ଭୁବନେଶ୍ୱର: ‘ଆନ୍ତର୍ଜାତିକ ଜଳ ପରିଚାଳନା ପ୍ରତିଷ୍ଠାନ’ ଏବଂ ‘ଶକ୍ତି, ପରିବେଶ ଓ ଜଳ ପରିଷଦ’ ଆନୁକୂଲ୍ୟରେ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହଯୋଗରେ ‘ଖାଦ୍ୟ, ଜମି ଓ ଜଳ ପ୍ରଣାଳୀରେ ନୀତି ସମନ୍ୱୟ : ଓଡ଼ିଶା ପରିପ୍ରେକ୍ଷୀରେ ଅଧ୍ୟୟନ’ […]
ଭୁବନେଶ୍ବର: କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶାର ୨୦୨୪ ନିର୍ବାଚନ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି। ଯାହାକୁ ନେଇ ଓଡିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ଧର୍ମେନ୍ଦ୍ର କିଛି ତଥ୍ୟ ଅଧାରରେ କହିଲେ […]
ନୂଆଦିଲ୍ଲୀ: ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି-ଶାହି ଇଦ୍ଗାହ ବିବାଦୀୟ କମ୍ପ୍ଲେକ୍ସର ସର୍ଭେ କରାଯିବ। ଆହ୍ଲାବାଦ ହାଇକୋର୍ଟ ଆଜି ଏହି ରାୟ ଦେଇଛନ୍ତି। ହିନ୍ଦୁ ପକ୍ଷର ଆବେଦନକୁ ଗ୍ରହଣ କରି କୋର୍ଟ ସର୍ଭେ ପାଇଁ ଜଣେ କୋର୍ଟ କମିଶନର ନିଯୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। […]
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ହିନ୍ଦୋଳର ପୂର୍ବତନ ବିଧାୟକ ରବି ନାଏକ ଆଜି କଂଗ୍ରେସ ଦଳ ପରିତ୍ୟାଗ କରି ନିଜ ଶତାଧିକ ସମର୍ଥକଙ୍କ ଗହଣରେ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪କୁ ନେଇ ରାଜନୀତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ବିରୋଧୀ ଇଣ୍ଡି ମେଣ୍ଟ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଜୋରସୋରରେ ଚଳାଇଛି। ଏହି ପ୍ରସ୍ତୁତି […]
ଭୁବନେଶ୍ଵର: ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଏକ ଯୁଗାନ୍ତକାରୀ ଦିବସ। ବିସ୍ଥାପିତ ଲୋକମାନଙ୍କର ୧୦୦ ବର୍ଷର ସମସ୍ୟାର ଅନ୍ତ ହୋଇଛି। ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ସେମାନଙ୍କର ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]
ଭୁବନେଶ୍ୱର: ଆୟକର ବିଭାଗର ଚଢାଉ ନେଇ ବିଜେପି ରାଜ୍ୟ ସଭାପତିଙ୍କ ପାଖରେ ବୋଧହୁଏ, ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ କେନ୍ଦ୍ରୀୟମନ୍ତ୍ରୀଙ୍କ ତୁଳନାରେ ଅଧିକ ତଥ୍ୟ ରହିଛି। ପ୍ରଧାନମନ୍ତ୍ରୀ ଡିସେମ୍ବର ୮ ଓ ଡିସେମ୍ବର ୧୨ରେ ଦୁଇଟି ଟ୍ୱିଟ୍ କରିଥିଲେ। […]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ […]
ନୂଆଦିଲ୍ଲୀ: ଅର୍ଥ ନେଇ ପ୍ରଶ୍ନ ପଚାରିବା ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା ସାଂସଦ ବରଖାସ୍ତ ହୋଇଛନ୍ତି। ସେବେଠାରୁ ପଶ୍ଚିମବଙ୍ଗ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଆକ୍ରମଣାତ୍ମକ ରହିଛି। ୨୦୨୪ ଲୋକସଭା ନିର୍ବାଚନରେ ପଶ୍ଚିମବଙ୍ଗରେ […]
ନୂଆଦିଲ୍ଲୀ: ଡିସେମ୍ବର ୧୩ରେ ସଂସଦର ସୁରକ୍ଷାରେ ଉଲ୍ଲଂଘନ ମାମଲାରେ ଏବେ ନୂଆ ତଥ୍ୟ ମିଳିଛି। ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ସଂସଦ ବାହାରେ ପୂର୍ବରୁ ରେକି କରିସାରିଥିଲେ। ସମସ୍ତ ଅଭିଯୁକ୍ତ ସୋସିଆଲ ମିଡିଆ ପେଜ୍ ‘ଭଗତ ସିଂହ ଫ୍ୟାନ୍ […]
ଭୁବନେଶ୍ୱର: ନିଶାସେବନ ଓ ନିଶା କାରବାର ନେଇ ତଦାରଖ, ଶାସ୍ତିବିଧାନ, ପ୍ରତିଷେଧକ ଓ ନିଶାମୁକ୍ତି ନେଇ ବ୍ୟାପକ ଜନସଚେତନତା ଜରୁରୀ। ଓଡ଼ିଶାରେ ନିଶାଦ୍ରବ୍ୟ ସେବନର ପରିମାଣ ମାତ୍ରାଧିକ ଓ ମୁଖକର୍କଟ ରୋଗ ଘଟଣା ଦେଶରେ ସର୍ବାଧିକ ବୋଲି ନିଶାମୁକ୍ତ ଭାରତ ଅଭିଯାନର […]
ଭୁବନେଶ୍ୱର: “ଲକ୍ଷ୍ମୀ” ବସରେ ଯାତାୟତ ବେଳେ କ୍ୟାସଲେସ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ କରାଯାଇଛି। ଏହାଦ୍ୱାରା ଯାତ୍ରୀମାନେ ସୁବିଧାରେ କ୍ୟୁଆର […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଭାରତ ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଶ୍ରୀ ଧର୍ମେନ୍ଦ୍ର ଶର୍ମା ଓ ଶ୍ରୀ ନୀତେଶ କୁମାର ବ୍ୟାସ (ଭା.ପ୍ର.ସେ) ରାଜ୍ୟର […]
ଭୁବନେଶ୍ୱର: ଆମ ବ୍ୟାଙ୍କ ଯୋଜନା, ମିଶନ ଶକ୍ତି ସ୍କୁଟର ଯୋଜନା, ଲକ୍ଷ୍ମୀ ଯୋଜନା, ବଳରାମ ଯୋଜନା, ମୋ ଘର ଯୋଜନା ଆଦି ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ କାର୍ଯ୍ୟକ୍ରମ। ସେଗୁଡିକର ଆଶାନୁରୂପ ସଫଳତା ଦିଗରେ ବ୍ୟାଙ୍କଗୁଡିକର ଅକୁଣ୍ଠ ଓ ନିଷ୍ଠାପର ସହଯୋଗଅ […]
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନର ସପ୍ତମ ଦିନ (ଡିସେମ୍ବର ୧୨)ରେ ଗୃହମନ୍ତ୍ରୀ ଅମିତ ଶାହା ମୌସୁମୀ ଅଧିବେଶନରେ ଆଗତ ତିନିଟି ଅପରାଧିକ ବିଲ୍ ପ୍ରତ୍ୟାହାର କରି ନେଇଛନ୍ତି। ସେ ସ୍ଥାନରେ ପୁଣିଥରେ ଲୋକସଭାରେ ୩ଟି ନୂଆ ବିଲ୍ ଆଗତ ହେବା ସହ […]
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଜଣେ ଯାଦବ ନେତା ମୋହନ ଯାଦବଙ୍କୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଭାବେ ନିଯୁକ୍ତ କରିଛି। ଦଳର ଏହି ପଦକ୍ଷେପକୁ ହିନ୍ଦୀ ହାର୍ଟଲ୍ୟାଣ୍ଡ ଏବଂ ଅନ୍ୟାନ୍ୟ ରାଜ୍ୟରେ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ନିକଟରେ ପହଞ୍ଚିବା ଭଳି ଦେଖାଯାଉଛି। […]
ଭୁବନେଶ୍ବର: ରାଜ୍ୟ ସରକାର କୃଷକମାନଙ୍କ ଆୟ ବହୁଗୁଣିତ କରି ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ଆୟବୃଦ୍ଧି ନିମନ୍ତେ କୃଷି କାର୍ଯ୍ୟ ସହିତ ମାଛଚାଷ ଓ ପ୍ରାଣୀପାଳନର ଆବଶ୍ୟକତା ରହିଛି । ଏହି […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ସେମିଫାଇନାଲରେ ବିଜୟୀ ହୋଇ ବିଜେପି ଦ୍ୱିତୀୟ ବାଧା ଅତିକ୍ରମ କରିଛି। ୩ଟି ରାଜ୍ୟରେ ବମ୍ପର ବିଜୟ ପରେ ଦଳ ଏବେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି। ଛତିଶଗଡ଼ରେ ଆଦିବାସୀ ଚେହେରା ବିଷ୍ଣୁ ଦେବ ସାଇଙ୍କୁ ରାଜ୍ୟର କମାଣ୍ଡ […]
ସମ୍ବଲପୁର: ଆଜି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟସ୍ଥ ଲାରିପାଲି ଜଙ୍ଗଲର ଏକ ବୋରୱେଲ ଭିତରୁ ନବଜାତକ ଶିଶୁକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଏହି ଶିଶୁଟିକୁ କେହି ଜନ୍ମ କରି ସେହି ଜଙ୍ଗଲ ବୋରୱେଲ ଭିତରକୁ ଫିଙ୍ଗି ଦେଇଥିଲା। ହେଲେ ପିଲାଟିର […]
ନୂଆଦିଲ୍ଲୀ: ସଂସଦର ଶୀତ କାଳୀନ ଅଧିବେଶନର ସପ୍ତମ ଦିନରେ ଗୃହମନ୍ତ୍ରୀ ଅମିତ ଶାହ ତିନିଟି ଅପରାଧିକ ବିଲ୍ ପ୍ରତ୍ୟାହାର କରିନେଇଛନ୍ତି। ସେହି ବିଲ୍ ସ୍ଥାନରେ ଲୋକସଭାରେ ୩ଟି ନୂଆ ଅପରାଧିକ ବିଲ୍ ଆଗତ ହୋଇଛି। ଶାହ କହିଛନ୍ତି ଯେ ସଂସଦୀୟ କମିଟି […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ସେମିଫାଇନାଲ ଜିତିବା ପରେ ବିଜେପି ଫାଇନାଲ ଲଢ଼େଇ ପାଇଁ ୩ଟି ରାଜ୍ୟରେ ନିଜର ଅଧିନାୟକ ଘୋଷଣା କରିଛି। ଡିସେମ୍ବର ୩ତାରିଖରେ ନିର୍ବାଚନ ଫଳାଫଳ ଆସିବା ପରେ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ଅଧିନାୟକଙ୍କ ନାମକୁ […]