ଭୁବନେଶ୍ବର: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ସେମାନଙ୍କର ଇସ୍ତାହାର ପ୍ରକାଶ କରିଥାନ୍ତି। ସେଥିରେ ଭୋଟରଙ୍କୁ ଦଳ ତରଫରୁ ବହୁ ପ୍ରତିଶୃତି ଦିଆଯାଇଥାଏ। ସେହି ଅନୁସାରେ ଭୋଟର ସେମାନଙ୍କ ଦଳକୁ ମନୋନିତ କରିଥାନ୍ତି। ସେହିପରି ବିଜେଡି ତାହାର ଇସ୍ତାହାର ଏକ ଭିନ୍ନ […]
ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ବୈଠକ କରିଥିଲେ । ରାଜ୍ୟରେ ନିର୍ବାଚନକୁ […]
ଭୁବନେଶ୍ବର: ଏଥର ନିର୍ବାଚନରେ ସବୁ ଦଳ ନୂଆ ପ୍ରାର୍ଥୀଙ୍କୁ ଗୁରୁତ୍ବ ଦେଇଛନ୍ତି। ମୁଖ୍ୟ ଦଳ ବିଜେଡି ଏବଂ ବିଜେପି ମଧ୍ୟ ନୂଆ ପ୍ରାର୍ଥୀଙ୍କୁ ଏଥର ରଣାଙ୍ଗନରେ ଛିଡା କରାଇଛି। ସେହି ଅନୁସାରେ ପ୍ରାର୍ଥୀ ଖୋଜୁଥିବା କଂଗ୍ରେସ ମଧ୍ୟ ଏଥରେ ବିଭିନ୍ନ ସ୍ଥାନରେ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଘୋଷଣା କରିଥିବା ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୬ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୩ ଜଣ ବିଧାୟକଙ୍କ ଟିକେଟ କଟିଯାଇଛି। ଏହି ପ୍ରାର୍ଥୀ ତାଲିକାରେ ଯେଉଁମାନେ ମହିଳା […]
ଭୁବନେଶ୍ବର: ଏଥର ଦୁଇଟି ଆସନରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସମସ୍ତଙ୍କୁ ଚମକୃତ କରି ନିଜେ ଦୁଇଟି ଆସନରୁ ଲଢେଇ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଥମେ ସେ ତାଙ୍କର ଚିରାଚରିତ ଆସନ ହିଞ୍ଜିଳିରୁ ପ୍ରାର୍ଥୀ […]
ବାଲେଶ୍ବର: ମହିଳାମାନଙ୍କୁ ପ୍ରକୃତରେ ବିଜେପି ସମ୍ମାନ ଦିଏ ନାହିଁ। ମହିଳା ସଂରକ୍ଷଣ ବିଲ ପାଶ କରିବା ଏକ ଲୋକ ଦେଖିଣିଆ କଥା। ବର୍ତ୍ତମାନ ଓଡିଶାରେ ବିଜେପି ଲୋକସଭା ପାଇଁ ଯେଉଁ ପ୍ରାର୍ଥୀ ଦେଇଛି ସେଥିରେ କେତେ ମହିଳା ଅଛନ୍ତି ? ଏହିପରି […]
ଭୁବନେଶ୍ବର: ପୁରୀ ପରି ମର୍ଯ୍ୟଦା ସଂପର୍ଣ୍ଣ ଲୋକସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଯାହାକୁ କରିଛି ସେ ହେଉଛନ୍ତି ସୁଚରିତା ମହାନ୍ତି। 2014 ମସିହାରେ ମଧ୍ୟ ସେହି ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ହେଲେ ସେ ପ୍ରାୟ ଅଢେଇ ଲକ୍ଷରୁ ଉର୍ଦ୍ଧ […]
ଭୁବନେଶ୍ବର: ବର୍ତ୍ତମାନ ସମ୍ବଲପୁରରେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଣିତ ବିଗିଡି ଗଲା। କାରଣ ହେଲା ଆଜି ନବୀନ ନିବାସରେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କ […]
ଭୁବନେଶ୍ବର: ବର୍ତ୍ତମାନ ରାଜନୀତି ଖବରକୁ ପଛରେ ପକାଇ ଓଡିଶାର ଅନିମେଶ ପ୍ରଧାନ ବେଶ ଚର୍ଚ୍ଚାରେ ଅଛନ୍ତି। କାରଣ ହେଲା ଆଜି ପ୍ରକାଶ ପାଇଥିବା UPSC ର ସିଭିଲି ସର୍ଭିସ ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ସେ ଦ୍ବିତୀୟ ହୋଇଛନ୍ତି। ଏହି ପରୀକ୍ଷାରେ […]
ଭୁବନେଶ୍ୱର: ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି ଯେ ସେମାନେ ରୋଗରେ ପୀଡିତ ହେଲେ ସେମାନଙ୍କ ପାଖରେ ଏହି ସ୍ୱାସ୍ଥ୍ୟ ନିଶ୍ଚିତତା କିମ୍ବା ଗ୍ୟାରେଣ୍ଟି ଅଛି। ସେମାନେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା […]
Ram Navmi: ଆସନ୍ତାକାଲି ପବିତ୍ର ରାମ ନବମୀ। ହିନ୍ଦୁ ଧର୍ମରେ ଏହି ଦିନଟି ହେଉଛି ଏକ ପବିତ୍ର ଦିନ। ଏହି ଦିନ ପ୍ରଭୃ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ। ସେଥିପାଇଁ ସାରା ଭାରତରେ ଏହି ଦିନକୁ ରାମ ନବମୀ ଭାବେ ପାଳନ କରାଯାଉଛି। […]
ନୂଆଦିଲ୍ଲୀ: ଘୋଷଣା ହେଲା ୟୁନିୟନ ପବ୍ଲିକ ସର୍ଭିସ ଦ୍ବାରା ପରିଚାଳିଚ ସିଭିଲ ସର୍ଭିସ ପରୀକ୍ଷା ୨୦୨୩ର ଫଳ। ଏଥିରେ ନିଯୁକ୍ତି ପାଇଁ ମୋଟ ୧,୦୧୬ ଜଣ ପ୍ରାର୍ଥୀଙ୍କୁ ମନୋନୟନ କରାଯାଇଛି। ଚଳିତ ବର୍ଷ ଆଦିତ୍ୟ ଶ୍ରୀବାସ୍ତବ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି, […]
ଭୁବନେଶ୍ଵର: ଓଡ଼ିଆରେ ଗୋଟେ କଥା ଅଛି; ଯୁଦ୍ଧ ବେଳେ ପୋଖରୀ ପାଣି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଟକାଇବାକୁ ବିରୋଧୀଙ୍କ ରଣନୀତି ଦେଖିଲେ ଏହାହିଁ କୁହାଯାଇପାରିବ। ନିର୍ବାଚନୀ ମଇଦାନରେ ସେନା ଠୁଳ ହୋଇସାରିଲେଣି। ଯୋଦ୍ଧାମାନେ ବି ଅସ୍ତ୍ରଶସ୍ତ୍ର ପଜାଇ ରେଡ୍ଡୀ ହୋଇ […]
ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲାର ଆଳି ନିର୍ବାଚନ ମଣ୍ଡଳି ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାଏ। କାରଣ ଏହି ନିର୍ବାଚନ ମଣ୍ଡଳିର ବିଧାୟକ ହେଉଛନ୍ତି ବିଜେଡିର ଟାଣୁଆ ନେତା ତଥା ମନ୍ତ୍ରୀ ପ୍ରତାପ ଦେବ। ତେବେ ଏଥର ନିର୍ବାଚନରେ ପ୍ରତାପଙ୍କ ସହିତ ଜଣେ ଯୁବା […]
ଭୁବନେଶ୍ଵର: ଚଳିତ ନିର୍ବାଚନରେ କ୍ଷମତା ନିଶା ଏତେ ବଢ଼ି ଯାଇଛି ଯେ, ମାଆ ପେଟର ଦୁଇ ଭାଇ କେହି କାହାକୁ ସହିବାକୁ ପ୍ରସ୍ତୁତ ନୁହଁନ୍ତି। କେବଳ ଭାଇ ଭାଇ ନୁହଁନ୍ତି ଗୋଟିଏ ପରିବାରର ସଦସ୍ୟ ଖୁଡ଼ୀ-ପୁତୁରା କ୍ଷମତା ହାସଲ କରିବା ପାଇଁ […]
ଭୁବନେଶ୍ବର: ପ୍ରକାଶ ପାଇଛି ଶ୍ରୀମନ୍ଦିରର ନୂଆ ପାଞ୍ଜି। ପଣା ସଂକ୍ରାନ୍ତୀରୁ ଓଡିଆ ନବ ବର୍ଷ ଆରମ୍ଭ ହେଉଥିବାରୁ ଏହି ଦିନ ଶ୍ରୀମନ୍ଦିର ପକ୍ଷରୁ ଏହି ନୂଆ ପାଞ୍ଜି ପ୍ରଚଳନ ହୋଇଛି। ଏହି ପାଞ୍ଜି ଅନୁସାରେ ଶ୍ରୀମନ୍ଦିର ନୀତିକାନ୍ତି କରାଯିବ। ତେବେ ଏଥର […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ ମାତ୍ର କିଛିଦିନ ବାକି ଥିବାବେଳେ ନେତାଙ୍କ ରାଜନୈତିକ ବୟାନବାଜି ବଢ଼ିବାରେ ଲାଗିଛି। ମହିଳା ନେତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ନେଇ ଏବେ ନିର୍ବାଚନ ବଜାର ପଡ଼ୁଛି ଉଠୁଛି। ଦର ପଚାରିବା ପରେ ହଙ୍ଗାମା […]
ଭୁବନେଶ୍ବର: ପଶ୍ଚିମ ଓଡିଶା ନିର୍ବାଚନୀ ଯୁଦ୍ଧ କ୍ଷେତ୍ରରେ ବିଜୁ ଜନତା ଦଳ ଏଥର ନିଜର ସେନାପତିଙ୍କୁ ଅବତୀର୍ଣ୍ଣ କରିଛି। ସେଠାରେ ସେ କେବଳ ଗଡ ବିଜୟ କରିବେ ନାହିଁ, ନିଜେ ବିଜୟୀ ହେବା ସହିତ ବିଜେପି ଗଡକୁ ଧୂଳିସାତ କରିବାକୁ ବ୍ୟୁହ […]
ଭୁବନେଶ୍ବର: ରାଉରକେଲା ରାଜନୀତି ଏବେ କଡ଼ ଲେଉଟାଇଛି। ଗୁମସୁମ ଥିବା ଦିଲ୍ଲୀପ ରାୟ ହଠାତ ଚଳଚଞ୍ଚଳ ହୋଇଯାଇଛନ୍ତି। ୨୦୧୯ ଭଳି ଚବିଶରେ ବି ନିର୍ବାଚନୀ କାଦୁଅରେ ଘାଣ୍ଟି ହେବାକୁ ଦିଲ୍ଲୀପ ଚାହୁଁ ନ ଥିଲେ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ […]
ଭୁବନେଶ୍ବର: ଶେଷରେ ବିଜେଡି ତାହାର ବାଲେଶ୍ବର ଲୋକସଭା ପାଇଁ ପ୍ରାର୍ଥୀ ଭାବେ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାମ ଘୋଷଣା କରିଛି। ବିଜେଡି ସମସ୍ତ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିଲେ ମଧ୍ୟ ଏକମାତ୍ର ବାଲେଶ୍ବର ଆସନରେ ପ୍ରାର୍ଥୀ ଦେଇ ନ ଥିଲା। […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ବହୁ ବିବାଦୀୟ ଥିବା କେତେକ ଆସନକୁ ସମାଧାନ କରି ପ୍ରାର୍ଥୀ ଘୋଷଣା କରିଛି। ସେଥିମଧ୍ୟରୁ ଗୋଟିଏ ହେଲା ଭୁବନେଶ୍ବର ମଧ୍ୟ ବିଧାନସଭା ଆସନ। ଏହି ଆସନର ବର୍ତ୍ତମାନ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ନବୀନ […]