ନୂଆଦ୍ବିଲ୍ଲୀ: ଚାରୋଟି ରାଜ୍ୟର ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟୁଇଟ କରି ଜନସାଧାରଣଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ‘ ଆମେ ଜନ ଜନାର୍ଦ୍ଦନକୁ ପ୍ରଣାମ କରୁ ଛତିଶଗଡ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନର ଫଳାଫଳ […]
ରାଜସ୍ଥାନ ନିର୍ବାଚନ ଫଳାଫଳ ୨୦୨୩: ରାଜସ୍ଥାନରେ ବିଜେପି ଜିତିଛି, ଯଦି ବସୁନ୍ଧରା ରାଜେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। କାରଣ ନିର୍ବାଚନ ପ୍ରଚାର ବେଳେ ଦଳ ବସୁନ୍ଧରା ରାଜେଙ୍କୁ […]
ନୂଆଦିଲ୍ଲୀ: ବର୍ତ୍ତମାନ ସୁଦ୍ଧା ଚୁଡାନ୍ତ ଫଳାଫଳ ଆସି ନ ଥିଲେ ମଧ୍ୟ ଆଗୁଆ ସଂଖ୍ୟାକୁ ହିସାବ କଲେ ବର୍ତ୍ତମାନ ବିଜେପି ତିନୋଟି ରାଜ୍ୟରେ ସରକାର ଗଠନ କରିବ। ସେହି ତିନୋଟି ହେଲା ଛତିଶଗଡ, ରାଜସ୍ଥାନ ଏବଂ ମଧ୍ୟ ପ୍ରଦେଶ। ଏହି ତିନୋଟିରୁ […]
ଭୁବନେଶ୍ୱର: ଚଳିତ ଶତାଦ୍ଦୀ ଭାରତର। ଭାରତ ବିଶ୍ୱର ନେତୃତ୍ତ୍ୱ ନେବାକୁ ଯାଉଛି। ସଂପ୍ରତି ଭାରତ ବିଶ୍ୱରେ ପଂଚମ ବିଶାଳ ଅର୍ଥବ୍ୟବସ୍ଥା। ଖୁବ୍ ଶୀଘ୍ର ତୃତୀୟ ସ୍ଥାନରେ ପହଂଚିବ। ବିକାଶର ଏହି ଧାରାକୁ ତ୍ୱରାନ୍ୱିତ କରିବାରେ ନାରୀ ଶକ୍ତି ଅଗ୍ରଣୀ ଭୂମିକା ନେବ […]
ଭୁବନେଶ୍ୱର: ପଞ୍ଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଆଜି ଦ୍ୱିତୀୟ ଦିବସ। ଆଜି ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ କହିଲେ ଯେ ପାଠକ ହେଉଛି ପୁସ୍ତକର ବାସ୍ତବ ବିଚାରକ। […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ […]
ନୂଆଦିଲ୍ଲୀ: ଛତିଶଗଡ଼ ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ରାଜନୀତି ଚରମ ସୀମାରେ ରହିଛି। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଅନଲାଇନ୍ ବେଟିଂ ଆପ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି। ଏ ନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। […]
ତାଙ୍କୁ ସଂସଦରୁ ବହିଷ୍କାର କରିବା ଏକ ଗମ୍ଭୀର ଦଣ୍ଡ ଏହାକୁ ପୁନର୍ବାର ବିଚାର କରାଯିବା ଉଚିତ ନୂଆଦିଲ୍ଲୀ: ଡିସେମ୍ବର ୪ରୁ ଆରମ୍ଭ ହେଉଛି ସଂସଦର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ଲୋକସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ଲୋକସଭା […]
ମୁଣ୍ଡଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଫୁଟବଲ ଖେଳ ପ୍ରତି ଉତ୍ସାହ ତଥା ଖେଳୁଆଡ ମନୋଭାବ ତିଆରି କରିବା ଉଦ୍ଦେଶ୍ୟରେ ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକର ମୁଣ୍ଡଳୀ […]
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ସ୍ୱତନ୍ତ୍ର ବାର୍ତ୍ତା ଅନୁଯାୟୀ ଆସନ୍ତା ଡିସେମ୍ବର ୫ ତାରିଖରୁ ମାଲକାନଗିରି, କୋରାପୁଟ,ରାୟଗଡ଼ା,ଗଞ୍ଜାମ, ଗଜପତି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଅନ୍ୟ ଜିଲ୍ଲା ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ […]
ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସାରା ରାଜ୍ୟର ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଂଚାୟତରୁ ଶହ ଶହ କଂଗ୍ରେସ ନେତୃବୃନ୍ଦ, କର୍ମୀ ଓ ଶୁଭେଚ୍ଛୁମାନେ ଶ୍ରୀ ଜଗନ୍ନାଥ ମନ୍ଦିରର ସମସ୍ତ ନୀତି […]
ଭୁବନେଶ୍ୱର: 5T ଏବଂ ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ଅପରାହ୍ନରେ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ ପରିଦର୍ଶନ କରିଛନ୍ତି। ପ୍ରକଳ୍ପର ଠିକ ସମୟରେ ଶେଷ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଏଥିସହିତ ସେଠାରେ ଚାଲିଥିବା […]
ଭୁବନେଶ୍ୱର: ରାଜଧାନୀରେ ଅଳିଆ ପାହାଡକୁ ଆଜି ରାଜ୍ୟ ସରକାରଙ୍କ ସମାଲୋଚନା କରିଛି ବିଜେପି। ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଗାଡକଣ ଅଳିଆ ପାହାଡ ତଦାରଖ କରିବା ପରେ ଏହି ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ […]
ଭୁବନେଶ୍ବର: ନୂଆଦିଲ୍ଲୀରେ କ୍ୟାରିଟାସ ଇଣ୍ଡିଆ ପକ୍ଷରୁ ଆୟୋଜିତ ଦୁଇଦିନିଆ ଜାତୀୟ ସମ୍ମିଳନୀରେ ଓଡ଼ିଶା ରାଜ୍ୟ ଖାଦ୍ୟ କମିଶନ ଅଧ୍ୟକ୍ଷ ଶ୍ରୀ ଅବନୀ କାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। ରାଜ୍ୟ ସରକାରଙ୍କ ଖାଦ୍ୟଯୋଗାଣ ଓ […]
ଭୁବନେଶ୍ୱର: ରାଜ୍ୟରେ ସବୁଜ ଜଳବାୟୁ ପାଣ୍ଠି ( ଜିସିଏଫ)ପ୍ରକଳ୍ପର ସଫଳ ଋପାୟନ ଉଦ୍ଦେଶ୍ୟରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ କ୍ଷୁଦ୍ର ଜଳସେଚନ(ଜଳ ସମ୍ପଦ ବିଭାଗ)ର ଅଧିକାରୀମାନଙ୍କ ନିମନ୍ତେ ଏକ ୨ ଦିନିଆ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି […]
ଭୁବନେଶ୍ୱର: ବିକଶିତ ଭାରତ ଓ ଆତ୍ମନିର୍ଭର ଭାରତ ନିର୍ମାଣ ନିମନ୍ତେ ଶିକ୍ଷାର ବରିଷ୍ଠ ଯୋଗଦାନ ରହିଛି। ଶିକ୍ଷା ହିଁ ପରିବର୍ତ୍ତନର ପ୍ରମୁଖ ମାଧ୍ୟମ ଏବଂ ଏହା ଉପରେ ଗୁରୁତ୍ୱ ଦେବାକୁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଦେଇଛନ୍ତି। ଆଜି ରାଜଭବନରେ ଘରୋଇ […]
ନୂଆଦିଲ୍ଲୀ: ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳକୁ ଅପେକ୍ଷା କରାଯାଇଛି। ରାଜ୍ୟରେ କେଉଁ ଦଳର ଶାସନ ଚାଲିବ ତାହା ଡିସେମ୍ବର ୩ ତାରିଖରେ ଜଣାପଡ଼ିବ। କିନ୍ତୁ ଫଳାଫଳ କେବଳ ସେହି ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ମନୋଭାବ […]
ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରିବା ପାଇଁ ଏକ ନୀତି ନିର୍ଘଂଟ ପ୍ରଣୀତ ହେବା ଦରକାର। ପ୍ରଥମ ପର୍ଯ୍ୟାୟରେ ଚାରି ବର୍ଷିଆ ସ୍ନାତକ ଶିକ୍ଷା ପ୍ରଚଳନ ପାଇଁ ବ୍ୟବସ୍ଥା ହେବା ଦରକାର। ଏଥି ନିମନ୍ତେ ପାଠ୍ୟକ୍ରମ, ସଂରଚନା, ଦକ୍ଷତା […]
ଡା ତ୍ରୈଲୋକ୍ୟନାଥ ମହାରଣା ପ୍ରତିବର୍ଷ ମାରାତ୍ମକ ଏଡସ ଭୁତାଣୁ ଏଚ ଆଇ ଭି ସମଗ୍ର ବିଶ୍ୱରେ କାୟା ବିସ୍ତାର କରି ଚାଲିଛି।୧୯୬୦ ମସିହାରେ ଏହି ରୋଗ ପ୍ରକାଶ ପାଇଥିଲା କିନ୍ତୁ ଏହାକୁ ୧୯୮୧ମସିହାରେ ନିରୂପଣ କରାଯାଇଥିଲା।୧୯୮୬ ମସିହା ଜୁନ ମାସ ୧ […]
ଭୁବନେଶ୍ବର: ଆଜି ଘଟଗାଁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନଙ୍କ ଘର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ପୋଡ଼ାମାରି ଗାଁର ବୋଲି […]