ଧାମନଗର:ଭଦ୍ରକ ଜିଲ୍ଲା ଗସ୍ତ ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫–ଟିଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।ଆଜି ଧାମନଗର ନିର୍ବାଚନ ମଣ୍ଡଳୀରେ ଜନତାଙ୍କୁ ଉଦବୋଧନ ଦେଲା ବେଳେ ଧର୍ମେନ୍ଦ୍ରଙ୍କ ନାଁ […]
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଭାରତ ନ୍ୟାୟ ଯାତ୍ରା ଆରମ୍ଭ କରିବେ। ଏହା ଜାନୁଆରୀ ୧୪ରୁ ମଣିପୁରରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ ହେବ। ଏହି ଯାତ୍ରା ୧୪ଟି ରାଜ୍ୟ ଓ […]
ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ଲୋକଙ୍କ ହିତରେ କାର୍ଯ୍ୟ କରିବା ପାଇଁ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ପ୍ରତିଷ୍ଠା ହୋଇଥିଲା ବିଜୁ ଜନତା ଦଳ। ୨୬ ବର୍ଷ ଧରି ସେହି ଦଳ ନିରବଚ୍ଛିନ୍ନ ଭାବେ […]
ଭୁବନେଶ୍ବର: ନବୀନ ନିବାସରେ ଥିଲା ଆଜି ଏକ ଆଧ୍ୟାତ୍ମିକ ପରିବେଶ। ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ହେଉଥିଲା ପୁରା ପରିସର। ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କୁ ନେଇ ଏକ […]
ନୂଆଦିଲ୍ଲୀ: ଇଣ୍ଡି ମେଣ୍ଟରେ ଆସନ ବଣ୍ଟନକୁ ନେଇ ବିବାଦ କମିବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଦିଲ୍ଲୀ, ପଞ୍ଜାବ, ୟୁପି ଓ ପଶ୍ଚିମବଙ୍ଗ ପରେ ଏବେ ବିହାରରେ ମଧ୍ୟ ସ୍ଥାନୀୟ ଦଳମାନେ କଂଗ୍ରେସକୁ ଆସନ ଦେବାକୁ ରାଜି ନୁହଁନ୍ତି। ମିଳିଥିବା ସୂଚନା ଅନୁଯାୟୀ, […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିରୋଧୀମାନେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ଏନସିପି ମୁଖ୍ୟ ଶରଦ ପାୱାର ଦୃଢ଼ତାର ସହ କହିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ […]
ନୂଆଦିଲ୍ଲୀ: ସାଂସଦଙ୍କ ନିଲମ୍ବନକୁ ନେଇ ବିଜେପିକୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ ବିଜେପି ସ୍ୱାଧିକାର ପ୍ରସ୍ତାବ ଏବଂ ସାଂସଦଙ୍କ ନିଲମ୍ବନକୁ ଅସ୍ତ୍ରଭାବେ ବ୍ୟବହାର କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ ସେ […]
ନୂଆଦିଲ୍ଲୀ: ଗତ ସପ୍ତାହରେ ସଂସଦରେ ପାରିତ ହୋଇଥିବା ୩ଟି ନୂଆ ଅପରାଧିକ ନ୍ୟାୟ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ ଦେଇଛନ୍ତି। ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ପ୍ରତିରକ୍ଷା ସଂହିତା ଏବଂ ଭାରତୀୟ ପ୍ରମାଣ ଆଇନ ଏହି ତିନୋଟି ନୂତନ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ୫୦ ପ୍ରତିଶତରୁ ଅଧିକ ଭୋଟ ପାଇବାକୁ ଲକ୍ଷ୍ୟ ରଖିଥିବା ବିଜେପି ଏଥର ନୂଆ ରଣନୀତି ପ୍ରସ୍ତୁତ କରିବାକୁ ଯାଉଛି । କ୍ରମାଗତ ତୃତୀୟ ଥର ପାଇଁ କ୍ଷମତାକୁ ଫେରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ‘ମାଇକ୍ରୋ-ଲେଭଲ’ […]
ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ ଭକ୍ତମାନଙ୍କୁ ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦେବା ପାଇଁ ସେଠାରେ ମୁତୟନ ହେବେ ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ। ଆଜି ଏ ନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ହିନ୍ଦୁମାନଙ୍କ ପାଇଁ […]
ନୂଆଦିଲ୍ଲୀ: ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ସହ ଜଡ଼ିତ ଏକ ନିଆରା ରେକର୍ଡ କରିବେ। ପ୍ରଧାନମନ୍ତ୍ରୀ ଭାବରେ ସେ ପଞ୍ଚମ ଥର ପାଇଁ ଅଯୋଧ୍ୟାରେ ଗସ୍ତରେ ଆସୁଛନ୍ତି। ୨୦୧୯ରେ ଗୋସାଇଗଞ୍ଜରେ […]
ନୂଆଦିଲ୍ଲୀ: ଜାତୀୟ ଏକତା ଏବଂ ସନାତନ ଚିନ୍ତାଧାରାକୁ ସମର୍ଥନ କରୁଥିବା ବିଜେପିକୁ ପରାସ୍ତ କରିବା ପାଇଁ ଦୁଇ ଡଜନରୁ ଅଧିକ ବିରୋଧୀ ଦଳ ଇଣ୍ଡି ମେଣ୍ଟ ଗଠନ କରିଛନ୍ତି। ଏଥିରେ ସାମିଲ ହୋଇଥିବା ଦଳର ନେତାମାନେ ହିନ୍ଦୀ ଏବଂ ହିନ୍ଦୁ ଧର୍ମ […]
ନୂଆଦିଲ୍ଲୀ: ୧୯୬୨ ଯୁଦ୍ଧ ପରେ ଭାରତ ଓ ଚୀନ ମଧ୍ୟରେ ସମ୍ପର୍କ ବହୁତ ଖରାପ ହୋଇଯାଇ ଥିଲା। ପାଖାପାଖି ୨୦ ବର୍ଷ ହେଲା କୌଣସି ବଡ଼ ସରକାରୀ ଗସ୍ତ ହୋଇନଥିଲା। ଅଟଳ ବିହାରୀ ବାଜପେୟୀ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଥିଲା […]
ଭୁବନେଶ୍ୱର: ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମର ଦ୍ୱିତୀୟ ତଥା ଉଦ୍ଯାପନୀ ଦିବସ ଆଜି ଅପରାହ୍ନରେ ରବୀନ୍ଦ୍ର ମଣ୍ଡପ ପ୍ରେକ୍ଷାଳୟରେ ବହୁ ହର୍ଷୋଉଲ୍ଲାସର ସହିତ ଆରମ୍ଭ ହୋଇଥିଲା । ପଦ୍ମଶ୍ରୀ ଉଚ୍ଛବ ଦାସ ଏବଂ ଚୌଦ୍ୱାରର ଘୋଡ଼ାନାଚ ଦଳର ଚିତ୍ତାକର୍ଷକ ପ୍ରଦର୍ଶନ ସହିତ […]
ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ରବିବାର ୫୦ଟି ନୂଆ ମାମଲା ସାମ୍ନାକୁ ଆସିଛି, ଯେଉଁଥିରୁ ୯ ଟି ମାମଲା ଜେଏନ-୧ ଭାରିଆଣ୍ଟର ରହିଛି। କରୋନା ସଂକ୍ରମଣ ଆରମ୍ଭ ହେବା ପରଠାରୁ ରାଜ୍ୟରେ ୮୧ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରବିବାର କେରଳରେ […]
ନୂଆଦିଲ୍ଲୀ: ଏକ ଦେଶ ଗୋଟିଏ ନିର୍ବାଚନ ଉପରେ ବିଚାର କରୁଥିବା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଆଇନ କମିଶନଙ୍କ ଏହି ପ୍ରସ୍ତାବରେ ଯଦି ସବୁ ପକ୍ଷ ରାଜି ହୁଅନ୍ତି ତେବେ ୨୦୨୯ରୁ […]
ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ଏଥିପାଇଁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବିଜେପି ହ୍ୟାଟ୍ରିକ୍ କରି ତୃତୀୟ ଥର ପାଇଁ କେନ୍ଦ୍ରରେ କ୍ଷମତା ବଜାୟ ରଖିବାକୁ ଚେଷ୍ଟା କରିବ। ଏହା […]
ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି। ଶ୍ରୀ ମୁଣ୍ଡା ଏହି ଅବସରରେ […]
ଭୁବନେଶ୍ବର: ପ୍ଲାଷ୍ଟିକ୍ ବ୍ୟବହାର ବିନା ପିକନିକ୍ ବା ବଣଭୋଜି କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ରାଜ୍ୟର ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଏ ଦିଗରେରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ “ୟୁଥ୍ ଫର୍ ୱାଟର” […]
ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନରେ ବିଜେପି ‘ମୋଦି ଗ୍ୟାରେଣ୍ଟି’କୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ କରିବାକୁ ଯାଉଛି। ଦିଲ୍ଲୀରେ ବିଜେପି କର୍ମକର୍ତ୍ତାଙ୍କ ଦୁଇଦିନିଆ ବୈଠକ ଶନିବାର ଶେଷ ହୋଇଛି। ବୈଠକ ପରେ ଜଣାପଡ଼ିଛି ଯେ ୨୦୨୪ ଲୋକସଭା ନିର୍ବାଚନରେ […]