ଭୁବନେଶ୍ବର: ଆଜି ଘଟଗାଁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନଙ୍କ ଘର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ପୋଡ଼ାମାରି ଗାଁର ବୋଲି […]
ନୂଆଦିଲ୍ଲୀ: ଇଲେକ୍ଟ୍ରିକ୍ ଯାନର ପ୍ରଚଳନ ହେଉ କିମ୍ବା ପେଟ୍ରୋଲ ଓ ଡିଜେଲରେ ଇଥାନଲର ଅପମିଶ୍ରଣ ହେଉ, ପବନ ଶକ୍ତି ହେଉ କିମ୍ବା ସୌର ଶକ୍ତି; କାର୍ବନ ନିର୍ଗମନକୁ ହ୍ରାସ କରିବା ପାଇଁ ଭାରତ ଦ୍ରୁତ ଗତିରେ ବିକଳ୍ପ ଶକ୍ତି ଉତ୍ସ ଆଡ଼କୁ […]
ଭୁବନେଶ୍ବର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ଆଜି କହିଛନ୍ତି ଯେ, ନିର୍ବାଚନ ପରେ ଏକଜିଟ୍ ପୋଲରେ କେଉଁ ପରିସଂଖ୍ୟାନ ଦେଖାଯାଉନା କାହିଁକି, ମୁଁ ଅନୁଭବ କରୁଛି ଯେ ରାଜସ୍ଥାନରେ କଂଗ୍ରେସ ସରକାର ଗଠନ ହେବ। କଂଗ୍ରେସ ମୁଖ୍ୟାଳୟରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା […]
ଲେଖକ: ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ଭାରତ ଜି-୨୦ ଅଧ୍ୟକ୍ଷତା ଗ୍ରହଣ କରିବାକୁ ଆଜି ୩୬୫ ଦିନ ପୂରିଛି। ‘ବସୁଧୈବ କୁଟୁମ୍ବକମ୍ ‘ଏକ ପୃଥିବୀ, ଏକ ପରିବାର, ଏକ ଭବିଷ୍ୟତ’ ର ଭାବନାକୁ ପ୍ରତିଫଳିତ କରିବା, ସଂକଳ୍ପବଦ୍ଧ ହେବା ଏବଂ ଏହାକୁ ପୁନର୍ଜୀବିତ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ […]
ନୂଆଦିଲ୍ଲୀ: ଛତିଶଗଡ଼ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଘୋଡ଼ାବେପାରକୁ ଏଡ଼ାଇବା ପାଇଁ ପ୍ରସ୍ତୁତି କରିଛି ଛତିଶଗଡ଼ କଂଗ୍ରେସ। ଦଳୀୟ ସୂତ୍ରରୁ ପ୍ରକାଶ ଯେ ଫଳାଫଳ ଆସିବାମାତ୍ରେ ବିଜୟୀ ପ୍ରାର୍ଥୀଙ୍କୁ ବେଙ୍ଗାଲୁରୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି। ଏଥିପାଇଁ କଂଗ୍ରେସ ୭୨ […]
ନୂଆଦିଲ୍ଲୀ: ତାମିଲନାଡୁ, ପଞ୍ଜାବ ଏବଂ ବର୍ତ୍ତମାନ କେରଳ, ରାଜ୍ୟ ସରକାର ଏବଂ ରାଜ୍ୟପାଳଙ୍କ ମଧ୍ୟରେ ସବୁକିଛି ଠିକ୍ ନାହିଁ। ବିଧାନସଭାରେ ଗୃହୀତ ବିଲକୁ ସମ୍ପୃକ୍ତ ରାଜ୍ୟପାଳ ଅନୁମୋଦନ ଦେଉନାହାନ୍ତି ବୋଲି ସେଠାକାର ସରକାର ଅଭିଯୋଗ କରିଛନ୍ତି। ଫଳରେ ଏହି ବିଲ ଦୀର୍ଘ […]
ଭୁବନେଶ୍ୱର: ଇଣ୍ଡିଆନ୍ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମିଲେଟସ୍ ରିସର୍ଚ୍ଚ ଆନୁକୂଲ୍ୟରେ ଆୟୋଜିତ ଅନ୍ତରାଷ୍ଟ୍ରୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ୫.୦ରେ ଓଡ଼ିଶା ମିଲେଟସ୍ ମିଶନକୁ ‘ମିଲେଟସ୍ ପ୍ରୋତ୍ସାହନ ପାଇଁ ଗ୍ଲୋବାଲ୍ ମଡେଲ୍’ ପୁରସ୍କାର ମିଳିଥିବା ଅବସରରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ । ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ଡାକ୍ତରଖାନାରେ ୩୭୩୨ ଜଣ ନର୍ସିଂ ଅଫିସର ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା। ଏହି ଅବସରରେ କାର୍ଯ୍ୟକ୍ରମରେ […]
ନୂଆଦିଲ୍ଲୀ: କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ) ଅଧୀନରେ ପ୍ରାୟ ୮୧.୩୫ କୋଟି ହିତାଧିକାରୀଙ୍କୁ ଜାନୁଆରୀ ୧, ୨୦୨୪ରୁ ଆଗାମୀ ୫ ବର୍ଷ ପାଇଁ ମାଗଣା ଖାଦ୍ୟଶସ୍ୟ ଯୋଗାଇ ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ […]
ଆଇନ ଜାଲରେ ରୋନାଲଡୋ: ବିଶ୍ବ ଫୁଟବଲ ଜଗତର କିମ୍ବଦନ୍ତୀ ପୁରୁଷ କ୍ରିଷ୍ଟିଆନୋ ରୋନାଲଡୋ ବର୍ତ୍ତମାନ ଆଇନ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଆମେରିକାର ଫ୍ଲୋରିଡା ଜିଲ୍ଲା କୋର୍ଟରେ ତାଙ୍କ ବିରୋଧରେ ଏକ ମକଦ୍ଦମା ଦାୟର କରାଯାଇଛି। ଅଭିଯୋଗକାରୀ ମାଇକେଲ ସିଜେମୋର, ମିକି ଭୋଙ୍ଗଡାରା ଏବଂ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ପ୍ରକଳ୍ପ ଦୁଇଟି ହେଉଛି – କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ […]
ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିିଳନୀ ଜରିଆରେ ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପଂଚାନନ କାନୁନଗୋ ଓଡ଼ିଶାରେ ଏକ ଆଂଚଳିକ ବୈଷମ୍ୟ କମିଟି ଗଠନ ନିମନ୍ତେ ଦୃଢ଼ ଦାବୀ ଉପସ୍ଥାପନ କରିଛନ୍ତି। ସେ କହିଥିଲେ ଯେ […]
ଭୁବନେଶ୍ୱର: ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ରାଜ୍ୟରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି। […]
ନୂଆଦିଲ୍ଲୀ: ବିଭିନ୍ନ ବର୍ଗରେ ଶ୍ରେଷ୍ଠତ୍ୱକୁ ସ୍ୱୀକୃତି ଦେଇ ୫୪ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ଏହାର ସମ୍ମାନଜନକ ଗୋଲ୍ଡେନ୍ ପିକକ୍ ପୁରସ୍କାର ପ୍ରଦାନ କରିଛି। ଗୋଆର ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ଭବ୍ୟ ସମାପନୀ ସମାରୋହରେ ଚଳଚ୍ଚିତ୍ର ଜଗତର […]
ନୂଆଦିଲ୍ଲୀ: ମହାତ୍ମା ଗାନ୍ଧୀଙ୍କୁ ଗତ ଶତାବ୍ଦୀର ‘ମହାପୁରୁଷ’ ବୋଲି ଉପରାଷ୍ଟ୍ରପତି ଜଗଦୀପ ଧନଖର ବର୍ଣ୍ଣନା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚଳିତ ଶତାବ୍ଦୀର ଯୁଗପୁରୁଷ ବୋଲି ବର୍ଣ୍ଣନା କରିଛନ୍ତି । ମହାତ୍ମା ଗାନ୍ଧୀ ସତ୍ୟାଗ୍ରହ ଓ ଅହିଂସା ମାଧ୍ୟମରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରିଛନ୍ତି। ଏହାଦ୍ବାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ। […]
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ଟି ରାଜ୍ୟର ବିଧାନସଭା ନିର୍ବାଚନରେ ପ୍ରାୟ ୪୦ଟି ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି। ସେ କିଛି ରୋଡ୍ ସୋ ମଧ୍ୟ କରିଥିଲେ। ମଧ୍ୟପ୍ରଦେଶରେ ସେ ସର୍ବାଧିକ ୧୪ଟି ନିର୍ବାଚନୀ ସଭାକୁ ସମ୍ବୋଧିତ […]
ଭୁବନେଶ୍ୱର: ଶାସକ ବିଜୁ ଜନତା ଦଳରେ ଧାର୍ମିକ ମାସ କାର୍ତ୍ତିକ ପୂର୍ଣ୍ଣିମାରେ କାର୍ତ୍ତିକେୟ ପାଣ୍ଡିଆନଙ୍କ ଯୁଗ ବିଧିବଦ୍ଧ ଭାବରେ ଆରମ୍ଭ ହୋଇଛି। ଦଳରେ ପାଣ୍ଡିଆନଙ୍କ ଯୁଗ ଆରମ୍ଭ ହେବା ସହିତ ବରିଷ୍ଠ ନେତାମାନଙ୍କର ଯୁଗ ଶେଷ ହେବ ବୋଲି ରାଜନୀତିକ ମହଲରେ ଚର୍ଚ୍ଚା […]