ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି) ଏକ ବଡ଼ ରାଜନୈତିକ ଖେଳ କରିଛି। ମାତ୍ର ଦିନକ ମଧ୍ୟରେ ୩ଟି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଦଳ ଉପରେ ବିଜୟୀ ହୋଇଛି ବିଜେପି। ଏହା ଉତ୍ତରପ୍ରଦେଶ ହେଉ କି ମହାରାଷ୍ଟ୍ର […]
ନୂଆଦିଲ୍ଲୀ: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣର ଦୁର୍ଗ, ଯାହାକୁ ଆଧାର କରି ଇଣ୍ଡି ମେଣ୍ଟ ଶାସକ ଭାରତୀୟ ଜନତା ପାର୍ଟି ଉପରେ ଆଖି ଦେଖାଉଥିଲା, ସେଥି ମଧ୍ୟରୁ ତିନିଟି ଶକ୍ତିଶାଳୀ ସ୍ତମ୍ଭ ଥରି ଉଠିଥିବା ଦେଖିବାକୁ ମିଳୁଛି। ପୂର୍ବରେ ପଶ୍ଚିମବଙ୍ଗ, […]
ନୂଆଦିଲ୍ଲୀ: ଯେଉଁ ବ୍ୟକ୍ତିମାନେ ଲିଭ୍-ଇନ୍ ରିଲେସନ୍ ସିପରେ ପ୍ରବେଶ କରିବାକୁ ଯୋଜନା କରୁଛନ୍ତି ଓ ଉତ୍ତରାଖଣ୍ଡରେ ରହୁଛନ୍ତି ତେବେ ଏବେଠାରୁ ସାବଧାନ ହୋଇଯାଆନ୍ତୁ। ସେମାନେ ନୂଆ ଆଇନ ଆସିବା ପରେ ଉତ୍ତରାଖଣ୍ଡର ୟୁନିଫର୍ମ ସିଭିଲ୍ କୋଡ୍ (ୟୁସିସି) ଅଧୀନରେ ନିଜକୁ ପଞ୍ଜୀକୃତ […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ମହାରାଷ୍ଟ୍ର ରାଜନୀତିର ଚାଣକ୍ୟ ଶରଦ ପାୱାରଙ୍କୁ ଏକ ବଡ଼ ଝଟକା ଦେଇଛି। ପୁତୁରା ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ନିର୍ବାଚନ ଆୟୋଗ ତାଙ୍କ ନିଷ୍ପତ୍ତିରେ ପ୍ରକୃତ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ଭାବେ ବିବେଚନା କରିଛନ୍ତି। […]
ଭୁବନେଶ୍ବର: ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ […]
ଭୁବନେଶ୍ବର: ଗତକାଲି ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଚଳିତ ମାସ ୨୦ ତାରିଖରେ ମାଟ୍ରିକ ଏବଂ ଚଳିତ ମାସ ୧୬ ତାରିଖରେ +୨ ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଓଡ଼ିଶା ଗସ୍ତ କାଳରେ ରାଜ୍ୟର ଶାସନ କ୍ଷମତାରେ ଥିବା ବିଜଦ ସରକାରକୁ ସମାଲୋଚନା କରିବା ପରିବର୍ତ୍ତେ ଏହାର ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି। ଓଡ଼ିଶାରେ ବିଜଦ ଓ ଭାଜପା ମଧ୍ୟରେ […]
ଭୁବନେଶ୍ୱର: ନାବାଳିକା ପରୀର ନିଖୋଜ ଓ ହତ୍ୟାଘଟଣା ଅତ୍ୟନ୍ତ ଦୁଃଖଦ ଥିଲା, ଯାହା ସମସ୍ତଙ୍କୁ ମର୍ମାହତ କରିଥିଲା। ଘଟଣା ଅତ୍ୟନ୍ତ ସମ୍ବେଦନଶୀଳ ଥିବା ଯୋଗୁଁ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ଏସଆଇଟି ଗଠନ କରିଥିଲେ ଓ ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ […]
ଭୁବନେଶ୍ବର: ମହିଳା ଓ ଶିଶୁ ବିକାଶ ବିଭାଗ ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛି। ଆଜି ଭୁବନେଶ୍ୱରସ୍ଥିତ ଷ୍ଟେଟ୍ ଇନ୍ଷ୍ଟିଚୁ୍ୟଟ୍ ଫର ୱିମେନ୍ ଆଣ୍ଡ ଚିଲଡ୍ରେନ ପରିସରରେ ମହିଳା […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହଜାର କଳାକାର ଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା। […]
ଭୁବନେଶ୍ୱର: ଓଡିଶାର ୩୦ ଟି ଜିଲ୍ଲା ମଧ୍ୟରୁ ୭ଟି ଜିଲ୍ଲା ଯଥା- ବଲାଙ୍ଗିର, ଖୋର୍ଦ୍ଧା, କଟକ, କନ୍ଧମାଳ, କଳାହାଣ୍ଡି, ନୟାଗଡ ଓ ରାୟଗଡା ଜିଲ୍ଲାରେ ବାତଜ୍ୱର ନିରାକରଣ ପାଇଁ ସାମୂହିକ ଔଷଧ ସେବନ (ଏମ୍ଡିଏ) କାର୍ଯ୍ୟକ୍ରମ ଆସନ୍ତା ୧୦-୧୯ ଫେବୃଆରୀ ୨୦୨୪ […]
ନୂଆଦିଲ୍ଲୀ : କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର ଆଜି ନୂଆଦିଲ୍ଲୀ ଠାରେ ବିମ୍ଷ୍ଟେକ୍ ଆକ୍ୱାଟିକ୍ସ ଚାମ୍ପିୟନସିପ୍ ୨୦୨୪ର ଶୁଭାରମ୍ଭ କରିଛନ୍ତି । ବିମ୍ଷ୍ଟେକ୍ ଆକ୍ୱାଟିକ୍ସ ଚାମ୍ପିୟନଶିପ୍ ପ୍ରଥମ ଥର ପାଇଁ ଆୟୋଜନ କରାଯାଉଛି […]
ନୂଆଦିଲ୍ଲୀ: ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ଆଜି ସୁଦ୍ଧା ଗ୍ରାମ ପଞ୍ଚାୟତ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାରେ ଆୟୋଜିତ ୨,୩୪,୨୫୯ ଟି ସ୍ୱାସ୍ଥ୍ୟ ଶିବିରରେ ସମୁଦାୟ ୭,୨୨,୬୯,୦୧୪ ରୁ ଅଧିକ ଲୋକ ଯୋଗ ଦେଇଛନ୍ତି। ସ୍ୱାସ୍ଥ୍ୟ ଶିବିରରେ ନିମ୍ନଲିଖିତ […]
ଭୁବନେଶ୍ୱର: ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ଜିଏମ୍ଆର୍ ଏରୋ ଏକାଡେମୀ (ଜିଏମ୍ଆର୍ଏଏ) ସହ ମିଶି ଓଡ଼ିଶାର ଯୁବକମାନଙ୍କୁ ବିମାନ ଚଳାଚଳ ସମ୍ବନ୍ଧୀୟ ଦକ୍ଷତା ପ୍ରଦାନ ପୂର୍ବକ ମିଳିତ ଭାବେ […]
ନୂଆଦିଲ୍ଲୀ: ସାର୍ବଜନୀନ ପରୀକ୍ଷାରେ ନକଲି ରୋକିବା ପାଇଁ ଆସାମ ସରକାର ଖୁବଶୀଘ୍ର କଠୋର ଆଇନ ପ୍ରଣୟନ ହେବ। ସୋମବାର ରାଜ୍ୟ ସରକାର ବିଧାନସଭାରେ ଏକ ବିଲ ଆଗତ କରିଛନ୍ତି, ଯେଉଁଥିରେ ପରୀକ୍ଷାରେ କପି ଅଭିଯୋଗରେ ଦୋଷୀସାବ୍ୟସ୍ତ ବ୍ୟକ୍ତିଙ୍କୁ ସର୍ବନିମ୍ନ ୫ ବର୍ଷ […]
ନୂଆଦିଲ୍ଲୀ: ଦେଶରେ ଏକ ଅନୁଷ୍ଠାନଭାବେ ବିବାହକୁ ସୁରକ୍ଷିତ ରଖିବାର ଆବଶ୍ୟକତା ରହିଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହାକୁ ପାଶ୍ଚାତ୍ୟ ଦେଶମାନଙ୍କ ଭଳି ନଷ୍ଟ ହେବାକୁ ଦିଆଯିବା ଉଚିତ ନୁହେଁ, ଯେଉଁଠାରେ ବିବାହ ବାହାରେ ସନ୍ତାନ ଜନ୍ମ ହେବା ସାଧାରଣ କଥା।ଅବିବାହିତ ମହିଳାଙ୍କୁ […]
ଭୁବନେଶ୍ବର: କଥାରେ ଅଛି ମାଘମାସରେ ବାଘ ପରି ଶୀତ। ହେଲେ ଆର୍ଶ୍ଚର୍ଯ୍ୟର କଥା ଚଳିତ ମାଘ ମାସରେ ଶୀତ କଣ ଗରମ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ଧରି କୋହଲା ପାଗ ସହିତ ଶୀତ ଅନୁଭୂତ ହେଉଥିଲା। ହେଲେ […]
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଗତ ଜାନୁଆରୀ ମାସ ୫ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶିତ ହୋଇଅଛି। ଏହାର ନକଲ ବୁଥ୍ସ୍ତରୀୟ ଅଧିକାରୀ (BLO) ଓ ସମସ୍ତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛି । ଚୂଡ଼ାନ୍ତ ଭୋଟର […]
ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆଜି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହାକୁ ଉନ୍ମୋଚନ କରିବା ଅବସରରେ ସୂଚନା ଓ […]
ଭୁବନେଶ୍ବର: ଉଦ୍ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ । ପ୍ରଥମ ବିଶ୍ବ ଓଡିଆ […]
ନୂଆଦିଲ୍ଲୀ: ଲୋକସଭାରେ କଂଗ୍ରେସକୁ ତୀବ୍ର ସମାଲୋଚନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଜବାହରଲାଲ ନେହେରୁ ଭାରତୀୟମାନଙ୍କୁ ଅଳସୁଆ ଭାବୁଥିଲେ ଏବଂ ସେମାନଙ୍କର ଆମେରିକୀୟ ଏବଂ ଚୀନ୍ ସମକକ୍ଷଙ୍କ ତୁଳନାରେ କମ୍ ଗୁଇନ୍ଦା ଜ୍ଞାନ ଥିଲା। ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ […]