ଭୁବନେଶ୍ବର: ଗତକାଲି ଭୁବନେଶ୍ବରରେ ଆୟୋଜିତ ଜନସଂପର୍କ ପଦ ଯାତ୍ରାରେ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଅଡୁଆରେ ପକାଇ ଦେଲେ ମନ୍ତ୍ରୀ ଅଶୋକ ପଣ୍ଡା। କାରଣ ସେ ଏକ ଜନସମାବେଶକୁ ଉଦବୋଧନ ଦେବା ବେଳେ ଶ୍ରୀମୟୀ ହେଉଛନ୍ତି ଭୁବନେଶ୍ବର ଲୋକସଭା ପ୍ରାର୍ଥୀ ବୋଲି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି ଅବସରରେ ହିଞ୍ଜିଳିବାସୀ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି […]
ଭୁବନେଶ୍ଵର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି ମାଥିଭାଥନନ ଆଜି ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା)ର ନବ ନିଯୁକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ (ଇଓ)ଙ୍କୁ ଏକ ସମାବେଶୀ ଓ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା […]
ନୂଆଦିଲ୍ଲୀ: ଦକ୍ଷିଣ ଭାରତର କର୍ଣ୍ଣାଟକ ଓ କିଛି ମାତ୍ରାରେ ତେଲେଙ୍ଗାନାକୁ ବାଦ୍ ଦେଲେ ବିଜେପି ଏପର୍ଯ୍ୟନ୍ତ କୌଣସି ରାଜ୍ୟରେ ନିଜର ଉପସ୍ଥିତି ଜାହିର କରିପାରିନାହିଁ। କିନ୍ତୁ ଏବେ ସେ ଦକ୍ଷିଣରେ ପାଦ ରଖିବା ପାଇଁ ଏକ ଫର୍ମୁଲା ବାହାର କରିଛନ୍ତି। ଏହା […]
ନୂଆଦିଲ୍ଲୀ: ଆସନ୍ତା ବର୍ଷ ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି। ଆଉ ମାତ୍ର ୨-୩ ମାସ ବାକି ଅଛି । ଏହା ପୂର୍ବରୁ ୨୦୨୨-୨୩ରେ ୫ଟି ଆଞ୍ଚଳିକ ଦଳକୁ ମିଳିଥିବା ଇଲେକ୍ଟୋରାଲ ବଣ୍ଡର ତଥ୍ୟ ସାମ୍ନାକୁ ଆସିଛି । ସଦ୍ୟତମ ଅଡିଟ୍ […]
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜି ସନ୍ଧ୍ୟାରେ ଜନତା ମଇଦାନରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଭାବରେ ଯୋଗ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର […]
ଭୁବନେଶ୍ୱର: ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ ଠିଆ […]
ଭୁବନେଶ୍ବର: ଶୁକ୍ରବାର ଦିନ ପ୍ରଥମ ଥର ପାଇଁ ଶଙ୍ଖ ଭବନରେ ବିଜେଡି ନେତାଙ୍କୁ ସମ୍ବୋଧନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସେ ଏହି ସମ୍ବୋଧନ କରିଛନ୍ତି। ଏଥିରେ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀମାନେ […]
ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟଟକମାନଙ୍କୁ ଯାତ୍ରାକାଳୀନ ନୂତନ ଅନୁଭୂତି ଆଣିଦେବା ନିମନ୍ତେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ୧୦ଟି ନୂତନ ଗାଡ଼ିକୁ ସାମିଲ କରାଯାଇଛି। ଏହି ୧୦ଟି ଗାଡ଼ି ମଧ୍ୟରୁ ୪ଟି ଇନୋଭା କ୍ରେଷ୍ଟା, ୪ଟି ସ୍ୱିଫଫ୍ ଡିଜାୟାର-ସିଡାନ୍ ଏବଂ ୨ଟି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ୧୫୯.୨୯ କୋଟି ଟଙ୍କା ବ୍ୟୟରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକାମ୍ର ନିର୍ବାଚନମଣ୍ଡଳୀର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହିସବୁ ପ୍ରକଳ୍ପର […]
ନୂଆଦିଲ୍ଲୀ: ନିକଟ ଅତୀତରେ ଟିଏମସି ସାଂସଦ ଡେରେକ୍ ଓ’ବ୍ରାଏନ୍ ଏବଂ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ମଧ୍ୟରେ ଗୃହରେ ଅନେକ ଯୁକ୍ତିତର୍କ ହୋଇଛି। ସଦ୍ୟତମ ଘଟଣା ହେଉଛି ସଂସଦରେ ସୁରକ୍ଷା ତ୍ରୁଟିକୁ ନେଇ। ବିରୋଧୀ ସାଂସଦମାନେ ଏହି ପ୍ରସଙ୍ଗରେ ଗୃହମନ୍ତ୍ରୀ ଅମିତ […]
ଭୁବନେଶ୍ବର: ଆଜି ଭୁବନେଶ୍ବରର ଶଙ୍ଖ ଭବନରେ ବସିଥିଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ। ଏହି ବୈଠକକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ତେବେ ଏହି ବୈଠକରେ ସେ ନେତାମାନଙ୍କୁ ଯାହା କହିଥିଲେ ତାହା ହେଲା ଆଜି […]
ଭୁବନେଶ୍ବର: ଆଜି ପୁଣି ବିରୋଧୀଙ୍କୁ ଏକ ମାଷ୍ଟରଷ୍ଟ୍ରୋକ ଦେଇଛନ୍ତି ବିଜେଡି ନେତା ତଥା 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଆଜି ବିଜେଡି କାର୍ଯ୍ୟକାରିଣୀ ବୈଠକରେ ସେ କହିଛନ୍ତି ଯେ ମୁଁ ଚଳିତ ନିର୍ବାଚନରେ ଲଢେଇ କରୁ ନାହିଁ। ଏ ନେଇ […]
ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି […]
ନୂଆଦିଲ୍ଲୀ: ସଂସଦର ସୁରକ୍ଷାରେ ଉଲ୍ଲଂଘନ ଅଭିଯୋଗରେ ଦିଲ୍ଲୀ ପୋଲିସ ଆଉ ଦୁଇଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି। ମହେଶ ଓ କୈଳାସ ନାମକ ଏହି ଦୁଇଜଣ ପୂରା ମାମଲାର ମାଷ୍ଟରମାଇଣ୍ଡ ଲଳିତ ଝାଙ୍କୁ ସମସ୍ତ ପ୍ରମାଣ ନଷ୍ଟ କରିବାରେ ସାହାଯ୍ୟ କରିଥିବା ଅଭିଯୋଗ […]
ଭୁବନେଶ୍ୱର: ନିକଟରେ ଅନୁଷ୍ଠିତ ହୋଇଥିବା ୫ଟି ରାଜ୍ୟର ନିର୍ବାଚନରୁ ୩ଟିରେ ବିଜେପି ବିଜୟ ଲାଭ କରି ମନୋବଳ ବୃଦ୍ଧି କରିଛି। ଆଗାମୀ ସାଧାରଣ ନିର୍ବାଚନରେ ବିଜେପି ଦେଶରୁ ୪୦୦ରୁ ଅଧିକ ଆସନରେ ବିଜୟୀ ହୋଇ ପୂର୍ବ ଥରର ରେକର୍ଡ ଭାଙ୍ଗିବା ପାଇଁ […]
ଭୁବନେଶ୍ୱର: ‘ଆନ୍ତର୍ଜାତିକ ଜଳ ପରିଚାଳନା ପ୍ରତିଷ୍ଠାନ’ ଏବଂ ‘ଶକ୍ତି, ପରିବେଶ ଓ ଜଳ ପରିଷଦ’ ଆନୁକୂଲ୍ୟରେ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହଯୋଗରେ ‘ଖାଦ୍ୟ, ଜମି ଓ ଜଳ ପ୍ରଣାଳୀରେ ନୀତି ସମନ୍ୱୟ : ଓଡ଼ିଶା ପରିପ୍ରେକ୍ଷୀରେ ଅଧ୍ୟୟନ’ […]