ନୂଆଦିଲ୍ଲୀ: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ନେଇ ଗଠିତ ଉଚ୍ଚସ୍ତରୀୟ କମିଟିର ସମ୍ପାଦକଙ୍କୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଚିଠି ଲେଖିଛନ୍ତି। ଏଥିରେ ସେ କହିଛନ୍ତି ଯେ କଂଗ୍ରେସ ଦେଶରେ ଏକାସାଙ୍ଗରେ ନିର୍ବାଚନ କରିବାକୁ ବିରୋଧ କରୁଛି। ଖଡଗେ କହିଛନ୍ତି ଯେ […]
ଭୁବନେଶ୍ବର: କଟକର ବିଜେଡି ସାଂସଦ ଭର୍ତ୍ତୁହରି ମହତାବଙ୍କୁ ନେଇ ବର୍ତ୍ତମାନ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା। ତାହାର କାରଣ ହେଉଛି ଯେ, ବର୍ତ୍ତମାନ ଭର୍ତ୍ତୁହରି ମହତାବଙ୍କୁ ବିଜେଡି ଟିକେଟ ଦେବ କି ନାହିଁ, ସେ ନେଇ ସନ୍ଦେହ ସୃଷ୍ଟି ହୋଇଛି। କାରଣ […]
ନୂଆଦିଲ୍ଲୀ: ବିଏସପି ସୁପ୍ରିମୋ ମାୟାବତୀ ୨୦୨୪ ଲୋକସଭା ନିର୍ବାଚନ ଏକାକୀ ଲଢ଼ିବାକୁ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ମାୟାବତୀ ଆଜି ଲକ୍ଷ୍ନୌ କାର୍ଯ୍ୟାଳୟରେ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ସମସ୍ତ ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲା ସଭାପତିଙ୍କ ଉପସ୍ଥିତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। […]
ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ […]
ନୁଆଦିଲ୍ଲୀ: ଶୀତ ଦିନେ ବି ବିହାର ରାଜନୀତି ଗରମ ଅନୁଭବ କରୁଛି। ଶୁକ୍ରବାର ତୁଳନାରେ ଶନିବାର ଶାନ୍ତିଶୃଙ୍ଖଳାର ସହ ଅତିବାହିତ ହୋଇଛି। ବିଶେଷଜ୍ଞମାନେ ଏହାକୁ ଏକ ବଡ଼ ଝଡ଼ର ସଙ୍କେତ ବୋଲି ବିଚାର କରୁଛନ୍ତି। ନୀତୀଶ କୁମାରଙ୍କ ସହ ଲାଲୁ ଯାଦବ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବେଙ୍ଗାଲୁରୁରେ ବୋଇଂ ବିମାନ ଉତ୍ପାଦନ କାରଖାନାର ପ୍ରଥମ ପର୍ଯ୍ୟାୟ ଉଦ୍ଘାଟନ କରିଛନ୍ତି। ବୋଇଂ ଇଣ୍ଡିଆ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ସେଣ୍ଟର (ବିଆଇଇଟିସି) କୌଣସି ଦେଶରେ ଯୁକ୍ତରାଷ୍ଟ୍ର ଆମେରିକା ବାହାରେ ବୋଇଂର ସର୍ବବୃହତ କ୍ୟାମ୍ପସ ଅଟେ। […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ସମସ୍ତ ୪୨ଟି ଲୋକସଭା ଆସନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି) ପ୍ରାର୍ଥୀ ଦେବାର ସମ୍ଭାବନା ରହିଛି। ଏଥିରେ ବ୍ରହ୍ମପୁର ଲୋକସଭା ଆସନ ଅନ୍ତର୍ଭୁକ୍ତ, ଯେଉଁଠାରେ ରାଜ୍ୟ କଂଗ୍ରେସ ସଭାପତି ଅଧୀର ରଞ୍ଜନ ଚୌଧୁରୀ ବର୍ତ୍ତମାନର ସାଂସଦ ଅଛନ୍ତି। […]
ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଏକଦା ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ବିଜୁ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ କରିବାକୁ ଚାହିଁଥିଲେ। ହେଲେ ସେମାନେ କରିପାରି ନ ଥିଲେ। ତାହାର କାରଣ ହେଲା ଜଗନ୍ନାଥ କୌଣସି କାମ କରିବାକୁ ହେଲେ କାଳେ […]
ନୂଆଦିଲ୍ଲୀ: ଭଗବାନ ଶ୍ରୀରାମଙ୍କୁ ସ୍ୱାଗତ କରିବା ପାଇଁ ଅଯୋଧ୍ୟା ସହର ପ୍ରସ୍ତୁତ । ପୂରା ସହରକୁ କନ୍ୟା ଭଳି ସଜ୍ଜିତ କରାଯାଇଛି । ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ମଧ୍ୟ ମାତ୍ର ୩ ଦିନରୁ କମ୍ ସମୟ ବାକି ଅଛି […]
ନୂଆଦିଲ୍ଲୀ: ମକର ସଂକ୍ରାନ୍ତି ପରେ ବିହାର ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ ହୋଇପାରେ ବୋଲି ଲଗାତାର ଚର୍ଚ୍ଚା ହେଉଥିଲା। ଇଣ୍ଡି ମେଣ୍ଟ ଗଠନରେ ନୀତୀଶ କୁମାର ମୁଖ୍ୟ ଭୂମିକା ଗ୍ରହଣ କରିଥିବାରୁ ଏହି ଆଶଙ୍କା ଆହୁରି ଦୃଢ଼ ହେବାରେ ଲାଗିଛି, ଏବେ […]
ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ସେଵାପ୍ରଦାନକାରୀ ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଅକ୍ଟୋବର ରୁ ଡିସେମ୍ବର ୨୦୨୩ ତ୍ରୟମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ […]
ବାଣପୁର( ସୀତାରାମ ଅଗ୍ରୱାଲ): ଚିଲିକା ନିର୍ବାଚନମଣ୍ଡଳିରେ ଦୀର୍ଘ ଦିନର ବିରତି ପରେ ପୁଣି ସଂଗଠନ ଆରମ୍ଭ କଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ। ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଜଗଦେବଙ୍କ ଗତବର୍ଷ ଜୁଲାଇରେ ସୁପ୍ରିମକୋର୍ଟ କଟକଣା ସରିବା ସତ୍ବେ ସେ ଚିଲିକା […]
ନୂଆଦିଲ୍ଲୀ: ବିହାରରେ ଆଜିକାଲି ରାଜନୀତି ଗରମ ହୋଇଯାଇଛି। ଏକ ଖବରକାଗଜକୁ ଦେଇଥିବା ସାକ୍ଷାତ୍କାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବୟାନ ରାଜନୀତିକ ପାଣିପାଗକୁ ଆହୁରି ଗରମ କରିଛି। ଲାଲୁ ପ୍ରସାଦ ଯାଦବ ଓ ତାଙ୍କ ପୁଅ ତଥା ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ […]
ନୂଆଦିଲ୍ଲୀ: ପଞ୍ଜାବରେ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି (ଆପ୍) ମଧ୍ୟରେ ଲୋକସଭା ଆସନ ବଣ୍ଟନ ପ୍ରସଙ୍ଗ ଅଟକି ରହିଛି। ତେବେ ଦିଲ୍ଲୀ ଓ ଗୁଜରାଟରେ ଦୁଇ ଦଳ ଆସନ ବୁଝାମଣାକୁ ନେଇ ଆଗକୁ ବଢ଼ୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀରେ […]
ନୂଆଦିଲ୍ଲୀ: ବିହାରରେ ଇଣ୍ଡି ମେଣ୍ଟ ମଧ୍ୟରେ ଆସନ ବଣ୍ଟନ କରାଯାଇଛି। କେବଳ ଘୋଷଣା ଏପର୍ଯ୍ୟନ୍ତ ହୋଇନାହିଁ । ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ କାରଣରୁ ଏହାର ଘୋଷଣା ଅଟକି ଯାଇଛି । ଜେଡିୟୁକୁ ଆଶାନୁରୂପ ଆସନ ମିଳିଛି । ଆରଜେଡିର […]
ଭୁବନେଶ୍ବର: ରାଜ୍ୟ ସରକାର ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଉଦ୍ୟମ ଅବ୍ୟାହତ ରଖିଛନ୍ତି। ରାଜ୍ୟରେ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଖ୍ୟାତିସଂପନ୍ନ ଆଇଆଇଟି, ଏମସ୍, ନାଇଜର, ଆଇଜର, ଧାନ ଗବେଷଣା କେନ୍ଦ୍ର, ଧାତୁ ଓ ଖଣିଜ ଦ୍ରବ୍ୟ ପ୍ରତିଷ୍ଠାନ, […]
ଭୁବନେଶ୍ବର: ଚାଷୀମାନେ ଧାନବୁଣିବା ପାଇଁ ପାଗ ଖୋଜୁଥିବା ବେଳେ ଏବଂ ନିର୍ବାଚନ ପାଖେଇ ଆସୁଥିବାରୁ ନେତାମାନେ ଆସନ ଖୋଜିବାରେ ଲାଗିଛନ୍ତି। କେଉଁ ଆସନରେ ଜିତିବା ସୁବିଧା ହେବ ସେ ନେଇ ଚାଲିଛି ଆଶାୟୀ ନେତାଙ୍କର ଅଙ୍କକଷା। ସେହିପରି ବର୍ତ୍ତମାନ ଲୋକସଭା ନିର୍ବାଚନ […]
ଭୁବନେଶ୍ୱର: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସହରାଞ୍ଚଳ ରୂପାନ୍ତରଣ ସଂପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ଆଜିଠାରୁ ହୋଟେଲ ଭିଭାନ୍ତା, ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଜାନୁଆରୀ ୧୮ ରୁ ୨୦ ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ଅନୁଷ୍ଠିତ ହେଉଥିବା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ […]
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଆଜି କହିଛନ୍ତି ଯେ ଆଦିବାସୀମାନେ ଆମ ଦେଶର ଗର୍ବ ଅଟନ୍ତି। ଉପରାଷ୍ଟ୍ରପତି ତାଙ୍କ ବାସଭବନରେ ଛତିଶଗଡ଼ ଓ ମଧ୍ୟପ୍ରଦେଶର ଆଦିବାସୀ ଛାତ୍ରଛାତ୍ରୀଙ୍କୁ ସାକ୍ଷାତ କରି ଶ୍ରୀ ଧନଖଡ କହିଥିଲେ -ମୁଁ ଆପଣଙ୍କୁ କହିବାକୁ ଚାହେଁ ଯେ […]