ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ କମ୍ ମତଦାନ ଭାରତୀୟ ଜନତା ପାର୍ଟିକୁ ନିଜର ରଣନୀତି ବଦଳାଇବାକୁ ବାଧ୍ୟ କରିଛି। ଏପର୍ଯ୍ୟନ୍ତ ନିରବ ଥିବା ପ୍ରସଙ୍ଗକୁ ନେଇ ଦଳର ଜାତୀୟ ଅଭିଯାନ ଅଧିକ ପ୍ରଭାବିତ ହେଉଛି। ଏପ୍ରିଲ ୧୯ରେ ଦେଶର ୧୦୨ଟି […]
ଭୁବନେଶ୍ବର: ଆଜି ବଲାଙ୍ଗିର ଲୋକସଭା କ୍ଷେତ୍ର ସୋନପୁରରେ ଗର୍ଜନ କରିଛନ୍ତି ବିଜେପି ଚାଣକ୍ୟ ତଥା ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ସେ ଭରପୁର ଜନସମାବେଶରେ ଏଥର ଓଡିଶାରେ ବିଜେପି ସରକାର ଆସିବ ବୋଲି ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ସେହିପରି ଓଡିଶାରୁ 20 […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ଓ ଲକ୍ଷ୍ମୀପୁରର ଦଶମନ୍ତପୁର ରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ […]
ଭୁବନେଶ୍ବର: ଆଜି ନିର୍ବାଚନ ପ୍ରଚାରରେ ଓଡିଶା ଆସୁଛନ୍ତି ବିଜେପିର ଚାଣକ୍ୟ ଅମିତ ଶାହ। ଆଜି ଅପରାହ୍ନରେ ସେ ସୋନପୁରରେ ଏକ ସଭାରେ ଯୋଗ ଦେବେ। ତଥ୍ୟ ଅନୁସାରେ ସେ ଅପରାହ୍ନ ୩ଟା ୪୫ରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ। […]
ଭୁବନେଶ୍ୱର: ଓଡିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୈାଣସି ତଥ୍ୟ ଆଧାରରେ ମିଛ, ଭିତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି, ଯାହା ସେମାନଙ୍କର ଅଭ୍ୟାସ। ୨୦୧୯ ମସିହାରେ ମଧ୍ୟ ଏଭଳି […]
ଭୁବନେଶ୍ବର: ସାରା ଓଡିଶା ଏକ ପରିବାର। ବିଜୁ ଜନତା ଦଳ ଏକ ପରିବାର। ଏ ପରିବାରର ମୁଖ୍ୟ ନବୀନ ପଟ୍ଟନାୟକ ସବୁବେଳେ ଆମ ସାଥିରେ ଅଛନ୍ତି। ମୁଁ ତ ନିମିତ୍ତ ମାତ୍ର। ଆପଣଙ୍କ ସେବା କରିବା ପାଇଁ ମୁଖ୍ୟମନ୍ତ୍ରୀ ମତେ ଏଠିକି […]
ଭୁବନେଶ୍ବର: କଟକ ବାରବାଟୀ ବିଧାନସଭା ଆସନରୁ କଂଗ୍ରେସରୁ ପ୍ରାର୍ଥୀ ହୋଇପାରନ୍ତି ସୋଫିଆ ଫିର୍ଦ୍ଧୋସ। ଏ ନେଇ କଟକରେ ଚାଲିଛି ଗୁପ୍ତ ବୈଠକ। ତେବେ କଂଗ୍ରେସ ତରଫରୁ ଏ ପର୍ଯ୍ୟନ୍ତ ସେଠାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇ ନ ଥିବାରୁ ଏହି ଚର୍ଚ୍ଚା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଜୁ […]
ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ତାଙ୍କର ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଆଉ ମାତ୍ର ଛଅଟି ଆସନ ରହିଲା। ଶେଷ ଘୋଷଣାରେ ନବୀନ ଛଅଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ହେଲେ ଏହା ପୂର୍ବରୁ ସେ […]
ସୁବାସ କୁମାର ତାରଣିଆଁ ସାମ୍ପ୍ରତିକ ସମୟରେ ସଡ଼କ ଦୁର୍ଘଟଣା ଆମ ଦେଶରେ ଏକ ପ୍ରମୁଖ ସମସ୍ୟା ଭାବେ ମୁଣ୍ଡ ଟେକିଛି। ଦିନକୁ ଦିନ ସଡ଼କ ଦୁର୍ଘଟଣା ଦୃତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଟ୍ରାଫିକ୍ ନିୟମ ନ ମାନି ଗାଡ଼ି ଚଳାଇବା, ବେପରୁଆ […]
ଭୁବନେଶ୍ବର: ଆଜି ଶଙ୍ଖ ଭବନରେ ବିଜେଡି ଏକ ସାମ୍ବାଦିକ ସମ୍ମିଳନୀ କରିଛି। ଏଥିରେ ସାଂସଦ ସସ୍ମିତ ପାତ୍ର ଏବଂ ବିଜେଡି ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର ଥିଲେ। ତେବେ ଏହି ସାମ୍ବାଦିକ ସମ୍ମିଳନୀ ସବୁଦିନିଆ ପରି ନ ଥିଲା। କାରଣ ଉଭୟ […]
ଭୁବନେଶ୍ୱର: ରାଜ୍ୟର ୭୦ ଲକ୍ଷ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସଏଚଜି ସାରା ଓଡ଼ିଶାର ଲକ୍ଷ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ […]
ଭୁବନେଶ୍ବର: ଏଥର ଯୋଡି ଶଙ୍ଖ। ଗୋଟିଏ ଏମପି ପାଇଁ ଗୋଟିଏ ଏମଏଲଏ ପାଇଁ। ଆପଣମାନେ ଆର୍ଶିବାଦ କରନ୍ତୁ। ଧନ୍ୟବାଦ। ଏହା କହି ହାତରେ ଧରିଥିବା ଦୁଇଟି ଶଙ୍ଖ ଚିତ୍ରକୁ ଉପରକୁ ଟେକି ଦେଖାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ପାଖେଇ ଆସିବା […]
ଭୁବନେଶ୍ବର: ଆଜି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ତେବେ ଏହି ପ୍ରାର୍ଥୀଙ୍କ ମଧ୍ୟରୁ ନବୀନ ୪ ଜଣ ବିଧାୟକଙ୍କ ଟିକେଟ କାଟିବା ସହିତ ୫ ଜଣ ନୂଆ ପ୍ରାର୍ଥୀଙ୍କୁ […]
ସମ୍ବଲପୁର: ସମ୍ବଲପୁର ଲୋକସଭା କ୍ଷେତ୍ର ଅର୍ନ୍ତଗତ କୁଚିଣ୍ଡା ବିଧାନସଭା ମଣ୍ଡଳୀ ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ସ୍ଥାନୀୟ ସିନେମା ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ୱଲପୁର ଲୋକସଭା ପ୍ରାର୍ଥୀ ତଥା ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇ […]
ଭୁବନେଶ୍ବର: ସରପଞ୍ଚରୁ ସିଧା ବିଧାୟକ ପ୍ରାର୍ଥୀ। ତାହା ପୁଣି ବିଜୁ ଜନତା ଦଳର। ଏପରି ସୁଯୋଗ କେବଳ ଭାଗ୍ୟରେ ଥିଲେ ମିଳେ। ଆଜି ବିଜୁ ଜନତା ଦଳ ତରଫରୁ ଘୋଷଣା ହୋଇଥିବା ନଅ ଜଣିଆ ପ୍ରାର୍ଥୀ ତାଲିକାରେ ଜଣଙ୍କର ନାମ ରହିଛି। […]
ଭୁବନେଶ୍ବର: ଆଜି ବିଜେଡିର ଘୋଷଣା ହୋଇଥିବା ନଅ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ଦଳ ଛଅ ଜଣଙ୍କର ଟିକେଟ କାଟିଛି। ସେହିପରି ଏହି ପ୍ରାର୍ଥୀ ତାଲିକାରେ ଦଳ ଚାରି ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛି। ଆଜି ଘୋଷିତ ପ୍ରାର୍ଥୀ ତାଲିକାରେ ଯେଉଁ ବିଧାୟକଙ୍କର […]
ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ […]
ଭୁବନେଶ୍ବର: ଅଳ୍ପ କିଛି ଆସନ ଛାଡି ଦେଲେ ବର୍ତ୍ତମାନ ସବୁ ଦଳ ପ୍ରାୟ ପ୍ରାର୍ଥୀ ଦେଇସାରିଲେଣି। ବର୍ତ୍ତମାନ ଘୋଷିତ ହୋଇଥିବା ଆସନ ଅନୁସାରେ କଂଗ୍ରେସ ସର୍ବାଧିକ ଆସନରେ ପ୍ରାର୍ଥି ଦେବ। ହିସାବ ଅନୁସାରେ ବର୍ତ୍ତମାନ ବିଜେଡି ୨୧ ଟି ଆସନରେ, ବିଜେପି […]
ନୂଆଦିଲ୍ଲୀ: ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବରେ ଭୋଟରଙ୍କୁ ସ୍ୱାଗତ କରିବା ପାଇଁ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିଛନ୍ତି। ଆଜି ଠାରୁ ୪ଟି ରାଜ୍ୟରେ ଅଷ୍ଟାଦଶ ଲୋକସଭା ଓ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସହିତ ଗଣତନ୍ତ୍ରର ଏହି ପର୍ବ […]
ଭୁବନେଶ୍ବର: ଧୀରେ ଧୀରେ ଏକ ରୋଚକ ମୋଡକୁ ଯାଉଛି ସମ୍ବଲପୁର ଲୋକସଭା ନିର୍ବାଚନ। ସାରା ଓଡିଶାର ବର୍ତ୍ତମାନ ସମ୍ବଲପୁର ନିର୍ବାଚନ ଉପରେ ଆଖି। କାରଣ ହେଲା ଏହି ଆସନରେ ଦୁଇ ଦଳର ହେଭିୱେଟଙ୍କ ଲଢେଇ ହେଉଛି। ବିଜେପିରୁ ଧର୍ମେନ୍ଦ୍ର ପ୍ରଧାନ ବନାମ […]