କେଦାର ମିଶ୍ର ଯେତେବେଳେ ଦେଶର ଅର୍ଥନୈତିକ ଅବସ୍ଥାକୁ ନେଇ ସରକାର ସବୁଠୁ ବେଶି ଚିନ୍ତା କରିବାର ଆବଶ୍ୟକତା ଥିଲା, ସେତେବେଳେ ପୂରା ଦେଶର ମୁଣ୍ଡରେ ଅର୍ଥନୀତିକୁ ବାହାର କରି ଧର୍ମକୁ ପୂରେଇ ଦିଆଗଲା। ଦେଶରେ ଅନୁପ୍ରବେଶକାରୀଙ୍କୁ ସବୁଠୁ ବଡ ସମସ୍ୟା ଭାବରେ […]
ରଙ୍ଗାଚରଣ ପ୍ରଧାନ ନବୀନବାବୁ କହିଲେ ଯେ ତାଙ୍କ ଦଳ ବିଜେଡି ନାଗରିକତା ସଂଶୋଧନ ଆଇନ (ସି.ଏ.ଏ)କୁ ସମର୍ଥନ କରୁଛି କିନ୍ତୁ ଜାତୀୟ ନାଗରିକ ରେଜିଷ୍ଟର (ଏନ୍.ଆର୍.ସି)କୁ ବିରୋଧ କରୁଛି। ଏହା ମାନେ ହେଲା ତାଙ୍କ ଦଳ ପାର୍ଲିଆମେଣ୍ଟରେ ନାଗରିକତା ସଂଶୋଧନ ବିଲ୍ […]
କେଦାର ମିଶ୍ର ଗତକାଲି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଯେ ସଂସଦରେ ତାଙ୍କ ଦଳ ନାଗରିକତା ସଂଶୋଧନ ଆଇନ ସପକ୍ଷରେ ଭୋଟ ଦେଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ଜାତୀୟ ନାଗରିକ ରେକର୍ଡ ବା ଏନଆରସିକୁ ସମର୍ଥନ […]
କେଦାର ମିଶ୍ର ସଂସଦରେ ବିଜେପିର ଯେଉଁ ସହଯୋଗୀ ଦଳଗୁଡିକ ନାଗରିକତା ସଂଶୋଧନ ବିଲ ସପକ୍ଷରେ ଭୋଟ ଦେଇଥିଲେ, ସେଥିରୁ ଅଧିକାଂଶ ଏବେ ନିଜ ନିଜର ମତ ବଦଳାଇବା ଆରମ୍ଭ କଲେଣି। ପ୍ରଥମେ ବିଜେପିର ଅନ୍ୟତମ ପୁରୁଣା ସହଯୋଗୀ ଶିରୋମଣି ଅକାଳୀ ଦଳ […]
ସମୀକ୍ଷା ବ୍ୟୁରୋ ଆଜି ଆମ ଦେଶର ସବୁ ଗଣମାଧ୍ୟମରେ ଖବର ଚାଲିଛି ଯେ, ପାକିସ୍ତାନର ପୂର୍ବତନ ସାମରିକ ଶାସକ ପରବେଜ ମୁଶାରଫଙ୍କୁ ଫାଶୀଦଣ୍ଡରେ ଦଣ୍ଡିତ କରାଯାଇଛି। ପାକିସ୍ତାନ ସ୍ଥିତ ପେଶାୱାର ହାଇ କୋର୍ଟର ଏକ ତିନି ଜଣିଆଁ ବେଞ୍ଚ ମୁଶାରଫଙ୍କୁ ସର୍ବୋଚ୍ଚ […]
କେଦାର ମିଶ୍ର ଆସାମରେ ଏବେ ଇଣ୍ଟରନେଟ ସେବା ନାହିଁ, ତେଣୁ ସେଠିକାର ଖବର ସହଜରେ ଆସୁନାହିଁ। ଏପଟେ ଆଲିଗଡରେ ମଧ୍ୟ ଇଣ୍ଟରନେଟ କାଟି ଦିଆ ଯାଇଛି। ଦେଶର ସବୁ ବିଶ୍ଵ ବିଦ୍ୟାଳୟରେ ଅସନ୍ତୋଷର ନିଆଁ ଜଳୁଛି। ଜାମିଆ ମିଲିଆ ବିଶ୍ଵ ବିଦ୍ୟାଳୟରେ […]
କେଦାର ମିଶ୍ର ଆଜି ଏ ଲେଖା ପ୍ରସ୍ତୁତ ହେଲା ବେଳକୁ ଦିଲ୍ଲୀର ଜାମିଆ ମିଲିଆ ବିଶ୍ଵ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉପରେ ପୋଲିସ ଜୁଲମ ଚାଲିଛି। ମୋଦୀ ସରକାର ଦ୍ଵାରା ସଂଶୋଧିତ ନାଗରିକତା ଆଇନ ଲାଗୁ ହେବାର ପ୍ରତିବାଦରେ ଦେଶର ବିଭିନ୍ନ କୋଣ […]
କେଦାର ମିଶ୍ର ରାଜନେତାମାନେ ମିଛ କହନ୍ତି, ଏକଥା ଆମେ ଜାଣିଛୁ। ସେମାନଙ୍କ ମିଛକୁ ବୃତ୍ତିଗତ ଆବଶ୍ୟକତା ବା ପେଷାଦାର ଚାଲାକି ବୋଲି ମଧ୍ୟ ଆମେ ଗ୍ରହଣ କରିନେଇଛୁ। ହେଲେ ସଂସଦ ଭିତରେ ମିଛ କହିବାର ଅପସାହସ ବହୁତ କମ ରାଜନେତା କରିଥାନ୍ତି। […]
ରଙ୍ଗାଚରଣ ପ୍ରଧାନ ମୋଟ କଥା ହେଲା ସରକାରଙ୍କ ପାଖରେ ଟଙ୍କା ନାହିଁ। ସେଥିପାଇଁ ସରକାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଥିବା ଗୋଟିକ ପରେ ଗୋଟିଏ ଖର୍ଚ୍ଚ କାଟିବାରେ ଲାଗିଛନ୍ତି। ଏକ ଇଂରାଜୀ ଅନ୍-ଲାଇନ୍ ପୋର୍ଟାଲରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ସ୍କୁଲଶିକ୍ଷା […]
କେଦାର ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହ ମନ୍ତ୍ରୀ ଅମିତ ଶାହାଙ୍କର ବିରୋଧୀଙ୍କୁ ଚୁପ କରାଇଦେବାର ଏକ ପରିଚିତ କୌଶଳ ରହିଛି। ସରକାରକୁ ଯିଏ ବିରୋଧ କଲା, ସେ ପାକିସ୍ତାନର ଭାଷା କହୁଛି ବୋଲି କହି ଚୁପ କରାଇ ଦେବାରେ […]
କେଦାର ମିଶ୍ର ଭକ୍ତଙ୍କ ଲାଗି ବହୁତ ବଡ ଖବର। ଆମ ଓଡିଶାର ଗର୍ବ ଓ ଗୌରବ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ “ଉଜ୍ଜ୍ଵଳା” ଯୋଜନା ସମ୍ପର୍କରେ ଯେଉଁ ଖବର ଏବେ ଶୁଣା ଯାଉଛି, ତାକୁ ଶୁଣିଲା ପରେ ତାଙ୍କ ପାରିବାପଣିଆଁକୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପରି ଏକାମ୍ର କ୍ଷେତ୍ରକୁ ମଧ୍ୟ ଆନ୍ତର୍ଜାତୀୟ ସ୍ତରର କରାଯିବ। ଲିଙ୍ଗରାଜ ମନ୍ଦିରର ପାରିପାର୍ଶିକ ବିକାଶ ସହିତ ଏକ ଉଚ୍ଚ କୋଟୀର ଧର୍ମ କ୍ଷେତ୍ରରେ ପରିଣତ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏକ […]
ଜ୍ୟୋତି ନନ୍ଦ ” ମୁଁ ଆସାମର ସମସ୍ତ ଭାଇ ଓ ଭଉଣୀଙ୍କୁ ଆଶ୍ୱସ୍ତ କରୁଅଛି ଯେ ସଂପ୍ରତି ନାଗରିକ ସଂଶୋଧନ ବିଧେୟକ ପାରିତ ହୋଇଥିବା କାରଣରୁ ସେମାନେ କୌଣସି ପ୍ରକାର ବିବ୍ରତ ହେବାର ଆବଶ୍ୟକତା ନାହିଁ I ମୁଁ ସେମାନଙ୍କୁ ଆଶ୍ୱସ୍ତ […]
କେଦାର ମିଶ୍ର ଯେମିତି କାଶ୍ମୀରକୁ ବାକି ଭାରତ ଠାରୁ ସଂପୂର୍ଣ୍ଣ ବିଚ୍ଛିନ୍ନ କରିଦେଇ ସଂସଦରେ ଧାରା ୩୭୦ ଉଚ୍ଛେଦ କରାଗଲା, ନାଗରିକତା ସଂଶୋଧନ ବିଲ ଗୃହୀତ ହେଲା ବେଳକୁ ମଧ୍ୟ ଉତ୍ତର ପୂର୍ବ ରାଜ୍ୟ ଗୁଡିକରେ ସେଇ ସମାନ ପରିସ୍ଥିତି ସୃଷ୍ଟି […]
ସମୀକ୍ଷା ବ୍ୟୁରୋ ୨୦୦୭-୦୮ କନ୍ଧମାଳ ଦଙ୍ଗା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ସାମ୍ବାଦିକ କରନ ଥାପରଙ୍କୁ ଏକ ସାକ୍ଷାତ୍କାର ଦେଇ କହିଥିଲେ ଯେ- ତାଙ୍କର ଧର୍ମ ନିରପେକ୍ଷ ଚରିତ୍ର ଉପରେ କେହି ବି ଆଙ୍ଗୁଳି ଉଠାଇ ପାରିବେ ନାହିଁ, କାରଣ […]
ସମୀକ୍ଷା ବ୍ୟୁରୋ ୩୦ତମ ରାଜ୍ୟ ଚଳଚ୍ଚିତ୍ର ଓ ଧାରାବାହିକ ପୁରସ୍କାର ଘୋଷଣା ହୋଇଛି। ଓଡ଼ିଆ ଚଳଚ୍ଚିତ୍ରର ଜନକ ଭାବେ ପରିଚିତ ମୋହନ ସୁନ୍ଦର ଦେବ ଗୋସ୍ବାମୀଙ୍କ ନାମରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ କଥାଚିତ୍ରକୁ ନାମିତ କରାଯାଇଛି। ଚଳିତଥର ଏହି ସମ୍ମାନଜନକ […]
ଦେବରଞ୍ଜନ ଭାରତରେ ହୁଏତ ଜଣେ ବି କେହି ବିଶ୍ଵାସ କରୁନଥିବେ ଯେ ହାଇଦ୍ରାବାଦ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଚାରି ଅପରାଧୀ ସତେରେ ପୁଲିସକୁ ଆକ୍ରମଣ କରିବା ହେତୁ ନିଜର ଜୀବନ ଦେଲେ। ବିଚାରଧିନ କଏଦୀଙ୍କୁ କୌଣସି ଆଇନ ସହାୟତା ନଦେଇ ଅର୍ଦ୍ଧ […]
କେଦାର ମିଶ୍ର ଗୋଟେ ସରକାରର କେତୋଟି ମୁହଁ- ଏକ ନା ଏକାଧିକ- ଏହା ଏକ ବିଚିତ୍ର ପ୍ରଶ୍ନ। ଏନଡିଏ ସରକାରର ଗୃହମନ୍ତ୍ରୀ ଅମିତ ଶାହ ବାରମ୍ବାର କହୁଛନ୍ତି ଯେ, ଦେଶରେ ଜଣେ ହେଲେ ବେଆଇନ ଅନୁପ୍ରବେଶକାରୀଙ୍କୁ ସେ ରଖାଇଦେବେ ନାହିଁ, ହେଲେ […]
ସମୀକ୍ଷା ବ୍ୟୁରୋ ହାଇଦ୍ରାବାଦ ଏନକାଉଣ୍ଟରକୁ ପ୍ରଶଂସା କରି ବିବାଦରେ ଛନ୍ଦି ହୋଇ ପଡିଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପ୍ରତାପ ଜେନା। ହାଇଦ୍ରାବାଦ ପୋଲିସର କାର୍ଯ୍ୟକୁ ପ୍ରଶଂସା କରିବା ପରେ ପ୍ରତାପ ଜେନା ଦେଇଥିବା ମନ୍ତବ୍ୟକୁ ନେଇ କିଛି ସାମାଜିକ କର୍ମୀ ଅଭିଯୋଗ […]
ସମୀକ୍ଷା ବ୍ୟୁରୋ ବହୁ ଚର୍ଚ୍ଚିତ ନିର୍ଭୟା ଗଣ ଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ଆସନ୍ତା ୧୬ ତାରିଖ ଦିନ ଫାଶୀ ଦିଆଯିବା ନେଇ ସୂଚନା ମିଳୁଛି। ଠିକ୍ ସାତ ବର୍ଷ ତଳେ ୧୬ ଡିସେମ୍ବର ୨୦୧୨ ମସିହାରେ ଭାରତର ରାଜଧାନୀରେ ଲୋମହର୍ଷଣକାରୀ ଘଟଣା […]
କେଦାର ମିଶ୍ର ପ୍ରଥମରୁ ଗୋଟେ ସ୍ଵୀକାରୋକ୍ତି- ମୋଦୀ ହୈ ତୋ ମୁମକିନ ହୈ। ମୋଦୀ ଅଛନ୍ତି ମାନେ ସବୁକିଛି ସମ୍ଭବ। ଆଜି ଯଦି ନରେନ୍ଦ୍ର ଦାମୋଦର ଦାସ ମୋଦୀଙ୍କ ବଦଳରେ ଆଉ କେହି ବି ପ୍ରଧାନମନ୍ତ୍ରୀ ଥାଆନ୍ତା, ତାହେଲେ ତାଙ୍କୁ ନିଦ […]