ଭୁବନେଶ୍ବର: ଏକଦା ଓଡିଶା ବିଜେପିରେ ଦବଦବା ରଖୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥର ନିର୍ବାଚନରେ ସଂପୂର୍ଣ୍ଣ ଶକ୍ତିହୀନ ହୋଇପଡିଛନ୍ତି। ଯାହାର ଗଣ୍ଡଗଣ୍ଡା ପ୍ରମାଣ ଏଥର ଦେଖିବାକୁ ମିଳିଛି। କାରଣ ଗତ ନିର୍ବାଚନରେ ଧର୍ମେନ୍ଦ୍ର ଯାହାକୁ ଚାହୁଁଥିଲେ ତାଙ୍କୁ ଟିକେଟ ଦେଇପାରୁ ଥିଲେ। […]
ନୂଆଦିଲ୍ଲୀ: ସରକାରୀ ତଥ୍ୟର ବିଶ୍ଳେଷଣରୁ ଜଣାପଡ଼ିଛି ଯେ, ସପ୍ତଦଶ ଲୋକସଭାରେ ଚଳଚ୍ଚିତ୍ର ତାରକା, କ୍ରୀଡ଼ାବିତ୍ ଓ ଗାୟକଙ୍କ ଭଳି ସେଲିବ୍ରିଟି ସାଂସଦମାନଙ୍କ ଉପସ୍ଥିତି କମ୍ ଥିଲେ ହେଁ ବିତର୍କରେ ଭାଗ ନେବା ବହୁତ କମ୍ ରହିଥିଲେ ହେଁ ଓଡ଼ିଆ ଚଳଚ୍ଚିତ୍ର ତାରକା […]
ଭୁବନେଶ୍ବର: ବର୍ତ୍ତମାନ ଓଡିଶା ରାଜନୀତିରେ ଜଣେ ପୁରୁଖା ନେତା ପ୍ରସନ୍ନ ପାଟ୍ଟଶାଣୀ ଚର୍ଚ୍ଚାରେ ଅଛନ୍ତି। କାରଣ ସେ ଦୁଇଥର ନବୀନ ନିବାସ ଆସି ଦଳିୟ ନେତାଙ୍କ ସହିତ ଆଲୋଚନା କରି ଫେରିଛନ୍ତି। ରବିବାର ଦିନ ନବୀନ ନିବାସ ଆସି ବିଜେଡି ନେତା କାର୍ତ୍ତିକ […]
ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହୋଇଛନ୍ତି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ବିଜେଡିର ପ୍ରାଥମିକ ସଦସ୍ୟ ଭାବେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର, […]
ଭୁବନେଶ୍ବର: ସଂପ୍ରତି ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କ ସହିତ ବିଭିନ୍ନ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି। ଏହି ବୈଠକରେ ଆଭାସୀ ମାଧ୍ୟମରେ ସମସ୍ତ ଜିଲ୍ଲାର […]
ଭୁବନେଶ୍ବର: ସବୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବାଲେଶ୍ବର ପାଇଁ ପ୍ରାର୍ଥୀ ଘୋଷଣା କରି ନାହିଁ ବିଜେଡି। କେଉଁ କାରଣ ପାଇଁ ବିଜେଡି ସେଠାରେ ପ୍ରାର୍ଥୀ ଘୋଷଣା କରୁ ନାହିଁ ତାହାକୁ ନେଇ ଆରମ୍ଭ […]
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ […]
ଭୁବନେଶ୍ବର: ବିଜେଡି ବର୍ତ୍ତମାନ ସୁଦ୍ଧା ୯୯ ବିଧାନସଭା ଏବଂ ୨୦ ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି। ଏବେ କେବଳ ଗୋଟିଏ ଲୋକସଭା ଏବଂ ୪୮ ଟି ବିଧାନସଭା ଆସନ ପାଇଁ ଘୋଷଣା ବାକି ରହିଛି। ଗତକାଲି […]
ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନର ବୀରମିତ୍ରପୁର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ […]
ଭୁବନେଶ୍ବର: ଆଜି ବ୍ରହ୍ମପୁର ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇପଡିଛି। କାରଣ ଗୋଟିଏ ପଟେ ବିଜେପିର ବରିଷ୍ଠ ନେତା ତଥା ଦଳର ଉପସଭାପତି ଭୃଗୁ ବକ୍ସିପାତ୍ର ବିଜେପି ଛାଡିଛନ୍ତି। ଅନ୍ୟପଟେ ବିଜେଡି ବ୍ରହ୍ମପୁର ସାଂସଦଙ୍କୁ ଦଳର ଉପସଭାପତି କରିବା […]
ଭୁବନେଶ୍ବର: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କୁ କଂଗ୍ରେସ ଏକ କାରଣଦର୍ଶା ନୋଟିସ ଜାରୀ କରିଛି। ଏଥିରେ କଂଗ୍ରେସ ବିରୋଧରେ କାର୍ଯ୍ୟକରୁଥିବାର ଉଲ୍ଲେଖ କରାଯାଇଛି। ସେ ସଂପର୍କରେ ଉଚିତ କାରଣ ଲେଥିବା ପାଇଁ ଦଳ ନୋଟିସ କରିଛି। ଏପରିକି ଏହି ନୋଟିସରେ କାହିଁକି […]
ଭୁବନେଶ୍ବର: ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ସାଧାରଣ ନିର୍ବାଚନ -୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି। ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ […]
ଭୁବନେଶ୍ବର: ଆଜି ବିଜେପି ପରି କଂଗ୍ରେସ ମଧ୍ୟ ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଆଜି ଦଳ ଆଠଟି ଲୋକସଭା ଏବଂ ୪୯ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏଥିରେ ଶରତ ପଟ୍ଟନାୟକ ନୂଆପଡା ବିଧାନସଭା […]
ଭୁବନେଶ୍ବର: ଆଜି ବିଜେପି ଓଡିଶା ବିଧାନସଭାର ପୁରା 112 ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ ଆସନ୍ତୁ ଜାଣିବା ଆପଣଙ୍କ ନିର୍ବାଚନ ମଣ୍ଡଳୀରେ କିଏ ହେଲେ ପ୍ରାର୍ଥୀ ପଦ୍ମପୁର– ଗୋବର୍ଦ୍ଧନ ଭୋଇ ବିଜେପୁର- ସନତ କୁମାର ଗର୍ତ୍ତିଆ ବରଗଡ଼- ଅଶ୍ୱିନୀ […]
ଭୁବନେଶ୍ବର: ଓଡିଶାର 112 ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର 8 ଟି ବିଧାନସଭା ଆସନରୁ 6ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ତେବେ ଖୋର୍ଦ୍ଧା ଏବଂ ବେଗୁନିଆ ବିଧାନସଭା ଆସନ ପାଇଁ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ନେଇ ଦେଶରେ ହଇଚଇ ସୃଷ୍ଟି ହୋଇଛି। ବିଜେପି, କଂଗ୍ରେସ ସମେତ ସମସ୍ତ ରାଜନୈତିକ ଦଳ ଜୋରସୋରରେ ପ୍ରଚାର ଆରମ୍ଭ କରିଛନ୍ତି। ବିଜେପି ଏଥର ୪୦୦ରୁ ଅଧିକ ଆସନ ପାଇଁ ଲକ୍ଷ୍ୟ ରଖିଛି। ଏହି ଲକ୍ଷ୍ୟ ହାସଲ ପାଇଁ […]
ବାଣପୁର( ସୀତାରାମ ଅଗ୍ରୱାଲ): ଶନିବାର ଓ ରବିବାର ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଐତିହାସିକ ପଲଟଣ ପଡିଆ ଠାରେ ଦୁଇଦିନ ଧରି ପଞ୍ଚୁଦୋଳ ଓ ମେଳଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଲୋକମାନେ ଖୁବ ଧୂମଧାମରେ ପାଳନ କରିଛନ୍ତି ମେଳଣ […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ଦଳ ସଂପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରି ନାହାଁନ୍ତି। କେବଳ ବିଜେଡି ତାହାର 15 ଲୋକସଭା ଏବଂ 72 ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି। ସେହିପରି ବିଜେପି ସଂପୂର୍ଣ୍ଣ ଭାବେ […]
ଭୁବନେଶ୍ବର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାପୂର୍ବକ କିପରି ଏହାର ପ୍ରତିକାର ଓ ମୁକାବିଲା କରାଯାଇ ପାରିବ ଏ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ସମସ୍ତ […]
ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର କର୍ମିମାନେ ହାଙ୍ଗାମା କରିଛନ୍ତି। ଦଳିୟ କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଖୋର୍ଦ୍ଧାର ବିଜେପି ନେତା କାଳୁ ଖଣ୍ଡାତରାୟଙ୍କ ସମର୍ଥକମାନେ ସେଠାକୁ ଧସେଇ ପଶିଥିଲେ। ମଞ୍ଚ ଉପକୁ ଚଢିଯାଇ ଅପରାଜିତାଙ୍କ […]
ଭୁବନେଶ୍ବର: ଟିକେଟ ଆଶାୟୀଙ୍କ ପାଇଁ ପ୍ରଦେଶ କଂଗ୍ରେସ ଏକ ଅଦଭୁତ ନିୟମ ଜାରୀ କରିଛି। ତାହା ହେଲା ଯେଉଁମାନେ ଆଶାୟୀ ପ୍ରାର୍ଥୀ ସେମାନେ ପ୍ରଥମେ ୫୦ ହଜାର ଟଙ୍କାର ଚେକ କଂଗ୍ରେସ ନାମରେ ଦାଖଲ କରିବେ। ଏହାପରେ ସେମାନଙ୍କ ନାମ ବିଚାରକୁ […]