ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସପ୍ତଦଶ ଲୋକସଭାର ଶେଷ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ଅବସର ଭାରତର ଗଣତନ୍ତ୍ର ପାଇଁ ଗୁରୁତ୍ୱପୂର୍ଣ୍ଣ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଏବଂ ଦେଶକୁ ଦିଗଦର୍ଶନ ଦେବାରେ […]
ଭୁବନେଶ୍ୱର: ଚଳିତ ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ବଜେଟକୁ ରାଜ୍ୟ ସରକାର ବିଧାନସଭାରେ ଆଗତ କରିଛନ୍ତି। ଏହି ବଜେଟ୍ ଚିରାଚରିତ ଢଙ୍ଗରେ ଆଶା ସୃଷ୍ଟିକାରୀ ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପଂଚାନନ […]
ଭୁବନେଶ୍ବର: ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ […]
ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି […]
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୃଙ୍କ ପଦ୍ମ ବେଶ ଅନୁଷ୍ଠିତ ହେବ। ଆଜି ବଡସିଂହାର ବେଶ ବେଳେ ମହାପ୍ରଭୃଙ୍କ ନିକଟରେ ଲାଗି ହେବ ପଦ୍ମଫୁଲ। ଯାହାକୁ ପଦ୍ମବେଶ ବୋଲି କୁହାଯାଇଥାଏ। ଏହି ବେଶ ପାଇଁ ବଡଛତା ମଠ ତରଫରୁ ବିଭିନ୍ନ ସାମଗ୍ରୀ ପ୍ରଦାନ […]
ଭୁବନେଶ୍ବର: ଆଜି ଶେଷ ହୋଇଛି ଷୋଢଶ ବିଧାନସଭାର ଅଧିବେଶନ। ଆଜି ବ୍ୟୟ ମଂଜୁରୀ ବିଲ ପାଶ ହେବା ପରେ ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଏହି ଅଧିବେଶନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। […]
ନୂଆଦିଲ୍ଲୀ: ଇଣ୍ଡିଆ ଟୁଡେ ଗ୍ରୁପ୍ ଏବଂ ସି-ଭୋଟର ମିଳିତଭାବେ ପରିଚାଳିତ ତ୍ରୈମାସିକ ମୁଡ୍ ଅଫ୍ ଦ ନେସନ୍ (ଏମଓଟିଏନ) ୨୦୨୪ ଲୋକସଭା ନିର୍ବାଚନରେ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ଏନଡିଏକୁ ସୁରୁଖୁରୁରେ ଯାତ୍ରା କରିବ ବୋଲି ପୂର୍ବାନୁମାନ କରିଛି। କଂଗ୍ରେସର ବ୍ୟକ୍ତିଗତ ଆସନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ୫ ଜଣ ମହାନ ବ୍ୟକ୍ତିତ୍ୱଙ୍କୁ ଭାରତ ରତ୍ନ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କରପୁରୀ ଠାକୁରଙ୍କୁ ଭାରତ ରତ୍ନ ଘୋଷଣା କରିଥିଲେ, ଯାହା ପରେ […]
ନୂଆଦିଲ୍ଲୀ: ଆଜି ସଂସଦ ଭବନ କ୍ୟାଣ୍ଟିନରେ ପ୍ରଧାନମନ୍ତ୍ରୀଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏ ନେଇ ପ୍ରଧାନମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ଫଟୋ ସହିତ ଲେଖା ମଧ୍ୟ ପ୍ରକାଶ କରିଛନ୍ତି। କେବଳ ସସ୍ମିତ ନୁହଁନ୍ତି ବିଭିନ୍ନ […]
ନୂଆଦିଲ୍ଲୀ: କଂଗ୍ରେସ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କୁ ଭାରତ ରତ୍ନ ପୁରସ୍କାର ଦେବାକୁ ମୋଦି ସରକାର ଘୋଷଣା କରିଛନ୍ତି। ରାଓଙ୍କୁ ନିଜେ ପ୍ରଧାନମନ୍ତ୍ରୀ ମୋଦୀ ଅନେକ ଥର ପ୍ରଶଂସା କରିଥିଲେ, ଯିଏ ଦେଶର ଅର୍ଥନୀତିକୁ ଅସୁବିଧାରୁ ମୁକୁଳାଇ ଟ୍ରାକକୁ ଫେରାଇ ଆଣିଥିଲେ। ରାଓ […]
ନୂଆଦିଲ୍ଲୀ: ପିଭି ନରସିଂହ ରାଓ, ଚୌଧୁରୀ ଚରଣ ସିଂହ ଏବଂ ଏମଏସ ସ୍ୱାମୀନାଥନଙ୍କୁ କେନ୍ଦ୍ର ସରକାର ମରଣୋତ୍ତରଭାବେ ଭାରତ ରତ୍ନ ଘୋଷଣା କରିଛନ୍ତି। ଏହି ତିନିଜଣ ବ୍ୟକ୍ତିତ୍ୱଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଦେବାର ସୂଚନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଚରଣ ସିଂହଙ୍କୁ ଭାରତ ରତ୍ନ ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଆରଏଲଡି ଏବଂ ଜାଟ ସମାଜ ଗତ ତିନି ଦଶନ୍ଧି ଧରି କୃଷକ ନେତା ଚରଣ ସିଂହଙ୍କୁ ଭାରତ ରତ୍ନ ଦେବାକୁ ଦାବି କରି ଆସୁଥିଲା। […]
ଭୁବନେଶ୍ବର: ବିଜେଡିର ନେତା ମୁଖ୍ୟମନ୍ତ୍ରୀ ହେବା ପାଇଁ ଚାହୁଥିଲେ। ସେଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ଖରାପ ବୋଲି ଅପ୍ରଚାର କରିବାରେ ଲାଗିଥିଲେ। ସେ ଚାହୁଁଥିଲେ ମୁଖ୍ୟମନ୍ତ୍ରୀଙ୍କ ଦେହ ଖରାପ କହି ନିଜେ ମୁଖ୍ୟମନ୍ତ୍ରୀ ହେବେ। ସେଥିପାଇଁ ସେ କେତେକ ବିଧାୟକଙ୍କ ସହିତ […]
ନୂଆଦିଲ୍ଲୀ: ମିଆଁମାର ସହିତ ଭାରତର ଥିବା ଅବାଧ ଗମନାଗମନ ବ୍ୟବସ୍ଥା (ଏଫ୍ଏମ୍ଆର୍) ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ତଥା ନିରାପତ୍ତା ଦୃଷ୍ଟିରୁ ତତ୍କାଳ ରଦ୍ଦ କରିବାକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଏହା ଫଳରେ ଦୁଇ ଦେଶ ମଧ୍ୟରେ ଉଭୟ ଦେଶର ନାଗରିକଙ୍କ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ଅବସରପ୍ରାପ୍ତ ସଦସ୍ୟମାନଙ୍କୁ ବିଦାୟ ଦେଇଛନ୍ତି। ଏହି ଅବସରରେ ରାଜ୍ୟସଭାରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରତି ପାଞ୍ଚ ବର୍ଷ ପରେ ଲୋକସଭା ବଦଳିଥାଏ ଏବଂ ରାଜ୍ୟସଭାକୁ ପ୍ରତି ଦୁଇ ବର୍ଷରେ ଏକ […]
ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ଇକୋ ରିଟ୍ରିଟ୍ କୋଣାର୍କଠାରେ ଓଡିଶା ଟ୍ରାଭେଲ ବାଜାରର ୫ମ ସଂସ୍କରଣର ଉଦଘାଟନ କରିଛନ୍ତି । ଏହି ତିନି ଦିବସୀୟ ସମାରୋହ ବିଶାଳ ପ୍ରତିକ୍ରିୟା ପାଇଁ ଉନ୍ମୋଚିତ ହୋଇଛି। ଆଜି […]
ନୂଆଦିଲ୍ଲୀ: ଜାତୀୟ ଗଣମାଧ୍ୟମର ଟାଇମ୍ସ ନାଓ ର ନିର୍ବାଚନକୁ ନେଇ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଓଡିଶାରେ ନବୀନ ପଟ୍ଟନାୟକ ପୂର୍ବପରି ଲୋକପ୍ରିୟତା ବଜାଇ ରଖିଛନ୍ତି।ମୁଖ୍ୟତଃ ରାଜ୍ୟରେ ଜନହିତକର ଯୋଜନା ସହିତ ନବୀନଙ୍କ ନିର୍ମଳ ଭାବମୂର୍ତ୍ତି ତାଙ୍କର ଲୋକପ୍ରିୟତାକୁ ବଜାଇ […]
ଭୁବନେଶ୍ବର: ପ୍ରଥମ ବିଶ୍ଵଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆମାନଙ୍କ ସହିତ ୫-ଟି (5T) ଅଧ୍ୟକ୍ଷଙ୍କ ଆଲୋଚନାର ଆଧାରରେ ୧୮ଟି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସବୁ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି (5T) ପଦକ୍ଷେପ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିଛନ୍ତି। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ […]
ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନଠାରେ ତିନିଦିନିଆ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪ର ଆୟୋଜନ ହେଉଛି। ଏହି ଉପଲକ୍ଷେ ଆୟୋଜିତ ପ୍ରଦର୍ଶନୀ ମଣ୍ଡପରେ ରାଜ୍ୟ ସରକାରଙ୍କ […]
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନରେ ଆସନକୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଳିତ ଲୋକସଭା ନିର୍ବାଚନରେ ବିଜେପି ୩୭୦ଟି ଆସନ ଜିତିବ ଏବଂ ଏନଡିଏ ମେଣ୍ଟ ୪୦୦ ସଂଖ୍ୟା ଅତିକ୍ରମ କରିବ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ […]