ଭୁବନେଶ୍ବର: ଆଦିକବି ସାରଳା ଦାସଙ୍କ ମହାଭାରତ ଓଡ଼ିଶାର ପୁରପଲ୍ଲୀରେ ପରିଚିତ। ପ୍ରାକୃତ ଭାଷାରେ ରଚିତ ଏହି ମହାଗ୍ରନ୍ଥର ପ୍ରତ୍ୟେକ ପଦରେ ଭରି ରହିଛି ଉତ୍କଳ ମାଟିର ବାସ୍ନା। ଆଦିକବି ହେଉଛନ୍ତି ଗଜପତି ସମ୍ରାଟ କପିଳେନ୍ଦ୍ର ଦେବଙ୍କ ଶାସନ କାଳର। ଚିତ୍ରୋତ୍ପଳା ନଦୀର […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ସେମିଫାଇନାଲ ଫଳାଫଳ ଆସିବାର ସପ୍ତାହେ ବିତିଗଲାଣି। ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜେପିକୁ ବିପୁଳ ବିଜୟ ମିଳିଛି। ତେବେ ବିଜୟୀ ରାଜ୍ୟଗୁଡ଼ିକରେ ଦଳର ନୂଆ ଅଧିନାୟକ ଘୋଷଣା ହୋଇନାହିଁ। ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ଦଳୀୟ ହାଇକମାଣ୍ଡ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫିନଟେକ୍ର ଏକ ବିଶ୍ୱସ୍ତରୀୟ ବିଚାର ନେତୃତ୍ୱ ପ୍ଲାଟଫର୍ମ ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି। ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଅନ୍ତର୍ଜାତୀୟ ଆର୍ôଥକ ସେବା କେନ୍ଦ୍ର କର୍ତ୍ତୃପକ୍ଷ (ଆଇଏଫ୍ଏସ୍ସିଏ) ଏବଂ […]
ଭୁବନେଶ୍ବର: ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସୁଗମ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୬ ଜଣ ସଂଯୋଜକଙ୍କୁ ନିଯୁକ୍ତ କରିଛନ୍ତି। ଯେଉଁ ସଂଯୋଜକମାନେ ନିଯୁକ୍ତ ହୋଇଛନ୍ତି ସେମାନେ ହେଲେ ଅନୁଗୁଳ ପାଇଁ କୈଳାସ ଚନ୍ଦ୍ର ସାହୁ, ବାଲେଶ୍ବର […]
ଭୁବନେଶ୍ୱର: ଜଳସମ୍ପଦ ବିଭାଗ ଅଧିନସ୍ଥ କ୍ଷୁଦ୍ର ଜଳସେଚନ (ଏମଆଇ) ସଂଗଠନର ସିଭିଲ ଇଞ୍ଜିନିୟରଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ରାଜ୍ୟ ଉନ୍ନୟନ କମିଶନର-ତଥା-ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ଓଡ଼ିଶା ଜଳ ସମ୍ପଦ ବିଭାଗ ଏବଂ […]
ନୂଆଦିଲ୍ଲୀ: କେଶବାନନ୍ଦ ଭାରତୀ ମାମଲାରେ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ପୁଣିଥରେ ଚର୍ଚ୍ଚାକୁ ଆସିଛି। ୧୯୭୩ ମସିହାରେ ଏହି ଐତିହାସିକ ନିଷ୍ପତ୍ତିକୁ ଚଳିତ ବର୍ଷ ୫୦ ବର୍ଷ ପୂରିଛି। ହିନ୍ଦୀ, ତେଲୁଗୁ, ତାମିଲ, ଓଡ଼ିଆ, ମାଲାୟଲମ, କନ୍ନଡ, ଗୁଜରାଟୀ, ବଙ୍ଗଳା, ଆସାମୀ ଓ […]
ଭୁବନେଶ୍ବର: ଓଡିଶା ଓ ଝାଡଖଣ୍ଡ ମଦ ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ମିଳିବା ପରେ ବର୍ତ୍ତମାନ ଓଡିଶା ରାଜନୀତିରେ ସୃଷ୍ଟି ହୋଇଛି ଝଡ। ଏତେ ଟଙ୍କା ସଂପୃକ୍ତ ବ୍ୟବସାୟୀଙ୍କ ବ୍ୟବସାୟରୁ ଆସିଛି ନା ତାହା ଆଉ କାହାର। ଏହାକୁ ନେଇ […]
ଭୁବନେଶ୍ୱର: ଦେଶର ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରିଥିବା ମହିଳା ସ୍ୱାଧୀନତା ସଂଗ୍ରାମୀମାନଙ୍କ ମଧ୍ୟରେ ରମାଦେବୀ ହେଉଛନ୍ତି ଅନ୍ୟତମ। ରାଜ୍ୟର ପ୍ରଥମ ମହିଳା ସ୍ୱାଧୀନତା ସଂଗ୍ରାମୀ ଭାବେ ମହାତ୍ମାଗାନ୍ଧୀଙ୍କ ଆହ୍ୱାନରେ ସେ ଲବଣ ସତ୍ୟାଗ୍ରହ, ଖଦି ଆନ୍ଦୋଳନ, ବିନୋବା ଭାବେଙ୍କ ଭୂଦାନ […]
ନୂଆଦିଲ୍ଲୀ: ଟଙ୍କା ପାଇଁ ପ୍ରଶ୍ନ ପଚାରିବାରୁ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରାଙ୍କୁ ଶୁକ୍ରବାର ଲୋକସଭାରୁ ବହିଷ୍କାର କରାଯାଇଛି। ମହୁଆ ମୋଇତ୍ରାଙ୍କ ବିଦାୟ ପରେ ମହୁଆଙ୍କୁ ସମର୍ଥନରେ ଆଗେଇ ଆସିଛନ୍ତି ବିରୋଧୀ ଦଳର ଅନେକ ନେତା। କଂଗ୍ରେସ ସାଂସଦ ଶଶୀ ଥରୁର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ […]
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୋଇତ୍ରାଙ୍କୁ ‘କ୍ୟାସ୍ ଫର୍ କ୍ୱେରି’ ମାମଲାରେ ନୈତିକତା କମିଟି ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ଲୋକସଭା ସାଂସଦ ପଦରୁ ବହିଷ୍କାର କରାଯାଇଛି। ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ବିଜେପି ସରକାରକୁ ଘେରିବା ପାଇଁ […]
ନୂଆଦିଲ୍ଲୀ: ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ ମୁଁ ଆଇନ ଓ ସମ୍ବିଧାନର ସେବକ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆମେ ନିର୍ଦ୍ଧାରିତ ବ୍ୟବସ୍ଥାକୁ ଅନୁସରଣ କରୁଛୁ। ଶୁକ୍ରବାର ଶୁଣାଣି ଆରମ୍ଭ ହେବା ପରେ ଆଇନଜୀବୀ ମାଥ୍ୟୁ ଜେ […]
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂସଦ ସଦସ୍ୟତା ହରାଇଥିବା ମହୁଆ ମୋଇତ୍ରାଙ୍କ ସମର୍ଥନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଟିଏମସି ଅଧ୍ୟକ୍ଷା ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପିକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ମହୁଆ ମୋଇତ୍ରାଙ୍କ […]
ଭୁବନେଶ୍ୱର: ନୂଆ ବା NUA ଓଡ଼ିଶା (ନୂତନ ଉନ୍ନତ ଅଭିଳାଷା) ର ଯୁବକମାନଙ୍କ ପାଇଁ ଦକ୍ଷତା ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି। NUA ଓଡ଼ିଶା ସହିତ ଯୁବକମାନଙ୍କର ଭବିଷ୍ୟତକୁ ସଶକ୍ତ କରିବା ଲକ୍ଷ୍ୟ ନେଇ ଆଜି ପୂର୍ବାହ୍ନରେ ଓଡ଼ିଶା […]
ନୂଆଦିଲ୍ଲୀ: ଟଙ୍କା ପାଇଁ ପ୍ରଶ୍ନ ପଚାରିବା ମାମଲାରେ ଆଜି ଲୋକସଭାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିହାରର ବାଙ୍କାରୁ ଜେଡିୟୁ ସାଂସଦ ଗିରଧାରୀ ଯାଦବ ଏ ନେଇ ଆଲୋଚନାରେ ଭାଗ ନେଉଥିବାବେଳେ ବାଚସ୍ପତି ଓମ୍ ବିର୍ଲାଙ୍କ ସମ୍ମୁଖରେ ସେ କହିଥିଲେ […]
ନୂଆଦିଲ୍ଲୀ: ନଗଦ ଟଙ୍କା ମାମଲାରେ ଫସିଥିବା ଟିଏମସି ସାଂସଦ ମହୁଆ ମୋଇତ୍ରା ସଂସଦର ସଦସ୍ୟ ପଦରୁ ବଞ୍ଚିତ ହୋଇଛନ୍ତି। କମିଟି ରିପୋର୍ଟରେ ତାଙ୍କୁ ବହିଷ୍କାର କରିବା ପାଇଁ ପ୍ରସ୍ତାବ ମଧ୍ୟ ଉପସ୍ଥାପନ କରାଯାଇଥିଲା। ଏହାପରେ ମତଦାନ ହୋଇଥିଲା ଏବଂ ତାଙ୍କୁ ସଂସଦରୁ […]
ନୂଆଦିଲ୍ଲୀ: ଦେଶରେ ଲିଭ୍ ଇନ୍ ରିଲେସନ୍ ସିପ୍କୁ ନିଷିଦ୍ଧ କରିବା ପାଇଁ ସରକାର ଆଇନ ପ୍ରଣୟନ କରନ୍ତୁ ଏବଂ ପ୍ରେମ ବିବାହରେ ପିତାମାତାଙ୍କ ସହମତି ବାଧ୍ୟତାମୂଳକ କରାଯାଉ ବୋଲି ଭାରତୀୟ ଜନତା ପାର୍ଟି (ବିଜେପି)ର ଜଣେ ସାଂସଦ ଲୋକସଭାରେ ଦାବି ଉଠାଇଛନ୍ତି। […]
ନୂଆଦିଲ୍ଲୀ: ରାଜସ୍ଥାନରେ ବିଜେପିର ବିଜୟ ପରେ ବର୍ତ୍ତମାନ ସେଠାରେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ କଳ୍ପନାଜଳ୍ପନା ଜାରୀ ରହିଛି। ବର୍ତ୍ତମାନ ଯେଉଁମାନଙ୍କ ନାମ ଚର୍ଚ୍ଚାରେ ରହିଛି ସେମାନଙ୍କ ମଧ୍ୟରୁ କାହାକୁ ମୁଖ୍ୟମନ୍ତ୍ରୀ କଲେ ଅନ୍ୟ ଏକ ଗୋଷ୍ଠୀ ବା ଜାତି […]
ନୂଆଦିଲ୍ଲୀ: ସମଗ୍ର କାଶ୍ମୀର ଆମର, ଏଥିପାଇଁ ଆମେ ନିଜ ଜୀବନ ଦେଇଦେବୁ। ୨୦୧୯ ରେ ଲୋକସଭାରେ ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ ଉପରେ ଆଲୋଚନାବେଳେ ଅମିତ ଶାହା ଯେତେବେଳେ ଏହି ବୟାନ ଦେଇଥିଲେ ସେତେବେଳେ ଗୃହରେ ନିରବତା ଦେଖାଦେଇଥିଲା। ଗୋଟିଏ ପଟେ କାଶ୍ମୀର […]
ନୂଆଦିଲ୍ଲୀ: ୧୯୬୬ ଜାନୁଆରୀ ପହିଲାରୁ ୧୯୭୧ ମାର୍ଚ୍ଚ ୨୫ ମଧ୍ୟରେ ଆସାମରେ ବାଂଲାଦେଶୀ ଶରଣାର୍ଥୀଙ୍କୁ ଦିଆଯାଇଥିବା ନାଗରିକତା ସମ୍ପର୍କିତ ତଥ୍ୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ପାଞ୍ଚ […]