ଲେଖକ:- ନରେନ୍ଦ୍ର ମୋଦି, ପ୍ରଧାନମନ୍ତ୍ରୀ ଆଜି ଶ୍ରୀ ରତନ ଟାଟାଙ୍କର ଦେହାନ୍ତ ହେବାର ଏକ ମାସ ହୋଇଯାଇଛି। ଗତ ମାସର ଏହି ଦିନ, ଯେତେବେଳେ ମୁଁ ତାଙ୍କର ପରଲୋକ ଖବର ପାଇଥିଲି, ମୁଁ ଏସିଆନ ସମ୍ମିଳନୀକୁ ଯିବାକୁ ପ୍ରସ୍ତୁତ ହେଉଥିଲି। ଆମଠାରୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା […]
ଭୁବନେଶ୍ଵର: ଓଡ଼ିଶା ସରକାର ୩୩୫୩.୧୫ କୋଟି ଟଙ୍କାର ମିଳିତ ନିବେଶରେ ୧୫ଟି ପ୍ରମୁଖ ପ୍ରକଳ୍ପକୁ ଅନୁମୋଦନ କରି ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ସହ ରାଜ୍ୟରେ ନିଯୁକ୍ତି ବୃଦ୍ଧି ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ […]
ଶ୍ରୀ ରତନ ଟାଟା ଆମକୁ ଛାଡ଼ି ଚାଲିଯିବାର ଗୋଟିଏ ମାସ ବିତିଗଲାଣି। କୋଳାହଳପୂର୍ଣ୍ଣ ମହାନଗର ଓ ଛୋଟ ସହର ଠାରୁ ଆରମ୍ଭ କରି ଗାଁ ପର୍ଯ୍ୟନ୍ତ, ତାଙ୍କର ଅନୁପସ୍ଥିତି ସମାଜର ପ୍ରତ୍ୟେକ ସ୍ତରରେ ଅନୁଭୂତ ହେଉଛି। ବିଶିଷ୍ଟ ଶିଳ୍ପପତି, ଯୁବ ଉଦ୍ୟୋଗୀ […]
ଭୁବନେଶ୍ବର: ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ । ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତ୍ରିଶ କୋଟି ଦେବା ଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି ଗୋମାତାଙ୍କ ପୂଜା କରିବା ଅର୍ଥ ଦେବତାଙ୍କୁ ସନ୍ତୁଷ୍ଟ […]
ଭୁବନେଶ୍ୱର: ଏକ ନୂତନ ସହଯୋଗ କ୍ରମରେ ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି) ଭୁବନେଶ୍ୱର ଏବଂ ଏମଓଏସଆର୍ଟ୍ ଲ୍ୟାବ୍ସ ମିଳିତ ଭାବେ ସେମିକଣ୍ଡକ୍ଟର ଟେକ୍ନୋଲୋଜି ଏବଂ ଚିପ୍ ଡିଜାଇନ୍ କ୍ଷେତ୍ରରେ ଏକ ଅଭିନବ ପ୍ରଫେସନାଲ ଡିପ୍ଲୋମା ପ୍ରୋଗ୍ରାମ ଆରମ୍ଭ କରିଛନ୍ତି। ସେମିକଣ୍ଡକ୍ଟର ଟେକ୍ନୋଲୋଜି, […]
ଭୁବନେଶ୍ଵର: ଆଜି ଛାତ୍ରମାନଙ୍କ ପାଇଁ ବିଜୁ ଜନତା ଦଳର ସ୍ୱତନ୍ତ୍ର ସଭ୍ୟ ସଂଗ୍ରହ ଅଭିଯାନ Orientation Programme କୁ ଆରମ୍ଭ କରି ମୁଁ ବହୁତ ଖୁସି। I am also happy to launch the two days digital volunteer […]
ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ କାନାଡାରେ ଚିନ୍ତା ଓ ଭୟର ବାତାବରଣ ରହିଛି। ବିଶ୍ଳେଷକମାନେ ବିଶ୍ବାସ କରନ୍ତି ଯେ, ଟ୍ରମ୍ପଙ୍କ ପ୍ରତ୍ୟାବର୍ତ୍ତନ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ପାଇଁ ଅସୁବିଧା ବଢାଇଇପାରେ। ବିଶେଷତଃ ଯେତେବେଳେ କାନାଡାର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି।ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ […]
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ଓ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ […]
ଭୁବନେଶ୍ୱର: ଆସନ୍ତା ଖରିଫ ଧାନ କିଣା ନଭେମ୍ବର ୨୧ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ। ଏହି ଧାନ କିଣା କାରବାରରେ ସ୍ୱଚ୍ଛତା ଆଣିବା ସହ କଟନୀ ଛଟନୀ ବନ୍ଦ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ସାରା ରାଜ୍ୟର ସମସ୍ତ […]
ଭୁବନେଶ୍ବର: ଅଦିନିଆ ରଥଯାତ୍ରା ନେଇ ଇସ୍କନ ଉପରେ ବର୍ଷିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଇସ୍କନର ଏପରି କାର୍ଯ୍ୟକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ, ଇସ୍କନର ମନମୁଖି କାର୍ଯ୍ୟ ବହୁତ […]
ଭୁବନେଶ୍ୱର: ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ […]
ଭୁବନେଶ୍ୱର: ଆସନ୍ତା ୨୬ ନଭେମ୍ବରରେ କୃଷକ,ଶ୍ରମିକ, କୃଷି ଶ୍ରମିକ, ବିଭିନ୍ନ ବର୍ଗର ଅଣ-ସଂଗଠିତ ଶ୍ରମିକ ଏବଂ ଭାଗଚାଷୀ ମାନେ ମିଳିତ ଭାବେ ସାରା ଦେଶର ୫୦୦ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରତିବାଦ କାର୍ଯ୍ୟକ୍ରମ ଡାକରାକୁ ସଫଳ କରିବା ପାଇଁ ଆଜି ଭୁବନେଶ୍ୱର ଇଣ୍ଡିଆନ୍ […]
କଟକ: ଆଧ୍ୟାତ୍ମ-ଗୁରୁ ତଥା ‘ଆର୍ଟ ଅଫ ଲିଭିଂ’ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଗୁରୁଦେବ ରବିଶଙ୍କର ଆସନ୍ତା ୧୦ ନଭେମ୍ବରରୁ ୧୩ ନଭେମ୍ବର ୨୦୨୪ ପର୍ଯ୍ୟନ୍ତ ଏକ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କର ଏହି ଗସ୍ତ କାଳରେ ଗୁରୁଦେବ, […]
ଭୁବନେଶ୍ବର: ବଲାଙ୍ଗିର ଦିନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗିର ଦିନ୍ କମିଟି ପକ୍ଷରୁ କୋଶଳ କଳା ମଣ୍ଡଳ ପଡିଆରେ ଆୟୋଜିତ ମହୋତ୍ସବରେ ଯୋଗଦେଇ କହିଛନ୍ତି ଯେ ବଲାଙ୍ଗିରକୁ ପଶ୍ଚିମ ଓଡିଶାର ପ୍ରାଣକେନ୍ଦ୍ର କହିଲେ ଅତ୍ୟୁକ୍ତି ହେବ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବେଲପଡା ଓ ପାଟଣାଗଡ ଠାରେ ବଲାଙ୍ଗିର ଜିଲ୍ଲା ପାଇଁ ୮୯୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ […]
ନୂଆଦିଲ୍ଲୀ: ବ୍ରିକ୍ସରେ ଭାରତର ଭୂମିକା ବିଶ୍ୱ ରାଜନୀତିରେ ଏହାର ବିଶେଷ ସ୍ଥାନକୁ ଆଲୋକିତ କରିଛି। ଏହା ଚୀନ୍, ରୁଷ ଏବଂ ବିକାଶଶୀଳ ଦେଶ ଭଳି ଦେଶ ସହିତ ଏହାର ସମ୍ପର୍କକୁ ଦକ୍ଷତାର ସହିତ ପରିଚାଳନା କରୁଥିବାବେଳେ କାନାଡା ବ୍ୟତୀତ ଜି-୭ ରେ […]
ଭୁବନେଶ୍ବର: ବେଦାନ୍ତ କଂପାନୀକୁ ଦିଆଯାଇଥିବା ସିଜିମାଳି ଖଣି ବିରୋଧରେ ତାତିଛନ୍ତି ସ୍ଥାନୀୟ ବାସିନ୍ଦା। ବେଦାନ୍ତ କଂପାନୀ ଏବଂ ତାଙ୍କ ଦ୍ବାରା ନିଯୁକ୍ତ ପରିବହନ କଂପାନୀ ମୈତ୍ରୀ ବିରୋଧରେ ବଡ ଧରଣର ଆନ୍ଦୋଳନର ଦାନା ବାନ୍ଧିବାରେ ଲାଗିଛି। ବେଦାନ୍ତ କଂପାନୀ ପାଇଁ ସିଜିମାଳି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାରେ ଭରପୁର ହାଣ୍ଡି ଏବଂ କଳା ହାଣ୍ଡି ଭଳି କଳାହାଣ୍ଡି ପାଇଁ ଅନେକ ବ୍ୟାଖ୍ୟା ହେଉଥିବା ବେଳେ ମହାକାନ୍ତାର, ତ୍ରିକଳିଙ୍ଗ, କାରୁଣ୍ଡ ମଣ୍ଡଳ, ଇନ୍ଦ୍ରବନ, ଚକ୍ରକୋଟ ମଣ୍ଡଳ ଭଳି ଅନେକ ନାମରୁ ଆଧୁନିକ କଳାହାଣ୍ଡିର ନାମକରଣ ହୋଇଥିବାର […]