ନୂଆଦିଲ୍ଲୀ: ୨୦୨୩ରେ ସୁପ୍ରିମକୋର୍ଟ ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି, ଯାହା ରାଜନୈତିକ ଓ ସାମାଜିକ ସ୍ତରରେ ସୁଦୂରପ୍ରସାରୀ ପ୍ରଭାବ ପକାଇବ। ସେପଟେ ଆଗାମୀ ନୂଆବର୍ଷ ୨୦୨୪ରେ ସୁପ୍ରିମକୋର୍ଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ହେବାକୁ ଯାଉଛି। ଏଥିମଧ୍ୟରୁ ଅନେକ କ୍ଷେତ୍ରରେ ନିଷ୍ପତ୍ତି […]
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗ ଦେବେ ନାହିଁ ବୋଲି ନିଶ୍ଚିତ କରିବା ପରେ ଭାରତ ଏବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ନୂଆଦିଲ୍ଲୀ ଗସ୍ତ ପାଇଁ ନିମନ୍ତ୍ରଣ କରିଛି। ଯଦି ଫ୍ରାନ୍ସ ରାଷ୍ଟ୍ରପତି ଏହି […]
ଭୁବନେଶ୍ୱର: ନିଜର ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ଓଡ଼ିଶାକୁ ବଦନାମ କରିବାର ଅଭ୍ୟାସ ଓଡ଼ିଶା ବିଜେପିର ରହିଛି। ତେଣୁ ଏହା ଜାଣିଶୁଣି ଓଡ଼ିଶାର ଶିଳ୍ପ ବିକାଶକୁ ନେଇ ମିଥ୍ୟା ଓ ମନଗଢ଼ା ପ୍ରଚାର ଚଳାଇଛି। ତେଣୁ ଓଡିଶା ବିଜେପି ଓଡ଼ିଶାବାସୀଙ୍କୁ ଯେଭଳି ବିଭ୍ରାନ୍ତ […]
ଭୁବନେଶ୍ୱର : ବହୁତ ଲୋକ ଅଛନ୍ତି ଶ୍ରେୟ ନେବା ପାଇଁ କାମ କରନ୍ତି। କିଛି ଲୋକ ଅଛନ୍ତି ଅନ୍ୟ ଲୋକ ଯେପରି ଶ୍ରେୟ ପାଇପାରିବେନି ସେଥିପାଇଁ କାମ ବନ୍ଦ କରିବାକୁ ଚେଷ୍ଟା କରନ୍ତି । ଓଡ଼ିଶାବାସୀ ସେମାନଙ୍କୁ ଠିକ ଚିହ୍ନି ପାରିବେ। […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ […]
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଆତଙ୍କବାଦୀଙ୍କ ଗୁଳିରେ ୪ ଜଣ ଯବାନ ସହିଦ ହୋଇଛନ୍ତି। ଗୁରୁବାର ଆତଙ୍କବାଦୀମାନେ ସେନାର ଦୁଇଟି ଗାଡ଼ି ଉପରକୁ ଆକ୍ରମଣ କରି ୩ ଜଣ ଯବାନଙ୍କୁ ଆହତ କରିଥିଲେ। ଗତ ମାସରେ ଏହି ଘଟଣା ଘଟିଥିଲା ଯେତେବେଳେ […]
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଧାରା-୩୭୦ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଅନୁମୋଦନ କରିବା ଏବଂ ସମଲିଙ୍ଗୀ ବିବାହକୁ ବୈଧତା ଦେବାକୁ ମନା କରିବା ସମେତ ୨୦୨୩ରେ ସୁପ୍ରିମକୋର୍ଟ ୫୨,୧୯୧ଟି ମାମଲାର ସମାଧାନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ଦ୍ୱାରା […]
ନୂଆଦିଲ୍ଲୀ: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ନୂଆଦିଲ୍ଲୀରେ ଦୁଇ ଦିନିଆ ଜନଜାତି ଅଭିମୁଖୀ କାର୍ଯ୍ୟକ୍ରମ ‘ଆଦି ବ୍ୟାଖ୍ୟାନ’ କୁ ଉଦ୍ଘାଟନ କରିଛନ୍ତି । ଜାତୀୟ ଜନଜାତି ଗବେଷଣା ପ୍ରତିଷ୍ଠାନ (ଏନ୍ଟିଆରଆଇ) ପକ୍ଷରୁ ଜନଜାତି ପରମ୍ପରା ଓ ସଂସ୍କୃତିର […]
ନୂଆଦିଲ୍ଲୀ: ଉପରାଷ୍ଟ୍ରପତିଙ୍କ ମିମିକ୍ରିକୁ ଯୋଗୁ ସୃଷ୍ଟି ହୋଇଥିବା ବିବାଦକୁ ନେଇ ବିରୋଧୀ ଇଣ୍ଡି ମେଣ୍ଟ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ସଂସଦର ସୁରକ୍ଷା ଉଲ୍ଲଂଘନ ପ୍ରସଙ୍ଗ ବିରୋଧୀଙ୍କ ପାଇଁ ଏକ ବଡ଼ ସୁଯୋଗ ଥିଲା। ସମଗ୍ର ଅଧିବେଶନ ପାଇଁ ସାଂସଦମାନଙ୍କୁ ବ୍ୟାପକ […]
ନୂଆଦିଲ୍ଲୀ: ଭାରତୀୟ ମେଣ୍ଟ ୨୮ଟି ଦଳ ମଧ୍ୟରେ ଆସନ ବୁଝାମଣା ପାଇଁ ସମୟ ସୀମା ଧାର୍ଯ୍ୟ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଜାନୁଆରି ଦ୍ୱିତୀୟ ସପ୍ତାହ ଅର୍ଥାତ୍ ଜାନୁଆରି ୧୫ ତାରିଖ ସୁଦ୍ଧା ସମସ୍ତ ଦଳ ମଧ୍ୟରେ ଆସନ ବଣ୍ଟାଯିବ। ସହଯୋଗୀ […]
ନୂଆଦିଲ୍ଲୀ: ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଆଜି ଲୋକସଭାରେ ପ୍ରେସ୍ ଏବଂ ପତ୍ରିକା ପଞ୍ଜୀକରଣ ବିଧେୟକ, ୨୦୨୩ ପାରିତ ହୋଇଛି, ଯାହାକି ଉପନିବେଶ କାଳର ପ୍ରେସ୍ ଏବଂ ପୁସ୍ତକ ପଞ୍ଜୀକରଣ ଆଇନ, ୧୮୬୭ର ସ୍ଥାନରେ ଲାଗୁ ହେବ। ଏଥିପୂର୍ବରୁ ମୌସୁମୀ ଅଧିବେଶନରେ […]
ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ଓ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା ପାଇଁ ଏକ ବିଲ୍ ଗୁରୁବାର ଲୋକସଭାରେ ପାରିତ ହୋଇଛି। ଗତ ଡିସେମ୍ବର ୧୨ ତାରିଖରେ ରାଜ୍ୟସଭାରେ ଏହି ବିଲ୍ ପାରିତ ହୋଇଥିଲା। […]
ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିରୋଧୀ ଇଣ୍ଡି ମେଣ୍ଟରେ ଲଜ୍ଜିତ ହେବା ପରେ ଏବେ କୌଣସି ଉପାୟ ଖୋଜି ପାଉନାହାନ୍ତି। ତାଙ୍କର କୌଣସି ଯୋଜନା କାମରେ ଆସିନଥିଲା । ବୈଠକରେ ଏଭଳି ତିନୋଟି ଘଟଣା ଘଟିଛି, ଯାହାକୁ ନୀତୀଶଙ୍କ ଲଜ୍ଜା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି। ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, […]
ଭୁବନେଶ୍ବର: ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଦିଗରେ ଓଡ଼ିଶା ସରକାରଙ୍କ ଅନନ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ )ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ଯୋଜନାରେ ସହଭାଗୀ ହସ୍ପିଟାଲଙ୍କ ସଂଖ୍ୟା ଏବଂ ଚିକିତ୍ସା ବାବଦ ବିନିଯୋଗ ଅର୍ଥରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ କରାଯାଇଛି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ୨୮ କି.ମି. […]
ଭୁବନେଶ୍ୱର: କୃଷ୍ଣପ୍ରସାଦ, ପୁରୀ ସଦର ଓ ବ୍ରହ୍ମଗିରି ବ୍ଲକର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେପିର ପୂର୍ବତନ ଯୁବ ମୋର୍ଚ୍ଚା ଉପସଭାପତି ଜୟନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ବହୁ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। […]
ନୂଆଦିଲ୍ଲୀ: କରୋନାର ନୂଆ ସବ୍ ଭାରିଆଣ୍ଟ ଜେଏନ-୧ ବିଶ୍ୱର ୪୦ଟି ଦେଶକୁ ବ୍ୟାପିଛି। ଭାରତରେ ଏପର୍ଯ୍ୟନ୍ତ ୨୧ଟି ମାମଲା ସାମ୍ନାକୁ ଆସିଛି। ଏଥିମଧ୍ୟରୁ ଗୋଆରେ ୧୯ ଜଣ ଏବଂ କେରଳ-ମହାରାଷ୍ଟ୍ରରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୀତି ଆୟୋଗ ସଦସ୍ୟ […]
ନୂଆଦିଲ୍ଲୀ: ଭାରତର ଔଷଧ ନିୟାମକ ସଂସ୍ଥା ୪ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ଆଣ୍ଟି କୋଲ୍ଡ ଔଷଧ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛି ଏବଂ ସେହି ଅନୁଯାୟୀ ଔଷଧକୁ ଲେବଲ୍ କରାଯିବା ଉଚିତ ବୋଲି କହିଛି। କଫ ସିରପ୍ ଯୋଗୁଁ […]
ନୂଆଦିଲ୍ଲୀ: ସବୁକିଛି ଠିକ୍ ଠାକ୍ ରହିଲେ ଆସନ୍ତା ବର୍ଷ ମାର୍ଚ୍ଚ ମାସରୁ ଟୋଲ ପ୍ଲାଜାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ। ଟୋଲ ଦେବାରେ ଆପଣ ଲମ୍ବା ଲାଇନରୁ ମୁକ୍ତି ପାଇପାରିବେ। ରାଜପଥ ଟୋଲ ପ୍ଲାଜାର ବର୍ତ୍ତମାନର ବ୍ୟବସ୍ଥାକୁ ବଦଳାଇବା ପାଇଁ ସରକାର […]
ଭୁବନେଶ୍ବର: ବୁଲା ଗାଈଗୋରୁଙ୍କ ସୁରକ୍ଷା ଓ କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ରହିଛି। ଗୋରୁଙ୍କ ସମାଜ ପ୍ରତି ମୂଲ୍ୟବାନ ଅବଦାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସେମାନଙ୍କ ନିରାପଦ ଆଶ୍ରୟସ୍ଥଳ ନିମନ୍ତେ ନୂତନ ଗୋଶାଳା ନିର୍ମାଣ ପାଇଁ ବିଭିନ୍ନ ବେସରକାରୀ […]