ଭୁବନେଶ୍ଵର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାରେ ତାଙ୍କର ଦକ୍ଷତାକୁ ସ୍ୱୀକୃତି ଜଣାଇ ମୁଖ୍ୟମନ୍ତ୍ରୀ ତାଙ୍କୁ ୨୩ ଲକ୍ଷ ଟଙ୍କାର […]
ଭୁବନେଶ୍ବର: ୧୯୯୯ ମହାବାତ୍ୟା ବିପର୍ଯ୍ୟୟରେ ମୃତ୍ୟୁବରଣ କରିଥିବା ମୂଲ୍ୟବାନ ଜୀବନକୁ ଆମେ ମନେ ପକାଉଛୁ। ସେବେଠାରୁ ବିପର୍ଯ୍ୟୟ ସମୟରେ ଓଡ଼ିଶାକୁ ସୁରକ୍ଷିତ ରଖିବା ଦିଗରେ ଆମେ ଉଲ୍ଲେଖନୀୟ କାର୍ଯ୍ୟକରିଛୁ। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମ ରାଜ୍ୟ ଏବେ ଅନ୍ୟ ରାଜ୍ୟ ଓ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡିଓ ଅଭିଭାଷଣର ୧୦୬ ତମ “ମନ୍ କି ବାତ୍” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଆସନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ୍ କି ବାତ୍” ର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ 4.30 ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନକୁ ଯାଇ ପ୍ରକଳ୍ପ କାମ ବୁଲି […]
ଭୁବନେଶ୍ବର: ଚିଠା ଭୋଟର ତାଲିକା-୨୦୨୪ ପ୍ରକାଶ ପାଇବା ପୂର୍ବରୁ ୧୭ ବର୍ଷ ବୟସରୁ ଊଦ୍ଧ୍ୱର୍ ନୂତନ ଯୁବ ମତଦାତାମାନଙ୍କୁ ଭୋଟର ତାଲିକାରେ ସାମିଲ କରିବା ଓ ଭୋଟର ତାଲିକା ସଂଶୋଧନ ନେଇ ଭୁବନେଶ୍ୱରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ଖୋର୍ଦ୍ଧା […]
ଭୁବନେଶ୍ୱର : ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଶହୀଦ ବୀର ଓ ଯବାନ’ ମାନଙ୍କୁ ସମ୍ମାନ ଜଣାଇ ‘ମାଟିକୁ ନମନ୍–ବୀରଙ୍କୁ ବନ୍ଦନ୍’ ପରିପ୍ରେକ୍ଷୀରେ ଗତ ଅଗଷ୍ଟ ୯ତାରିଖରେ “ମୋ ମାଟି, ମୋ ଦେଶ” ରାଷ୍ଟ୍ରୀୟ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଦେଶର ପ୍ରତି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ […]
ନୂଆଦିଲ୍ଲୀ: ଚଳିତମାସ ୩୧ତାରିଖରେ ନୂଆଦିଲ୍ଳୀଠାରେ “ଆଜାଦି କି ଅମୃତ ମହୋତ୍ସବ”ର ଉଦ୍ଯାପନ ଉତ୍ସବ “ମେରି ମାଟି ମେରି ଦେଶ” ଆୟୋଜିତ ହେବ । ଜାତୀୟ ରାଜଧାନୀ ନୂଆଦିଲ୍ଲୀର ବିଜୟ ଚୌକ/ କର୍ତ୍ତବ୍ୟ ପଥରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେଶବ୍ୟାପୀ ଚାଲିଥିବା ଅମୃତ […]
ଭୁବନେଶ୍ବର: ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା […]
ଭୁବନେଶ୍ବର: ଅଶ୍ୱିନ ମାସର ଶୁକ୍ଲ ପକ୍ଷ ପୂର୍ଣ୍ଣିମାକୁ କୁମାର ପୂର୍ଣ୍ଣିମା ବା ଶରଦ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା କୁହାଯାଏ। ଜ୍ୟୋତିଷ ଶାସ୍ତ୍ରରେ ବିଶ୍ବାସ ରହିଛି ଯେ କେବଳ ଏହି ପୂର୍ଣ୍ଣିମାରେ ଚନ୍ଦ୍ର ଷୋଳ କଳାରେ ପରିପୂର୍ଣ୍ଣ ହୁଅନ୍ତି। ଚଳିତ ବର୍ଷ […]
ଭୁବନେଶ୍ବର: ର।ଜ୍ୟ ସରକାରଙ୍କ ବିଭିନ୍ନ ସେବା ସଙ୍ଗଠନ ଆଜି ୫ଟି ଏବଂ ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଅଭିନନ୍ଦନ ଜଣାଇଛନ୍ତି। ୫ଟି ଇନିସିଏଟିଭ୍ ଏବଂ ନବୀନ ଓଡିଶାର ଅଧ୍ୟକ୍ଷ ଭାବରେ ନୂତନ ଭୂମିକା ଗ୍ରହଣ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ହେଉଛି ଏସିଆର ସର୍ବବୃହତ୍ ଟେଲିକମ୍, ଗଣମାଧ୍ୟମ ଏବଂ ଟେକ୍ନୋଲୋଜି ଫୋରମ୍ ଯାହା […]
ଭୁବନେଶ୍ବର: ଆଜି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ଓଡିଶାରୁ ବିଦାୟ ନେବେ। ରାଜ୍ୟପାଳ ଭାବେ ଆଜି ହେଉଛି ତାଙ୍କର ଶେଷଦିନ। ଏହି ଉପଲକ୍ଷେ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣେଷୀଲାଲଙ୍କୁ ସାକ୍ଷାତ କରିଥିଲେ। ତାଙ୍କର ଦୀର୍ଘ ତଥା ନିରାମୟ ଜୀବନ କାମନା କରିଥିଲେ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଶିରିଡି, ଅହମ୍ମଦନଗର ଠାରେ ସ୍ୱାସ୍ଥ୍ୟ, ରେଳ, ସଡ଼କ, ତୈଳ ଏବଂ ଗ୍ୟାସ ଭଳି କ୍ଷେତ୍ରରେ ପ୍ରାୟ ୭୫୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଉଦଘାଟନ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି […]
ଭୁବନେଶ୍ୱର: ଓଡ଼ିଶା ମିଲେଟ୍ ମିଶନର ବିଭିନ୍ନ ଲକ୍ଷ୍ୟ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ନଭେମ୍ବର ୯ ଓ ୧୦ ତାରିଖରେ ଆୟୋଜିତ ହେବାକୁ ଥିବା ଦୁଇଦିନିଆ ମିଲେଟସ୍ ସମ୍ବନ୍ଧୀୟ ଆନ୍ତର୍ଜାତିକ ସମ୍ମିଳନୀ ସଂପର୍କରେ ଆଜି ଏକ ବୈଠକ ଓଡ଼ିଶା ସରକାରଙ୍କ ଇନ୍ଷ୍ଟିଚୁ୍ୟସନାଲ୍ […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ […]
ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ଦାବି କରିଛନ୍ତି। ଜୋ ବାଇଡେନ କହିଛନ୍ତି ଯେ, ଇସ୍ରାଏଲ ଉପରେ ହମାସର ଆତଙ୍କବାଦୀ ଆକ୍ରମଣର ଗୋଟିଏ କାରଣ ମଧ୍ୟ ନୂଆଦିଲ୍ଲୀରେ ଅନୁଷ୍ଠିତ […]
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସ୍ କୁ ପ୍ରୋତ୍ସାହିତ କରିବା ଦିଗରେ […]
ଭୁବନେଶ୍ବର: ଆଜି ଦିନ ତମାମ ମୋବାଇଲ ବ୍ୟବହାରକାରୀ ଏକ ଭିନ୍ନ ପ୍ରକାରର ମେସେଜ ପାଇ ଭୟଭୀତ ହୋଇ ପଡିଛନ୍ତି। କାରଣ ହେଲା ଏହି ମେସେଜଟି ମୋବାଇଲକୁ ଆସିବା ପରେ ତାହା ଯେପରି ସାଉଣ୍ଡ କରୁଛି ତାହା ସାଧାରଣ ମିଡିଆ ସାଉଣ୍ଡଠାରୁ ଅଲଗା। […]
ନୂଆଦିଲ୍ଲୀ: ଦ୍ୱାରିକାଠାରେ ଦଶହରା ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନୂଆଦିଲ୍ଲୀର ଦ୍ବାରିକାଠାରେ ଦଶହରା ଉତ୍ସବ ସହିତ ରାବଣପୋଡିର ମଧ୍ୟ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗଦେଇ ଉପସ୍ଥିତ ଜନତାକୁ ସମ୍ବୋଧୀତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ […]