ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ପ୍ରଦାନ କରିଥିବା ଧାରା-୩୭୦ ଉଚ୍ଛେଦକୁ ବଜାୟ ରଖିଥିବା ସୁପ୍ରିମକୋର୍ଟ ଖଣ୍ଡପୀଠ ୪୭୬ ପୃଷ୍ଠାର ରାୟରେ ବିଭିନ୍ନ ପ୍ରସଙ୍ଗ ଏବଂ ଆଇନଗତ ନୀତି ଉପରେ ଆଲୋଚନା କରିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ବିଆର […]
ନରେନ୍ଦ୍ର ମୋଦି ଧାରା-୩୭୦ ଓ ୩୫(ଏ) ଉଚ୍ଛେଦ ନେଇ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ଡିସେମ୍ବର ୧୧ରେ ଏକ ଐତିହାସିକ ରାୟ ଦେଇଛନ୍ତି। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କ ରାୟରେ ଭାରତର ସାର୍ବଭୌମତ୍ୱ ଏବଂ ଅଖଣ୍ଡତାକୁ ବଜାୟ ରଖିଛନ୍ତି, ଯାହାକୁ ପ୍ରତ୍ୟେକ ଭାରତୀୟ […]
ଭୁବନେଶ୍ବର: କୃଷି ସାମ୍ବାଦିକତା କୃଷି ଓ କୃଷକଙ୍କ ଜୀବନଜୀବିକାକୁ ପରିବର୍ତ୍ତନ କରିବାରେ କ୍ଷମତା ରଖେ। ସାମ୍ବାଦିକମାନେ ଦାୟିତ୍ୱ ସହକାରେ କୃଷକଙ୍କ ସମସ୍ୟା ଉପସ୍ଥାପିତ କରିବା ସହିତ ସରକାରଙ୍କ କୃଷି ଯୋଜନା ସମ୍ବନ୍ଧିତ ବିଭିନ୍ନ କାର୍ଯ୍ୟକ୍ରମକୁ ଚାଷୀଙ୍କ ପାଖରେ ପହଞ୍ଚାଇ ପାରିଲେ ଚାଷୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ @୨୦୪୭: ଭଏସ୍ ଅଫ୍ ୟୁଥ୍ (ଯୁବବର୍ଗଙ୍କ ସ୍ୱର’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶର ବିଭିନ୍ନ ରାଜଭବନରେ ଆୟୋଜିତ କର୍ମଶାଳାରେ […]
ଭୁବନେଶ୍ୱର: ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅନୁଗୁଳ ବ୍ଲକର ୨୦୨୨ ର ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ ଦୁର୍ଗା ଚରଣ ପ୍ରଧାନ ଆଜି ଶଙ୍ଖ ଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ […]
ଭୁବନେଶ୍ୱର: ଆଗାମୀ ୨୫ ବର୍ଷ ଭାରତର ବିକାଶ ପାଇଁ ସବୁଠୁ ମହତ୍ତ୍ୱପୂର୍ଣ୍ଣ ସମୟ। ଏହି ଅମୃତ କାଳରେ ଭାରତକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ପ୍ରତ୍ୟେକ ସଂକଳ୍ପିତ ହେବା ଦରକାର। ଭାରତର ପ୍ରଚୁର ଶକ୍ତି ଓ ସାମର୍ଥ୍ୟ ରହିଛି। […]
ଭୁବନେଶ୍ବର: ସଦ୍ୟସମାପ୍ତ ମିଳିତ ଜାତିସଂଘର ବାର୍ଷିକ ଜଳବାୟୁ ସମ୍ମିଳନୀ ସିଓପି ୨୮ରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ବୈଶ୍ୱିକ ଦର୍ଶକଙ୍କ ସମ୍ମୁଖରେ କୃଷି ଓ ଖାଦ୍ୟ ପ୍ରଣାଳୀରେ […]
ଭୁବନେଶ୍ବର: ଇଲେକେଫ୍ରାନିକ୍ସ ଓ ସୂଚନା-ପ୍ରଯୁକ୍ତିବିଦ୍ୟା ଏବଂ ‘ସମଗ୍ର’ ସହଭାଗିତାରେ ‘ଦି ଗଭର୍ଣ୍ଣାନ୍ସ ଚ୍ୟାଲେଞ୍ଜ, ୨୦୨୩’ର ଚୂଡ଼ାନ୍ତ ପର୍ଯ୍ୟାୟ ରାଜ୍ୟ ଲୋକସେବା ଭବନ କନଭେନସନ୍ ହଲରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଏ ସଂପର୍କିତ ପ୍ରତିଯୋଗିତା ପାଇଁ ‘ମହିଳା ସଶକ୍ତୀକରଣ’ ଶୀର୍ଷକ ବିଷୟବସ୍ତୁ ସ୍ଥିର […]
ନୂଆଦିଲ୍ଲୀ: ଧାରା-୩୭୦ ଉଚ୍ଛେଦ ପ୍ରକ୍ରିୟାକୁ ସୁପ୍ରିମକୋର୍ଟ ବଜାୟ ରଖିଛନ୍ତି। ସୋମବାର ରାୟ ଶୁଣାଇ ସୁପ୍ରିମକୋର୍ଟ କହିଛନ୍ତି ଯେ ଧାରା-୩୭୦ ଏକ ଅସ୍ଥାୟୀ ବ୍ୟବସ୍ଥା ଥିଲା। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସମ୍ବିଧାନ ସଭାର ସୁପାରିସ ରାଷ୍ଟ୍ରପତିଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ। ଜମ୍ମୁ-କଶ୍ମୀର […]
ନୂଆଦିଲ୍ଲୀ: ଆଜି ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ଶୁଣାଣି ବେଳେ ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ଏକ ଐତିହାସିକ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ଏହା ପୂର୍ବରୁ ସେପ୍ଟେମ୍ବର ୫ ତାରିଖରେ ୧୬ ଦିନ ବିତର୍କ ପରେ ଅନୁଚ୍ଛେଦ ୩୭୦କୁ ସଂରକ୍ଷଣ ରଖିଥିଲେ। ଏହି […]
ନୂଆଦିଲ୍ଲୀ: ନମାଜକୁ ନେଇ ରାଜ୍ୟସଭାରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ସଂସଦ ଅଧିବେଶନ ସମୟରେ ପ୍ରତି ଶୁକ୍ରବାର ଏଥିପାଇଁ ଅଧା ଘଣ୍ଟାର ବିରତିକୁ ଉଚ୍ଛେଦ କରାଯାଇଛି। ରାଜ୍ୟସଭା ଅଧ୍ୟକ୍ଷ ତଥା ଉପାଧ୍ୟକ୍ଷ ଜଗଦୀପ ଧନଖର ଏହି ରାୟ ଦେଇଛନ୍ତି। ଏହା ସହ […]
ନୂଆଦିଲ୍ଲୀ: କର୍ଣ୍ଣାଟକରେ କଂଗ୍ରେସ ସରକାର ପତନ ହୋଇପାରେ ବୋଲି ଜେଡିଏସ ନେତା ଏଚ. ଡି କୁମାରସ୍ୱାମୀ ରବିବାର ଦାବି କରିଛନ୍ତି। କୁମାରସ୍ୱାମୀ କହିଛନ୍ତି ଯେ ୫୦ରୁ ୬୦ ବିଧାୟକଙ୍କ ସମର୍ଥନ ଥିବା କଂଗ୍ରେସ ସରକାରରେ ଜଣେ ପ୍ରଭାବଶାଳୀ ମନ୍ତ୍ରୀ କଂଗ୍ରେସ ଦଳ […]
ନୂଆଦିଲ୍ଲୀ: ଡିସେମ୍ବର ୧୯ତାରିଖରେ ଦିଲ୍ଲୀରେ ହେବାକୁ ଥିବା ବିରୋଧୀ ଇଣ୍ଡି ମେଣ୍ଟର ପରବର୍ତ୍ତୀ ବୈଠକ ହେବ। ବୈଠକରେ ମୁଖ୍ୟ ଏଜେଣ୍ଡା ପ୍ରସ୍ତୁତ କରିବା, ଆସନ ବଣ୍ଟନ ଓ ମିଳିତ ରାଲି ଆୟୋଜନ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। କଂଗ୍ରେସ ସାଧାରଣ […]
ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟି (ବିଏସପି) ସୁପ୍ରିମୋ ମାୟାବତୀ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ତାଙ୍କ ଉତ୍ତରାଧିକାରୀଭାବେ ମନୋନୀତ କରିଛନ୍ତି । ଲୋକସଭା ନିର୍ବାଚନ ପୂର୍ବରୁ ମାୟାବତୀ ଏହି ଘୋଷଣାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରୁଛନ୍ତି । ବହୁଜନ ସମାଜ […]
ଭୁବନେଶ୍ବର: ରାଜ୍ୟର ଆସ୍ଥା ଫାଉଣ୍ଡେସନ ଆନୁକୂଲ୍ୟରେ ଆନ୍ତଃ ଜାତୀୟ ଆୟୁର୍ବେଦିକ ରସ ମନ୍ଥନ କାର୍ଯ୍ୟକ୍ରମ ୯ ଓ ୧୦ଦୁଇ ଦିନ ଧରି ଭୁବନେଶ୍ୱର ସ୍ଥିତ ବିବେକାନନ୍ଦ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ସରକାରଙ୍କ ଆୟୁର୍ବେଦିକ ରିସର୍ଚ୍ଚ ଏବଂ ଅନୁସନ୍ଧାନ […]
ଭୁବନେଶ୍ୱର: ବହିର ବିକଳ୍ପ ନାହିଁ। ସମୟର ଆହ୍ୱାନ ଓ ଆବଶ୍ୟକତା ମୁତାବକ ନିଜକୁ ପ୍ରସ୍ତୁତ କରିବାକୁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଦେଇଛନ୍ତି। ଆଜି ଭୁବନେଶ୍ୱରରେ ଆୟୋଜିତ ପଂଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ “ଅକ୍ଷର’ର ସମାପନ ସମାରୋହରେ ଯୋଗଦେଇ ରାଜ୍ୟପାଳ […]
ଭୁବନେଶ୍ୱର: ଓଡିଶାରେ ପଞ୍ଚାୟତ ନିର୍ବାଚନ, ପୌର ନିର୍ବାଚନ ଓ ଉପ ନିର୍ବାଚନରେ ବାରମ୍ବାର ହାରି ହତୋତ୍ସାହିତ ହୋଇଯାଇଥିବା ନିଜ ଦଳର କର୍ମୀଙ୍କୁ ଉତ୍ସାହିତ କରିବାକୁ କେନ୍ଦ୍ରମନ୍ତ୍ରୀ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି। ଡକ୍ଟର ମହାନ୍ତି […]
ଭୁବନେଶ୍ଵର: ଛତିଶଗଡର ଲୋକମାନେ ଗତ ଏକ ସପ୍ତାହ ଧରି ନୂତନ ମୁଖ୍ୟମନ୍ତ୍ରୀ ନାମ ଘୋଷଣାକୁ ଅପେକ୍ଷା କରିଥିଲେ। ଆଜି ଅପେକ୍ଷାର ଅନ୍ତ ଘଟିଛି, ଯେତେବେଳେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଷ୍ଣୁଦେବ ସାଇ ବିଜେପି ବିଧାୟକ ଦଳ ବୈଠକରେ ନିର୍ବିରୋଧ ଚୟନ କରାଯାଇଛି। […]
ଭୁବନେଶ୍ବର: ଚାରିଦିନ ଧରି ଚାଲିଛି ଟଙ୍କା ଗଣତି ଯେ, ଏ ପର୍ଯ୍ୟନ୍ତ ଶେଷ ହେଉ ନାହିଁ। ମଦଭାଟିରୁ ଜବତ ସମସ୍ତ ଟଙ୍କା ବଲାଙ୍ଗିର ଷ୍ଟେଟ ବ୍ୟାଙ୍କ ମୁଖ୍ୟାଳୟରେ ଭର୍ତ୍ତି କରାଯାଇ ଗଣତି ଚାଲିଛି। ହେଲେ ରୁନ୍ଧା ଘରେ ଗଦାଗଦା ଟଙ୍କା ଓ […]
ନୂଆଦିଲ୍ଲୀ: ନିକଟରେ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି ଯେ ‘ମୋଦୀ ଗ୍ୟାରେଣ୍ଟି’ର ଯୋଗ୍ୟତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କହିଛନ୍ତି। କିଛି ରାଜନୈତିକ ଦଳ ‘ମିଥ୍ୟା ଘୋଷଣା’ କରି କିଛି ଲାଭ ପାଇବେ ନାହିଁ ବୋଲି […]
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ୩ଟି ହିନ୍ଦୀ ହାର୍ଟଲ୍ୟାଣ୍ଡ ରାଜ୍ୟ ଛତିଶଗଡ଼, ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିପୁଳ ବିଜୟ ହାସଲ କରିଛି। ୨୦୨୪ ସାଧାରଣ ନିର୍ବାଚନର ମାତ୍ର କିଛିମାସ ପୂର୍ବରୁ ଦଳ ଆଶାଠାରୁ ଭଲ ପ୍ରଦର୍ଶନ କରିଥିବାରୁ ନିର୍ବାଚନ ପଣ୍ଡିତମାନେ ବିଜେପି […]