ଭୁବନେଶ୍ବର: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର […]
ନୂଆଦିଲ୍ଲୀ: ରାଜସ୍ଥାନରେ ଭୋଟ୍ ଦେବାର ଗୋଟିଏ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସଚିନ ପାଇଲଟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଛନ୍ତି। ଏହି ଭିଡିଓକୁ ଅଶୋକ ଗେହଲଟ ନିଜ ଏକ୍ସ ହ୍ୟାଣ୍ଡେଲରେ ସେୟାର କରିଛନ୍ତି। ମତଦାନର ଠିକ୍ ଗୋଟିଏ […]
ଭୁବନେଶ୍ୱର: ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେବା ଦିନଠାରୁ ଅର୍ଥାତ୍ ଅକ୍ଟୋବର ୨୭ ଠାରୁ ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକାରେ ଯୋଗ ଦେଇଥିବା ଓ ଭୋଟର ତାଲିକାରୁ ବାଦ ପଡ଼ିଥିବା ଭୋଟରଙ୍କ ଜିଲ୍ଲାୱାରୀ ତଥ୍ୟ […]
ଭୁବନେଶ୍ୱର: ଦେଶ ତଥା ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ତଥା ମହାନଗର ନିଗମ, ମୁନିସିପାଲିଟି, ଗ୍ରାମ ପଞ୍ଚାୟତ ସ୍ତରରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ହଜାର ହଜାର କୋଟି ଟଙ୍କା ବିନିଯୋଗ କରାଯାଉଅଛି। ଏହାର ସଠିକ ହିସାବ ରଖିବା […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳକୁ ଆଉ ୮ ଦିନ ବାକି ଅଛି। ପ୍ରତ୍ୟେକ ବ୍ୟକ୍ତିଙ୍କ ବିଷୟରେ ନିଜର ଆକଳନ ଏବଂ ଗଣିତ ଥାଏ। କଳ୍ପନାତ୍ମକ ବଜାର ନିଜର ଭିନ୍ନ ଗଣିତ ଦେଉଛି। ଆପଣ ଯେତେ ସମ୍ଭବ ଶବ୍ଦ ମଧ୍ୟ କହିପାରିବେ […]
ଭୁବନେଶ୍ବର: ସାଧାରଣତଃ କାର୍ତ୍ତିକ ମାସ ସାରା ହେଉଛି ପବିତ୍ର ଦିନ। ହେଲେ ଏହି ମାସରେ ରାଧାପାଦ ଦର୍ଶନ, ଅଁଳା ନବମୀ ଏବଂ ବଡ ଓଷା ପରି ତିଥି ରହିଛି ଯାହା ଆହୁରି ପବିତ୍ର ବୋଲି କୁହାଯାଏ। ତେବେ ଏହି ମାସରେ ଶେଷ […]
ଭୁବନେଶ୍ୱର: ଛତିଶଗଡ ରାଜ୍ୟପାଳ ବିଭିନ୍ନ ସମୟରେ ଦେଉଥିବା ବିବୃତିକୁ ନେଉ ଖପ୍ପା ହୋଇଛି ବିଜୁ ଜନତା ଦଳ। ନିକଟରେ ବିଶ୍ବଭୂଷଣ ହରିଚନ୍ଦନ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଏବଂ ରତ୍ନଭଣ୍ଡାର ଖୋଲା ପ୍ରସଂଗରେ ବିବୃତି ପ୍ରଦାନ କରିଥିଲେ। ଏ ନେଇ ସେ ରାଜ୍ୟ […]
ନୂଆଦିଲ୍ଲୀ: ରାଜ୍ୟ ସରକାରଙ୍କ ଦ୍ଵାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠନ ହେବା ଫଳରେ ସେମାନଙ୍କ ଜୀବନ ଶୈଳୀରେ ଉଲ୍ଲେଖନୀୟ ଉନ୍ନତି ପରିଲକ୍ଷିତ ହେବା ସହିତ ଓଡିଶାର ଜନଜାତି ସମୁଦାୟ ସମେତ ବିଲୁପ୍ତପ୍ରାୟ ଜନଜାତିଙ୍କ ସର୍ବାଙ୍ଗୀନ ଉନ୍ନତି ଏବଂ […]
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ ମହୁଆ ମୋଇତ୍ରାଙ୍କ ସଂସଦ ଲଗଇନ୍ ଆଇଡି କେବଳ ଦୁବାଇ ନୁହେଁ, ନ୍ୟୁଜର୍ସି, ଯୁକ୍ତରାଷ୍ଟ୍ର ଆମେରିକା ଏବଂ ବେଙ୍ଗାଲୁରୁରେ ବ୍ୟବହୃତ ହୋଇଥିବା ତଥ୍ୟ ମିଳିଛି। ଏହା ପୂର୍ବରୁ ଏକ ସ୍ୱତନ୍ତ୍ର ସାକ୍ଷାତ୍କାରରେ ମୋଇତ୍ରା ସ୍ୱୀକାର କରିଥିଲେ […]
ନୂଆଦିଲ୍ଲୀ: ରାଜନୈତିକ ଦଳଗୁଡ଼ିକ ନିର୍ବାଚନରେ ପ୍ରଲୋଭନ ଦେଖାଇ ଭୋଟ ନେବା ଦୁର୍ନୀତି କି ନୁହେଁ ତାକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣୀ ଆରମ୍ଭ ହୋଇଛି। ନିର୍ବାଚନରେ ପ୍ରଲୋଭନ ଦେଖାଇବା ଅର୍ଥ ଆଇନର ଧାରା ୧୨୩ରେ ଜଣେ ବ୍ୟକ୍ତିଦ୍ୱାରା କରାଯାଇଥିବା ଦୁର୍ନୀତିକୁ ବର୍ଣ୍ଣନା କରାଯାଏ। […]
ଭୁବନେଶ୍ୱର: ଓଡ଼ିଶାର କାଜୁ ବାଙ୍ଗଲାଦେଶକୁ ରପ୍ତାନୀ ହେଲା। ଗତକାଲି ଜାତୀୟ କାଜୁ ଦିବସ ଅବସରରେ ପ୍ରଥମ କରି ବାଙ୍ଗଲାଦେଶକୁ ଓଡ଼ିଶା କାଜୁ ରପ୍ତାନୀ କରିଛି। ଭାରତ ସରକାରଙ୍କ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରଣାଳୟ ଅଧିନସ୍ଥ ଓପେଡ଼ା ସଂସ୍ଥା, ଓଡ଼ିଶା ସରକାରଙ୍କ ଏମ୍ଏସ୍ଏମ୍ଇ […]
ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ୍ ମିଡିଆ ଷ୍ଟଡିଜ୍ ଦ୍ୱାରା ଆୟୋଜିତ ତିନି ଦିନିଆ ଜାତୀୟ ମିଡିଆ କନକ୍ଲେଭ ଗୁରୁବାର ଉଦଯାପିତ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ ଓ କିଟ୍ ସହଯୋଗରେ ଆୟୋଜିତ ଏହି କନକ୍ଲେଭରେ ଭାରତର ବିଶେଷଜ୍ଞମାନେ ଗଣମାଧ୍ୟମ ଓ ଗଣତନ୍ତ୍ରକୁ ଡିଜି-ଟେକ୍ ସହ […]
ଭୁବନେଶ୍ୱର: ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ତେଲେଙ୍ଗାନା ଓ ମିଜୋରାମରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଡିସେମ୍ବର ୩ ତାରିଖରେ ଭୋଟ ଗଣତି ହେବ। ସେତେବେଳକୁ ରାଜ୍ୟର କଂଗ୍ରେସ ଓ ବିଜେପି ନେତାଙ୍କ ଚିନ୍ତା କ୍ରମାଗତଭାବେ ବଢ଼ିବାରେ ଲାଗିଛି। ସବୁ ଓପିନିୟନ ପୋଲର […]
ଭୁବନେଶ୍ବର: ଜାତୀୟ ରାଜପଥ ୫୫ର ମଙ୍ଗୁଳିଠାରୁ ଢେଙ୍କାନାଳ ପର୍ଯ୍ୟନ୍ତ ଏବଂ ଜାତୀୟ ରାଜପଥ ୧୬ର ମଙ୍ଗୁଳିଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ରାସ୍ତାରେ ଯାନବାହନ ଯାତାୟତ ବୃଦ୍ଧି ଦୃଷ୍ଟିରୁ ଯାନବାହନ ଚଳାଚଳକୁ ସୁଗମ କରି ଦୁର୍ଘଟଣା ଏଡ଼ାଇବା ପାଇଁ ଜାତୀୟ ରାଜପଥରେ ଥିବା ସମସ୍ୟାଗୁଡ଼ିକୁ […]
ଭୁବନେଶ୍ବର: ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ବର୍ତ୍ତମାନ ମୁଖ୍ୟସ୍ରୋତରେ ଜନଜାତି ସମ୍ପ୍ରଦାୟ ସାମିଲ ହୋଇପାରିଛନ୍ତି। ଜନଜାତି ଛାତ୍ରଛାତ୍ରୀ ମାନେ ବର୍ତ୍ତମାନ ଉଚ୍ଚଶିକ୍ଷିତ ହେଉଛନ୍ତି । ସବୁ କ୍ଷେତ୍ରରେ ସେମାନେ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣି ଦେଉଛନ୍ତି ବୋଲି ମତ […]
ଭୁବନେଶ୍ବର: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ,ବିଜେପୁରହେଉଛିଜଳ ସେଚନ କ୍ଷେତ୍ରରେ ରାଜ୍ୟ ସରକାରଙ୍କର ଏକ ପ୍ରମୁଖ ପ୍ରକଳ୍ପ, ଯାହା ହୀରାକୁଦ ନଦୀବନ୍ଧ ଯୋଜନାରେ ଥିବା ବରଗଡ଼ ମୁଖ୍ୟ କେନାଲର ସମ୍ପୂର୍ଣ୍ଣ ଯୋଗାଣ ସ୍ତରଠାରୁ ଉଚ୍ଚସ୍ତରରେ ଅବସ୍ଥିତବରଗଡ଼ ଜିଲ୍ଲାର ବିଜେପୁର, ସୋହେଲା ଓ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନ୍ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ […]
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅପରାଧିକ ଷଡ଼ଯନ୍ତ୍ରର ଧାରା ୧୨୦‘ବି’କୁ ବ୍ୟବହାର କରି ପିଏମ୍ଏଲ୍ଏ (ମନି ଲଣ୍ଡରିଂ) ମାମଲା ପ୍ରସ୍ତୁତ କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପିଏମ୍ଏଲ୍ଏ ଅଧୀନରେ ଇଡିକୁ ଦିଆଯାଇଥିବା କ୍ଷମତାକୁ ବଜାୟ ରଖିବାକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ […]
କେଦାର ମିଶ୍ର ଆଧୁନିକ ଶିଳ୍ପ ନଗରୀ ଅନୁଗୁଳର ଏକ ଅପରିଚିତ ଠିକଣା- ବାଜି ରାଉତ ଛାତ୍ରାବାସ। ସେଇ ପୁରୁଣାକାଳିଆ ଛାତ୍ରାବାସଟି ଆଜି ବି ଲାଗେ କେଉଁ ପ୍ରାଚୀନ ସମୟର ଗୁରୁକୁଳ ପରି। ସେହି ଛାତ୍ରାବାସର ଗୋଟେ ଚାଳ ଛପର ଥିବା ଏକ […]
ଭୁବନେଶ୍ବର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ […]
ନୂଆଦିଲ୍ଲୀ: ଅତ୍ୟାଧୁନିକ ବାସ୍ତବବାଦୀ ଦୃଶ୍ୟ ସୃଷ୍ଟି କରୁଥିବା ଡିପଫେକ୍କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବେଗ ପ୍ରକାଶ କରିବା ସହ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଉପରେ ବିଶ୍ୱସ୍ତରୀୟ ନିୟମାବଳୀ ପାଇଁ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏ.ଆଇ.ର ନକାରାତ୍ମକ ପ୍ରଭାବକୁ ନେଇ […]