ନୂଆଦିଲ୍ଲୀ: ଆପଣ ଜାଣନ୍ତି କି ରାଜ୍ୟର ଖାଉଟି ଫୋରମର ମୁଖ୍ୟ ପଦ କାହିଁକି ଖାଲି ପଡ଼ିଛି। ଏହି ପଦବୀରେ ନିଯୁକ୍ତି ନ ହେବା ପଛର ମୁଖ୍ୟ କାରଣ କ’ଣ? ସରକାର ଏହି ପଦବୀପୂରଣ କରିବାରେ ସକ୍ଷମ ନୁହଁନ୍ତି କି? ପ୍ରଧାନ ବିଚାରପତି […]
ମୁମ୍ବାଇ: ପ୍ରକାଶ ଆମ୍ବେଦକର ମହାବିକାଶ ଆଘାଡି ମେଣ୍ଟରେ ପ୍ରବେଶ କରିବାମାତ୍ରେ ସେ ଇଣ୍ଡି ମେଣ୍ଟ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଇଣ୍ଡି ମେଣ୍ଟରେ ଆଉକିଛି ବାକି ନାହିଁ, କିନ୍ତୁ ମହାବିକାଶ ଆଘାଡିକୁ ବଞ୍ଚାଇବା ପାଇଁ ଆମେ […]
ଭୁବନେଶ୍ବର: ଓଡ଼ିଶା ମିଲେଟ୍ସ ମିଶନର ସଫଳତା ସମ୍ପର୍କରେ ଅବଗତ ହେବା ପାଇଁ ଆସାମ ମିଲେଟ୍ ମିଶନର ୧୫ ଜଣିଆ ପ୍ରତିନିଧି ଦଳ ଜାନୁଆରୀ ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିଥିଲେ। ଆସାମ ସରକାରଙ୍କ ଆସାମ କୃଷି ବ୍ୟବସାୟ ଏବଂ […]
ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ କେନ୍ଦ୍ର ସରକାର ଭାରତ ରତ୍ନ ପ୍ରଦାନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଆଡଭାନୀ ବିଜେପିର ସବୁଠାରୁ ପୁରୁଣା ଓ ସବୁଠାରୁ ବଡ଼ ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କର ଆଜି ଭାରତୀୟ ପ୍ରବନ୍ଧ ସଂସ୍ଥାନ (ଆଇଆଇଏମ୍), ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ […]
ଭୁବନେଶ୍ବର: ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମ୍ବଲପୁରରେ ସରକାରୀ କାର୍ଯ୍ୟକ୍ରମରେ ଯୋଗେଦେବେ।ଏଥିରେ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେଗୁଡିକ ହେଲା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶାରେ ୬୮,୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ […]
ନୂଆଦିଲ୍ଲୀ: ବଜେଟ ଅଧିବେଶନର ତୃତୀୟ ଦିନ ଫେବ୍ରୁଆରି ୨ରେ ରାଜ୍ୟସଭାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଏକ ବୟାନରେ ହସଖୁସି ଦେଖିବାକୁ ମିଳିଥିଲା। କର୍ଣ୍ଣାଟକ କଂଗ୍ରେସ ସାଂସଦ ଡିକେ ସୁରେଶ ଦକ୍ଷିଣରେ ଅଲଗା ଅଲଗା ରାଜ୍ୟକୁ ମିଶାଇ ଏକ ଅଲଗା ଦେଶ […]
ନୂଆଦିଲ୍ଲୀ: ପଶ୍ଚିମ ବଙ୍ଗରେ ଟିଏମସି ଇଣ୍ଡି ମେଣ୍ଟରୁ ଓହରିବାର କିଛିଦିନ ପରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଆଗାମୀ ସାଧାରଣ ନିର୍ବାଚନରେ କଂଗ୍ରେସ ୪୦ଟି ଆସନ ହାସଲ କରିବାରେ ସକ୍ଷମ ହେବ କି ନାହିଁ […]
ନୂଆଦିଲ୍ଲୀ: ୪ ବର୍ଷ ପରେ ନାଗରିକତା ସଂଶୋଧନ ଆଇନ (ସିଏଏ) କାର୍ଯ୍ୟକାରୀ କରିବା ପାଇଁ ପ୍ରସ୍ତୁତି ଶେଷ ହୋଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସିଏଏକୁ କାର୍ଯ୍ୟକାରୀ କରିବା ପାଇଁ ଏହି ନିୟମ ପ୍ରସ୍ତୁତ କରାଯାଇଛି। ଏହାର […]
ଭୁବନେଶ୍ବର: ଆସନ୍ତା କାଲି ଫେବୃୟାରୀ ୩ ରୁ ତିନି ଦିନ ଧରି ଭୁବନେଶ୍ଵର ର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ […]
ଭୁବନେଶ୍ବର: ଆସନ୍ତାକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଏକ ସରକାରୀ ଗସ୍ତ ହୋଇଥିଲେ ମଧ୍ୟ ସେ ସମ୍ବଲପୁରରେ ଏକ ସାଧାରଣ ସଭା କରିବାର କାର୍ଯ୍ୟକ୍ରମ ରହିଛି। ଯାହା ସଂପୂର୍ଣ୍ଣ ଦଳିୟ କାର୍ଯ୍ୟକ୍ରମ। ସେଥିପାଇଁ ଓଡିଶା ବିଜେପି ବେଶ ଚଳଚଞ୍ଚଳ […]
ନୂଆଦିଲ୍ଲୀ: ବିହାରରେ ଜେଡିୟୁ ଏନଡିଏରେ ସାମିଲ ହେବା ପରେ ବିଜେପି ପୁଣିଥରେ କ୍ଷମତାକୁ ଆସିଛି। କିନ୍ତୁ ଚଳିତ ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ଆସନ ବଣ୍ଟନକୁ ନେଇ ବିଜେପିର ସମସ୍ୟା ବଢ଼ିବାରେ ଲାଗିଛି। ସୂତ୍ରରୁ ପ୍ରକାଶ ଯେ ଏନଡିଏରେ […]
ଚେନ୍ନାଇ: ଆଉ ଜଣେ ଅଭିନେତା ଦେଶର ରାଜନୀତିରେ ପ୍ରବେଶ କରିଛନ୍ତି। ଦକ୍ଷିଣର ଜଣାଶୁଣା କଳାକାର ଥାଲାପତି ବିଜୟ ଶୁକ୍ରବାର (୨ ଫେବ୍ରୁଆରି ୨୦୨୪) ରାଜନୈତିକ ଦଳର ନାମ ଘୋଷଣା କରିଛନ୍ତି। ତାଙ୍କ ଦଳର ନାମ ହେଉଛି ତାମିଲଗା ଭେଟ୍ରି କାଜାମ୍। ଅଭିନେତା […]
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗର ୫-ଟି ମାସିକ ସମୀକ୍ଷା ବୈଠକ ଆଜି ଅପରାହ୍ନରେ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ବିଭିନ୍ନ […]
ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ମହାବିଦ୍ୟାଳୟରେ ଆନ୍ତଃବିଶ୍ୱବିଦ୍ୟାଳୟ ସାଂସ୍କୃତିକ ଓ ସାହିତି୍ୟକ ଉତ୍ସବ ଉଦଯାପିତ ହୋଇଯାଇଛି। ଚାରିଦିନ ଧରି ଚାଲିଥିବା ଏହି ଉତ୍ସବରେ ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ଉଚ୍ଚଶିକ୍ଷା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କର ଆସନ୍ତା ଫେବୃଆରୀ ୩ ତାରିଖରେ ଭାରତୀୟ ପ୍ରବନ୍ଧ ସଂସ୍ଥାନ (ଆଇଆଇଏମ୍), ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍ କେନ୍ଦ୍ର ଖୋଲାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଗୁରୁବାର ଭାରତ ସରକାର ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତି ସ୍ୱାକ୍ଷର ଏବଂ ଅନୁମୋଦନକୁ ମଞ୍ଜୁରି ଦେଇଛି। ଏହି ଚୁକ୍ତିରେ ନିବେଶକ ବିଶେଷକରି ବଡ଼ […]
ଭୁବନେଶ୍ବର: 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ର ଅନ୍ତରୀଣ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟର ମୁଖ୍ୟାଂଶଗୁଡ଼ିକ ହେଲା: ଭାଗ ଏ ସାମାଜିକ ନ୍ୟାୟ ପ୍ରଧାନମନ୍ତ୍ରୀ ୪ଟି ପ୍ରମୁଖ ଜାତି ଯଥା […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କ ଅନ୍ତରୀଣ ବଜେଟରୁ ଆଶ୍ୱସ୍ତି ମିଳିବ ବୋଲି ଲୋକେ ଆଶା ରଖିଥିଲେ। କିନ୍ତୁ ତାହା ହୋଇନାହିଁ। କୃଷକମାନେ ପିଏମ୍ କିଷାନ ସମ୍ମାନ ନିଧିର ପରିମାଣ ବୃଦ୍ଧି ହେବ ବୋଲି ଆଶା ରଖିଥିଲେ। ବେତନଭୋଗୀ ଶ୍ରେଣୀ […]