ନୂଆଦିଲ୍ଲୀ: ସଂସଦ ଭବନର ସୁରକ୍ଷା ପାଇଁ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ) ମଧ୍ୟ ମୁତୟନ କରାଯିବ। ମିଳିଥିବା ସୂଚନା ଅନୁଯାୟୀ, ସଂସଦରେ ସୁରକ୍ଷା ତ୍ରୁଟିକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ସିଆଇଏସଏଫ ପାଖରେ ପରମାଣୁ, ଦିଲ୍ଲୀ […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍ଘାଟନ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା […]
ନୂଆଦିଲ୍ଲୀ: ଚଳିତ ସପ୍ତାହରେ ୧୪୩ ଜଣ ସାଂସଦଙ୍କୁ ନିଲମ୍ବନ କରାଯିବା ପ୍ରତିବାଦରେ ଗୁରୁବାର ସଂସଦ ଭବନରୁ ଦିଲ୍ଲୀର ବିଜୟ ଛକ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବିରୋଧୀ ସାଂସଦମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଡିସେମ୍ବର ୧୩ ତାରିଖରେ ଘଟିଥିବା ଅଭୂତପୂର୍ବ ସୁରକ୍ଷା ଉଲ୍ଲଂଘନ ଉପରେ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ପଞ୍ଚମ ସନ୍ଧ୍ୟାରେ ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା, ଶ୍ରୀମତୀ ପ୍ରଣତୀ […]
ଭୁବନେଶ୍ୱର: ପୋଷ୍ଟପେଡ୍ ଫୋନ୍ ବିଲ୍ ପୈଠରେ ବିଳମ୍ବ ହେଲେ ଆପଣଙ୍କୁ ଜେଲ୍ ହୋଇପାରେ। ଏହା ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯାଉଥିବେ, କିନ୍ତୁ ଏହା ସତ ଯେ ବର୍ତ୍ତମାନ ଆପଣଙ୍କୁ ଏପରି କରି ଅଦାଲତ ଯିବବାକୁ ପଡ଼ିପାରେ। ଏଥିସହ କୋର୍ଟଙ୍କ ନିର୍ଦ୍ଦେଶ ନ […]
ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ପ୍ରତିରକ୍ଷା ସଂହିତା ଏବଂ ଭାରତୀୟ ପ୍ରମାଣ ବିଲ୍-୨୦୨୩ ଲୋକସଭାରେ ପାରିତ ହୋଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ତିନିଟି ଅପରାଧିକ ଆଇନ ବଦଳରେ ବିଲ୍ଗୁଡ଼ିକ ଦାସତ୍ୱର ମାନସିକତାକୁ ଉଚ୍ଛେଦ କରିବା […]
ସୁବାଷ କୁମାର ତାରଣିଆଁ ଆତ୍ମହତ୍ୟା କରିବାର ପ୍ରବଣତା ମନୁଷ୍ୟ ମଧ୍ୟରେ କେଉଁ ଆବହମାନ କାଳରୁ ରହିଆସିଛି। ଆତ୍ମହତ୍ୟାକୁ ଏକ ମହାପାପ ବୋଲି ସବୁ ଧର୍ମଗ୍ରନ୍ଥରେ ଉଲ୍ଲେଖ ରହିଛି। ମନୁଷ୍ୟ ମନରେ ଥିବା ଅପୂରଣୀୟ କାମନାରେ ନିରାଶ ହେଲେ ସେ ଆତ୍ମହତ୍ୟା କରିବାକୁ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ […]
ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର […]
ନୂଆଦିଲ୍ଲୀ: ମୁଁ ଦୀର୍ଘ ୨୦ ବର୍ଷ ଧରି ଅପମାନ ସହି ଆସୁଛି। ମୋତେ ବି ବହୁତ ଯନ୍ତ୍ରଣା ଦିଆଯାଉଛି। ଆଜି ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଟେଲିଫୋନ କରି ଏପରି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେତିକି ନୁହେଁ ସେ କହିଛନ୍ତି […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଜନତା ମଇଦାନରେ ଆୟୋଜିତ ହେଉଛି ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ଏହି ଉତ୍ସବର ଚତୁର୍ଥ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତା୨୬.୧୨.୨୦୧୭ରିଖରେ ଆୟୋଜିତ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କ୍ରମେ ୨୦୨୪ ମସିହା ଫେବୃଆରୀ ମାସରେ ତିନି ଦିନ ବ୍ୟାପି ରାଜ୍ୟ ରାଜଧାନୀ ଭୁବନେଶ୍ୱର […]
ଭୁବନେଶ୍ୱର: ବିରୋଧୀଙ୍କୁ ବିଲକୁଲ ଟାର୍ଗେଟ ନକରି ମୟୂରଭଞ୍ଜରେ ମାଷ୍ଟର ଷ୍ଟ୍ରୋକ ଖେଳିଲେ ଫାଇଭ ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଦୁଇ ଚାରିଟି ଶବ୍ଦରେ ଜିଣିନେଲେ ମୟୂରଭଞ୍ଜବାସୀଙ୍କ ମନ। ଏ ସରକାର ବିଜେଡି ସରକାର ନୁହେଁ, ଏହା ଆପଣମାନଙ୍କର […]
ନୂଆଦିଲ୍ଲୀ: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ବୈଠକରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନାମକୁ ବିରୋଧୀଙ୍କ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ରୂପେ ପ୍ରସ୍ତାବ ଦେଇଛନ୍ତି। ଗଣମାଧ୍ୟମ ସୂତ୍ରରୁ ପ୍ରକାଶ ଯେ, ଏହି ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ମୟୁରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ ମତବିନିମୟ କରିଛନ୍ତି। […]
ଭୁବନେଶ୍ବର: ଏଣିକି ମହିଳା ସରପଞ୍ଚଙ୍କ ନାମରେ ତାଙ୍କ ସଂପର୍କୀୟଙ୍କ ଶାସନ ଚଳିବ ନାହିଁ। ଏ ନେଇ ଜିଲ୍ଲାପାଳମାନେ ତଦାରଖ କରିବେ ବୋଲି ରାଜ୍ୟ ସରକାର ରୋକଠୋକ ଜଣାଇ ଦେଇଛନ୍ତି। ରାଜ୍ୟ ପଞ୍ଚାୟତିରାଜ ବିଭାଗ ସଚିବ ସୁଶୀଲ ଲୋହାନୀ ସବୁ ଜିଲ୍ଲାପାଳଙ୍କୁ ଚିଠି […]
ନୂଆଦିଲ୍ଲୀ: ଡିସେମ୍ବର ୧୮ରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା ୩୩ ଜଣ ସାଂସଦଙ୍କୁ ନିଲମ୍ବିତ କରିଛନ୍ତି। ଏଥିରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ସମେତ କଂଗ୍ରେସର ୧୧ ଜଣ, ତୃଣମୂଳ କଂଗ୍ରେସର ୯ ଜଣ, ଡିଏମକେର ୯ ଜଣ ଏବଂ […]
ନୂଆଦିଲ୍ଲୀ: ସଂସଦ ପାଠାଗାର ପରିସରରେ ଭାରତୀୟ ଜନତା ପାର୍ଟି (ବିଜେପି) ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗ […]
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନର ଦ୍ୱାଦଶ ଦିନରେ ୭୮ ଜଣ ସାଂସଦଙ୍କୁ ନିଲମ୍ବନକୁ ନେଇ ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ହଙ୍ଗାମା ଚଳାଇଛନ୍ତି। ଏହା ପୂର୍ବରୁ ସଂସଦ ଭବନ ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବିରୋଧୀ ଦଳ ନେତାମାନେ ‘ମୋଦୀସାହି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ସାଢ଼େ ୯ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୩ର ଗ୍ରାଣ୍ଡ ଫିନାଲେରେ ଅଂଶଗ୍ରହଣକାରୀମାନଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣକାରୀମାନଙ୍କୁ ସମ୍ବୋଧିତ କରିବେ । […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଣ୍ଡି ମେଣ୍ଟର ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସିଥିବା ମମତା ବାନାର୍ଜୀ ଗଣମାଧ୍ୟମକୁ କହିଛନ୍ତି ଯେ ସେ ଇଣ୍ଡି ମେଣ୍ଟର ବୈଠକରେ ଯୋଗ ଦେବେ। ସେ […]