ନୂଆଦିଲ୍ଲୀ: ସଂସଦ ପାଠାଗାର ପରିସରରେ ଭାରତୀୟ ଜନତା ପାର୍ଟି (ବିଜେପି) ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗ […]
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନର ଦ୍ୱାଦଶ ଦିନରେ ୭୮ ଜଣ ସାଂସଦଙ୍କୁ ନିଲମ୍ବନକୁ ନେଇ ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ହଙ୍ଗାମା ଚଳାଇଛନ୍ତି। ଏହା ପୂର୍ବରୁ ସଂସଦ ଭବନ ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବିରୋଧୀ ଦଳ ନେତାମାନେ ‘ମୋଦୀସାହି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ସାଢ଼େ ୯ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୩ର ଗ୍ରାଣ୍ଡ ଫିନାଲେରେ ଅଂଶଗ୍ରହଣକାରୀମାନଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣକାରୀମାନଙ୍କୁ ସମ୍ବୋଧିତ କରିବେ । […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଣ୍ଡି ମେଣ୍ଟର ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସିଥିବା ମମତା ବାନାର୍ଜୀ ଗଣମାଧ୍ୟମକୁ କହିଛନ୍ତି ଯେ ସେ ଇଣ୍ଡି ମେଣ୍ଟର ବୈଠକରେ ଯୋଗ ଦେବେ। ସେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଉତ୍ତର ପ୍ରଦେଶର ବାରଣାସୀ ଠାରେ ୧୯,୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ପ୍ରାୟ […]
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ବାଧା ସୃଷ୍ଟି କରିଥିବାରୁ ଆଜି ୭୮ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଏହି ୭୮ ଜଣ ସାଂସଦଙ୍କୁ ଶୀତକାଳୀନ ଅଧିବେଶନର ଅବଶିଷ୍ଟ ସମୟ ପାଇଁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହୋଇଥିବା ସାଂସଦମାନଙ୍କ ମଧ୍ୟରେ କଂଗ୍ରେସ ନେତା ଅଧୀର […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଘୋଷଣା ହେବାର କିଛିଦିନ ପୂର୍ବରୁ ମୋହନ ଯାଦବ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପ୍ରତିଷ୍ଠା ଦିବସର ୭୫ତମ ବାର୍ଷିକୀରେ ଯୋଗଦେବା ପାଇଁ ଜାତୀୟ ରାଜଧାନୀ ଆସିଥିଲେ। ଏବିଭିପିରେ ବିଜେପି ଓ ଆରଏସଏସ ନେତାଙ୍କ ଦୃଢ଼ ଭିତ୍ତିଭୂମି […]
ଭୁବନେଶ୍ୱର : ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇହେବ। କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ବା ଶୋଇବାର ଅଭିନୟ କରୁଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ। ଆଜି କେନ୍ଦ୍ରାପଡ଼ାର ବିକାଶ ସମୀକ୍ଷା ସମୟରେ ବିକାଶ ବିରୋଧୀଙ୍କ ଆଡ଼କୁ ଆଙ୍ଗୁଳି […]
ଭୁବନେଶ୍ବର: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. […]
ନୂଆଦିଲ୍ଲୀ: ଆସନ୍ତା ମାସ ୨୨ ତାରିଖରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ରାମଙ୍କୁ ପ୍ରତିଷ୍ଠା କରାଯିବ। ଏହାର ପ୍ରସ୍ତୁତି ଜୋରସୋରରେ ଚାଲିଛି। ନିର୍ବାଚନ ବର୍ଷରେ ରାମ ମନ୍ଦିର ନିର୍ମାଣ ରାଜନୀତିରେ ଉଷ୍ମତା ବଢ଼ାଇବା ସହ ବିଜେପିର ଶକ୍ତି ମଧ୍ୟ ବଢ଼ାଇବ। ବିଜେପିଠାରୁ […]
ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ୨୦୨୪ ପାଇଁ ସବୁ ଦଳର ପ୍ରସ୍ତୁତି ଜୋର ଧରିଛି। ବିଜେପିକୁ କେନ୍ଦ୍ରରୁ ହଟାଇବା ପାଇଁ ଦଳ ‘ଇଣ୍ଡି ମେଣ୍ଟ’ ତା’ର ଅଭିଯାନ ଆରମ୍ଭ କରିଛି। ଇଣ୍ଡି ମେଣ୍ଟରେ ସମସ୍ତ ପ୍ରମୁଖ ଓ […]
ନୂଆଦିଲ୍ଲୀ: ମଙ୍ଗଳବାର ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ବୈଠକ ବସିବ। ଏହି ବୈଠକରେ ପ୍ରମୁଖ ରାଜ୍ୟଗୁଡ଼ିକ ମଧ୍ୟରେ ଆସନ ବଣ୍ଟନ ଆଲୋଚନା ଉପରେ ଗୁରୁତ୍ୱ ଦିଆଯାଇପାରେ। ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି)ଠାରୁ କଂଗ୍ରେସର ପରାଜୟ ପରେ ଡିସେମ୍ବର […]
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରୁ ଧାରା-୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମୋଦି ସରକାରଙ୍କ ମନୋବଳ ବୃଦ୍ଧି ପାଇଛି। ଯେଉଁମାନେ ଏହାକୁ ନେଇ ରାଜନୀତି କରୁଛନ୍ତି ସେମାନଙ୍କୁ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ପଷ୍ଟଭାବେ କହିଛନ୍ତି ଯେ ବିଶ୍ୱରେ ଏପରି କୌଣସି ଶକ୍ତି […]
ଭୁବନେଶ୍ଵର: ଡିସେମ୍ବର ୧୫ ତାରିଖରୁ ଡିସେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ବାର ଦିନବ୍ୟାପୀ ଜାତୀୟ ସ୍ତରୀୟ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ତୃତୀୟ ସନ୍ଧ୍ୟାକୁ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ, ଶ୍ରୀ ମନୋରଞ୍ଜନ ମଲ୍ଲିକ, […]
ନୂଆଦିଲ୍ଲୀ: ସଂସଦ ଭବନରେ ସୁରକ୍ଷା ତ୍ରୁଟିକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ଏହି ପ୍ରସଙ୍ଗରେ ସେମାନେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରୁଛନ୍ତି । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ତ୍ରୁଟିକୁ ଅତ୍ୟନ୍ତ ଗମ୍ଭୀର ବୋଲି […]
ନୂଆଦିଲ୍ଲୀ: ଜାମିନ ଏବଂ ଆଗୁଆ ଜାମିନ ଆବେଦନକୁ ତ୍ୱରାନ୍ୱିତ କରିବା ଏବଂ ଏହାର ସମାଧାନ ସୁନିଶ୍ଚିତ କରିବା ପାଇଁ ସୁପ୍ରିମକୋର୍ଟ ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଠକେଇ ଓ ଜାଲିଆତି ମାମଲାର ଶୁଣାଣି ସମୟରେ ଜଷ୍ଟିସ୍ ସିଟି ରବି କୁମାର […]
ନୂଆଦିଲ୍ଲୀ: ନିକଟରେ ‘କ୍ୟାସ୍ ଫର୍ କ୍ୱେରି’ ମାମଲାରେ ମହୁଆ ମୋଇତ୍ରା ତାଙ୍କ ସାଂସଦ ପଦବୀ ହରାଇଛନ୍ତି। ଏବେ ସଂସଦର ସଦସ୍ୟତା ପୁନରୁଦ୍ଧାର ପାଇଁ ସେ ସଂଘର୍ଷ କରୁଛନ୍ତି। ସଂସଦକୁ ଫେରିବା ପରେ ତାଙ୍କର ଅନେକ ‘ଇଫ୍ ଆଣ୍ଡ୍ ବଟ୍’ ରହିଛି । […]
ନୂଆଦିଲ୍ଲୀ: ତିନିଟି ରାଜ୍ୟର ବିଧାନସଭା ନିର୍ବାଚନରେ ବିଜେପିର ସଫଳତା ପରେ ସବୁ ସ୍ଥାନରେ ନୂଆ ଚେହେରାଙ୍କୁ ସୁଯୋଗ ମିଳିଛି। ଏହା ମାଧ୍ୟମରେ ଦ୍ୱିତୀୟ ଧାଡ଼ିର ନେତାଙ୍କୁ ଆଗକୁ ଆଣିବା ପାଇଁ ବିଜେପି ରାଜନୈତିକ ପରୀକ୍ଷଣ କରିଥିବା କୁହାଯାଉଛି। ଏହା ସହ ବିଜେପି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀଠାରେ କାଶୀ ତାମିଲ ସଙ୍ଗମମ୍ ୨୦୨୩କୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କନ୍ୟାକୁମାରୀ-ବାରଣାସୀ ତାମିଲ ସଙ୍ଗମମ୍ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ଥିରୁକ୍କୁରାଲ, ମଣିମେକାଲାଇ ଏବଂ […]
ଭୁବନେଶ୍ବର: ରାଜନୈତିକ ମଞ୍ଚରେ ପଦାର୍ପଣ କରି ପୁରା ନେତାଙ୍କ ପରି ଭାଷଣ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦୁଇଦିନିଆ ଗଂଜାମ ଗସ୍ତ କାଳରେ ସେ ଆଜି ଛତ୍ରପୁରରେ ଏକ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ଏଥିରେ ସେ ସିଧା ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ […]
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ଗୀତ ଗୋବିନ୍ଦ ସଦନଠାରେ ନବ ନିଯୁକ୍ତ ଶ୍ରମ ଅଧିକାରୀମାନଙ୍କ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ଶ୍ରମ ଓ କର୍ମଚାରୀ ରାଜ୍ୟ […]