ଭୁବନେଶ୍ବର: ଆଜି ନୂଆ ବର୍ଷ ପଦାର୍ପଣ କରୁକରୁ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାଇଁ ଆଣିଦେଇଛି ଖୁସି। ତାହା ହେଲା ଯେ, ବିଜୁ ଜନତା ଦଳ ତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରି ନେଇଛି। ଏ ନେଇ […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ପରାଜୟର ଝଟକା ଭୋଗିବା ପରେ କଂଗ୍ରେସ ୨୦୨୪ ପାଇଁ ପ୍ରସ୍ତୁତି ଚଳାଇଛି। ଏଥର ଚଳିତ ବର୍ଷ ହେବାକୁ ଯାଉଛି ୧୮ତମ ଲୋକସଭା ନିର୍ବାଚନ। ସଫଳତା ପାଇବା କଂଗ୍ରେସ ପାଇଁ ସ୍ଥିତି କଷ୍ଟକର […]
ନୂଆଦିଲ୍ଲୀ: ସ୍ୱାଧୀନତା ପରେ ଦୀର୍ଘଦିନ ଧରି ଏକଦଳୀୟ ଶାସନ ପରେ ଦେଶରେ ମେଣ୍ଟ ସରକାର ଆରମ୍ଭ ହୋଇଥିଲା। କେନ୍ଦ୍ରୀୟ ସ୍ତରରେ ଏହା ୧୯୭୭ ମସିହାରେ ଜନତା ପାର୍ଟିରୁ ଆରମ୍ଭ ହୋଇଥିଲା, ଯେଉଁଥିରେ ତତ୍କାଳୀନ ଜନସଂଘ ମଧ୍ୟ ସମାଜବାଦୀ ଦଳମାନଙ୍କ ସହ ହାତ […]
ଭୁବନେଶ୍ବର: ନିର୍ବାଚନ ଯେତିକି ପାଖେଇବାରେ ଲାଗିଛି ଓଡିଶା ରାଜନୀତିରେ ସେତିକି ରୋଚକ କଥା ଦେଖିବାକୁ ମିଳିଛି। ସେହିପରି ଏକ ଘଟଣା ଭୁବନେଶ୍ବର ଲୋକସଭା ନିର୍ବାଚନ ମଣ୍ଡଳୀରେ ପରିଲକ୍ଷିତ ହୋଇଛି। ତାହା ହେଲା ଅପରାଜିତାଙ୍କ ନୂଆବର୍ଷ ଅଭିନନ୍ଦନ ପୋଷ୍ଟର। ବିଭିନ୍ନ ସ୍ଥାନରେ ସେ […]
ଭୁବନେଶ୍ବର: ଆସନ୍ତାକାଲି ନୂଆବର୍ଷରେ ଓଡିଶାବାସୀଙ୍କ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ନୂଆ ଉପହାର। ତାହା ହେଲା ଭୁବନେଶ୍ବର କଟକ ମେଟ୍ରୋ ରେଳ ପ୍ରକଳ୍ପ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିବେ। ଏଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ପ୍ରସ୍ତୁତି […]
ନୂଆଦିଲ୍ଲୀ: ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ନରେନ୍ଦ୍ର ମୋଦି ଫେରିବେ କି ନାହିଁ ତାହା ନୁହେଁ ବରଂ ଧମାକାଦାରଭାବେ ଫେରିବେ କି ନାହିଁ ତାହା ବଡ଼ ପ୍ରଶ୍ନ। ବିଜେପି ୨୭୨ରୁ ଅଧିକ ଲୋକସଭା ଆସନ ଜିତିବ କିମ୍ବା ତା’ଠାରୁ କମ୍ […]
ଭୁବନେଶ୍ବର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସମ୍ମିଳନୀ କକ୍ଷରେ ଆଜି ପୂର୍ବାହ୍ନରେ ପାକ୍ସ ଗୁଡିକୁ ସହାୟତା ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ଉଚ୍ଚଶିକ୍ଷା ମନ୍ତ୍ରୀ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛିମାସ ବାକି ରହିଛି। ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟ ମୋଦି ସରକାରଙ୍କୁ ଟକ୍କର ଦେବା ପାଇଁ ପୂରା ପ୍ରୟାସ ଚଳାଇଛି। ସମସ୍ତ ବିରୋଧୀ ଦଳର ଇଣ୍ଡି ମେଣ୍ଟ ୪ ଥର ବୈଠକ କରିସାରିଲେଣି। […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଇଣ୍ଡି ମେଣ୍ଟରେ ଆସନ ବୁଝାମଣା ପୂର୍ବରୁ ଶୁକ୍ରବାର-ଶନିବାର (ଡିସେମ୍ବର ୨୯-୩୦) କଂଗ୍ରେସର ଜାତୀୟ ମେଣ୍ଟ କମିଟି ମାରାଥନ୍ ଆଲୋଚନା କରିଥିଲା। ଏଥିରେ ଦଳ ୧୦ଟି ରାଜ୍ୟର ରାଜ୍ୟ ସଭାପତି ଓ ବିଧାୟକ ଦଳ ନେତାଙ୍କୁ କହିଛି […]
ନୂଆଦିଲ୍ଲୀ: ବୈବାହିକ ଦୁଷ୍କର୍ମ ମାମଲାରେ ବିଭିନ୍ନ ହାଇକୋର୍ଟ ଭିନ୍ନ ଭିନ୍ନ ରାୟ ଦେଇଛନ୍ତି। ଏହି ମାମଲା ଏବେ ସୁପ୍ରିମକୋର୍ଟରେ ବିଚାରଧିନ ରହିଛି ଏବଂ ଏହାର ଶୁଣାଣି ହେବାକୁ ଯାଉଛି। ଏଭଳି ସ୍ଥିତିରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ହିଁ ଚିତ୍ର ସ୍ପଷ୍ଟ ହେବ। […]
ନୂଆଦିଲ୍ଲୀ: ଭାରତ ଯୋଡ଼ୋ ଯାତ୍ରା ପରେ ରାହୁଲ ଗାନ୍ଧି ୧୪ ଜାନୁଆରୀ ୨୦୨୪ରେ ମଣିପୁରରୁ ‘ଭାରତ ନ୍ୟାୟ ଯାତ୍ରା’ର ଶୁଭାରମ୍ଭ କରୁଛନ୍ତି। ଏହି ଯାତ୍ରାରେ ରାହୁଲ ଗାନ୍ଧି ୬୭ ଦିନରେ ୬୨୦୦ କିଲୋମିଟର ଯାତ୍ରା କରିବେ। ଯେଉଁ ୧୪ଟି ରାଜ୍ୟ ଦେଇ […]
ଭୁବନେଶ୍ବର: ରାଜ୍ୟରେ ୧୦୦୦ଟି ସୌରଚାଳିତ ଶୀତଳ ଗୃହ ସ୍ଥାପନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ପରିପ୍ରେକ୍ଷୀରେ ସମସ୍ତ ପ୍ରକଳ୍ପଗୁଡ଼ିକୁ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ […]
ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ସେଥିପାଇଁ ପ୍ରଶାସନ ତରଫରୁ ଚାଲିଛି ବ୍ୟାପକ ବନ୍ଦୋବସ୍ତ। ଏହି ଉଦଘାଟନ ପର୍ବରେ ସାଧାରଣ ଲୋକଙ୍କୁ ସାମିଲ କରିବା ପାଇଁ ଓଡିଶାର ପ୍ରତିଟି ଘରୁ ଅରୁଆ ଚାଉଳ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ଚଳିତ ବର୍ଷର ଶେଷ କ୍ୟାବିନେଟ୍ ବୈଠକରେ ୧୦ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା […]
ପୁରୀ: ନୂଆବର୍ଷ ଉପଲକ୍ଷେ ପୁରୀରେ ପ୍ରବଳ ଭିଡର ସମ୍ଭାବନା ରହିଛି। କାରଣ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ସମସ୍ତେ ନୂଆ ବର୍ଷ ଆରମ୍ଭ କରିବା ପାଇଁ ଚାହିଁଥାନ୍ତି। ସେଥିପାଇଁ ଆସନ୍ତାକାଲିଠାରୁ ବଡ ଦାଣ୍ଡରେ ଭିଡ ଆରମ୍ଭ ହୋଇଯିବ। ସେଥିପାଇଁ ପୁରୀ ପ୍ରଶାସନ ତରଫରୁ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ସଫଳତା ପାଇବା ପାଇଁ ସବୁ ରାଜନୈତିକ ଦଳ ନିଜ ନିଜ ଏଜେଣ୍ଡାରେ କାମ କରୁଛନ୍ତି। ସେପଟେ ସୁପ୍ରିମକୋର୍ଟଙ୍କ ରାୟ ପରେ ଅଯୋଧ୍ୟାରେ ଜାନୁଆରୀ ୨୨ରେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଏହାକୁ ଭବ୍ୟ ଓ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନକୁ କେନ୍ଦ୍ର କରି ଅନୁଷ୍ଠିତ ଜାତୀୟ ପଦାଧିକାରୀ ବୈଠକରେ ବିଜେପି ୫୦ ପ୍ରତିଶତ ଭୋଟ ହାସଲ କରିବାକୁ ଲକ୍ଷ୍ୟ ରଖିଛି। ୧୯୮୪ ସାଧାରଣ ନିର୍ବାଚନରେ କଂଗ୍ରେସକୁ ୪୬.୮୬ ପ୍ରତିଶତ ଭୋଟ ମିଳିଥିଲା। ସେତେବେଳେ ଦଳ ୪୧୪ଟି ଆସନରେ […]
ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭା ସାଂସଦ ଶଶି ଥରୁର ଶେଷ ଥର ପାଇଁ ୨୦୨୪ରେ ନିର୍ବାଚନ ଲଢ଼ିବେ। ସେମାନେ ଲଗାତାର ଏହା ଦର୍ଶାଉଛନ୍ତି। ଗୁରୁବାର ଦିନ ସେ କେରଳର ଥିରୁବନନ୍ତପୁରମରେ ସାମ୍ବାଦିକମାନଙ୍କୁ କହିଥିଲେ ଯେ ଏବେ ସେ ଯୁବବର୍ଗଙ୍କୁ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବାତାବରଣ ସୃଷ୍ଟି ହୋଇସାରିଛି। ଆସନ ବୁଝାମଣା ପ୍ରସଙ୍ଗରେ ସମାଧାନ ତ ଦୂରର କଥା ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟ ଆଲୋଚନା ଆରମ୍ଭ କରିନାହିଁ । ଅନ୍ୟପକ୍ଷରେ ବିଜେପି ‘ଫିର୍ ଆଏଗା ମୋଦୀ’ର ସ୍ଲୋଗାନ୍ ଦେଇସାରିଛି । […]
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଇଣ୍ଡିଆନ୍ ଓଭରସିଜ୍ କଂଗ୍ରେସ ଅଧ୍ୟକ୍ଷ ସାମ୍ ପିତ୍ରୋଦା ଦେଇଥିବା ବୟାନ ଏବେ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କରିଛି। ପିତ୍ରୋଦାଙ୍କ ବୟାନକୁ ନେଇ ଭାରତୀୟ ଜନତା ପାର୍ଟି ଲଗାତାର କଂଗ୍ରେସ ଉପରେ ବର୍ଷିଛି। […]