କେଦାର ମିଶ୍ର “ଏ ପରିସ୍ଥିତିରୁ କେବଳ ଭଗବାନ ହିଁ ଆମକୁ ବଞ୍ଚାଇ ପାରିବେ, ସରକାର ଆଉ କଣ ବା କରିପାରିବେ” – ଏ ଉକ୍ତି କୌଣସି ସାଧାରଣ ଲୋକର ନୁହେଁ। ଖୋଦ କର୍ଣ୍ଣାଟକର ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁ ଏହି ବକ୍ତବ୍ୟ ରଖିଛନ୍ତି। […]
ସମୀକ୍ଷା ବ୍ୟୁରୋ: ଆସନ୍ତା କାଲି ସନ୍ଧ୍ୟାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରମୁଖ କୋଭିଡ ପ୍ରବଣ ଜିଲ୍ଲା ଯଥା- ଗଞ୍ଜାମ, ଖୋର୍ଦ୍ଧା, କଟକ ଏବଂ ଯାଜପୁର ତଥା ରାଉରକେଲା ମ୍ଯୁନିସିପାଲିଟି ଅଞ୍ଚଳରେ ରାଜ୍ୟ ସରକାର ଲକ ଡାଉନ ଲାଗୁ କରିଛନ୍ତି। […]
ସୀତାରାମ ଅଗ୍ରୱାଲ ବାଣପୁର, ବାଣପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଠକେଇ ଓ ବ୍ୟାପକ ଜାଲିଆତି ଅଭିଯୋଗ। ଜଣେ ସରପଞ୍ଚଙ୍କ ସ୍ବାମୀ ଓ ତାଙ୍କର ସମ୍ପର୍କୀୟ ଏପରି କେଳେଙ୍କାରୀରେ ସମ୍ପୃକ୍ତ ଥିବା ମଧ୍ୟ ଅଭିଯୋଗ ଆସିଛି। ବ୍ଲକର ଭବାନୀପୁର ପଞ୍ଚାୟତ ସାହସପୁର […]
ବେଙ୍ଗାଳୁରୁ, ସ୍ଥିତି ଯଦି ଖରାପ ହୁଏ ତେବେ ସେପ୍ଟମ୍ବର ପହିଲା ବେଳକୁ ଭାରତର କୋଭିଡ-19 ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା 35 ଲକ୍ଷରେ ପହଞ୍ଚିଯିବ। ସେହି ସମୟ ବେଳକୁ କର୍ଣ୍ଣାଟକରେ ରୋଗୀଙ୍କ ସଂଖ୍ୟା 2 ଲକ୍ଷ ଟପିଯିବ। ବର୍ତ୍ତମାନର ସ୍ଥିତିକୁ ଅନୁଧ୍ୟାନ କରି […]
କେଦାର ମିଶ୍ର କରୋନା ଭୂତାଣୁକୁ ନେଇ ଦିନକୁ ଦିନ ଦୁଃସମ୍ବାଦ ବଢି ଚାଲିଛି। କେବଳ ଏହି ମହାମାରୀ ଆମ ଜୀବନ ପ୍ରତି ବିପଦ ସୃଷ୍ଟି କରିନାହିଁ, ଏହା ଆସ୍ତେ ଆସ୍ତେ ଆମର ଜୀବିକା ଓ ସମାଜକୁ ମଧ୍ୟ ଧ୍ଵଂସ କରିବା ଆରମ୍ଭ […]
ନୂୂଆଦିଲ୍ଲୀ, କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଆଜି ଦିଲ୍ଲୀ ଆଇଆଇଟି ଦ୍ୱାରା ବିକଶିତ ବିଶ୍ୱର ସବୁଠୁ ଶସ୍ତା ଆରଟି-ପିସିଆର ଭିତ୍ତିକ କୋଭିଡ-୧୯ ଡାଇଗ୍ନୋଷ୍ଟିକ କିଟ୍କୁ ଇଲେକ୍ଟ୍ରୋନିକ ମାଧ୍ୟମରେ ଉନ୍ମୋଚନ କରିଛନ୍ତି । ଏହି କିଟ୍କୁ ଆଇସିଏମ୍ଆର […]
ନୂଆଦିଲ୍ଲୀ, ଭାରତ ୨୦୧୯-୨୦ ଆର୍ଥିକ ବର୍ଷରେ ୨୭୫୭.୯୦ କୋଟି ଟଙ୍କାର କତା ଓ ଅନ୍ୟାନ୍ୟ କତା ଜାତୀୟ ସାମଗ୍ରୀ ରପ୍ତାନୀ କରି ଏକ ସର୍ବକାଳୀନ ରେକର୍ଡ ପ୍ରତିଷ୍ଠା କରିଛି । ୨୦୧୮-୧୯ ବର୍ଷ ତୁଳନାରେ ଏହି ରପ୍ତାନୀ ପରିମାଣ ୩୦ କୋଟି […]
ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍), ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍) ଓ ଗୁଗୁଲ୍ ଏଲ୍ଏଲ୍ସି (ଗୁଗୁଲ୍) ପକ୍ଷରୁ ଏକ ନିର୍ଦିଷ୍ଟ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିବା ଆଜି ଘୋଷଣା କରାଯାଇଛି । ଏହି ଘୋଷଣା […]
କେଦାର ମିଶ୍ର କଂଗ୍ରେସର ଦୁଇଜଣ ପ୍ରଭାବଶାଳୀ ଯୁବ ନେତା ହଠାତ ବିଜେପିମୁହାଁ ହେବା, କରୋନା ମହାମାରୀ ସମୟର ସବୁଠୁ ବଡ ଖବର। କଂଗ୍ରେସ କ୍ଷମତାରେ ଥିବା ବେଳେ ରାହୁଲ ଗାନ୍ଧୀଙ୍କର ଅତ୍ୟନ୍ତ ଘନିଷ୍ଠ ରହିଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ମାର୍ଚ୍ଚ ମାସରେ ଅକସ୍ମାତ […]
ଭୁବନେଶ୍ବର, କୋଭିଡ-୧୯ ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଭାରତୀୟ ରେଳବାଇ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । କପୁରତଲା ସ୍ଥିତ ଭାରତୀୟ ରେଳଡବା କାରଖାନା ପକ୍ଷରୁ କୋଭିଡ ପରବର୍ତ୍ତୀ କୋଚ୍ ନିର୍ମାଣ ପାଇଁ ସ୍ୱତନ୍ତ୍ର ଧରଣର ନିରାପଦ କୋଚ […]
କେଦାର ମିଶ୍ର ଆଜି ଯେତେବେଳେ ଏକ ଭୟଙ୍କର ବିପଦକୁ ଆମେ ସାମ୍ନା କରୁଛେ, ସେତେବେଳେ ସେହି ବିପଦରୁ ରକ୍ଷା ପାଇବାକୁ ଆମକୁ ଏକମାତ୍ର ଔଷଧ ଭାବରେ ସାମାଜିକ ଦୂରତାର ଚିଠା ଧରେଇ ଦିଆ ଯାଇଛି। ସ୍ପର୍ଶ ମାଧ୍ୟମରେ କରୋନା ଭୂତାଣୁ ସଂକ୍ରମିତ […]
ଭୁବନେଶ୍ବର, କୋଭିଡ-19 ପରିଚାଳନା ବ୍ୟବସ୍ଥାରେ କିଛିଟା ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର। ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ଏଣିକି ହୋମ୍ ଆଇସୋଲେସନରେ ରଖିବା ପାଇଁ ଅନୁମତି ଦିଆଯିବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରିବର୍ତ୍ତିତ ନିୟମ […]
କେଦାର ମିଶ୍ର କର୍ଣ୍ଣାଟକ ଓ ମଧ୍ୟପ୍ରଦେଶ ପରେ ଏବେ ରାଜସ୍ଥାନରେ ମଧ୍ୟ କଂଗ୍ରେସ ସରକାର ଭାଙ୍ଗିବା ଅବସ୍ଥାକୁ ଚାଲି ଆସିଛି। ରାଜସ୍ଥାନ କଂଗ୍ରେସର ଟାଣୁଆ ଯୁବ ନେତୃତ୍ଵ ଭାବେ ଦୀର୍ଘ ବର୍ଷ ଧରି କାମ କରି ଆସିଥିବା ସଚିନ ପାଇଲଟ ଏବେ […]
ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ଓୟାରଲେସ୍ ପ୍ରଯୁକ୍ତି କ୍ଷେତ୍ରରେ ବିଶ୍ୱର ଅଗ୍ରଣୀ ସଂସ୍ଥା କ୍ୱାଲ୍କମ୍ କ୍ୱାଲ୍କମ୍ […]
ନୂଆଦିଲ୍ଲୀ, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ସହିତ ସମ୍ପୂର୍ଣ୍ଣ ସହଯୋଗରେ କେନ୍ଦ୍ର ଦ୍ଵାରା ନିଆଯାଇଥିବା ସମନ୍ୱିତ ପଦକ୍ଷେପଗୁଡିକ ମାଧ୍ୟମରେ ଶୀଘ୍ର ଚିହ୍ନଟ ଏବଂ ଠିକ୍ ସମୟରେ ନିରାକରଣ ତଥା ପ୍ରଭାବଶାଳୀ ଚିକିତ୍ସା ପରିଚାଳନା ଯୋଗୁଁ ଆରୋଗ୍ୟ ହାର କ୍ରମାଗତ ବୃଦ୍ଧି ପାଇବାରେ […]
ନୂଆଦିଲ୍ଲୀ: ପ୍ରଥମ ଥର ନିମନ୍ତେ ଭାରତୀୟ ରେଳବାଇ ବାଂଲାଦେଶର ବେନାପୋଲକୁ ଆନ୍ଧ୍ରପ୍ରଦେଶ ଗୁଣ୍ଟୁରର ରେଡ୍ଡୀପାଲମରୁ ଶୁଖିଲା ଲଙ୍କା ସ୍ଵତନ୍ତ୍ର ପାର୍ସଲ ଟ୍ରେନ ଯୋଗେ ପଠାଇଛି। ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଓ ଏହାର ଆଖପାଖ ଅଞ୍ଚଳ ଲଙ୍କା ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି। […]
ଭୁବନେଶ୍ବର, କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ କଟକ ଜିଲ୍ଲାର କୋଭିଡ୍ ପର୍ଯ୍ୟବେକ୍ଷକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. […]
ନୂଆଦିଲ୍ଲୀ, ସର୍ବଭାରତୀୟ ବ୍ୟାଘ୍ର ଗଣନା 2018ର ଫଳାଫଳ ଗତବର୍ଷ ବିଶ୍ଵ ବ୍ୟାଘ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଘୋଷିତ ହୋଇଥିଲା। ବିଶ୍ଵର ସର୍ବବୃହତ କ୍ୟାମେରା ଉତ୍ତୋଳିତ ବନ୍ୟପ୍ରାଣୀ ସର୍ଭେ ହିସାବରେ ଏହା ଗିନିଜ ୱାର୍ଲ୍ଡ ଅଫ ରେକର୍ଡରେ […]
ନୂଆଦିଲ୍ଲୀ, ଭାରତୀୟ ଭେଷଜ ମହାନିୟନ୍ତ୍ରକ (ଡିସିଜିଆଇ) କୋଭିଡ-19 ଆକ୍ରନ୍ତଙ୍କ ପାଇଁ ‘ଆଇଟୋଲିଜୁମାବ’ ଔଷଧ ଜରୁରୀକାଳୀନ ସୀମିତ ବ୍ୟବହାରକୁ ଅନୁମତି ପ୍ରଦାନ କରିଛନ୍ତି। ‘ଆଇଟୋଲିଜୁମାବ’ (ଆରଡିଏନ୍ଏ ଅରିଜିନ) ଏକ ମନୋକ୍ଲୋନାଲ ଆଣ୍ଟିବଡି ବା ରୋଗ ପ୍ରତିରୋଧକାରୀ ଔଷଧ। ଏହା ଏବେ ଗୁରୁତର ଏବଂ […]
କେଦାର ମିଶ୍ର ଯୁଦ୍ଧରେ ଜିତିଯାଇଛୁ ବୋଲି ଆମେ କହୁଛୁ, ହେଲେ ଯୁଦ୍ଧକୁ ଅସ୍ଵୀକାର କରୁଛୁ। ଆମେ ରଣଛୋଡ ଅବସ୍ଥାରେ ଯୁଦ୍ଧ ଜିତିବାର ପ୍ରଚାର କରିଚାଲିଛୁ। ପୂରା କରୋନା ମୁକାବିଲା କ୍ଷେତ୍ରରେ ଆମର ସ୍ଥିତି ବର୍ତ୍ତମାନ ଯୁଦ୍ଧ ଆରମ୍ଭ ହେବା ଆଗରୁ ଯୁଦ୍ଧ […]
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ବିଶ୍ଵ ମହାମାରୀ କରୋନା। ଏହା ସହିତ ଭୁବନେଶ୍ୱରରେ କରୋନା ସଂକ୍ରମଣଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢି ଚାଲିଛି। ଆଜି କୋଭିଡ ସ୍ଥିତିକୁ ନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମ […]