନଙ୍କୁ କୋଭିଡ19 ଟୀକା ମିଳି ପାରିବ। ସେଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି ବୋଲି କହିଛନ୍ତି ଚାଇନିଜ୍ ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ମୁଖ୍ୟ ଡ. ହୁୟୁ ଗୁଝେନ୍। […]
ତିରୂପତି, ଆନ୍ଧ୍ର ପ୍ରଦେଶସ୍ଥିତ ବିଶ୍ୱ ପ୍ରସିଦ୍ଧ ତିରୂପତି ମନ୍ଦିର ଦାନ ବାକ୍ସରୁ ୫୦ କୋଟି ଟଙ୍କାର ପୁରୁଣା ନୋଟ ମିଳିଛି। ଏହି ନୋଟଗୁଡିକ ଭକ୍ତମାନେ ପ୍ରଦାନ କରିଛନ୍ତି। ଏହି ନୋଟକୁ ନେଇ ମନ୍ଦିର କର୍ତ୍ତୁପକ୍ଷ ଚିନ୍ତାରେ ପଡିଯାଇଛନ୍ତି। ଜଣେ ଟିଟିଡି ଅଧିକାରୀ […]
ନୂଆଦିଲ୍ଲୀ, ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଉନ୍ନୟନ କାର୍ଯ୍ୟ କରାଯିବ। ଦେଶରେ ପ୍ରଥମ ପର୍ଯ୍ୟାୟରେ ଯେଉଁ 8ଟି ଖେଲୋ ଇଣ୍ଡିଆ ରାଜ୍ୟ ଉତ୍କର୍ଷ କେନ୍ଦ୍ରର ବିକାଶ କରାଯିବ ସେଥିମଧ୍ୟରେ କଳିଙ୍ଗ ଷ୍ଟାଡିୟମ ଅନ୍ତର୍ଭୁକ୍ତ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର […]
ନୂଆଦିଲ୍ଲୀ, ଓଡ଼ିଶା ସମେତ ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ କ୍ଷେତ୍ରରେ ୩୭ଟି ମେଗା ଫୁଡ଼୍ ପାର୍କକୁ ସରକାର ମଞ୍ଜୁରି ପ୍ରଦାନ କରିଛନ୍ତି । ଆଜି ଲୋକସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର […]
ନୂଆଦିଲ୍ଲୀ, କୋଭିଡ -19 ଭୟରେ ବର୍ତ୍ତମାନ ହୃଦରୋଗୀମାନେ ଡାକ୍ତରଖାନା ଆସୁ ନ ଥିବାରୁ ପ୍ରାୟ 20 ପ୍ରତିଶତ ଏହି ରୋଗ ବୃଦ୍ଧି ଘଟିଛି। ଆଜି ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଆପୋଲୋ ହସପିଟାଲ ତରଫରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି […]
ସମୀକ୍ଷା ବ୍ୟୁରୋ ଆଜି ଦୂରଦର୍ଶନ 61 ତମ ଜନ୍ମଦିବସ ପାଳନକରୁଛି । 1959 ମସିହା ସେପ୍ଟେମ୍ବର 15 ତାରିଖରେ ଦୂରଦର୍ଶନର ଆରମ୍ଭ ସହିତ ଭାରତରେ ମନୋରଞ୍ଜନ ଓ ସୂଚନା ପ୍ରସାରଣର ଏକ ନୂତନ ଯୁଗର ଆରମ୍ଭ ହୋଇଥିଲା। ସେହି ସମୟରେ ଦୂରଦର୍ଶନକୁ […]
ୱାଶିଂଟନ୍, ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ ବିଶ୍ବରେ କରୋନାଭାଇରସ୍ ଆକ୍ରାନ୍ତ ମୋଟ ସଂଖ୍ୟା ୨୯.୧ ନିୟୁତ ଅତିକ୍ରମ କରିଥିବାବେଳେ ମୃତ୍ୟୁ ୯୨୭,୦୦୦ ରୁ ଅଧିକ ହୋଇଛି। ମଙ୍ଗଳବାର ସକାଳ ସୁଦ୍ଧା ମୋଟ ମାମଲା ୨୯,୧୮୨,୧୯୮ ରେ ପହଞ୍ଚିଛି ଏବଂ ମୃତ୍ୟୁହାର ୯୨୭,୦୧୫ […]
ଭୁବନେଶ୍ୱର: ସାମ୍ପ୍ରତିକ ଆହ୍ୱାନମୂଳକ ସମୟରେ ଘରେ ରହି କାର୍ଯ୍ୟ କରିବା (ୱାର୍କ ଫ୍ରମ ହୋମ) ଏବଂ ଅନ୍ଲାଇନ ଶ୍ରେଣୀଶିକ୍ଷା ଏକ ପ୍ରକାର ନିୟମ ହୋଇପଡିଥିବାବେଳେ ଅନେକଙ୍କ ପାଇଁ ନିର୍ଭରଯୋଗ୍ୟ ହାଇସ୍ପିଡ ଇଂଟରନେଟ ଏକ ଜରୁରୀ ଆବଶ୍ୟକତାରେ ପରିଣତ ହୋଇଛି । ଏଭଳି […]
ନୂଆଦିଲ୍ଲୀ, ଗୁରୁତର କୋଭିଡ-19 ରୋଗରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଠାରେ ଥକାପଣ, ଶରୀର ଯନ୍ତ୍ରଣା, କାଶ, ଗଳା ଦରଜ, ନିଶ୍ୱାସ ନେବାରେ ଅସୁବିଧା ସମେତ ବିଭିନ୍ନ ପ୍ରକାର ସଙ୍କେତ ଓ ଲକ୍ଷଣ ଦେଖିବାକୁ ମିଳୁଛି। କୋଭିଡ ରୋଗରେ ଅଧିକ ଗୁରୁତର […]
ସାନ ଫ୍ରାନ୍ସିସ୍କୋ, ଗତ ମାସରେ କାଲିଫର୍ଣିଆ ଜଙ୍ଗଲରେ ନିଆଁ ଲାଗିଯାଇ ଅତି କମରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ପ୍ରାୟ ୧୨,୯୫୦ ବର୍ଗ କିଲୋମିଟର ଜଙ୍ଗଲ ପୋଡି ଯାଇଛି। ଏହି ଅଗ୍ନିକାଣ୍ଡରେ ୪,୦୦୦ ଗୃହ ନଷ୍ଟ ହୋଇଯାଇଛି। ଗତମାସରେ ଲାଗିଥିବା […]
ବାଙ୍ଗାଲୁରୁ, ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଫଟୋ ବେଶ୍ ଭାଇରାଲ ହେବାରେ ଲାଗିଛି। ତାହା ହେଉଛି ଇନଫୋସିସ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ସୁଧା ମୂର୍ତ୍ତି ପରିବା ବିକ୍ରି କରୁଛନ୍ତି। ଫଟୋ ସହିତ ଏକ ଲେଖା ମଧ୍ୟ ରହିଛି। ସେଥିରେ ଉଲ୍ଲେଖ […]
ନୂଆଦିଲ୍ଲୀ, ସୋମବାରଠାରୁ ସଂସଦର ମୌସୁମୀ ଅଧିବେଶନ ୨୦୨୦ ଆରମ୍ଭ ହେବ । ଏହା ସପ୍ତଦଶ ଲୋକସଭାର ଚତୁର୍ଥ ତଥା ରାଜ୍ୟ ସଭାର ୨୫୨ତମ ଅଧିବେଶନ। ଏହି ଅଧିବେଶନ ଆସନ୍ତା ଅକ୍ଟୋବର ପହିଲାରେ ଶେଷ ହେବ। ଏହି ଅଧବେଶନର ମୋଟ ୧୮ ଦିନରେ […]
ନୂଆଦିଲ୍ଲୀ, ଦେଶରେ ଦୈନିକ ୭୦ ହଜାରରୁ ଅଧିକ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିବାରେ ଲାଗିଛନ୍ତି। ସମ୍ମିଳିତ ଉଦ୍ୟମ, ବ୍ୟାପକ ପରୀକ୍ଷା ଓ ଗୁଣାତ୍ମକ ଚିକିତ୍ସା ଯୋଗୁଁ ଏହା ସମ୍ଭବ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮,୩୯୯ ଜଣ […]
ଦିଲ୍ଲୀପ ହାଲି ଓଡିଆ ଚଳଚିତ୍ର, ଧାରାବାହିକ ଏବଂ ନାଟ୍ୟ ଜଗତର ଜଣେ ପ୍ରତିଭାବାନ ବ୍ୟକ୍ତିତ୍ବ ହେଉଛନ୍ତି ଅଜିତ ଦାସ। ୧୯୪୯ ମସିହା ଜାନୁୟାରୀ ୨୦ ତାରିଖରେ ବାରିପଦାରେ ଜନ୍ମ ଗ୍ରହଣ କରିଥିବା ଅଜିତ ଦାସ ଓଡିଆ ନାଟ୍ୟ ଓ ଚଳଚିତ୍ର ଜଗତରେ […]
ସଂପଦ ଦଳାଇ ଭୁବନେଶ୍ବର, ଖୁବ ଶିଘ୍ର ଓଡିଶାରେ ଦୁଇଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏହି ଦୁଇଟି ଆସନ ହେଲା ତିର୍ତ୍ତୋଲ ଏବଂ ବାଲେଶ୍ବର ସଦର ଆସନ। ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଧାୟକ ଥିବା ବିଷ୍ଣୁ ଦାସ ଏବଂ ବାଲେଶ୍ବର […]
ମୁମ୍ବାଇ, ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ରୀୟା ଚକ୍ରବର୍ତ୍ତୀଙ୍କ ସହିତ ଏକ ଭିଡିଓ ବର୍ତ୍ତମାନ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ରିୟା ଏବଂ ସୁଶାନ୍ତ ଉଭୟ ଧୂମପାନ କରୁଥିବା ଦେଖାଯାଇଛି । ଭିଡିଓରେ ଦେଖାଯାଉଛି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ରେ ବିହାରରେ ନିର୍ମିତ ୩ଟି ପେଟ୍ରୋଲିୟମ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବେ। ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଏହି ପ୍ରକଳ୍ପ ତ୍ରୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଅର୍ପିତ ହେବ। ଏହି ପ୍ରକଳ୍ପଗୁଡିକ ହେଲା […]