ଭୁବନେଶ୍ବର: ଚିଲିକା ନିର୍ବାଚନ ମଣ୍ଡଳୀରୁ ପ୍ରସନ୍ନ ପାଟ୍ଟଶାଣୀ ଛିଡା ହେବେ। ଏହି ଖବର ଜଣାପଡିବା ପରେ ଚିଲିକା ବିଜେଡିରେ ଆରମ୍ଭ ହେଲା କମ୍ପନ। କାରଣ ପ୍ରସନ୍ନ ପାଟ୍ଟଶାଣୀ ଚିଲିକାରେ ଜନ୍ମ ହୋଇଥିଲେ ମଧ୍ୟ ତାଙ୍କର କର୍ମଭୂମି ନୁହେଁ। ଏପରିକି ତାଙ୍କର ଚିଲିକା […]
ନୂଆଦିଲ୍ଲୀ: ମଇ ୨୫ ତାରିଖରେ ଷଷ୍ଠ ପର୍ଯ୍ୟାୟରେ ରାଜଧାନୀର ସମସ୍ତ ୭ଟି ଲୋକସଭା ଆସନରେ ମତଦାନ ହେବ। ଜୁନ୍ ୪ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏଥର ଦିଲ୍ଲୀରେ ଆମ୍ ଆଦମୀ ପାର୍ଟି ଓ କଂଗ୍ରେସ ଏକାଠି ନିର୍ବାଚନ ଲଢ଼ୁଛନ୍ତି। ୭ଟି ଆସନ […]
ଭୁବନେଶ୍ବର: ଓଡିଶାରେ ବିଜେଡି ବିଜେପି ମେଣ୍ଟ ଭିତରେ କଂଗ୍ରେସ ତାହାର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛି। ଭୁବନେଶ୍ବର ଓ ଦିଲ୍ଲୀରେ ଘନଘନ ବୈଠକ କରି ଦଳ ମୁକିବିଲା ସ୍ଥିତିରେ ରହିଛି। ବିଭିନ୍ନ ବୈଠକରେ ଦଳର ଶୀର୍ଷ ନେତୃବୃନ୍ଦ ଓଡିଶାର ମେଣ୍ଟ ରାଜନୀତିକୁ […]
ଭୁବନେଶ୍ବର: ଚିଲିକାର ବିଜେଡିରୁ ବିଧାୟକ ପ୍ରାର୍ଥୀ ହେବେ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ। ଏ ନେଇ ଦଳର ପ୍ରସ୍ତାବ ଚାରିଆଡେ ପ୍ରଚାର ହେବା ପରେ ବର୍ତ୍ତମାନ ତୃଣମୂଳ ସ୍ତରରେ ଦେଖାଦେଇଛି ବିରୋଧ। ଯାହାକୁ ନେଇ ବିଜେଡି ବର୍ତ୍ତମାନ ଅଡୁଆ ପରିସ୍ଥିତିରେ ପଡିଯାଇଛି। […]
ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଉତ୍ତେଜନା ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦକ୍ଷିଣ ଭାରତୀୟ ରାଜ୍ୟ କର୍ଣ୍ଣାଟକରେ ବିଜେପିର ରାସ୍ତା କଷ୍ଟକର ହୋଇପଡ଼ିଛି, କାରଣ ଟିକେଟ୍ ଘୋଷଣା ପରେ ଅନେକ ବଡ଼ ନେତା […]
ଭୁବନେଶ୍ବର: ମେଣ୍ଟକୁ ନେଇ ବର୍ତ୍ତମାନ ସାରା ରାଜ୍ୟ ରାଜନୀତି ପଡୁଛି ଉଠୁଛି। ହେଲେ ଏହା କେବ ହେବ କେମିତି ହେବ ସେ ନେଇ ଏ ପର୍ଯ୍ୟନ୍ତ କୌଣସି ପୂର୍ଣ୍ଣାଙ୍ଗ ତଥ୍ୟ ଆସିପାରି ନାହିଁ। ଏପରି କ୍ଷେତ୍ରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ […]
ଭୁବନେଶ୍ଵର: ଦେଶର ରାଜନୀତି ଏବେ ଏମିତି ହୋଇଛି ଯେଉଁଠି ଗୋଟିଏ ପରେ ଗୋଟିଏ ପିଢ଼ି ରାଜନୀତିରେ ପ୍ରବେଶ କରୁଛନ୍ତି। ପୂର୍ବରୁ ବରିଷ୍ଠ ନେତାଙ୍କ ପୁଅମାନେ ପରିବାରର ରାଜନୀତିକୁ ସମ୍ଭାଳୁ ଥିଲେ। ଏବେ ଝିଅମାନେ ମଧ୍ୟ ପଛରେ ନାହାନ୍ତି। ୨୦୨୪ ଓଡ଼ିଶା ବିଧାନସଭା […]
ଭୁବନେଶ୍ବର: ଇତି ମଧ୍ୟରେ ବିଜେଡି ତାହାର ପ୍ରାର୍ଥୀ ଠିକ କରିବାରେ ଲାଗିଛି। ନିର୍ବାଚନ ବିଗୁଲ ବାଜି ସାରିଥିବାରୁ ଦଳ ବର୍ତ୍ତମାନ ପୁରୀ ଜଗନ୍ନାଥ ଧାମରୁ ଏହାର ପ୍ରାର୍ଥୀ ଖୋଜା ଆରମ୍ଭ କରିଛି। ସେହି ଅନୁସାରେ ପୁରୀ ଲୋକସଭା ଏବଂ ଏହା ଅଧିନରେ […]
ଭୁବନେଶ୍ବର: ମେଣ୍ଟ ହେଲେ କୌଣସି ହାଲତରେ ପୁରୀ ଲୋକସଭା ଆସନ ବିଜେପି ହାତକୁ ଟେକି ଦେବ ନାହିଁ ବିଜେଡି। ସୋମବାର ଦିନ ନବୀନ ନିବାସରେ ବସିଥିବା ଦଳିୟ ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଛି। ପୁରୀ ଓଡିଶାର ମର୍ଯ୍ୟଦା ପୂର୍ଣ୍ଣ ଆସନ […]
ଭୁବନେଶ୍ବର: ମୋନିଦୀପା ସର୍ଖେଲ। ନିକଟରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯାହାକୁ ନେଇ ପାରାଦୀପ ରାଜନୀତି ହୋଇଉଠିଛି ସରଗରମ। କାରଣ ହେଲା, ସେ କଣ ଏଥର ପାରାଦୀପରୁ ବିଜେଡିର ପ୍ରାର୍ଥୀ ହେବେ କି ? ଏ ନେଇ ବିଜେଡି କର୍ମି ମହଲରେ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଭାରତୀୟ ଜନତା ପାର୍ଟି ନିର୍ବାଚନ ମଇଦାନକୁ ସମ୍ପୂର୍ଣ୍ଣ ଭାବେ ଓହ୍ଲାଇଛି। ଆଜି ତାମିଲନାଡୁର ସଲେମରେ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିବେ। ଏହାପୂର୍ବରୁ ବିଜେପି ଦକ୍ଷିଣରେ ଆଉ […]
ଭୁବନେଶ୍ୱର: ଆଦିବାସୀ ସମ୍ପ୍ରଦାୟ ହେଉଛନ୍ତି ଓଡ଼ିଶା ରାଜ୍ୟ ଏବଂ ଏହାର ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହି ସମ୍ପ୍ରଦାୟ କେବଳ ଏହି କାରଣରୁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଯେ ସେମାନେ ରାଜ୍ୟର ଜନସଂଖ୍ୟାର ୨୨.୮ ପ୍ରତିଶତ ବା ଏକ କୋଟିରୁ ଅଧିକ ଅଟନ୍ତି […]
ଭୁବନେଶ୍ବର: ଶେଷ ହୋଇଛି ବିଜେଡିର ନିର୍ବାଚନ ପ୍ରସ୍ତୁତି ବୈଠକ। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏଥିରେ ଆଜି ନବୀନ ପୁରୀ ଲୋକସଭା କ୍ଷେତ୍ରରୁ ତାଙ୍କର ନିର୍ବାଚନ ରଣନୀତି ଆରମ୍ଭ […]
ଭୁବନେଶ୍ବର: ଓଡିଶାରେ ମେଣ୍ଟ ହେବ, ଏହି ଚର୍ଚ୍ଚା କିଛିଦିନ ଧରି ନିରବତା ପରେ ଏବେ ପୁଣି ସକ୍ରିୟ ହୋଇ ଉଠିଛି। ନୂଆଦିଲ୍ଲୀରେ ଏହି ଚର୍ଚ୍ଚା ଅଧିକ ପରିଲକ୍ଷିତ ହୋଇଛି। ରାଜ୍ୟରେ ବିଜେଡି ବିଜେପି ମେଣ୍ଟ ହେବ। ବର୍ତ୍ତମାନ ତାହା ଶେଷ ପର୍ଯ୍ୟାୟରେ […]
Election2024: ଶନିବାର ଦିନ ଭାରତ ନିର୍ବାଚନ କମିଶନର ରାଜୀବ କୁମାର ଦେଶର ଲୋକସଭା ଏବଂ ଚାରୋଟି ରାଜ୍ୟର ବିଧାନସଭା ନିର୍ବାଚନ ଘୋଷଣା କରିଛନ୍ତି। ସେହି ଅନୁସାରେ ସାରା ଦେଶରେ ସାତଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏତିରେ କେଉଁ ରାଜ୍ୟରେ […]
ଖୋର୍ଦ୍ଧା: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନର୍ବାଚନ ପାଇଁ ଭାରତ ନିର୍ବାଚନ କମିଶନ ଗତକାଲିଠାରୁ ଘୋଷଣା କରିବା ପରେ ଆଦର୍ଶ ଆଚରଣ ବିଧି କଡ଼ାକଡ଼ି ପାଳନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । […]
ଭୁବନେଶ୍ବର: ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଦୀର୍ଘ ବର୍ଷ ଧରି ତାଙ୍କୁ ବିଜେଡି କୌଣସି ନିର୍ବାଚନରେ ଟିକେଟ ନ ଦେବାରୁ ଅରିନ୍ଦମ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ତେବେ ସେ ବିଜେପିରେ ଯୋଗଦେବା ପରେ କେଉଁ […]
ଭୁବନେଶ୍ବର: ଓଡିଶାରେ ବିଜେପି ବିଜେଡି ମେଣ୍ଟ ହେବ କି ନାହିଁ ସେଥିରେ ଏ ପର୍ଯ୍ୟନ୍ତ ପୂର୍ଣ୍ଣଚ୍ଛେଦ ପଡି ନାହିଁ। ହେଲେ ଶୀର୍ଷ ମହଲରେ ଏହା ଉପରେ ବାରମ୍ବାର ଆଲୋଚନା ଚାଲିଛି ବୋଲି ଜଣାପଡିଛି। ତେବେ ଏହି ମେଣ୍ଟରେ ଯେଉ ବଡ ସମସ୍ୟା […]
ଭୁବନେଶ୍ୱର: ଗତକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ‘ରାଜ୍ୟ ନିର୍ବାଚନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ଉଭୟ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ଉପରେ ଆଲୋଚନା କରାଯାଇ ପ୍ରାର୍ଥୀ […]
ନୂଆଦିଲ୍ଲୀ: ଆଜି ନିର୍ବାଚନ କମିଶନର ଦେଶର ଲୋକସଭା ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେହି ତାରିଖ ଅନୁସାରେ ପ୍ରଥମ ଭୋଟ ଗ୍ରହଣ ୧୯ ଏପ୍ରିଲରୁ ଆରମ୍ଭ ହେଉଛି। ଏହିପରି ସାତଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ତେବେ କେଉଁଦିନ ଭୋଟ […]
ନୂଆଦିଲ୍ଲୀ: ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ନବନିର୍ବାଚିତ ନିର୍ବାଚନ କମିଶନର ଗଣେଶ କୁମାର ଏବଂ ସୁଖବୀର ସିଂ ସନ୍ଧୁ ବିଜ୍ଞାନ ଭବନରେ ଏବେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଆଜି […]